ରାଜ୍ୟ

ରାଜ୍ୟରୁ ଚିହ୍ନଟ ହେଲେ ୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୩ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୧୫ ଜଣ ଏବଂ ଲୋକାଲ କେସ...

ଆଜି ବାରବାଟୀରେ ପ୍ରାକ୍ଟିସ୍‌ କରିବେ ଖେଳାଳି

କଟକ ଅଫିସ,୧୧।୬: ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ପାଇଁ ଶନିବାର ଉଭୟ ଦଳ ବାରବାଟୀ ଯାଇ ନେଟ ପ୍ରାକ୍ଟିସ୍‌ କରିବେ। ଦିନ ୧ଟାରୁ ଅପରାହ୍ନ ୪ଟା ଯାଏ ଦକ୍ଷିଣ-ଆଫ୍ରିକା ଦଳ ଅଭ୍ୟାସ କରିବେ। ପରେ ୫ଟାରୁ...

ବ୍ରିଜ୍‌ରେ ପିଟି ହୋଇ ତଳକୁ ଖସିଲା ଟ୍ୟାଙ୍କର, ୪ ଜୀବନ୍ତ ଦଗ୍ଧ

ନୟାଗଡ଼ ଅଫିସ,୧୧।୬: ଗତକାଲି ବିଳମ୍ବିତ ରାତିରେ ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ନୟାଗଡ଼ ବଡ଼ପଣ୍ଡୁସର ବ୍ରିଜରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ତେଲ ବୋଝେଇ ଟ୍ୟାଙ୍କର ବ୍ରିଜ୍‌ରେ ପିଟି ହୋଇ ତଳକୁ ଖସି ପଡ଼ିଥିଲା। ଫଳରେ...

ଭିତରକନିକାରେ ୩୦ କୁମ୍ଭୀର ବସା ଚିହ୍ନଟ

ରାଜନଗର, ୧୧ା୬(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନର ନଦୀ, ନାଳଗୁଡିକରେ ବାସ କରୁଥିବା ବଉଳା କୁମ୍ଭୀରଙ୍କ ୩୦ଟି ବସା ଶୁକ୍ରବାର ଚିହ୍ନଟ କରାଯାଇଛି। ଭିତରକନିକା ଫରେଷ୍ଟ ବ୍ଲକ, ଡାଙ୍ଗମାଳ ଫରେଷ୍ଟ ବ୍ଲକ ଓ କୁମ୍ଭୀର ପ୍ରଜନନ କେନ୍ଦ୍ରରେ ୨୫ଟି...

ଖେଳ ଶେଷ ପର୍ଯ୍ୟନ୍ତ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

କଟକ ଅଫିସ, ୧୧ା୬: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ କ୍ରିକେଟ୍‌ ମ୍ୟାଚ୍‌ ଖେଳାଯିବ। ଏନେଇ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଶୁକ୍ରବାର...

ଅକ୍ଟୋବର ୧୪ରୁ ଚାଷୀ ସତ୍ୟାଗ୍ରହ

ଭୁବନେଶ୍ୱର, ୧୧।୬ (ବ୍ୟୁରୋ): ଓଡ଼ିଶା ଏକ କୃଷିଭିତ୍ତିକ ରାଜ୍ୟ। ମାତ୍ର ଏଠାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ସରକାର ଚେଷ୍ଟା କରୁନାହାନ୍ତି। ରାଜ୍ୟ ସରକାର ବଜେଟକୁ ମନଇଚ୍ଛା ଗୋଷ୍ଠୀଖଳା, ମଶାଣି, ଗାଧୁଆଘର, କଲ୍ୟାଣ ମଣ୍ଡପ ଭଳି ଅଣ ଉତ୍ପାଦନ...

ଗଞ୍ଜାମରୁ ଷଷ୍ଠ ବାଚସ୍ପତି ବିକ୍ରମ ଆରୁଖ

ବ୍ରହ୍ମପୁର ଅଫିସ,୧୧ା୬: ଗଞ୍ଜାମରୁ ବିକ୍ରମ କେଶରୀ ଆରୁଖ ୬ଷ୍ଠ ବାଚସ୍ପତି। ଅପରପକ୍ଷରେ ଭଞ୍ଜନଗର ବିଧାୟକ ଓଡ଼ିଶା ବିଧାନସଭା ବାଚସ୍ପତି ହେବା ଦ୍ୱିତୀୟ। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନଠାରୁ ଏଯାବତ୍‌ ଏହି ଜିଲାରୁ ଜଣେ ମହିଳାଙ୍କ ସମେତ ୩ ଜଣ ହୋଇଛନ୍ତି...

ଦାୟିତ୍ୱ ନେଲେ ପିସିସି ସଭାପତି

ଭୁବନେଶ୍ୱର, ୧୧ା୬(ବ୍ୟୁରୋ): କଂଗ୍ରେସର ଗୌରବମୟ ଇତିହାସ ରହିଛି। ଏ ରାଜ୍ୟ, ଜାତି ଓ ଦେଶକୁ କଂଗ୍ରେସ ବହୁତ କିଛି ଦେଇଛି। ରାଜନୈତିକ ଯାତ୍ରାରେ ଉତ୍‌ଥାନ-ପତନ ଲାଗି ରହିବ। ସମସ୍ତେ ଏକଜୁଟ୍‌ ହେବା ସହ ଶୃଙ୍ଖଳିତ ଭାବେ କାର୍ଯ୍ୟ କଲେ ନିଶ୍ଚିତ...

ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଡିଜିପିଙ୍କ ଗୁରୁତ୍ୱ

କଟକ ଅଫିସ, ୧୧ା୬: ଆସନ୍ତା ୧୪ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ଏଥିପାଇଁ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରୀତିନୀତି...

ବେଶ ଆଗରେ ରହିବେନି ସେବାୟତ

ପୁରୀ ଅଫିସ,୧୧ା୬: ସ୍ନାନଯାତ୍ରାଠାରୁ ସୁନାବେଶ ପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଶୁକ୍ରବାର ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନ ଏବଂ ପରିଚାଳନା କମିଟି ଆଲୋଚନା କରିଛି। ରଥ ଉପରକୁ ମୋବାଇଲ ଫୋନ୍‌ ନେବା ବାରଣଠାରୁ ଆରମ୍ଭ କରି...

କମ୍ପାନୀ ଅଧିକାରୀଙ୍କୁ ଗୋଡ଼ାଇ ପିଟିଲେ

ଝାରସୁଗୁଡ଼ା ଅଫିସ,୧୧ା୬: ଝାରସୁଗୁଡ଼ା ଜିଲା ଲଖନପୁର ତହସିଲ ଅଞ୍ଚଳରେ ଶୁକ୍ରବାର ଏକ କମ୍ପାନୀର ପ୍ରକଳ୍ପ ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ଜନଶୁଣାଣି ଆୟୋଜନ କରାଯାଇଥିଲା। ହେଲେ ସ୍ଥାନୀୟ ଲୋକେ ଏହାକୁ ବିରୋଧ କରିବା ସହ କମ୍ପାନୀ ଅଧିକାରୀଙ୍କୁ ମାଡ଼ ମାରିବାକୁ...

‘ସ୍କୁଲ ରୂପାନ୍ତରଣ ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି କରିଛି’

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ସ୍କୁଲ ରୂପାନ୍ତରଣ କେବଳ ସ୍କୁଲର କାୟିକ ପରିବର୍ତ୍ତନ ନୁହେଁ, ଏହା ପିଲାଙ୍କ ମାନସିକ ସ୍ତରରେ ବିରାଟ ପରିବର୍ତ୍ତନ ଆଣିପାରିଛି। ଏହାଦ୍ୱାରା ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି ପାଇଛି। ଭବିଷ୍ୟତରେ ସେମାନେ ସଫଳ ହେବା ସହିତ ଓଡ଼ିଶାର ରୂପାନ୍ତରରେ ଗୁରୁତ୍ୱପୂର୍ଣ୍ଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri