ରାଜ୍ୟ

ଆଜି ଦାୟିତ୍ୱ ଗ୍ରହଣ କରିବେ ଶରତ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଶୁକ୍ରବାର କଂଗ୍ରେସ ଭବନଠାରେ ପହଞ୍ଚି ତାଙ୍କ ଦାୟିତ୍ୱ ଗ୍ରହଣ କରିବେ। ଏନେଇ ଦଳ ତରଫରୁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି। କଂଗ୍ରେସ ଭବନକୁ ମଧ୍ୟ ନୂଆ କରି ରଙ୍ଗ...

ହ୍ରାସ କରିବ ହାତୀ ଉପଦ୍ରବ

ବଇଣ୍ଡା,୧୦।୬ (ଡି.ଏନ.ଏ.) ଗାଁ ମୁହଁା ହାତୀଙ୍କୁ ଘଉଡ଼ାଇବାକୁ ପ୍ରବେଶ ପଥରେ ଲଗାଯାଇଛି ମହୁମାଛି ବାକ୍ସ। ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ଅଧୀନ ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି) ପକ୍ଷରୁ ଅନୁଗୋଳ ଜିଲାର ଆଠମଲ୍ଲିକ ଓ ହଣ୍ଡପା ରେଞ୍ଜରେ ଆରମ୍ଭ ହୋଇଥିବା ପାଇଲଟ...

୪୫ ଆପ୍‌ ହଟାଇବାକୁ ଗୁଗଲ୍‌କୁ ଚିଠି ଲେଖିଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗ୍ରାହକଙ୍କୁ ବିଭିନ୍ନ ଆପ୍‌ ଦ୍ୱାରା ଲୋନ୍‌ ଦେଇ ପରବର୍ତ୍ତୀ ସମୟରେ ମାନସିକ ନିର୍ଯାତନା ଦେବା ସହ ଅଧିକ ଟଙ୍କା ଠକି ନିଆଯାଉଛି। ନିକଟରେ କୋକୋ ଓ ଜୋଜୋ ଲୋନ ଆପ୍‌ ଠକେଇ ମାମଲାରେ ମହାଗ୍ରାମ ପେମେଣ୍ଟ୍‌ସ ପ୍ରାଇଭେଟ୍‌ ଲିମିଟେଡ୍‌ର...

୨୦୮୨ କୋଟିର ୧୧ ପ୍ରକଳ୍ପକୁ ସିିଙ୍ଗଲଓ୍ବିଣ୍ଡୋର ଅନୁମୋଦନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପର୍ଯ୍ୟଟନ, ଡାଉନ୍‌ଷ୍ଟ୍ରିମ ଷ୍ଟିଲ୍‌ ଇତ୍ୟାଦି କ୍ଷେତ୍ରରେ ହେବାକୁ ଥିବା ୨୦୮୨.୧୭ କୋଟି ଟଙ୍କାର ୧୧ ପ୍ରକଳ୍ପକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଏହି ଶିଳ୍ପ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ରାଜ୍ୟରେ ୩୬୧୨ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ଗୁରୁବାର...

ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲାରେ ରହିବ ମେଘୁଆ ପାଗ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ଗୁଳିଗୁଳିରେ ଲୋକେ ଆଉଟୁପାଉଟୁ ହେଉଛନ୍ତି। ଏହାରି ଭିତରେ ଶୁକ୍ରବାର ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲାଗୁଡିକରେ ଆକାଶ ମେଘାଚ୍ଛନ୍ନ ରହିବା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।...

ହାଇକୋର୍ଟର ୨ ବିଚାରପତିଙ୍କ ଶପଥ ଗ୍ରହଣ

କଟକ ଅଫିସ,୧୦।୬: ଓଡିଶା ହାଇକୋର୍ଟର ଦୁଇ ଜଣ ନବ ନିଯୁକ୍ତ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଉଭୟଙ୍କ ଶପଥ...

ଜୀବନ ନେବା ପରେ ବି ପଶୁନି ଚେତା

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ କାୟା ବିସ୍ତାର ଆରମ୍ଭ କଲାଣି। ସରକାରୀ ଭାବେ ସହରରୁ ମାତ୍ର ୫/୬ଜଣ ରୋଗୀ ଚିହ୍ନଟ ହୋଇଥିବା କୁହାଯାଉଥିବାବେଳେ ବେସରକାରୀ ସଂଖ୍ୟା ଶତକ ପାର୍‌ କରିଥିବା ଜଣାପଡିଛି। ବିଶେଷକରି ବସ୍ତି ଅଞ୍ଚଳରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ...

ଘରେ ଝୁଲୁଛି ମୃତଦେହ, ଚଟାଣରେ ଲେଖାହୋଇଛି ଆମେ ବିଷ ପିଇଛୁ

ଢେଙ୍କାନାଳ ଅଫିସ,୧୦ା୬: ଢେଙ୍କାନାଳରେ ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ପରସ୍ପର ଏକାଠି ପ୍ରଥମେ ବିଷ ପିଇବା ପରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ପାରିପାର୍ଶ୍ୱିକ ପରିସ୍ଥିତିରୁ ଜଣାପଡୁଛି। ଢେଙ୍କାନାଳ ଜିଲା...

ପୁଣି ଅନୁଭବଙ୍କ ନାଁରେ ଏକ ମାମଲା ରୁଜୁ କଲେ ବର୍ଷା

କଟକ ଅଫିସ,୧୦ା୬: ଥମୁନି ବର୍ଷା-ଅନୁଭବଙ୍କ ବିବାଦ। ଅନୁଭବଙ୍କ ନାଁରେ ପୁଣି ଏକ ମାମଲା ରୁଜୁ କରିଛନ୍ତି ବର୍ଷା ପ୍ରିୟଦର୍ଶିନୀ। କଟକ ଏସ୍‌ଡିଜେଏମ୍‌ କୋର୍ଟରେ ସେ ଏହି ମାମଲା ରୁଜୁ କରିଛନ୍ତି। ସୋସିଆଲ ମିଡିଆରେ ଅନୁଭବ ବିଭିନ୍ନ ପୋଷ୍ଟ ଜରିଆରେ ତାଙ୍କ...

ମୁଣ୍ଡରେ ଉକୁଣୀ ମରା ଔଷଧ ଲଗାଇ ୫ ଅସୁସ୍ଥ

ଆରଡ଼ି,୧୦ା୬(ଡି.ଏନ୍‌.ଏ.): ମୁଣ୍ଡରେ ଉକୁଣୀ ମରା ଔଷଧ ଲଗାଇ ଗୋଟିଏ ପରିବାରର ୫ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଆରଡି ଫାଣ୍ଡି ଅନ୍ତର୍ଗତ ଡିହସାହି ଗାଁରେ। ଅସୁସ୍ଥମାନେ ହେଲେ ଅନିମା ମଲିକ, ନିରୁପମା ମଲିକ, ନେରିମା ମଲିକ,...

ବିଭିନ୍ନ ଦାବିରେ ରେଳରୋକୋ

ପାରଳାଖେମୁଣ୍ଡି,୧୦ା୬(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ରେଳ ଷ୍ଟେଶନରେ ଶୁକ୍ରବାର ସକାଳୁ ସ୍ଥାନୀୟ ଲୋକେ ବିଭିନ୍ନ ଦାବି ନେଇ ରେଳରୋକୋ କରିଛନ୍ତି। ଦାବିଗୁଡ଼ିକ ମଧ୍ୟରେ ଷ୍ଟେଶନର ଦୋହରୀକରଣ, ପାନୀୟ ଜଳ ବ୍ୟବସ୍ଥା, ଷ୍ଟେଶନରେ ପ୍ରେକ୍ଷାଳୟ ବ୍ୟବସ୍ଥା ଆଦି ଅନ୍ତର୍ଭୁକ୍ତ। ୩୦ ମିନିଟ୍‌...

ରାଜ୍ୟରୁ ୨୦ ପଜିଟିଭ୍‌ ଚିହ୍ନଟ, ୧୨,୮୮,୫୯୬ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୫୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨ ଜଣ ଚିହ୍ନଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri