ରାଜ୍ୟ

୨ଦିନ କହି ସପ୍ତାହେ ବିତିଲା: ଫଳ ଶୂନ

ଡେରାବିଶ, ୧୦ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ ସପ୍ତାହକ ତଳେ ପାନୀୟ ଜଳ ସମସ୍ୟାକୁ ନେଇ ବ୍ଲକ ଅଧ୍ୟକ୍ଷା ପ୍ରଭାତୀ ମଲ୍ଲିକ ଏକ ସ୍ବତନ୍ତ୍ର ବୈଠକ ଡାକି ଏହାର ଆଶୁ ସମାଧାନ ପାଇଁ ବିଭାଗୀୟ ଯନ୍ତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ସବୁ...

ଟଙ୍କା ଖର୍ଚ୍ଚ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା ଅଫିସ,୧୦ା୬: ବନ୍ୟା ମୁକାବିଲା ପାଇଁ ଜିଲାସ୍ତରୀୟ ବୈଠକ ହେଉଛି। ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ ଟଙ୍କା ଖର୍ଚ୍ଚ ସତ୍ତ୍ୱେ କେନ୍ଦ୍ରାପଡ଼ା ଜିଲାରେ...

୧୩,୫୩୨ ପିଲାଙ୍କୁ ମିିଳିନି ବହି

ଜଗତ୍‌ସିଂହପୁର ଅଫିସ, ୧୦ା୬: ରାଜ୍ୟ ସରକାର ଶିକ୍ଷା ଉପରେ ପ୍ରାଧାନ୍ୟ ଦେଇ ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ ମାଧ୍ୟମରେ ପ୍ରଚୁର ଅର୍ଥ ବ୍ୟୟ କରୁଛନ୍ତି। ଖାଲି ଶିକ୍ଷକ ପଦବୀ ପୂରଣ କରି ଛାତ୍ରୀଛାତ୍ର ଓ ଅଭିଭାବକଙ୍କୁ ସରକାରୀ ବିଦ୍ୟାଳୟ ମୁହଁା କରିବାକୁ...

ହାଇଟେକ୍‌ ସର୍ଭେରୁ ବଞ୍ଚିତ ଦର୍ପଣ ତହସିଲ

ଚଣ୍ଡିଖୋଲ,୧୦ା୬(ଡି.ଏନ.ଏ.): ରାଜ୍ୟ ସରକାର ଜମିଜମା ସଂଶୋଧନ ପାଇଁ ବନ୍ଦୋବସ୍ତ, ଚକବନ୍ଦୀ ଆଦି ପ୍ରଚଳନ କରି ସଂଶୋଧନ ପ୍ରକ୍ରିୟା କରିଥିଲେ। ହେଲେ ଇଂରେଜ ସରକାର ଅମଳରେ ହୋଇଥିବା ଭୂ ସଂଶୋଧନ ଆଜି ପର୍ଯ୍ୟନ୍ତ ବଦଳି ନାହିଁ। ଫଳରେ ଯାଜପୁର ଜିଲା ଦର୍ପଣ...

ବାରବାଟୀ ମ୍ୟାଚ୍‌: ଆଜି ପହଞ୍ଚିବେ ଦୁଇ ଟିମ୍‌

ଭୁବନେଶ୍ୱର,୧୦।୬(ବ୍ୟୁରୋ): କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ହେବାକୁ ଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ କ୍ରିକେଟ୍‌ ମ୍ୟାଚ୍‌ ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଉଭୟ ଦଳର ଖେଳାଳି ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟା...

ଜମିଦାର ପରିବାରରେ ରକ୍ତର ଛିଟା: ୪ ଦିନର ଶିଶୁକନ୍ୟା କଥା ଭାବିଲେନି, ସ୍ତ୍ରୀଙ୍କୁ ମାରିଦେଲେ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ପାରିବାରିକ କଳହକୁ ନେଇ ରାଜଧାନୀରେ ଗୋଟିଏ ପରେ ଗୋଟିଏ ଅଭାବନୀୟ ଘଟଣା ଘଟିବାରେ ଲାଗିଛି । କେଉଁଠି ବାପା ପୁଅକୁ ହତ୍ୟା କରୁଛି ତ ପୁଣି କେଉଁଠି ସ୍ବାମୀ ସ୍ତ୍ରୀକୁ , ଆଉ କେଉଁଠି ଭାଇ ଭାଇକୁ ହତ୍ୟା...

ପ୍ରଥମ ଦିନରେ ଟିକେଟ ଶେଷ

କଟକ ଅଫିସ, ୧୦ା୬: ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଅନ୍ତର୍ଜାତୀୟ ଟି୨୦ମ୍ୟାଚ୍‌ ପାଇଁ ପ୍ରଥମ ଦିନରେ ଟିକେଟ ବିକ୍ରି ଶେଷ ହୋଇଛି। ଗୁରୁବାର ସକାଳ ୯ଟାରୁ କାଉଣ୍ଟରରେ ଟିକେଟ୍‌ ବିକ୍ରି ଆରମ୍ଭ ହୋଇଥିଲା।...

ଭାରତର ଟୁରିଜମ୍‌ ଡେଷ୍ଟିନେଶନ ହେବ ଓଡ଼ିଶା

ଭୁବନେଶ୍ୱର,୧୦।୬:ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସହଯୋଗରେ ବିକାଶ ଇକୋ ରିସର୍ଟସ୍‌ ଚିଲିକାର ବରକୁଳଠାରେ ରାଜ୍ୟର ପ୍ରଥମ ବିଳାସପୂର୍ଣ୍ଣ ହାଉସ୍‌ ବୋଟ୍‌ ‘ଗରୁଡ଼’ର ଶୁଭାରମ୍ଭ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍‌ ମୋଡ୍‌ରେ ଏହାର ଉଦ୍‌ଘାଟନ କରି କହିଥିଲେ, ଏଭଳି ମନଲୋଭା...

ରୋଷଘରେ ଲାଗିବ ନୂଆ ଖାଣ୍ଡେଲାଇଟ୍‌ ପଥର

ପୁରୀ ଅଫିସ,୧୦।୬:ଚଳିତବର୍ଷ ଶ୍ରୀମନ୍ଦିର ରୋଷଘରେ ନୂଆ ଖାଣ୍ଡେଲାଇଟ୍‌ ପଥର ଲଗାଯିବ। ସେହିପରି ଆସନ୍ତା ରଥଯାତ୍ରା ସମୟରେ ଶ୍ରୀମନ୍ଦିର ଗର୍ଭଗୃହ ଓ ନାଟମଣ୍ଡପ ମରାମତି ସହ କଳାହାଟ ଦ୍ୱାର ରୁପାଛାଉଣି କାର୍ଯ୍ୟ ଶେଷ କରାଯିବ। ସମ୍ପ୍ରତି ରଥଯାତ୍ରା ପାଇଁ ସିସିଟିଭି କ୍ୟାମେରା...

ରାଜଧାନୀରେ ବୀଭତ୍ସ ଘଟଣା: ସ୍ତ୍ରୀଙ୍କ ଗଳାକାଟି ହତ୍ୟା

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପାରିବାରିକ ଅଶାନ୍ତିକୁ ନେଇ ରାଜଧାନୀ ଭୁବନେଶ୍ୱରରେ ଆଉଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଛୁରିରେ ସ୍ତ୍ରୀଙ୍କ ଗଳା କାଟି ଅତି ନୃଶଂସ ଭାବେ ହତ୍ୟା କରିଛନ୍ତି ସ୍ବାମୀ। ଏତିକିରେ ସନ୍ତୁଷ୍ଟ ନ ହୋଇ ଦେହସାରା ଛୁରିକୁ ଭୁସିବା ସହ ପେଟରୁ...

୨୩ ବର୍ଷ ପରେ ହାଇକୋର୍ଟଙ୍କ ରାୟ: ସରକାରୀ ଖାତାକୁ ଫେରିବ ୫ଶହ ଏକର ଜମି

ପୁରୀ ଅଫିସ,୧୦।୬: ସରକାରଙ୍କ ମାଲିିିିିକାନାକୁ ଫେରିବ ପୁରୀ ସିପସରୁ ବାଲି ଅଞ୍ଚଳରେ ଥିବା ୫ଶହ ଏକରରୁ ଅଧିକ ଜମି। ରାଜ୍ୟ ସରକାରଙ୍କ ସପକ୍ଷରେ ଏହି ରାୟ ଶୁଣାଇଛନ୍ତି ହାଇକୋର୍ଟ। ଦୀର୍ଘ ୨୩ ବର୍ଷ ଧରି ରାଧାକାନ୍ତ ମଠ ପକ୍ଷରୁ ଚାଲିଥିବା...

ବଜ୍ରପାତ ନେଲା ୨ ଜୀବନ

ପାଟଣା/ଢେଙ୍କିକୋଟ,୯।୬(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲାରେ ଗୁରୁବାର ସନ୍ଧ୍ୟାରେ ବଜ୍ରପାତ ଘଟି ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ମୃତକମାନେ ହେଲେ ଘସିପୁରା ଥାନା ରାଇଘାଟି ଗ୍ରାମର ବଳରାମ ପିଙ୍ଗୁଆ (୭୫) ଓ ଘଟଗାଁ ବ୍ଲକ ରୁଟିଶିଳା ଗ୍ରାମର ମଙ୍ଗୁଳି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri