ରାଜ୍ୟ

ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୧୦: ଆସନ୍ତାକାଲି ଅର୍ଥାତ୍‌ ବୁଧବାର ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ମଧ୍ୟ ରହିବେ। ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇ ନିବେଶକ ସମ୍ମିଳନୀରେ ଯୋଗଦେବେ। ରାଜ୍ୟକୁ ନିବେଶ ଆଣିବା...

ଆଜି ଯାଏ ମିଳିନି ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭଙ୍ଗା ଘରେ ମୁଣ୍ଡ ଗୁଞ୍ଜିଛନ୍ତି ବୃଦ୍ଧ ଦମ୍ପତି

ଦାରିଙ୍ଗବାଡ଼ି,୧ା୧୦(ଅରୁଣ ସାହୁ): ସରକାରଙ୍କ ମାଳମାଳ ଯୋଜନା ସେଥିମଧ୍ୟରୁ କିଛି ପ୍ରକୃତ ହିତାଧିକାରୀ ବାଦ୍‌ ପଡ଼ିଯାଉଛନ୍ତି। ସରକାରୀ ଯୋଜନା ପାଇଁ ବାରମ୍ବାର କାର୍ଯ୍ୟାଳୟକୁ ଦୌଡ଼ି ନୟାନ୍ତ ହେଲା ପରେ ଯୋଜନାକୁ ନ ଚାହିଁ ଭାଗ୍ୟକୁ ଆଦରି ପଡ଼ି ରହୁଛନ୍ତି। ଏଭଳି ଘଟଣା...

ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ଆଉ ଏକ ବଡ଼ ଉପହାର ଦେବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ବଡ଼ ଉପହାର ଦେବାକୁ ଯାଉଛନ୍ତି। ପିଏମ ଜନମନ ଯୋଜନାରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ ବୋଲି ସୂଚନା ରହିଛି। ଦେବଗଡ, ଗଜପତି,...

ଆଜି ୧୧ ଜିଲାରେ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧ା୧୦(ଅନୁରାଧା ମହାରଣା): ରାଜ୍ୟରେ ସୋମବାର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିଥିବାବେଳେ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ତେବେ ମଙ୍ଗଳବାର ରାଜ୍ୟର ପ୍ରାୟ ୧୧ ଜିଲାର କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲାଗୁଡ଼ିକ...

ପଦବୀ ହରାଇଲେ ସରପଞ୍ଚ

କାମାକ୍ଷାନଗର,୧ା୧୦(ସୁଧୀର କୁମାର ପରିଡ଼ା): ଜିଲା କାମାକ୍ଷାନଗର ବ୍ଲକ କାଦୁଆ ପଞ୍ଚାୟତର ସରପଞ୍ଚ ପ୍ରତିମା ସେଠୀ ସୋମବାର ଅନାସ୍ଥା ଭୋଟରେ ପରାଜିତ ହେବା ସହ ସରପଞ୍ଚ ପଦବୀ ହରାଇଛନ୍ତି। ପ୍ରକାଶ ଯେ, କାଦୁଆ ପଞ୍ଚାୟତର କେତେଜଣ ଓ୍ବାର୍ଡମେମ୍ବର ସରପଞ୍ଚଙ୍କ ବିରୋଧରେ କାମାକ୍ଷାନଗର...

ଭରତପୁର ଥାନା ଘଟଣା: ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ଅଧିକାରୀ

କଟକ,୧ା୧୦(କାର୍ତ୍ତିକ ସାହୁ): ଭୁବନେଶ୍ୱର ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କ ସହ ଘଟିଥିବା ପୋଲିସ ନିର୍ଯାତନା ଘଟଣାରେ ନିଲମ୍ବିତ ୫ ପୋଲିସ ଅଧିକାରୀଙ୍କୁ ଗିରଫଦାରୀ ଭୟ ଘାରିଛି। ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଯେକୌଣସି ସମୟରେ ନିଲମ୍ବିତ...

ସୁକିନ୍ଦାରେ ଅନରକିଲିଂ

ଯାଜପୁର/କଳିଙ୍ଗନଗର (ହର୍ଷବର୍ଦ୍ଧନ ବେହେରା/ ଶୁଭାଶିଷ ରାଉତ),୧ା୧୦: ସୁକିନ୍ଦା ଗାଁର ଦେବରଞ୍ଜନ ସିଂ ସାମନ୍ତଙ୍କ ପୁଅ ସୁଶୀଲମୟ ସିଂ ସାମନ୍ତ କଳିଙ୍ଗନଗର ଥାନା ଡ଼ୁବୁରୀ ଅଞ୍ଚଳର ନୀଳମଣି ସାହୁଙ୍କ ଝିଅ ବିଜୟଲକ୍ଷ୍ମୀ ସାହୁଙ୍କୁ ପ୍ରେମ ବିବାହ କରିଥିଲେ। ବିଜୟଲକ୍ଷ୍ମୀ ଓବିସି ଏବଂ...

ଝାଡ଼ଖଣ୍ଡରେ ବିଶାଳ ଜନସଭାକୁ ସମ୍ବୋଧନ କରି ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ

ଜଗନ୍ନାଥପୁର/ଭୁବନେଶ୍ୱର,୩୦।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନୀ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯାଇଛନ୍ତି। ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର...

ଛାତ୍ରଙ୍କୁ ୩ ମହଲା କୋଠାରୁ ଠେଲିଦେବା ମାମଲା: ଆଣ୍ଟି ରାଗିଂ ସେଲ୍‌, ପୋଲିସର ତଦନ୍ତ ଆରମ୍ଭ

ଭବାନୀପାଟଣା,୩୦ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ମେଦିନିପୁର ନିକଟ ବିନାୟକ ଆବାସିକ କଲେଜର ଜଣେ ଛାତ୍ରଙ୍କୁ ୩ମହଲା କୋଠାରୁ ଠେଲିଦେବା ଘଟଣାର ଆଣ୍ଟି ରାଗିଂ ସେଲ୍‌ ଓ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ରବିବାର ରାତିରେ...

କେନ୍ଦ୍ରାପଡ଼ା ରାଜନଗର ଥାନା ASI ନରେନ୍ଦ୍ର ସିଂ ସସ୍‌ପେଣ୍ଡ

ରାଜନଗର,୩୦।୯(ତ୍ରିଲୋଚନ ଦାସ ): କେନ୍ଦ୍ରାପଡା ରାଜନଗର ଥାନା ASI ନରେନ୍ଦ୍ର ସିଂଙ୍କୁ ସସ୍‌ପେଣ୍ଡ କରାଯାଇଛି। ମହିଂଷାସୁର ଛକରେ ଦୋକାନୀକୁ ପିଟିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏଥିସହିତ ଅଭିଯୋଗ ଆଧାରରେ ASIଙ୍କ ନାଁରେ ରୁଜୁ ମାମଲା ହୋଇଥିବା ବେଳେ...

କଳାହାଣ୍ଡିରେ ପୁଣି ଜଣେ ଫରେଷ୍ଟରଙ୍କ ସନ୍ଦେହ ଜନକ ମୃତ୍ୟୁ

ଭବାନୀପାଟଣା/ଥୁଆମୂଳ ରାମପୁର,୩୦।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ କଲମପୁର ସେକ୍ସନର ଫରେଷ୍ଟର ପ୍ରକାଶ ମିଶ୍ର (୪୮)ଙ୍କ ସୋମବାର ଅପରାହ୍ନରେ ସନ୍ଦେହ ଜନକ ମୃତ୍ୟୁ ହୋଇଛି। ଅପରାହ୍ନରେ ସେ ଥୁଆମୁଲ ରାମପୁର ରେଞ୍ଜ ଅଫିସରେ କାର୍ଯ୍ୟ...

ସାଇବର କାଫେରେ OSSSC ପରୀକ୍ଷା !

ଭୁବନେଶ୍ୱର,୩୦।୯: ରାଜ୍ୟରେ ସରକାରୀ ଚାକିରି କରାଇଦେବାକୁ ଅନେକ ଦଲାଲ ମାତିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ୍-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା ଅଭିଯୋଗ ହୋଇଛି। ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍‌ଆଇ, ଏଆର୍‌ଆଇ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri