ରାଜ୍ୟ

ତାପମାତ୍ରାରେ ରେକର୍ଡ କଲା ବଲାଙ୍ଗୀର

ଭୁବନେଶ୍ୱର,୯।୬(ବ୍ୟୁରୋ): ଜଳୁଛି ଓଡ଼ିଶା। ଅସହ୍ୟ ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ। ଆଜି ବଲାଙ୍ଗୀର ୪୫. ୩ ଡିଗ୍ରୀ ତାପମାତ୍ରା ରେକର୍ଡ କରି ଉତ୍ତପ୍ତ ସହର ପାଲଟିଛି। ସେହିପରି ଟିଟିଲାଗଡ଼ ତାପମାତ୍ରା ୪୫. ୨ ଡିଗ୍ରୀ ରେକର୍ଡ କରାଯାଇଛି । ବରଗଡ଼ରେ...

ଜୁନ୍‌ ୧୩ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ବର,୯।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୩ରେ ଅନୁଷ୍ଠିତ ହେବ ବାଚସ୍ପତି ନିର୍ବାଚନ। ସେନେଇ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ ହେବ ବୋଲି ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ପଦବୀରୁ ଇସ୍ତଫା ଦେବା ପରେ ପଦ ଖାଲି...

ଲାଞ୍ଚ ନେଇ ଧରାପଡିଲେ ବିଇଓ

ଝାରବନ୍ଧ,୯।୬(ଡି.ଏନ୍‌.ଏ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବିଇଓ। ଶିକ୍ଷକମାନଙ୍କ ବକେୟା ଦରମା ବିଲ୍‌ କରାଇଦେବାକୁ କହି ଲାଞ୍ଚ ନେଉଥିବା ବେଳେ ବରଗଡ଼ ଜିଲା ଝାରବନ୍ଧ ବ୍ଲକର ଶିକ୍ଷା ଅଧିକାରୀ ରଞ୍ଜିତ ଭୋଇଙ୍କୁ ଧରିଛି ଭିଜିଲାନ୍ସ। ସୂଚନାନୁସାରେ, ଗତମାସ ୨୫...

ମହିଳାଙ୍କ ଆକାଉଣ୍ଟରୁ ୪୦ ହଜାରରୁ ଅଧିକ ଟଙ୍କା ଗାଏବ

ସୋରଡ଼ା,୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅମୃତୁଳୁ ପଞ୍ଚାୟତ ବାଲିଘାଇ ଗ୍ରାମର ଗରିବ ଦିନମଜୁରିଆ ତଥା ଗାଁକୁ ଗାଁ ବୁଲି ମାଛ ବିକି ପେଟ ପୋଷୁଥିବା ପ୍ରତିମା ବେହେରାଙ୍କ ସୋରଡ଼ା ଶାଖା ଏସ୍‌ବିଆଇ ଆକାଉଣ୍ଟ ନଂ. (୩୦୩୩୧୧୯୫୪୯୯)ରୁ ୪୦୦୦୦ରୁ ଅଧିକ...

ରାଜଧାନୀରେ ପ୍ରଥମ ଡେଙ୍ଗୁ ମୃତ୍ୟୁ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜଧାନୀରେ ଚଳିତ ବର୍ଷର ପ୍ରଥମ ଡେଙ୍ଗୁ ମୃତ୍ୟୁ ଅଭିଯୋଗ । ମୃତକ ଜଣେ ଅବସରପ୍ରାପ୍ତ ପୋଲିସ ଅଧିକାରୀ ହୋଇଥିବା ସୂଚନା ମିଳିଛି। ଡେଙ୍ଗୁରେ ଆକ୍ରାନ୍ତ ହୋଇ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ...

ନରସିଂହପୁରରେ ଦନ୍ତାକୁ ଗୁଳିମାଡ଼ ଘଟଣା: ହାଇକୋର୍ଟରେ ମାମଲା ରୁଜୁ

କଟକ ଅଫିସ,୯।୬: ନରସିଂହପୁରରେ ହାତୀକୁ ଗୁଳିମାଡ଼ ଘଟଣାକୁ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି । ଆଇନରେ ଶିକାରୀଙ୍କୁ କଠୋର ଦଣ୍ଡ ଦେବାର ବ୍ୟବସ୍ଥା ନ ଥିବାରୁ ଦିନକୁ ଦିନ ହାତୀ ଶିକାର ବଢି ଚାଲିଛି । ତେଣୁ ହାତୀଙ୍କ...

ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାରସ୍ବତ ସାଧିକା ନନ୍ଦିନୀ ଶତପଥୀଙ୍କ ୯୧ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାରସ୍ୱତ ସାଧିକା ନନ୍ଦିନୀ ଶତପଥୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ଓଡ଼ିଆ ସାହିତ୍ୟ...

ବିମାନବନ୍ଦର ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କଲେ ଡିସିପି

ଭୁବନେଶ୍ୱର,୯।୬(ବ୍ୟୁରୋ): କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ଖେଳାଯିବ। ଶୁକ୍ରବାର ଭୁବନେଶ୍ବରରେ ଖେଳାଳି ପହଞ୍ଚିବେ। ତେବେ ଖେଳାଳି ଆସିବା ପୂର୍ବରୁ ବିମାନବନ୍ଦରର ସୁରକ୍ଷା ବ୍ୟବସ୍ଥାର କଡାକଡି ଯାଞ୍ଚ କରିଛନ୍ତି କମିଶନରେଟ ପୋଲିସ। ଭୁବନେଶ୍ୱର...

ପୁଣି ବଢ଼ିଲାଣି କରୋନା, ଘରୋଇ ହଷ୍ଟେଲର ୧୩ ଅନ୍ତେବାସୀ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୯ା୬: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି। ଗୁରୁବାର କଟକ ବମ୍ଫକୁଦର ଏକ ଆବାସିକ ଛାତ୍ରାବାସରୁ ୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ପୁଣି କରୋନା ଚିନ୍ତା ଘାରିଛି। ହଷ୍ଟେଲର ମୋଟ୍‌...

ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନନ୍ଦିନୀ ଶତପଥୀଙ୍କ  ୯୧ତମ ଜନ୍ମ ଜୟନ୍ତୀ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲ୍‌ଆଇସି ଅଫିସ୍‌ ଛକସ୍ଥିତ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ ପୂର୍ବକ ସ୍ମୃତିଚାରଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ...

ମ୍ୟାଚ୍‌ ଲାଗି ଟିକେଟ କିଣିବାକୁ ଅସମ୍ଭାଳ ଭିଡ

କଟକ ଅଫିସ,୯।୬: ଜୁନ ୧୨ରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ଗୁରୁବାରଠାରୁ ଅଫ୍‌ଲାଇନରେ ଟିକେଟ ମିଳୁଛି । ଟିକେଟ ପାଇବା ଲାଗି କ୍ରିକେଟ ପ୍ରେମୀଙ୍କ ଅସମ୍ଭାଳ ଭିଡ ଦେଖିବାକୁ ମିଳୁଛି ।...

ଗାଁକୁ ପଶିଲା ଦନ୍ତା

ରୂପସା,୯।୬( ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଅନ୍ତର୍ଗତ ନୀଳବାଡି ଗାଁକୁ ଗୁରୁବାର ସକାଳେ ଏକ ଦନ୍ତା ପଶି ଆସିଥିଲା। ହାତୀଟି ରାମେଶ୍ୱର ଦାସଙ୍କ ଘରେ ପଶି ଧାନ ଖାଇ ଗାଁ ରାସ୍ତା ଅତିକ୍ରମ କରି ପରେ ବାରାପାଳ ଗାଁକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri