ରାଜ୍ୟ

ମ୍ୟାଚ୍‌ ଲାଗି ଟିକେଟ କିଣିବାକୁ ଅସମ୍ଭାଳ ଭିଡ

କଟକ ଅଫିସ,୯।୬: ଜୁନ ୧୨ରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ଗୁରୁବାରଠାରୁ ଅଫ୍‌ଲାଇନରେ ଟିକେଟ ମିଳୁଛି । ଟିକେଟ ପାଇବା ଲାଗି କ୍ରିକେଟ ପ୍ରେମୀଙ୍କ ଅସମ୍ଭାଳ ଭିଡ ଦେଖିବାକୁ ମିଳୁଛି ।...

ଗାଁକୁ ପଶିଲା ଦନ୍ତା

ରୂପସା,୯।୬( ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଅନ୍ତର୍ଗତ ନୀଳବାଡି ଗାଁକୁ ଗୁରୁବାର ସକାଳେ ଏକ ଦନ୍ତା ପଶି ଆସିଥିଲା। ହାତୀଟି ରାମେଶ୍ୱର ଦାସଙ୍କ ଘରେ ପଶି ଧାନ ଖାଇ ଗାଁ ରାସ୍ତା ଅତିକ୍ରମ କରି ପରେ ବାରାପାଳ ଗାଁକୁ...

୨୪ ଘଣ୍ଟାରେ ୩୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୧୩ ଲୋକାଲ କେସ୍‌ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷ...

ଖେଳୁଥିବା ବେଳେ ବାଲି ଧସି ଦୁଇ ନାବାଳକଙ୍କ ଜୀବନ ଗଲା

କେନ୍ଦ୍ରାପଡ଼ା ଅଫିସ,୯ା୬: କେନ୍ଦ୍ରାପଡ଼ା ବ୍ଲକ ଚକ୍ରୋଡ଼ା ପଞ୍ଚାୟତର ମାଗୁର ଗଣ୍ଡପାଟଣା ଗ୍ରାମରେ ବାଲି ଧସି ଦୁଇ ନାବାଳକଙ୍କ ମୃତ୍ୟୁ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏହି ନାବାଳକଙ୍କ ମୃତ୍ୟୁ ଘୋଷଣା ପରେ ଗ୍ରାମରେ ଶୋକର ଛାୟା...

ଗୋଟିଏ ପୋଷ୍ଟରରେ ନବୀନ-ନରସିଂହ

ବଲାଙ୍ଗୀର ଅଫିସ୍‌,୯ା୬: ବଲାଙ୍ଗୀର ସହର ପାଟଣା ହୋଟେଲ ଛକ ଏବଂ ମ୍ୟୁନିସିପାଲିଟି ଷ୍ଟଲ୍‌ ଉପର ବିଜ୍ଞାପନ ବୋର୍ଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଧାୟକ ନରସିଂହ ମିଶ୍ରଙ୍କ ଫଟୋ ଥିବା ଦୁଇଟି ବଡ଼ ପୋଷ୍ଟର ଲାଗିଛି। ଉକ୍ତ ପୋଷ୍ଟରରେ ବଲାଙ୍ଗୀରରେ...

ପୋପ୍‌ ଫ୍ରାନ୍‌ସିସ୍କୋଙ୍କୁ ଭେଟିପାରନ୍ତି ନବୀନ

ଭୁବନେଶ୍ୱର, ୯ା୬(ବ୍ୟୁରୋ): ଦୀର୍ଘ ୧୨ ବର୍ଷ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ମାସ ଶେଷ ସପ୍ତାହରେ ସମ୍ଭବତଃ ୨୨ ତାରିଖରେ ଇଟାଲୀ ଏବଂ ସାଉଦି ଆରବ ଗସ୍ତରେ ଯିିବେ। ଏହି ଗସ୍ତ ସମୟରେ ସେ ଭାଟିକାନ୍‌ ସିଟିରେ ଥିବା...

ସମଲିଙ୍ଗୀ ଆପ୍‌ରେ ଫସିଲେ ନର୍ସିଂ ଅଫିସର

ଭୁବନେଶ୍ୱର, ୯।୬(ବ୍ୟୁରୋ) : ସାଇବର ଅପରାଧୀମାନେ ଦିନକୁ ଦିନ ନୂଆ ନୂଆ ତରିକାରେ ଲୋକଙ୍କୁ ଠକୁଛନ୍ତି। କେତେବେଳେ ସୋସିଆଲ ମିଡିଆ ଆକାଉଣ୍ଟକୁ ହ୍ୟାକ୍‌ କରି ତ ପୁଣି ଆଉ କେତେବେଳେ ବିଭିନ୍ନ ପ୍ରକାର ମେସେଜ୍‌ ଓ ଫେକ୍‌ କଲ୍‌ କରି...

ମୃତା କାଠଯୋଡିରେ ନିର୍ମାଣ ଚାଲିଛି ସ୍ଥାୟୀ ଘର: ଅଭିଯୋଗ ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନ ଶୂନ

ରଘୁନାଥପୁର,୯ା୬(ଡି.ଏନ.ଏ.): ରଘୁନାଥପୁର ତହସିଲ ଅନ୍ତର୍ଗତ ତଅଁରା ଓ ରେଢୁଆ ମଧ୍ୟ ଭାଗରେ ବହିଯାଇଥିବା ମୃତା କାଠଯୋଡି ଶଯ୍ୟାର ମୁଣ୍ଡାଳଠାରେ ସ୍ଥାୟୀ ପକ୍କା ଘର ଜଣେ ବ୍ୟକ୍ତି ନିର୍ମାଣ କରୁଛନ୍ତି। ତହସିଲଦାରଙ୍କୁ ଅଭିଯୋଗ ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ଏ...

ନାଉଗାଁ ତହସିଲ: ୨୨ ପଦବୀରୁ ୧୩ ଫାଙ୍କା

ନାଉଗାଁ,୯ା୬(ସ୍ବ.ପ୍ର.): ଜନସାଧାରଣଙ୍କୁ ସୁବିଧାରେ ପ୍ରଶାସନିକ ସେବା ଯୋଗାଇ ଦେବା ସହ ରାଜସ୍ବ ଆଦାୟ ପାଇଁ ପ୍ରତି ବ୍ଲକରେ ସରକାରଙ୍କ ପକ୍ଷରୁ ତହସିଲ କାର୍ଯ୍ୟାଳୟ ଅଛି। ଏହି କାର୍ଯ୍ୟାଳୟ ମାଧ୍ୟମରେ ଜମିଜମା ସଂକ୍ରାନ୍ତ କାଗଜପତ୍ର, ବିଭିନ୍ନ ପ୍ରମାଣପତ୍ର, ପ୍ରାକୃତିକ ବିପର୍ଯ୍ୟୟ ସହାୟତା...

ସରକାରୀ ଜମିରୁ ଚାଲିଛି ମାଟି ଚାଲାଣ: ବ୍ୟବସାୟୀ ଲାଭବାନ, ପ୍ରଶାସନ ନୀରବ ଦ୍ରଷ୍ଟା

ପଟ୍ଟାମୁଣ୍ଡାଇ,୯ା୬(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅଧୀନ ଅଳଭା ବ୍ରାହ୍ମଣୀ ନଦୀ ପାଳରେ ବଡ ବଡ ଗାତ କରାଯାଇ ମାଟି ଚାଲାଣ କରାଯାଇଛି । ମାଟି ବ୍ୟବସାୟୀମାନେ ଏଥିରେ ଲାଭବାନ ହେଉଥିବା ବେଳେ ରାଜ୍ୟ ସରକାର ରାଜସ୍ବ ହରାଉଛନ୍ତି। ସରକାରଙ୍କ ସମସ୍ତ ନୀତି...

ତଣ୍ଡା ସୁରକ୍ଷା ପାଇଁ ଅଗରନାସୀରେ ହେଉ ପଥରବନ୍ଧ

କେନ୍ଦ୍ରାପଡ଼ା ଅଫିସ, ୯ା୬: ମେ ୩୦ରେ ସାବିତ୍ରୀ ଅମାବାସ୍ୟା ଥିଲା। ଏହି ତିଥିରେ ସମୁଦ୍ର କୂଳ ଲଂଘି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଣ୍ଡା ଅଞ୍ଚଳରେ ପାଣି ପଶି ଯାଇଥିଲା। ତଟକ୍ଷୟର ଏହି ପରିସ୍ଥିତି ତଟାଞ୍ଚଳବାସୀଙ୍କ ମନରେ ଭୟ ଆଣିଛି।...

ଗୁପ୍‌ଚୁପ୍‌ ଖାଇ ଟଙ୍କା ନ ଦେବାରୁ ତଣ୍ଟି କାଟିଦେଲେ ଦୋକାନୀ

ପରଜଙ୍ଗ, ୯।୬(ଡି.ଏନ୍‌.ଏ.): ଗୁପ୍‌ଚୁପ୍‌ ଖାଇ ଟଙ୍କା ନ ଦେବାରୁ ପିଆଜକଟା ଛୁରିରେ ଗ୍ରାହକଙ୍କ ତଣ୍ଟି କାଟିଦେଲେ ଦୋକାନୀ। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ପଞ୍ଚାୟତ ପାଳସାହି ଗ୍ରାମରେ ବୁଧବାର ରାତିରେ ଘଟିଛି ଏଭଳି ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ। ମୃତକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri