ରାଜ୍ୟ

ମତ ବଦଳାଇଲେ ସଞ୍ଜୟ

ପୁରୀ ଅଫିସ,୮ା୬: ପୁରୀ ପୋଲିସ ଏବଂ ଅବକାରୀ ବିଭାଗ ଅଧୀକ୍ଷକଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ମଙ୍ଗଳବାର ନିଜ ମତ ବଦଳାଇଛନ୍ତି। ସଞ୍ଜୟ ନିଜ ଭୁଲ ସ୍ବୀକାର କରିବା...

୧୧ ହଜାର ଶିକ୍ଷକ ପାଇବେ ନିଯୁକ୍ତି

ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟର ହାଇସ୍କୁଲଗୁଡ଼ିକରେ ୧୧ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଜୁନ୍‌ ଶେଷ ସୁଦ୍ଧା ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ଦିଆଯିବ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି,...

ମହାପ୍ରଭୁଙ୍କ ସ୍ନାନଯାତ୍ରା: ସ୍ନାନବେଦିକୁ ଯାଇପାରିବେ ଭକ୍ତ, ହେଲେ ଛୁଇଁବା ମନା

ପୁରୀ ଅଫିସ,୭।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଜୋରସୋରରେ ଚାଲିଥିବାବେଳେ ସ୍ନାନଯାତ୍ରା ପ୍ରଥମେ ଥିବାରୁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏକ...

ଭୁଲିଗଲେ ସମ୍ପର୍କ: ସ୍ତ୍ରୀଙ୍କ ଅଶ୍ଳିଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ସ୍ବାମୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ଭୁଲିଗଲେ ସମ୍ପର୍କ। ସ୍ତ୍ରୀଙ୍କ ଅଶ୍ଳୀଳ ଭିଡିିଓ ଭାଇରାଲ କରିବା ଅଭିଯୋଗରେ ବନ୍ଧା ହେଲେ ସ୍ବାମୀ। ଏଭଳି ଏକ ଘଟଣାରେ କମିଶନରେଟ ପୋଲିସର ଭୁବନେଶ୍ୱରସ୍ଥିତ ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନା ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି। ସେ...

ନରସିଂହପୁର ଜଙ୍ଗଲରେ ବୁଲୁଛି ଗୁଳିବଦ୍ଧ ଦନ୍ତା, ଚିକିତ୍ସା ପାଇଁ ଜଙ୍ଗଲ ମନ୍ତ୍ରୀଙ୍କୁ ଅନୁରୋଧ

ଭୁବନେଶ୍ୱର, ୭।୬(ବ୍ୟୁରୋ)- ନରସିଂହପୁର ଜଙ୍ଗଲରେ ବୁଲୁଛି ଗୁଳିବଦ୍ଧ ଦନ୍ତା। ବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଏ ନେଇ ମଙ୍ଗଳବାର ସୋସିଆଲ ମିଡିଆରେ ପୋଷ୍ଟ କରି ଜଣାଇଛନ୍ତି। ବିଧାୟକ ମିଶ୍ର ଏକ ଆହତ ଦନ୍ତା ହାତୀର ୩ ଟି ଫଟୋ ମଧ୍ୟ...

୨୪ ଘଣ୍ଟାରେ ବଦଳିଲା ସ୍ବର: ଛୁଟିରେ ଯିବାକୁ ଆବେଦନ,ନିଜକୁ ମାନସିକ ରୋଗୀ କହିଲେ

ପୁରୀ ଅଫିସ,୭।୬: ପୁରୀ ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାର୍ଡ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଉଭୟ ପୁରୀ ପୋଲିସ ଏବଂ ଜିଲା ଅବକାରୀ ଅଧୀକ୍ଷକଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣି ଅବକାରୀ କମିଶନରଙ୍କୁ ଚିଠି ଲେଖିଥିଲେ। ଏହାକୁ ନେଇ...

ମୋତେ ମାରି ସାରିଲଣି, ଏବେ ମୁଁ ମଲା ମଣିଷର ଜୀବନ ବଞ୍ଚିଛି: ଅନୁଭବ

କଟକ ଅଫିସ,୭।୬: ପୁଣି ଅଭିନେତା ତଥା ବିଜେଡି ଏମ୍‌ପି ଅନୁଭବ ମହାନ୍ତିଙ୍କ ଆଉ ଏକ ଭିଡିଓ ଚର୍ଚ୍ଚାରେ। ସୋମବାର ଏକ ଭିଡିଓରେ ମିଥ୍ୟା ଖବର ଛାପିବା ତଥା ଅପଲୋଡ୍‌ କରୁଥିବା ନ୍ୟୁଜ ପୋର୍ଟାଲ ଏବଂ ୟୁଟ୍ୟୁବ୍‌ ଚ୍ୟାନେଲଗୁଡିକୁ ସେ ଟାର୍ଗେଟ...

୮ରୁ ୧୦ ଯାଏ ସିଝିବ ପଶ୍ଚିମ ଓଡ଼ିଶାରେ

ଭୁବନେଶ୍ୱର, ୭।୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ୮ରୁ ୧୦ ତାରିଖ ଯାଏ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି। ୮ ତାରିଖରେ ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ୯ ତାରିଖରେ ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡ଼ା ଏବଂ...

ବାରବାଟୀ ମ୍ୟାଚ୍‌ ବନ୍ଦ ଲାଗି ହାଇକୋର୍ଟରେ ଦାୟର ମାମଲା ଖାରଜ

କଟକ ଅଫିସ,୭।୬: ଆସନ୍ତା ଜୁନ୍‌ ୧୨ରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ହେଲେ ଏହି ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମଙ୍ଗଳବାର ଏହାର...

୧୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୭।୬(ବ୍ୟୁରୋ): ପୂର୍ବ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏ...

ଜୁନ୍‌ ଶେଷ ସୁଦ୍ଧା ହାଇସ୍କୁଲରେ ନିଯୁକ୍ତି ପାଇବେ ୧୧,୦୦୦ ଶିକ୍ଷକ: ମନ୍ତ୍ରୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ଜୁନ୍‌ ମାସ ଶେଷ ସୁଦ୍ଧା ରାଜ୍ୟର ବିଭିନ୍ନ ହାଇସ୍କୁଲରେ ନିଯୁକ୍ତି ପାଇବେ ୧୧,୦୦୦ ଶିକ୍ଷକ। ତେବେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା...

ଜୁନ ୯ରେ ଚିଲିକାରେ ହାଉସ୍‌ ବୋଟ୍‌ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଚିଲିକାରେ ଆସନ୍ତା ଜୁନ ୯ ତାରିଖରୁ ହାଉସ୍‌ ବୋଟ୍‌ ଚାଲିବ । ଏହା ରାଜ୍ୟରେ ପ୍ରଥମ । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ । ଏ ନେଇ ଏହାର ପରିଚାଳନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri