ରାଜ୍ୟ

ରଥଯାତ୍ରା ନୀତି ନିର୍ଘଣ୍ଟ ନେଇ ବସିଲା ପରିଚାଳନା କମିଟି ବୈଠକ

ପୁରୀ ଅଫିସ, ୭।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ମଙ୍ଗଳବାର ହୋଇଛି। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ବୈଠକ ଚାଲିଛି । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍‌ପିଙ୍କ ସମେତ ବିଭିନ୍ନ ସେବାୟତ ପ୍ରତିନିଧି ଓ...

କୃଷକଙ୍କୁ ସମବାୟ ଋଣରେ ମିଳିବ ୨ ପ୍ରତିଶତ ରିହାତି

ଭୁବନେଶ୍ୱର,୭।୬(ବ୍ୟୁରୋ): କୃଷକଙ୍କ ପାଇଁ ରାଜ୍ୟ ସରକାର ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। କୃଷକଙ୍କୁ ସମବାୟ ବ୍ୟାଙ୍କ ଋଣରେ ୨ୂଚନାଯୋ ପ୍ରତିଶତ ରିହାତି ମିଳିବ। ଏଥିରେ ରାଜ୍ୟରେ ଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ । ଏ...

ଚିତ୍ରକୋଣ୍ଡାରୁ ମିଳିଲା ମାଓବାଦୀ ପୋଷ୍ଟର

ଚିତ୍ରକୋଣ୍ଡା,୭।୬: ଦୀର୍ଘ ଦିନର ବ୍ୟବଧାନ ପରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳର ଟନେଲ କ୍ୟାମ୍ପ ମୁଖ୍ୟ ରାସ୍ତାରୁ ସୋମବାର ମାଓବାଦୀଙ୍କ ଏକ ଧମକପୂର୍ଣ୍ଣ ପୋଷ୍ଟର ମିଳିଛି। ଦଣ୍ଡକାରଣ୍ୟ ଡିଭିଜନ ପକ୍ଷରୁ ଲାଗିଥିବା ଏହି ପୋଷ୍ଟରରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ...

୭୦୦ରୁ ଊର୍ଦ୍ଧ୍ୱ ଚାରା ରୋପଣ

ଢେଙ୍କାନାଳ ଅଫିସ,୭।୬ ଢେଙ୍କାନାଳ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ସୋମବାର ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି। ଏହି ଅବସରରେ ସପ୍ତାହ ବ୍ୟାପୀ ଅଭିଯାନ ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅବସରରେ କାରଖାନା ମଧ୍ୟରେ ୭୦୦ରୁ ଊର୍ଦ୍ଧ୍ୱ...

ମୁହଁ ଫେରାଇଲେଣି ଗୃହିଣୀ

ବଇଣ୍ଡା,୭।୬ ବଢ଼ି ବଢ଼ି ଚାଲିଛି ରନ୍ଧନଗ୍ୟାସ୍‌ ଦର। ସିଲିଣ୍ଡର ପିଛା ଦାମ୍‌ ହଜାରେ ଟଙ୍କା ଟପିଯିବା ପରେ ଆଉ ସହ୍ୟ କରିପାରୁନାହାନ୍ତି ଗୃହିଣୀ। ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧିକୁ ନେଇ ସେମାନେ ଚିନ୍ତାରେ ଥିବାବେଳେ ରନ୍ଧନ ଗ୍ୟାସ୍‌ ଦର...

ବସ୍ତିରୁ ଆରମ୍ଭ ହେବ ଉଚ୍ଛେଦ

ଅନୁଗୋଳଅଫିସ, ୭।୬ ଅନୁଗୋଳ ଜିଲା ତାଳଚେର ପୌରାଞ୍ଚଳରେ ସରକାରୀ ଜାଗାରେ ଘର କରିଥିବା ଲୋକଙ୍କ ଅଟ୍ଟାଳିକାକୁ ପ୍ରଶାସନ ମାଟିରେ ମିଶାଇ ଦେଲା। ଏପରି କି ଦୁଇ ମହଲା ଓ ତିନି ମହଲା ଘର ଗୁଡ଼ିକ ଉପରେ ବୁଲଡୋଜର ଚାଲିଲା। ତାଳଚେର...

ଜାତୀୟ ପୁରସ୍କାର ପାଇବେ ଦମୟନ୍ତୀ

କେନ୍ଦୁଝର,୭।୬(ସ୍ବ.ପ୍ର.) ଉଲ୍ଲେଖନୀୟ ସେବା କାର୍ଯ୍ୟ ପାଇଁ କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅଧୀନ ଗାୈଣିଘଷା ସ୍ବାସ୍ଥ୍ୟ ଉପକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ (ଏଏନ୍‌ଏମ୍‌) ଦମୟନ୍ତୀ ରାଉତ ଜାତୀୟ ସ୍ତରରେ ପୁରସ୍କୃତ ହେବା ପାଇଁ ମନୋନୀତ ହୋଇଛନ୍ତି। ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ନର୍ସ...

ସୋର ଷ୍ଟେଶନରେ ୩ଘଣ୍ଟା ରେଳରୋକୋ

ସୋର, ୭।୬(ଡି.ଏନ୍‌.ଏ.) ବିଭିନ୍ନ ଏକ୍ସପ୍ରେସ ରହଣି ଦାବିରେ ସୋମବାର ସକାଳେ ସୋର ନାଗରିକ ମଞ୍ଚ ଆବାହକତ୍ୱରେ ସୋର ଲେଭଲକ୍ରସିଂ ନିକଟ ଧାରଣାରେ ରେଳରୋକୋ କରାଯାଇଥିଲା। ଏଥିରେ ବିଭିନ୍ନ ସଙ୍ଗଠନ ମଧ୍ୟ ସାମିଲ ହୋଇଥିଲେ। ଫଳରେ ଦୀର୍ଘ ୩ ଘଣ୍ଟା ଧରି...

ନାମାଙ୍କନ ଦାଖଲକୁ ବିରୋଧ କଲେ ଜମାକାରୀ, ଋଣ ଗ୍ରହୀତା

ବାହାନଗା, ୭।୬(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ସେବା ସମବାୟ ସମିତିର ନିର୍ବାଚନ ନିମନ୍ତେ ସୋମବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା ା ନାମାଙ୍କନ ପତ୍ର ଦାଖଲକୁ ଜମାକାରୀ ଓ ଋଣ ଗ୍ରହୀତାମାନେ ବିରୋଧ କରିବାରୁ...

ମୟୂରଭଞ୍ଜରେ ମହିଳା କାଡ

ବାରିପଦା ଅଫିସ,୭।୬ ଇତି ମଧ୍ୟରେ ରାଜ୍ୟ ମନ୍ତ୍ରିମଣ୍ଡଳର ପରିବର୍ତ୍ତନ ହୋଇଛି। ମୟୂରଭଞ୍ଜ ଜିଲାରୁ କ୍ୟାବିନେଟ ମନ୍ତ୍ରୀ ଭାବେ ପ୍ରତିନିଧିତ୍ୱ କରୁଥିବା ସୁଦାମ ମାରାଣ୍ଡିଙ୍କୁ ବାଦ୍‌ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇଛନ୍ତି। ବାସନ୍ତୀଙ୍କୁ...

କାମରେ ଲାଗୁନି ସୋଲାର ପ୍ୟାନେଲ

କେନ୍ଦୁଝର, ୭।୬ (ସ୍ବ.ପ୍ର.) ଅନ୍ଧାରରେ କେହି ରହିବେ ନାହିଁ। ଏଣୁ ସମସ୍ତ ଗ୍ରାମକୁ ବିଭିନ୍ନ ଯୋଜନାରେ ବିଦ୍ୟୁତ୍‌ ବ୍ୟବସ୍ଥା କରୁଛନ୍ତି। ଦୁର୍ଗମ ଅଞ୍ଚଳରେ ଯେଉଁଠି ବିଦ୍ୟୁତ ଯୋଗାଣ ହୋଇ ପାରୁନାହିଁ ସେଠାରେ ସୋଲାର ଲାଇଟ ବ୍ୟବସ୍ଥା କରୁଛନ୍ତି। ତେବେ ଉପଯୁକ୍ତ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୭।୫: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସୁନ୍ଦରଗଡ ଜିଲାରୁ ସର୍ବାଧିକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri