ରାଜ୍ୟ

ଆଜି ଶପଥ ଗ୍ରହଣ

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳ ଅଦଳବଦଳକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ବିଜେଡି ସରକାର ପଞ୍ଚମ ପାଳିର ୩ ବର୍ଷ ପୂରଣ କରିଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଷ୍ଟରଷ୍ଟ୍ରୋକ୍‌ ଖେଳି ସମସ୍ତଙ୍କୁ ଚକିତ କରି ଦେଇଛନ୍ତି। ପ୍ରଥମ...

ଗୋରୁ ବ୍ୟବସାୟୀଙ୍କୁ ହତ୍ୟା କରି ୨୦ ଲକ୍ଷ ଲୁଟ୍‌ ଘଟଣା: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବାରିପଦା ଅଫିସ/ରାଇରଙ୍ଗପୁର,୪ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡ଼ା ଗୋରୁ ହାଟରେ ଜଣେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା ଓ ୨୦ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ୧୧ଦିନ ପରେ ପୋଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪ା୬(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୨୩୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ରବିବାର ଶପଥ ନେବେ ନୂଆ ମନ୍ତ୍ରୀ

ଭୁବନେଶ୍ୱର,୪।୬(ବ୍ୟୁରୋ): ନବୀନ ସରକାରଙ୍କ ମନ୍ତ୍ରିମଣ୍ଡଳର ନୂଆ ମନ୍ତ୍ରୀମାନେ ରବିବାର ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ରେ ଶପଥ ନେବେ। ଏଥିଲାଗି ରାଜଭବନ କପ୍‌ଭେନ୍‌ସନ ହଲ୍‌କୁ ପ୍ରସ୍ତୁତ କରାଯାଉଛି। ତେବେ ନୂଆ ମନ୍ତ୍ରୀଙ୍କ ନାମକୁ ନେଇ କଳ୍ପନାଜଳ୍ପନା ବଢ଼ୁଥିବା ବେଳେ ସମ୍ଭାବ୍ୟ ମନ୍ତ୍ରୀମାନଙ୍କ...

ନବୀନ ସରକାରଙ୍କ ସମସ୍ତ ମନ୍ତ୍ରୀ ଦେଲେ ଇସ୍ତଫା

ଭୁବନେଶ୍ୱର,୪।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ନିଜ ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀମାନେ ନିଜ ନିଜର ଇସ୍ତଫା ପତ୍ର ନବୀନଙ୍କୁ ପଠାଇଥିବାବେଳେ ରବିବାର ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ । ଦିନ ୧୧ଟା ୪୫ରେ...

ବାପାଙ୍କୁ ପିଟି ପିଟି ମାରିଦେଲେ ଦୁଇ ପୁଅ

ବଣାଇଁ, ୪।୬(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅଧୀନ ରାଣିବେର୍ଣ୍ଣା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ଦୁଇ ପୁଅ କାଠ ଫାଳିଆରେ ପିଟି ପିଟି ବାପାଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବାପା...

ଝିଅକୁ ହତ୍ୟା କରି ଝୁଲାଇ ଦେଲେ

ଅନୁଗୋଳ ଅଫିସ,୪।୬: ଅନୁଗୋଳ ଜିଲା ବେନ୍ତପୁର ଗାଁର ଚିତ୍ତରଞ୍ଜନ ପରିଡାଙ୍କ ଘରୁ ତାଙ୍କ ସ୍ତ୍ରୀ ସସ୍ମିତା ବେହେରାଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି। ସେ ଏକ ବ୍ଳାଉଜରେ ଶିଡିଘର ପୁଆରେ ଝୁଲୁଥିବା ବେଳେ ତାଙ୍କୁ ହତ୍ୟା କରି ଝୁଲାଇ...

ଦରକାର ପଡ଼ିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୪।୬(ବ୍ୟୁରୋ): କରୋନା ସଂକ୍ରମଣର ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦେଶରେ ଏବେ ୫ ରାଜ୍ୟରେ କରୋନା ସଂକ୍ରମଣ ବଢିଛି। ପ୍ରିକସନ୍‌ ସହ କଟକଣା କଡ଼ାକଡ଼ି କରିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି।...

ଜୁନ୍‌ ଶେଷ ସସ୍ତାହରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ ଅଫିସ,୪।୬: ଚଳିତ ମାସ ଶେଷ ସପ୍ତାହରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମାଟ୍ରିକ ଖାତା ଦେଖା ଶେଷ ହୋଇଛି। ରେଜଲ୍ଟ ନେଇ ପ୍ରକ୍ରିୟା ଚାଲିଛି ବୋଲି...

ଲିଙ୍ଗରାଜ ମନ୍ଦିରରେ ଅଚଳାବସ୍ଥା, ନୀତିକାନ୍ତି ବନ୍ଦ

ଭୁବନେଶ୍ୱର,୪।୬(ବ୍ୟୁରୋ): ଲିଙ୍ଗରାଜ ମନ୍ଦିରରେ ଅଚଳାବସ୍ଥା ଜାରି । ନୀତିକାନ୍ତି ବନ୍ଦ ରହିଛି। ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗର ଅସହଯୋଗ ଯୋଗୁ ନୀତିକାନ୍ତି ବନ୍ଦ ବନ୍ଦ ରଖାଯାଇଛି। ଶୁକ୍ରବାର ସନ୍ଧ୍ୟା ୫ଟାରୁ ନୀତିକାନ୍ତି ବନ୍ଦ ରହିଥିବା ବେଳେ ଆଜି ମଧ୍ୟ...

ଜଗା ଦର୍ଶନ ସାରି ଫେରୁଥିଲେ,ପୋଲରେ ପିଟି ହେଲା କାର୍‌

ବାଉଁଶୁଣୀ,୪।୬(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଜାତୀୟ ରାଜପଥ ନଂ-୫୭ ବାଉଁଶୁଣି ଥାନା ଅନ୍ତର୍ଗତ ବାଘନଦୀ ପୋଲ ନିକଟରେ ଶନିବାର ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ପୋଲ ବାଡ଼ା ଉପରେ ପିଟି ହେବାରୁ ୮ ଜଣ ଆହତ ହୋଇଛନ୍ତି।...

ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ଭୁବନେଶ୍ୱର,୪।୬(ବ୍ୟୁରୋ): ଆର୍‌ଡବ୍ଲୁଏସ୍‌ଏସ୍‌(ଗ୍ରାମ୍ୟ ପାନୀୟଜଳ ଓ ପରିମଳ) କଟକ ଡିଭିଜନ-୨ର ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶିବରାମ ବିଶ୍ୱାଳଙ୍କୁ ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ୨ ବର୍ଷ ଜେଲ ଦଣ୍ଡ ସହ ୫୦...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri