ରାଜ୍ୟ

ଦୁଇଦିନରେ ମାଟିତଳୁ ମିଳିଲା ୨ ହାତୀ କଙ୍କାଳ

ଭୁବନେଶ୍ୱର, ୪।୬(ବ୍ୟୁରୋ): ଆଠଗଡ଼ ବନଖଣ୍ଡରେ ବନ୍ୟପ୍ରାଣୀ ଅସୁରକ୍ଷିତ ହୋଇପଡିଛନ୍ତି। ଶିକାର ବୃଦ୍ଧି ସହ ଚୋରା ଚାଲାଣ ଓ ବାରମ୍ବାର ହାତୀ ମୃତ୍ୟୁ ଏଭଳି ଆଶଙ୍କା ସୃଷ୍ଟି କରିଛି। ଗୁରୁବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ବଡ଼ମ୍ବା ରେଞ୍ଜ୍‌ ଅଧୀନ...

ଦେବଦମ୍ପତିଙ୍କ ବିବାହ ଆଜି

ସମ୍ବଲପୁର,୪ା୬ (ବ୍ୟୁରୋ): ସମ୍ବଲପୁର ପ୍ରସିଦ୍ଧ ଶୀଳତଷଷ୍ଠୀ ଯାତ୍ରା ଧୁମ୍‌ଧାମରେ ପାଳନ ହେଉଛି। ମାତା ପାର୍ବତୀ ଓ ବମ୍‌ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହରେ ସାକ୍ଷୀ ହେବାକୁ ସାକ୍ଷୀ ଗୋପୀନାଥ ଶୁକ୍ରବାର ନନ୍ଦପଡାରେ ପହଞ୍ଚତ୍ଥିଲେ। ସାକ୍ଷୀପଡା ଗୋପୀନାଥ ମନ୍ଦିରରୁ ଠାକୁର ସନ୍ଧ୍ୟାରେ ବାହାରି...

ପ୍ରଭାତ ତ୍ରିପାଠୀଙ୍କୁ ଇଡିର ୯ ଘଣ୍ଟା ଜେରା

ଭୁବନେଶ୍ୱର,୪।୬(ବ୍ୟୁରୋ): ଅର୍ଥତତ୍ତ୍ୱ (ଏଟି) ଚିଟ୍‌ଫଣ୍ଡ ଠକେଇ ମାମଲାରେ ବେଆଇନ ଅର୍ଥ କାରବାରକୁ ନେଇ ବରିଷ୍ଠ ବିଜେଡି ନେତା ତଥା ବାଙ୍କୀର ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ଜେରା କରିଛି। ସେ ଶୁକ୍ରବାର ପୂର୍ବାହ୍ନ ପ୍ରାୟ...

୫୩୧ ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର, ୪।୬(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୫୩୧ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଏହାକୁ ଲୋକାର୍ପଣ କରିଛନ୍ତି। ତନ୍ମଧ୍ୟରେ ଢେଙ୍କାନାଳ ଜିଲାର ୧୦୫, ଗଞ୍ଜାମର ୨୩୦, କନ୍ଧମାଳର ୭୩, ନବରଙ୍ଗପୁରର ୭୩...

ଅନୁସଚିବ ପୂର୍ଣ୍ଣଚନ୍ଦ୍ର ସାହୁ ଗିରଫ

ଭୁବନେଶ୍ୱର,୪।୬(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଆଉଜଣେ ବଡ଼ ବାବୁ। ସେ ହେଲେ ରାଜ୍ୟ ସରକାରଙ୍କ ଯୋଜନା ଓ ସମନ୍ବୟ ବିଭାଗର ଅନୁସଚିବ ପୂର୍ଣ୍ଣଚନ୍ଦ୍ର ସାହୁ। ଶୁକ୍ରବାର ଜଣେ କମ୍ପ୍ୟୁଟର ଫାର୍ମ ମାଲିକଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ସେ ଭିଜିଲାନ୍ସ...

ମହାପ୍ରଭୁଙ୍କୁ ଦର୍ଶନ କଲେ ୫-ଟି ସଚିବ, ବିଜେଡି ସାଙ୍ଗଠନିକ ସମ୍ପାଦକ

ପୁରୀ ଅଫିସ, ୪ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ନେଇ ଶୁକ୍ରବାର ରାଜ୍ୟ ସରକାରଙ୍କ ସପକ୍ଷରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପୁରୀ ଯାଇ...

ଯାଜପୁର ଜିଲାପାଳଙ୍କୁ ରିପୋର୍ଟ ତଲବ

ଯାଜପୁର ଅଫିସ,୪ା୬: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତର ନଗଡ଼ାରେ ୨୦୧୬ ଏପ୍ରିଲରେ ଅପପୁଷ୍ଟି କାରଣରୁ ୨୦ରୁ ଊର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏହାପରେ ରାଜ୍ୟ ସରକାର ନଗଡ଼ାକୁ...

୭ ଯାଏ ଝଡ଼ବର୍ଷା

ଭୁବନେଶ୍ୱର,୩।୬(ବ୍ୟୁରୋ): ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆସନ୍ତା ୭ ତାରିଖ ଯାଏ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୫ ତାରିଖରେ କୋରାପୁଟ, ମାଲକାନଗିରି,...

ସବାଇ ଘାସକୁ ଜିଆଇ ଟ୍ୟାଗ୍‌ ପାଇଁ ଆବେଦନ

ଭୁବନେଶ୍ୱର,୩।୬(ବ୍ୟୁରୋ): ସବାଇ ଘାସକୁ ମିଳିବ ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜି.ଆଇ.) ଟ୍ୟାଗ। ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଏ ନେଇ ଆବେଦନ କରିଛି। ନିଗମ ପକ୍ଷରୁ ଆଇପି ଏଟର୍ଣ୍ଣି ପି ସଞ୍ଜୟ ଗାନ୍ଧୀ ଜିଆଇ ଅଧିକାରୀଙ୍କ ନିକଟରେ ଏହି ଆବେଦନ କରିଛନ୍ତି।...

ଭିଜିଲାନ୍ସ ଜାଲରେ ଅନୁସଚିବ: ଲାଞ୍ଚ ନେଇ ପଡ଼ିଲେ ଧରା

ଭୁବନେଶ୍ୱର,୩।୬ (ବ୍ୟୁରୋ): ରାଜ୍ୟ ସରକାରଙ୍କ ଅନୁସଚିବ ପୂର୍ଣ୍ଣଚନ୍ଦ୍ର ସାହୁ ଶୁକ୍ରବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସାହୁ ଯୋଜନା ଓ ସମନ୍ବୟ ବିଭାଗରେ ଅନୁସଚିବ ଭାବେ କାର୍ଯ୍ୟକରୁଥିଲେ। ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଅଧିକାରୀ ତାଙ୍କୁ କାବୁ...

ଆଖଣ୍ଡଳମଣିରେ ଶିବ ବିବାହ: ସରିଲା ମଙ୍ଗଳକୃତ୍ୟ

ଆରଡ଼ି,୩।୬(ଡି.ଏନ.ଏ.): ରାତି ପାହିଲେ ଦେବ ଦମ୍ପତିଙ୍କ ବାହାଘର। ଦେବଦେବ ମହାଦେବ ସାଜିବେ ବର ଓ ମାତା ପାର୍ବତୀ ସାଜିବେ କନ୍ୟା। ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଶୁକ୍ରବାର ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ ଶେଷ ହୋଇଛି। ଭୋର ୪ ଟାରେ...

ଅଳକାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୬(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବାଜିମାତ୍‌ କରିଛି। ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ତାଙ୍କ ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କଠାରୁ ୬୬ ହଜାର ଭୋଟରେ ବିଜୟୀ ହୋଇଛନ୍ତି। ସେହିପରି ଭାଜପା ପ୍ରାର୍ଥୀ ରାଧାରାଣୀ ପଣ୍ଡା ତୃତୀୟ ସ୍ଥାନରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri