ରାଜ୍ୟ

ବର୍ଷାଙ୍କୁ ଟଙ୍କା ଦେଲେ ଅନୁଭବ

କଟକ ଅଫିସ, ୩।୬: ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ବର୍ଷା ପ୍ରିୟଦର୍ଶିନୀଙ୍କ ଆକାଉଣ୍ଟକୁ ଶୁକ୍ରବାର ଟଙ୍କା ପଠାଇଛନ୍ତି। କଟକ ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଅନୁଭବ ସ୍ତ୍ରୀ ବର୍ଷାଙ୍କ ଆକାଉଣ୍ଟରେ ୩୦ ହଜାର ଟଙ୍କା ଜମା କରିଛନ୍ତି...

ପାଳନ ହେଉନି ସରକାରୀ ପ୍ରତିଶ୍ରୁତି

ବଇଣ୍ଡା,୩।୬(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ନିମନ୍ତେ ୧୭ ବର୍ଷ ତଳେ ସରକାର ଶୁଭ ଦେଇଥିଲେ। ଏପରି କି ୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଘୋଷଣା କରିଥିଲେ। ହେଲେ ବାରମ୍ବାର ଦିଆଯାଉଥିବା...

ସୁସ୍ଥ ରଖିଛି ଶୂନଗାଡ଼ି

ଭୁବନ, ୩।୬ ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅଧୀନ ୧୫ନଂ. ଓ୍ବାର୍ଡରେ ରୁହନ୍ତି ରଥ ସେଠୀ। ଜଣେ ନିଷ୍ଠାପର ସ୍ବାସ୍ଥ୍ୟକର୍ମୀ ଭାବେ ସେ ଯେତିକି ପରିଚିତ, ସେତିକି ଜଣାଶୁଣା ସାଇକେଲ ପ୍ରେମୀ ଭାବରେ। ୧୯୫୮ରେ ଜନ୍ମିତ ରଥଙ୍କୁ ଏବେ ୬୪...

କ୍ରୀଡ଼ା ଶିକ୍ଷକ ଚଳାଉଛନ୍ତି ବିଦ୍ୟାଳୟ

ଆରଡ଼ି, ୩।୬(ଡି.ଏନ.ଏ.) ଗଁାରେ ଶିକ୍ଷାରେ ବିକାଶ ହେବ। ଏହି ଲକ୍ଷ୍ୟ ନେଇ ଗ୍ରାମବାସୀ ୧୯୮୧ରେ ଖୋଲିଥିଲେ ଏକ ଉଚ୍ଚ ବିଦ୍ୟାଳୟ। ସ୍ଥାନୀୟ ଅଞ୍ଚଳ ତଥା ଜିଲାର ବାସୁଦେବପୁର ଅଞ୍ଚଳର ଶିକ୍ଷିତ ଯୁବକମାନେ ଏଠାରେ ନିଯୁକ୍ତି ପାଇ ଶିକ୍ଷାଦାନ କରୁଥିଲେ। ବହୁ...

ପାଇଲଟ୍‌ ପ୍ରକଳ୍ପ ବାଟବଣା

ଜଳେଶ୍ୱର, ୩।୬(ଡି.ଏନ.ଏ.) ଦୁଇବର୍ଷ ତଳେ ବାଲେଶ୍ୱର ଜିଲାର କ୍ଲଷ୍ଟର ରୁରାଲ ହାଉସିଂ କଲୋନୀ ଜଳେଶ୍ୱର ବ୍ଲକରେ ପାଇଲଟ ପ୍ରକଳ୍ପ ଭାବେ କାର୍ଯ୍ୟ ଆରମ୍ଭ କରିଥିଲା ା ଅଦ୍ୟାବଧି କାର୍ଯ୍ୟ ଶେଷ ହେବାର ନାମ ଧରୁନାହିଁ। ସେଠାରେ ୬୦ପରିବାର ରହିବାକୁ ଥିବା...

‘ମାସକ ମଧ୍ୟରେ ରିପୋର୍ଟ ଦିଅ’

ବାରିପଦା ଅଫିସ,୩।୬ ବିଶ୍ୱପ୍ରସିଦ୍ଧ ମୟୂରଭଞ୍ଜ ଛଉ ନୃତ୍ୟର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମୟୂରଭଞ୍ଜ ଛଉ ନୃତ୍ୟ ପ୍ରତିଷ୍ଠାନ ଅଧୀନରେ ଛଉ ତାଲିମ କେନ୍ଦ୍ର ପ୍ରତିଷ୍ଠା ହେବା ନେଇ ଆଶା ସଞ୍ଚାର ହୋଇଛି। ଓଡ଼ିଆ...

୬୫ ହଜାରରୁ ଅଧିକ ଭୋଟ୍‌ରେ ଅଳକା ବିଜୟୀ

ଝାରସୁଗୁଡ଼ା ଅଫିସ,୩।୬: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବାଜିମାତ୍‌ କରିଛି। ଭୋଟ୍‌ ଗଣତିର ୨୦ ରାଉଣ୍ଡ ତଥା ଅନ୍ତିମ ରାଉଣ୍ଡରେ ଭାଜପା ଓ କଂଗ୍ରେସକୁ ପଛରେ ପକାଇ ବିଜେଡି ନିର୍ବାଚନରେ ବିଜୟୀ ହୋଇଛି। ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ତାଙ୍କ ନିକଟତମ...

୧୯ ରାଉଣ୍ଡ: ୬୨ ହଜାର ଭୋଟରେ ବିଜେଡି ଆଗରେ

ଝାରସୁଗୁଡ଼ା ଅଫିସ,୩।୬: ବ୍ରଜରାଜନଗର ଉପନିର୍ବାଚନର ଭୋଟ ଗଣତିର ୧୯ରାଉଣ୍ଡ ଫଳାଫଳ ଆସିଯାଇଛି। ଭାଜପା ଓ କଂଗ୍ରେସକୁ ପଛରେ ପକାଇ ବିଜେଡି ଆଗୁଆ ମାଡ଼ି ଚାଲିଛି। ୧୯ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ ଭାଜପା...

ଓଡ଼ିଶାରେ ୨ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ୨ ଜଣ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ ହୋଇଛନ୍ତି। ରାଜଧାନୀ ଭୁବନେଶ୍ୱରେ ସ୍ବାଇନ୍‌ ଫ୍ଲୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଣେ ୩୮ବର୍ଷୀୟ ପୁରୁଷ ହୋଇଥିବା ବେଳେ ଆଉ ଜଣେ ୨୮ ବର୍ଷୀୟ ମହିଳା । ଉଭୟେ...

‘ତୁମ ଇଚ୍ଛା ବିନା ପତ୍ରଟେ ହଲେ ନାହିଁ ଆହେ ଜଗନ୍ନାଥ’

ଭୁବନେଶ୍ୱର,୩ା୬(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟରେ ଆଗତ ହୋଇଥିବା ପିଟିଶନ ଶୁକ୍ରବାର ଖାରଜ ହୋଇଯାଇଛି। ଦୁଇଟି ପିଟିଶନ ଖାରଜ ହୋଇଥିବାରୁ ଶ୍ରୀମନ୍ଦିରର ଏକ ଫଟୋ ଶେୟାର କରି ‘ତୁମ ବିନା ପତ୍ରଟେ ବି ହଲେ ନାହିଁ ଆହେ ଜଗନ୍ନାଥ’...

ରାଜ୍ୟ ସଭା ନିର୍ବାଚନ: ୩ଟା ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନର ନାମାଙ୍କନ ପତ୍ର ପ୍ରତ୍ୟାହାରର ଶୁକ୍ରବାର ଶେଷ ଦିନ । ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପ୍ରାର୍ଥୀ ନାମାଙ୍କନ ପତ୍ର ପ୍ରତ୍ୟାହାର କରିପାରିବେ। ତେବେ ବିଜେଡି ପ୍ରାର୍ଥୀ ସୁଲତା ଦେଓ, ମାନସ ମଙ୍ଗରାଜ ଓ...

୧୦ ରାଉଣ୍ଡ: ବିଜେଡି ଆଗରେ

ଝାରସୁଗୁଡ଼ା ଅଫିସ,୩।୬: ବ୍ରଜରାଜନଗର ଉପନିର୍ବାଚନର ଭୋଟ ଗଣତି ଜାରି ରହିଛି। ୨୦ ରାଉଣ୍ଡ ଭୋଟ ଗଣତି ହେବାକୁ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦ ରାଉଣ୍ଡ ଭୋଟ ଗଣତି ଫଳାଫଳ ଆସିଯାଇଛି। ବିଜେଡି ଆଗୁଆ ଚାଳିଥିବା ବେଳେ ଭାଜପା ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri