ରାଜ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ପିଟିଶନ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ମନ୍ଦିର ଚତୁଃପାର୍ଶ୍ୱରେ କରାଯାଉଥିବା ବେଆଇନ ଖନନ ଏବଂ ନିର୍ମାଣକୁ ବିରୋଧ କରି ଆଗତ ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ରାୟ ଆସିଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଚାଲେଞ୍ଜ କରି...

ମାଡ଼ି ଚାଲିଛି ବିଜେଡି, ୬ଷ୍ଠ ରାଉଣ୍ଡ ସୁଦ୍ଧା ଦଳ ଆଗରେ

ଝାରସୁଗୁଡ଼ା ଅଫିସ,୩।୬: ବ୍ରଜରାଜନଗର ଉପନିର୍ବାଚନ ଭୋଟ ଗଣତି ଶୁକ୍ରବାର ଜାରି ରହିଛି। ୨୦ ରାଉଣ୍ଡ ଭୋଟ ଗଣତି ହେବାକୁ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ଷଷ୍ଠ ରାଉଣ୍ଡ ଭୋଟ ଗଣନା ଶେଷ ହୋଇଛି। ହେଲେ ବିଜେଡି ଆଗକୁ ମାଡି ଚାଲିଥିବା...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ: ଆଜି ଆସିବ ରାୟ

ଭୁବନେଶ୍ୱର/ନୂଆଦିଲ୍ଲୀ,୩।୬: ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ଶୁକ୍ରବାର ସର୍ବୋଚ୍ଚ ନ୍ୟାୟାଳୟଙ୍କ ରାୟ ଆସିବ। ଗୁରୁବାର ଏହି ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି ସୁପ୍ରିମକୋର୍ଟ। ଉଭୟ ପକ୍ଷର ଯୁକ୍ତିକୁ ଶୁଣିବା ପରେ କୋର୍ଟ ଶୁକ୍ରବାର ଯାଏ ସଂରକ୍ଷିତ...

ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗରେ

ଝାରସୁଗୁଡ଼ା ଅଫିସ/ସରଣ୍ଡା,୩ା୬(ଡି.ଏନ୍‌.ଏ.): ବ୍ରଜରାଜନଗର ଉପନିର୍ବାଚନର ଦ୍ୱିତୀୟ ରାଉଣ୍ଡର ଗଣତି ଶେଷ ହୋଇଛି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୦,୨୪୮ ଭୋଟ୍‌ ପାଇଥିବା ବେଳେ ଭାଜପା ୨୬୨୩, କଂଗ୍ରେସ ୧୬୯୯ ଏବଂ ସିପିଆଇ ୨୧୨ ଖଣ୍ଡ ଭୋଟ୍‌ ପାଇଛି।

ପ୍ରଥମ ରାଉଣ୍ଡ ଗଣନା ଶେଷ, ବିଜେଡି ଆଗୁଆ

ଝାରସୁଗୁଡ଼ା ଅଫିସ,୩ା୬: ବ୍ରଜରାଜନଗର ଉପନିର୍ବାଚନର ପ୍ରଥମ ରାଉଣ୍ଡର ଗଣତି ଶେଷ ହୋଇଛି। ଏହି ରାଉଣ୍ଡରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ୪୭୩୩ ଭୋଟ୍‌ ପାଇଥିବା ବେଳେ ଭାଜପା ୧୧୪୪ ଏବଂ କଂଗ୍ରେସ ୧୦୧୪...

ପରିବାର ବିରୋଧ ସତ୍ତ୍ୱେ ପ୍ରେମିକଙ୍କୁ ଛାଡ଼ିପାରିଲେନି

ଭୁବନେଶ୍ୱର,୩।୬(ବ୍ୟୁରୋ): ବେଙ୍ଗାଲୁରୁରେ ରହୁଥିବା ଏକ ପ୍ରେମୀଯୁଗଳ ଗୁରୁବାର ବିମାନ ଯୋଗେ ଭୁବନେଶ୍ୱର ଆସୁଥିଲେ। ତେବେ ଯୁବତୀଙ୍କ ପରିବାର ଲୋକେ ସେମାନଙ୍କ ବିବାହ ପାଇଁ ରାଜି ନ ଥିବାରୁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ଆଶଙ୍କାରେ ଦୁହେଁ କମିଶନରେଟ ପୋଲିସକୁ ଟୁଇଟ କରି...

୧୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩ା୬(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୭୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫ ଜଣ ଚିହ୍ନଟ...

ଦେଶର ୨୪ତମ ର଼୍ୟାଙ୍କ୍‌ରେ କିଟ୍‌

ଭୁବନେଶ୍ୱର,୩।୬(ବ୍ୟୁରୋ): ଦି ଟାଇମ୍ସ ହାୟର ଏଜୁକେଶନ ପକ୍ଷରୁ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ ୨୦୨୨ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଦେଶର ଶ୍ରେଷ୍ଠ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ଓଡ଼ିଶାର କିଟ୍‌ ୨୪ତମ ସ୍ଥାନରେ ରହିଛି।...

ଦାଦାବଟି ପାଇଁ ଗଢ଼ିଥିଲେ ଗ୍ୟାଙ୍ଗ

ଭୁବନେଶ୍ୱର,୩।୬(ବ୍ୟୁରୋ): ଦାଦାବଟି ପାଇଁ ଗଢ଼ିଥିଲେ ଗ୍ୟାଙ୍ଗ। ଯିଏ ଦାଦାବଟି ଦେଉ ନ ଥିଲେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରୁଥିଲେ। ଏପରିକି ଖଣ୍ଡା ଭୁଜାଲି ଧରି ଏହାର ଭିଡ଼ିଓ ପ୍ରସ୍ତୁତ କରୁଥିଲେ। ଲୋକଙ୍କ ମନରେ ଭୟ ସୃଷ୍ଟି କରିବାକୁ ସେସବୁକୁ ସୋସିଆଲ...

କୁମ୍ଭକର୍ଣ୍ଣ ନିଦ୍ରାରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ

ଡେରାବିଶ, ୩ା୬(ସ୍ବ.ପ୍ର.): ଦୀର୍ଘ ଦୁଇମାସରୁ ଅଧିକ ସମୟ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଡେରାବିଶରେ ପାନୀୟ ଜଳ ସମସ୍ୟା ଏବେବି ଲାଗି ରହିଛି। କେନ୍ଦ୍ରାପଡ଼ା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗର କର୍ତ୍ତୃପକ୍ଷ କୁମ୍ଭକର୍ଣ୍ଣ...

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ବଢ଼ାଇଛି ଅସନ୍ତୋଷ

କେନ୍ଦ୍ରାପଡା ଅଫିସ,୩ା୬: ୨୦୧୯ ପୂର୍ବ ସମସ୍ତ ଗାଡିର ନମ୍ବର ପ୍ଲେଟ ବଦଳିବ। ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଗାଡିରେ ଲଗାଯିବ। ସିକ୍ୟୁରିଟି ବାର୍‌ କୋଡ ଥିବାରୁ ଗାଡି ଚୋରି ରୋକିବା ସହିତ ହିତାଧିକାରୀଙ୍କୁ ଅନ୍ୟାନ୍ୟ...

ବ୍ରଜରାଜନଗରରେ ଆରମ୍ଭ ହେଲା ଗଣତି

ଝାରସୁଗୁଡ଼ା ଅଫିସ,୩ା୬: ଝାରସୁଗୁଡ଼ା ବଢ଼େଇମୁଣ୍ଡାସ୍ଥିତ ଇଞ୍ଜିନିୟରିଂ ସ୍କୁଲ ପରିସରରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ନିମନ୍ତେ ଭୋଟ ଗଣନା ଶୁକ୍ରବାର ସକାଳ ୮ଟାରେ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ବାଲଟ ପେପର ଗଣତି ଆରମ୍ଭ ହୋଇଛି। ପରେ ଇଭିଏମ୍‌ ଗଣତି ଆରମ୍ଭ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri