ରାଜ୍ୟ

ଶିଳ୍ପୀ ଲଲାଟ ମୋହନଙ୍କୁ ମିଳିଲା ଧର୍ମପଦ ପୁରସ୍କାର

ପୁରୁଣା ଭୁବନେଶ୍ୱର,୩୧ା୫(ଡି.ଏନ୍‌.ଏ.): ଓଡ଼ିଶା ଲଳିତକଳା ଏକାଡ଼େମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଦିଆଯାଉଥିବା ଧର୍ମପଦ ପୁରସ୍କାର ଚଳିତବର୍ଷ ଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକଙ୍କୁ ପ୍ରଦାନ କରାଯାଇଛି। ମଙ୍ଗଳବାର କାର୍ଯ୍ୟାଳୟ ପରିସରରେ ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ...

ବ୍ରଜରାଜନଗର ଉପନିର୍ବାଚନ: ୭୨% ମତଦାନ

ଭୁବନେଶ୍ୱର,୩୧।୫(ବ୍ୟୁରୋ)-ମଙ୍ଗଳବାର ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଶେଷ ହୋଇଛି। ଇଭିଏମ୍‌ରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହୋଇଛି । ତେବେ ଅପରାହ୍ନ ୫ଟା ସୁଦ୍ଧା ମତଦାନ ୬୯ ପ୍ରତିଶତ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ...

ଓଡ଼ିଶାର କମାଣ୍ଡୋ ଦେବାଶିଷ ସେଠୀ-ସୁଧୀର କୁମାର ଟୁଡୁଙ୍କୁ ଶୌର୍ଯ୍ୟ ଚକ୍ର…

ନୂଆଦିଲ୍ଲୀ, ୩୧।୫ : ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୀରତା ପୁରସ୍କାର ପ୍ରଦାନ କରିଛନ୍ତି। ଓଡ଼ିଶାର କମାଣ୍ଡୋ ଶହୀଦ୍‌ ଦେବାଶିଷ ସେଠୀ ଏବଂ ସୁଧୀର କୁମାର ଟୁଡୁଙ୍କୁ ମରଣୋପରାନ୍ତ ଶୌର୍ଯ୍ୟ ଚକ୍ର ପ୍ରଦାନ କରାଯାଇଛି। ଓଡ଼ିଶା ପୋଲିସ କମାଣ୍ଡୋ ଦେବଶିଷ ସେଠୀ...

ଜୁନ୍‌ରେ ରାଜ୍ୟରେ ହେବ ଅଧିକ ବର୍ଷା

ଭୁବନେଶ୍ୱର,୩୧।୫(ବ୍ୟୁରୋ): ଚଳିତ ବର୍ଷ ଜୁନ ମାସରେ ରାଜ୍ୟରେ ସ୍ବଭାବିକ ଠାରୁ ଅଧିକ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଇଏମ୍‌ଡ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଜୁନ ମାସରେ ସମଗ୍ର ଦେଶରେ ବର୍ଷା ସ୍ବାଭାବିକ...

ବ୍ରଜରାଜନଗର ଉପନିର୍ବାଚନ: ୩ଟା ସୁଦ୍ଧା ୫୭ % ମତଦାନ

ଝାରସୁଗୁଡ଼ା ଅଫିସ, ୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ମତଦାନ ଚାଲିଛି । ଦିନ ୩ଟା ସୁଦ୍ଧା ୫୭ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି । ସେହିପରି ୯ଟା ସୁଦ୍ଧା ୧୧ ପ୍ରତିଶତ,୧୧ଟା ସୁଦ୍ଧା ୨୩ ପ୍ରତିଶତ ଏବଂ ୧ଟା ସୁଦ୍ଧା...

୧ଟା ସୁଦ୍ଧା ୪୮% ମତଦାନ

ଝାରସୁଗୁଡ଼ା ଅଫିସ, ୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ମତଦାନ ଚାଲିଛି । ଦିନ ୧ଟା ସୁଦ୍ଧା ୪୮ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି । ସେହିପରି ଦିନ ୯ଟା ସୁଦ୍ଧା ୧୧ ପ୍ରତିଶତ ଏବଂ ଦିନ ୧୧ଟା ସୁଦ୍ଧା ୨୩...

ରାଜ୍ୟ ସଭା ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ୪ ପ୍ରାର୍ଥୀ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ଓଡ଼ିଶାର ୪ ରାଜ୍ୟ ସଭା ଆସନ ପାଇଁ ନାମାଙ୍କନ ପତ୍ର ବିଜେଡ଼ିର ୪ ପ୍ରାର୍ଥୀ ଦାଖଲ କରିଛନ୍ତି। ମୁଖପାତ୍ର ସସ୍ମିତ ପାତ୍ର, ମାନସ ମଙ୍ଗରାଜ, ସୁଲତା ଦେଓ ଏବଂ ଆଦିବାସୀ ନେତା ନିରଞ୍ଜନ ବିଶି ଆଜି ବିଧାନସଭା ରିଟର୍ଣ୍ଣିଂ...

ସ୍ନାନ ପୂର୍ଣ୍ଣିମା ପୂର୍ବରୁ ମରାମତି ହେବ ସ୍ନାନବେଦୀ

ପୁରୀ ଅଫିସ,୩୧।୫: ସ୍ନାନ ପୂର୍ଣ୍ଣିମା ପୂର୍ବରୁ ସ୍ନାନବେଦୀର ମରାମତି ହେବ। ତେବେ ମରାମତି ହେବା ନେଇ ଏଏସ୍‌ଆଇ ସହ ଆଲୋଚନା ହୋଇଛି ବୋଲି ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । ସେହିପରି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ...

କେନ୍ଦ୍ରୀୟ କମିଟିର କାନପୁର ନଦୀବନ୍ଧ ପ୍ରକଳ୍ପ ପରିଦର୍ଶନ

ଯୋଡ଼ା,୩୧ା୫(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକର କାନପୁରଠାରେ ବୈତରଣୀ ନଦୀ ଉପରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା ଦ୍ବାରା ବିସ୍ଥାପିତଙ୍କ ସମସ୍ୟା ଉପରେ ଅବଗତ ହେବା ପାଇଁ ଦିଲ୍ଲୀରୁ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ସୋମବାର ଅଞ୍ଚଳ ପରିଦର୍ଶନ...

ଥାନାଠାରୁ ଫାଣ୍ଡିର ଦୂରତା ୩୦ କି.ମି.

କୁଆମରା,୩୧ା୫(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ କୁଆମରା ଫାଣ୍ଡି ପ୍ରଶାସନିକ ଅବହେଳାର ଶିକାର ହୋଇଛି। କର୍ମଚାରୀ ଅଭାବରୁ ଏହି ଫାଣ୍ଡିରେ ଏବେ ଅଚଳାବସ୍ଥା ଦେଖାଦେଇଛି। ଗୋପବନ୍ଧୁ ନଗର ବ୍ଲକର ଶେଷ ସୀମାରେ ଅବସ୍ଥିତ ଏହି ଫାଣ୍ଡିଟି ବହୁ ପୁରୁଣା।...

ସିଦ୍ଧମଠ ଔଷଧୀୟ ବଗିଚାର ପୁନରୁଦ୍ଧାର ଦାବି

କେନ୍ଦୁଝର,୩୧ା୫(ସ୍ବ.ପ୍ର.) କେନ୍ଦୁଝର ପୁରୁଣାବଜାର ଠାରେ ଥିବା ପ୍ରାଚୀନ ଧାର୍ମିକ ପୀଠ ସିଦ୍ଧମଠ ରକ୍ଷଣାବେକ୍ଷଣ ଅଭାବରୁ ଅବହେଳିତ ହୋଇପଡିଛି ା ପ୍ରାକୃତିକ ସାୈନ୍ଦର୍ଯ୍ୟ ପରିବେଶ ମଧ୍ୟରେ ଥିବା ଏହି ସ୍ଥାନଟି ପ୍ରଶାସନର ଅବହେଳା ଯୋଗୁ ନଷ୍ଟହେବାକୁ ବସିଥିବା ବେଳେ ଏଠାରେ ଥିବା...

ତାତିରୁ ମିଳୁନି ତ୍ରାହି: ଅସହ୍ୟ ଗୁଳୁଗୁଳି

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ତାତିରୁ ମିଳୁନି ତ୍ରାହି। ରାଜ୍ୟର ବିଭିନ୍ନଜିଲାରେ ଲଗାତାର ତାତି ବଢିଚାଲିଛି । ସୋମବାର ୧୧ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା । ଏଭଳି ସ୍ଥିତି ଆସନ୍ତା ଦିନେ ଦୁଇଦିନ ଲାଗି ରହିବ ବୋଲି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri