ରାଜ୍ୟ

ଆଜି ସାବିତ୍ରୀ ବ୍ରତ, ବିଭିନ୍ନ ମନ୍ଦିରରେ ପ୍ରବଳ ଭିଡ଼

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଆଜି ହେଉଛି ସାବିତ୍ରୀ ଅମାବାସ୍ୟା। ଏହି ଉପଲକ୍ଷେ ସକାଳୁ ରାଜଧାନୀର ବିଭିନ୍ନ ମନ୍ଦିରରେ ମହିଳାମାନଙ୍କର ଭିଡ଼ ପରିଲକ୍ଷିତ ହୋଇଛି। ଓଡ଼ିଆ ଘରର ପରମ୍ପରା ଅନୁଯାୟୀ, ସଧବା ମହିଳାମାନେ ଏହି ବ୍ରତ ପାଳନ କରିଥାନ୍ତି। ମହିଳାମାନେ ଉପବାସ ରଖିବା ସହ...

ପ୍ରଦୂଷଣ ବଳୟରେ ଶିଳ୍ପବିହୀନ କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ, ୩୦ା୫: ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ରାସାୟନିକ ପ୍ରଦୂଷଣ କେନ୍ଦ୍ରାପଡ଼ା...

ହାଉସିଂ ବୋର୍ଡ ଘର ଅକ୍ତିଆର କରିପାରୁନି ପୌରପାଳିକା

ପାରାଦୀପ,୩୦ା୫(ସ୍ବ.ପ୍ର.): ପାରାଦୀପର ସବୁଠାରୁ ଭିଆଇପି ଅଞ୍ଚଳ ମଧୁବନସ୍ଥ ହାଉସିଂ ବୋର୍ଡକୁ କୁହାଯାଏ। ସେଠାରେ ଥିବା ୫୮ଟି ଘରକୁ ପୁଞ୍ଜିପତି, ଶିଳ୍ପପତି, ରାଜନେତା, କମ୍ପାନୀ ନେଇଛନ୍ତି। ସେହି ୫୮ଟି ଘର ମଧ୍ୟରୁ ପାରାଦୀପ ପୌରପାଳିକାର ଦୁଇଟି ଘର ରହିଛି। ତନ୍ମଧ୍ୟରୁ ଗୋଟିଏ...

ପଲିଥିନ୍‌ ବ୍ୟବହାର ବଢ଼ୁଛି, ପ୍ରଶାସନ ନୀରବଦ୍ରଷ୍ଟା

ପଟ୍ଟାମୁଣ୍ଡାଇ, ୩୦ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଓ ଆଖପାଖ ଅଞ୍ଚଳରେ ପଲିଥିନ୍‌ ଏବଂ ଥର୍ମୋକୁଲ ବ୍ୟବହାର ଦିନକୁଦିନ ବଢ଼ିବାରେ ଲାଗିଛି। ପଟ୍ଟାମୁଣ୍ଡାଇ ବଜାର ଡେଲି ମାର୍କେଟ, କଲେଜ ରୋଡ ଓ ରାଧାରମଣ ମଠ ନିକଟରେ ବ୍ୟବହାର କରାଯାଇଥିବା କୁଢ଼କୁଢ଼...

ଗୋଟିଏ ଗଛରେ ୧୦ କିଲୋ ଅଙ୍ଗୁର

ଜଗତସିଂହପୁର ଅଫିସ,୩୦ା୫: ସାଧାରଣତଃ ଓଡ଼ିଶା ପରିବେଶ ଅଙ୍ଗୁର ଚାଷ ପାଇଁ ଅନୁକୂଳ ନୁହେଁ। କିନ୍ତୁ ଜଗତ୍‌ସିଂହପୁର ସଦର ମହକୁମା ନିକଟ ପାଟେଣୀ ଗାଁର ଜଣେ ପାନ ଦୋକାନୀ ଅଙ୍ଗୁର ଚାଷ କରି ସଫଳ ହୋଇଛନ୍ତି। ସେ ହେଲେ ଅକ୍ଷୟ ସ୍ବାଇଁ...

ରେଭେନ୍‌ଶାରେ ମୃତ୍ତିକାବିହୀନ ଫୁଲଚାଷ

କଟକ ଅଫିସ,୩୦ା୫: ଜନସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଲୋକମାନେ ରହିବା ପାଇଁ ବାସୋପଯୋଗୀ ଜମି ବ୍ୟତୀତ ଚାଷଜମିରେ ଘର କରୁଥିବା ଦେଖିବାକୁ ମିଳୁଛି। ଏଥିଯୋଗୁ ଚାଷ ପାଇଁ ଜମିର ଅଭାବ ଦେଖାଦେଲାଣି। କମ୍‌ ଜାଗାରେ କିଭଳି ଅଧିକ ଉତ୍ପାଦନ କରାଯାଇପାରିବ...

ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ନିର୍ଦ୍ଦିଷ୍ଟ ସ୍ଥାନରେ ପୋଷ୍ଟିଂ ପାଇଁ ଚାପ ପକାଇପାରିବେନି କର୍ମଚାରୀ

କଟକ ଅଫିସ୍‌,୩୦।୫: କୌଣସି ନିର୍ଦ୍ଦିଷ୍ଟ ସ୍ଥାନରେ ପୋଷ୍ଟିଂ ପାଇଁ ଚାପ ପକାଇବା ଏବଂ ବଦଳି ହେବାକୁ ନ ଚାହିଁବାର ଆଇନଗତ କିମ୍ବା ବୈଧାନିକ ଅଧିକାର ସରକାରୀ କର୍ମଚାରୀଙ୍କର ନାହିଁ। ପଦୋନ୍ନତି ପାଇ ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଅବସ୍ଥାପିତ ହେବାକୁ ଚାହୁଁ...

ପ୍ରଧାନମନ୍ତ୍ରୀଙ୍କ ପାଖକୁ ପଠାଯିବ ୨ହଜାର ପୋଷ୍ଟକାର୍ଡ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ଅଲ୍‌ ଓଡିଶା ଇପିଏଫ୍‌ ପେନସନର୍ସ ଆସୋସିଏଶନ ଖୋର୍ଦ୍ଧା ଜିଲା ଶାଖା କାର୍ଯ୍ୟକାରିଣୀ କମିଟି ବୈଠକ ସଭାପତି ପ୍ରଫୁଲ୍ଲ କୁମାର ଦାସଙ୍କ ଅଧ୍ୟକ୍ଷତାରେ ରବିବାର ବୟନିକା କର୍ମଚାରୀ ସଂଘ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ସଂଘର ଦାବି ପୂରଣରେ ଭାରତ...

‘ଦୁର୍ଘଟଣାକୁ ବିଶ୍ୱାସ କରି ପାରୁନାହିଁ’

ସୋନପୁର,୩୦।୫(ନି.ପ୍ର.): ଗତ ମାର୍ଚ୍ଚରେ ସୋନପୁର ଆସିଥିଲେ ଅଶୋକ। ହସଖୁସିରେ ବୁଲାବୁଲି କରି ଫେରି ଯାଇଥିଲେ। ୪ଦିନ ତଳେ ଅଶୋକ ତାଙ୍କ ସହିତ ଫୋନରେ କଥା ହୋଇଥିଲେ। ପରିବାର ସହ ନେପାଳ ବୁଲିବାକୁ ଯିବେ ବୋଲି କହିଥିଲେ। ହେଲେ ରବିବାର ଗଣମାଧ୍ୟମରୁ...

‘କାର୍‌ ବୟ’ ଏକାକ୍ଷର

ଭୁବନେଶ୍ୱର,୩୦।୫(ବ୍ୟୁରୋ): ବୟସ ମାତ୍ର ୧୦ ବର୍ଷ, କିନ୍ତୁ ପ୍ରତିଭା ଅନେକ। ପଞ୍ଚମ ଶ୍ରେଣୀରେ ପଢ଼ୁଥିଲେ ମଧ୍ୟ ବହୁ ପୁରସ୍କାରର ଅଧିକାରୀ। ଜଣେ ଅଭିନେତା, ସାମାଜିକ କର୍ମୀ ବ୍ୟତୀତ ତାଙ୍କର ଆଉଏକ ନୂଆ ପରିଚୟକୁ ନେଇ ଏବେ ସବୁଠି ଚର୍ଚ୍ଚା। ନାଁ...

ବିଶ୍ୱସ୍ତରୀୟ ହେବ ପାରାଦୀପ ବନ୍ଦର

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଦୀର୍ଘମିଆଦୀ ବନ୍ଦର ଭିତ୍ତିଭୂମି ଯୋଜନାର ସ୍ବତନ୍ତ୍ର ଖସଡ଼ା ପ୍ରସ୍ତୁତ କରିଛି। ଏହି ଯୋଜନାରେ ପାରାଦୀପ ବନ୍ଦର ବିକାଶ ପ୍ରକଳ୍ପ ସ୍ଥାନ ପାଇଛି। ବିଶ୍ୱସ୍ତରୀୟ ସହ ବୃହତ୍‌ ଜାହାଜ ପରିଚାଳନାଗତ ସାମର୍ଥ୍ୟ...

ଏମ୍‌ବିବିଏସ୍‌ ସିଟ୍‌ ସଂଖ୍ୟା ୧୭୫୦କୁ ବୃଦ୍ଧି ହେବ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ସ୍ବାସ୍ଥ୍ୟସେବା ଓ ଡାକ୍ତରୀ ଶିକ୍ଷାର ଦୃଢ଼ ଅଭିବୃଦ୍ଧି ଲକ୍ଷ୍ୟ ରଖି ରାଜ୍ୟ ସରକାର ପର୍ଯ୍ୟାୟକ୍ରମେ ନୂଆ ମେଡିକାଲ କଲେଜ ପ୍ରତିଷ୍ଠା କରୁଛନ୍ତି। ଏହି କ୍ରମରେ ୨୦୧୭-୧୮ରେ କୋରାପୁଟ ଓ ବଲାଙ୍ଗୀର, ୨୦୧୮-୧୯ରେ ବାରିପଦା ଓ ବାଲେଶ୍ୱର ଏବଂ ୨୦୨୧-୨୨ରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri