ରାଜ୍ୟ

ପରୀକ୍ଷକଙ୍କୁ ମିଳିବ ସାବିତ୍ରୀ ଛୁଟି

ଭୁବନେଶ୍ୱର,୨୭।୫(ବ୍ୟୁରୋ): ପରୀକ୍ଷକ ସାବିତ୍ରୀରେ ଛୁଟି ନେଇପାରିବେ ବୋଲି ଶୁକ୍ରବାର ସରକାର ଘୋଷଣା କରିଛନ୍ତି। ଏ ନେଇ ସବୁ ବିଇଓ, କ୍ୟାମ୍ପ ଅଧିକାରୀ ଓ ସୁପରଭାଇଜରଙ୍କୁ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଚିଠି ଲେଖାଯାଇଛି। ଖାତା ଦେଖୁଥିବା ଯେକୌଣସି ଶିକ୍ଷକ ଇଚ୍ଛା...

ବର୍ଷା-ଅନୁଭବଙ୍କୁ ତାଗିଦ୍‌ କଲେ ହାଇକୋର୍ଟ

କଟକ ଅଫିସ,୨୭।୫: ପାରିବାରିକ ବିବାଦ ମାମଲାରେ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ତାଗିଦ କରିଛନ୍ତି ହାଇକୋର୍ଟ। ଉଭୟଙ୍କୁ ସୋସିଆଲ ମିଡିଆରେ ମନ୍ତବ୍ୟ ନ ରଖିବାକୁୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତିି। କେହି କାହା ବିରୋଧରେ...

ରାଜଧାନୀରେ ଭାରି ମୋଟରଯାନ ଚଲାଇବେ ମହିଳା, କିନ୍ନର

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏଥର ଭାରି ମୋଟରଯାନ ଚଲାଇବେ ମହିଳା ଓ କିନ୍ନର । କ୍ରୁଟ ବା ମୋ ବସ୍‌ ପରିଚାଳନା ସଂସ୍ଥା ପକ୍ଷରୁ ସେମାନଙ୍କୁ ତାଲିମ ଦିଆଯିବ । ଏଥିପାଇଁ କ୍ରୁଟ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି...

ଅଟୋ ଉପରେ ପଡ଼ିଲା ଗଛ: ଚାଲିଗଲା ମହିଳାଙ୍କ ଜୀବନ

ଖମାର,୨୭।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଖମାର ଥାନା ଅଧୀନ ବାଲିପଶି ଗ୍ରାମ ନିକଟ ୧୪୯ ନଂ. ଜାତୀୟ ରାଜପଥରେ ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ଚଳନ୍ତା ଅଟୋ ଉପରେ ରାସ୍ତା କଡରେ ଥିବା ଏକ ଗଛ ପଡି ଦୁର୍ଘଟଣା...

ଓଡ଼ିଶା ସମେତ ୬ ହାଇକୋର୍ଟର ବିଚାରପତିଙ୍କ ବଦଳି

ନୂଆଦିଲ୍ଲୀ/କଟକ ଅଫିସ,୨୭।୫: ୬ ହାଇକୋର୍ଟର ବିଚାରପତିଙ୍କ ବଦଳି କରାଯାଇଛି। ସୁପ୍ରିମକୋର୍ଟଙ୍କ କଲେଜିୟମଙ୍କ ନିଷ୍ପତି କ୍ରମେ ଶୁକ୍ରବାର ଏହି ଅଦଳବଦଳ ହୋଇଛି। ଏ ନେଇ ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କୋଲକାତା ହାଇକୋର୍ଟକୁ ଓଡିଶା ହାଇକୋର୍ଟର ବିଚାରପତି...

ଆର୍‌ଡି ରାସ୍ତାରୁ ହଟିବ ଟୋଲଗେଟ୍‌

ବରଗଡ଼ ଅଫିସ,୨୭।୫: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା-ନନ୍ଦଟିକ୍ରା ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ରାସ୍ତାରେ ଅଶୋକା ବିଲ୍ଡକନ ବସାଇଥିବା ବେଆଇନ ଟୋଲଗେଟ୍‌ ହଟିବ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଟୋଲଗେଟ୍‌କୁ ହଟା ନ ଗଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ...

ପୁଅର ବର୍ବର କାଣ୍ଡ: କାଠଫାଳିଆରେ ପିଟି ମା’ଙ୍କୁ ହତ୍ୟା

ଫୁଲବାଣୀ ଅଫିସ,୨୭।୫: କନ୍ଧମାଳ ଜିଲା ଫୁଲବାଣୀ ସହରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଟାଉନ ଥାନା ଅଞ୍ଚଳର ଜଣେ ଯୁବକ ନିଜ ମା’ଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଛନ୍ତି। ମୃତକ ମା’ ହେଲେ କସ୍ତୁରୀ କହଁର(୬୦)। ପୋଲିସ...

ଆଜିଠୁ ଦୁଇ ଦିନ ବନ୍ଦ ରହିବ ପେଟ୍ରୋଲ ପମ୍ପ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆଜିଠୁ ଦୁଇ ଦିନ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ। ସରକାର ଟାକ୍ସ କମାଇବା ଦ୍ୱାରା ପେଟ୍ରୋଲ ପମ୍ପ ଡିଲର୍ସମାନେ ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହୁଛନ୍ତି। ଏଥିପାଇଁ...

କୂଅରେ ପଡ଼ିଛି ହାତୀଛୁଆ, ଉଦ୍ଧାର କାର୍ଯ୍ୟ ଜାରି

ରାଇକିଆ,୨୭ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକର ବାରବା ରେଞ୍ଜର ପଳାଶପଲ୍ଲୀ ଗ୍ରାମର ଏକ ପରିତ୍ୟକ୍ତ କୂଅରେ ଗୁରୁବାର ରାତିରୁ ଏକ ୪/୫ ବର୍ଷ ର ହାତୀଛୁଆ ଖସି ପଡ଼ିଛି। ଏହି ଅଞ୍ଚଳରେ ହାତୀପଲଙ୍କର ନିୟମିତ ଚଳପ୍ରଚଳ ରହିଛି। କାଲି ସନ୍ଧ୍ୟାରୁ...

ଫସଲ ବୀମା ପ୍ରଦାନରେ ବିଳମ୍ବ, ରାଜପଥକୁ ଓହ୍ଲାଇଲେ ଚାଷୀ

ସୋହେଲା,୨୭ା୫(ଡି.ଏନ୍‌.ଏ.): ମରୁଡ଼ି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା ସହାୟତା ପ୍ରଦାନରେ ଅହେତୁକ ବିଳମ୍ବ ହୋଇଛି। ଚାଷୀମାନେ ବୀମା କମ୍ପାନୀ ଏବଂ ପ୍ରଶାସନକୁ ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ବେ କିଛି ସୁଫଳ ମିଳି ନାହିଁ। ଏହାର ପ୍ରତିବାଦରେ...

ଆଜି ବର୍ଷାଙ୍କ ଆବେଦନ ଶୁଣାଣି

କଟକ ଅଫିସ,୨୭ା୫: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ଅନୁଭବ ମହାନ୍ତିଙ୍କ ବିବାଦ ତୁଟୁନି। ଶୁକ୍ରବାର ବର୍ଷାଙ୍କ ଆବେଦନର ଶୁଣାଣି କରିବେ ହାଇକୋର୍ଟ। ସୋସିଆଲ ମିଡିଆରେ ବର୍ଷାଙ୍କ ସମ୍ମାନ ହାନି ହେଉଥିବା ନେଇ ଅଭିଯୋଗ ଆଣିଛନ୍ତି ବର୍ଷା। ସୂଚନାଯୋଗ୍ୟ, ପୁରୀଘାଟ...

ପୁଣି ହାଇକୋର୍ଟ ଗଲେ ବର୍ଷା

କଟକ ଅଫିସ,୨୭।୫: ପୁଣି ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଏମ୍‌ପି ଅନୁଭବ ମହାନ୍ତିଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସୋସିଆଲ ମିଡ଼ିଆରେ ଅପମାନଜନ ପୋଷ୍ଟ ହେଉଥିବା ନେଇ ଅଦାଲତଙ୍କୁ ଅବଗତ କରାଇଛନ୍ତି ବର୍ଷା । ମାମଲାରେ ଅନୁଭବ ଓ ରାଜ୍ୟ ସରକାରଙ୍କ ପକ୍ଷ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri