ରାଜ୍ୟ

ଜଗତ୍‌ସିଂହପୁରରେ ଡ୍ରେନ୍‌ ସମସ୍ୟା ଚିନ୍ତାଜନକ

ଜଗତ୍‌ସିଂହପୁର ଅଫିସ,୨୭ା୫: ନିୟମ ରହିଛି ପ୍ରାକୃତିକ ନାଳ କିମ୍ବା ଡ୍ରେନ୍‌ ରୋକାଯାଇ ପାରିବନାହିଁ। ଏହାର ଗତି ବଦଳାଯିବନି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ...

ମୋ ସରକାର’ରେ ମିଶିଲା ଆଉ ୩ ବିଭାଗ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ମୋ ସରକାର’ ବ୍ୟବସ୍ଥାରେ ଅର୍ଥ, ପୂର୍ତ୍ତ, ବାଣିଜ୍ୟ ଓ ପରିବହନ ବିଭାଗକୁ ସାମିଲ କରାଯାଇଛି। ଏହାପରେ ମୋଟ୍‌ ୩୧ଟି ବିଭାଗର ୨୫୦ ସେବା ଏହା ଅଧୀନକୁ ଆସିଛି। ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ‘ମୋ ସରକାର’ ନୂଆ ମଡେଲ ଦେଇପାରିଛି।...

୪୫ ଚାଷୀଙ୍କ ୩୭ ଲକ୍ଷ ଟଙ୍କା ବାକି

ଯାଜପୁର ଅଫିସ,୨୭ା୫: ସରକାର ଧାନର ଅଭାବୀ ବିକ୍ରୀରେ ସୁଧାର ଆଣିବାକୁ ଲକ୍ଷ୍ୟ ରଖି ଚାଷୀ ପ୍ରାଥମିକ ସେବା ସମବାୟ ସମିତି (ପ୍ୟାକ୍ସ)ରେ ଧାନ ବିକ୍ରୀ କରିବାକୁ ଯୋଜନା କରିଥିଲେ। ଚାଷୀଙ୍କ ସଙ୍ଗଠିତ ଉଦ୍ୟମ ଓ ପ୍ରଶାସନିକ ତତ୍ପରତା ପାଇଁ ଧାନ...

ଜନ୍ମମୃତ୍ୟୁ ପଞ୍ଜୀକରଣ ତାଲିମ ଆରମ୍ଭ

ଭୁବନେଶ୍ୱର,୨୭ା୫: ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ବାସ୍ଥ୍ୟ ସୂଚନା ଓ ସ୍ବାସ୍ଥ୍ୟ ପରିସଂଖ୍ୟାନ ନିର୍ଦ୍ଦେଶାଳୟ ଓ ୟୁନିସେଫ୍‌ ଆନୁକୂଲ୍ୟରେ ଏକ ଦୁଇଦିନିଆ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିବସରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନର...

ୱାଚ୍‌ ଟାୱାର ଉପରୁ ରଖାଯିବ ନଜର

ଢେଙ୍କାନାଳ ଅଫିସ,୨୭।୫: ରାଜ୍ୟରେ ହାତୀମୃତ୍ୟୁରେ ଅଙ୍କୁଶ ଲାଗିପାରୁନି। କେତେବେଳେ ଦୁର୍ଘଟଣା ତ ଆଉ କେବେ ରୋଗ ସଂକ୍ରମଣର ଶିକାର ହୋଇ ଚାଲିଯାଉଛି ଏହି ବିଶାଳକାୟ ସ୍ତନ୍ୟପାୟୀ ପ୍ରାଣୀଙ୍କ ଜୀବନ। ବିଶେଷ କରି ହାତୀ ଚଲାପଥ ଦେଇ ବିଛାଯାଇଥିବା ରେଳ ଧାରଣା...

ବୋହୂ ଋଣ ପାଇଁ ଶାଶୁଙ୍କୁ ତାଲା

ରାଜକନିକା,୨୭ା୫ (ଡି.ଏନ୍‌.ଏ.): ରାଜ୍ୟ ସରକାର ମିଶନ ଶକ୍ତି ଯୋଜନାରେ ମହିଳାଙ୍କୁ ସ୍ବାବଲମ୍ବୀ କରିବା ଲାଗି ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଜରିଆରେ କମ୍‌ ସୁଧ ହାରରେ ବ୍ୟାଙ୍କ ଋଣ ଯୋଗାଇ ଦେଉଛନ୍ତି। ଏହି ଋଣ ଅର୍ଥକୁ ମହିଳାମାନେ ବିନିଯୋଗ କରି...

ଶିଶୁ ମୃତ୍ୟୁହାର ହ୍ରାସରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ସ୍ବାସ୍ଥ୍ୟକ୍ଷେତ୍ରରେ ଓଡ଼ିଶା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଶିଶୁ ମୃତ୍ୟୁହାର ହ୍ରାସ କ୍ଷେତ୍ରରେ ସମଗ୍ର ଦେଶରେ ଓଡ଼ିଶା ଦୃଷ୍ଟାନ୍ତମୂଳକ ଉଦାହରଣ ପାଲଟିଛି। ଏସ୍‌ଆର୍‌ଏସ୍‌ ବୁଲେଟିନ୍‌ ଅନୁଯାୟୀ, ୨୦୦୫ରୁ ୨୦୨୦ ମସିହା ମଧ୍ୟରେ ଓଡ଼ିଶାରେ ଶିଶୁ ମୃତ୍ୟୁହାର ୩୯...

ଖାଲି ଚାଉଳ ନିଅ

ଭୁବନେଶ୍ୱର,୨୭ା୫(ବ୍ୟୁରୋ):ଆସନ୍ତା ୧୦ ମାସ (ଜୁନ୍‌ରୁ ୨୦୨୩ ମାର୍ଚ୍ଚ) ପାଇଁ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଗହମ ମିଳିବ ନାହିଁ। ଏଥିଯୋଗୁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା (ଏନ୍‌ଏଫ୍‌ଏସ୍‌ଏସ୍‌)ରେ ୧ ଟଙ୍କାରେ ଖାଦ୍ୟଶସ୍ୟ ପାଉଥିବା ଓଡ଼ିଶାର ୩ କୋଟି ୨୫ ଲକ୍ଷ...

ପୂଜାର୍ଚ୍ଚନା ପରେ ରୋଡ୍‌ ଶୋ’ ଆରମ୍ଭ କଲେ ଅଳକା

ଝାରସୁଗୁଡ଼ା ଅଫିସ,୨୬ା୫: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବେଲପାହାଡ ପୌରାଞ୍ଚଳକୁ ଅଧିକ ଗୁରୁତ୍ୱ ଦେଇଛି। ଗୁରୁବାର ଦଳୀୟ ପ୍ରାର୍ଥିନୀ ଅଳକା ମହାନ୍ତି ଶନି ମନ୍ଦିରରେ ପୂଜାର୍ଚ୍ଚନା କରି ରୋଡ୍‌ ଶୋରେ ବାହାରିଥିଲେ। ଏହା ପୌରାଞ୍ଚଳର ୧ନମ୍ବର ଓ ୨ନମ୍ବର ଓ୍ବାର୍ଡଦେଇ ଗୁମାଡେରା...

୮ ସହର ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ସମଗ୍ର ରାଜ୍ୟରେ ଅସହ୍ୟ ଗରମ ହେବା ସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଆଗକୁ ମଧ୍ୟ ଗୁଳୁଗୁଳି ସହ ଆହୁରି ଗ୍ରୀଷ୍ମ ପ୍ରବାହ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।...

ଶିଶୁ ମୃତ୍ୟୁହାର ହ୍ରାସରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ସ୍ବାସ୍ଥ୍ୟ କ୍ଷେତ୍ରରେ ଓଡ଼ିଶା ଏକ ମାଇଲଷ୍ଟୋନ ହାସଲ କରିଛି। ଶିଶୁ ମୃତ୍ୟୁହାର ହ୍ରାସ କ୍ଷେତ୍ରରେ ସମଗ୍ର ଦେଶରେ ଓଡ଼ିଶା ଦୃଷ୍ଟାନ୍ତମୂଳକ ଉଦାହରଣ ପାଲଟିଛି। ଏସ୍‌ଆର୍‌ଏସ୍‌ ବୁଲେଟିନ୍‌ ଅନୁଯାୟୀ ୨୦୦୫ରୁ ୨୦୨୦ ମସିହା ମଧ୍ୟରେ ରାଜ୍ୟରେ ଶିଶୁ ମୃତ୍ୟୁହାର...

ଦାଦନ ଖଟିବାକୁ ଯାଇଥିଲେ ଛାତ୍ର, ଘରକୁ ଆସିଲା ମୃତଦେହ

କୋକସରା,୨୬ା୫(ଡି.ଏନ.ଏ) କଳାହାଣ୍ଡି ଜିଲା କୋକସରା ବ୍ଳକରେ ଦାଦନ ଦୁଃଖ ଥମିବାର ନାଁ ଧରୁନାହିଁ। ଦିନକୁ ଦିନ ଦାଦନ ସମସ୍ୟା ଉଗ୍ର ରୂପ ନେଇଥିବା ବେଳେ ରାଜ୍ୟ ବାହାରକୁ କାମ କରିବାକୁ ଯାଇ ଗତ ୨ ମାସ ଭିତରେ ବ୍ଳକରେ ୩ଜଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri