ରାଜ୍ୟ

ଚିନ୍ତା ବଢ଼ାଇଲାଣି ଟମାଟୋ ଫ୍ଲୁ’: ସତର୍କତା ଜାରି କଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର, ୨୪।୫ (ବ୍ୟୁରୋ)- ଟମାଟୋ ଫ୍ଲୁ ଭୂତାଣୁ ସଂକ୍ରମଣକୁ ନେଇ ଚାରିଆଡେ ଭୟର ବାତାବରଣ ଦେଖିବାକୁ ମିଳୁଛି। ଏହି ରୋଗ ଛୋଟ ପିଲାଙ୍କୁ ଆକ୍ରାନ୍ତ କରୁଥିବାରୁ ଅଭିଭାବକ ଏବଂ ସ୍ବାସ୍ଥ୍ୟ ବିଭାଗ ପାଇଁ ଚିନ୍ତାର କାରଣ ପାଲଟିଛି। ଏନେଇ ସ୍ବାସ୍ଥ୍ୟ...

ଏଡିଜି ଆଧୁନିକୀକରଣ ହେଲେ ଆଇପିଏସ୍‌ ସଞ୍ଜୟ କୁମାର

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଓଡ଼ିଶା କ୍ୟାଡର ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସଞ୍ଜୟ କୁମାରଙ୍କୁ ଅତିରିକ୍ତ ଡିଜି(ଆଧୁନିକୀକରଣ) ଭାବେ ଅବସ୍ଥାପିତ କରାଯାଇଛି। ଚଳିତବର୍ଷ ମାର୍ଚ୍ଚ ୧୨ରେ ତାଙ୍କର କେନ୍ଦ୍ରୀୟ ଡେପୁଟେସନ ଅବଧି ଶେଷ ହୋଇଥିଲା। ୨୦୧୫ରେ ସଞ୍ଜୟ କୁମାର କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ।...

ଚିନ୍ତା ବଢାଇଲାଣି ‘ଟମାଟୋ ଫ୍ଲୁ’: ୨୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚିନ୍ତା ବଢାଇଲାଣି ‘ଟମାଟୋ ଫ୍ଲୁ’। ୩୬ ଜଣ ସନ୍ଦିଗ୍ଧଙ୍କ ନମୁନା ଆର୍‌ଏମ୍‌ଆରସିକୁ ପଠାଯାଇଥିବା ବେଳେ ୨୬ ପଜିଟିଭ୍‌ ବାହାରିଛନ୍ତି। ଏ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆକ୍ରାନ୍ତ ୨୬ ଶିଶୁଙ୍କ ବୟସ...

ଦଳୀୟ ପାର୍ଥିନୀଙ୍କ ସହ ପ୍ରଚାରରେ ବାହାରିଲେ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୩ ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଝାରସୁଗୁଡାରେ ପହଞ୍ଚିଛନ୍ତି। କେନ୍ଦ୍ରମନ୍ତ୍ରୀ ଦଳୀୟ ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ସହ...

ମାଛ ଧରିବା ବେଳେ ମିଳିଲା ନରକଙ୍କାଳ

ସୋହେଲା,୨୪।୫ (ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ଗର୍ଭଣା ଗ୍ରାମର ଭଙ୍ଗାକଟା(ପୋଖରୀ)ରେ ମଙ୍ଗଳବାର ମତ୍ସଜୀବୀମାନେ ମାଛ ଧରୁଥିବା ବେଳେ ଏକ ବୁଦା ମୂଳରେ ନରକଙ୍କାଳ ପଡିଥିବାର ଦେଖିବାକୁ ପାଇଥିଲେ। ଏନେଇ ସେମାନେ ସୋହେଲା ଥାନା ପୋଲିସକୁ ଖବର ଦେଇଥିଲେ।...

ଆଜିଠାରୁ ଦୋକାନ ଉଚ୍ଛେଦ

ଅନୁଗୋଳ ଅଫିସ, ୨୪।୫ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମୁଖ୍ୟ ଫାଟକ ଛାତରୁ ପଲସ୍ତରା ଖସିବା ଘଟଣା ପରେ ସୁରକ୍ଷା ଦୃଷ୍ଟିରୁ ଉକ୍ତ ଫାଟକକୁ ମେଡିକାଲ କର୍ତ୍ତୃପକ୍ଷ ତାଲା ପକାଇ ବନ୍ଦ କରିଦେଇଥିଲେ। ହେଲେ ରୋଗୀଙ୍କ ଅବଗତ ପାଇଁ ସେପରି...

ବେଗରେ ଲଗାଯାଉନି ବ୍ରେକ୍‌

ଅନୁଗୋଳ ଅଫିସ, ୨୪।୫ ଅନୁଗୋଳ ସହରକୁ ଦୁଇଭାଗ କରୁଥିବା ୫୫ନଂ. ଜାତୀୟ ରାଜପଥକୁ ନେଇ ପୂର୍ବରୁ ଡର ଥିଲା। ଦୈନିକ ସହସ୍ରାଧିକ ଭାରିଯାନ ଚଳାଚଳ କରୁଥିବାରୁ ଦୁର୍ଘଟଣା ଆଶଙ୍କା ନେଇ ସର୍ବଦା ଭୟରେ ରହୁଥିଲେ ସହରବାସୀ। ହେଲେ ଏବେ ସହରର...

ଭାଇଚାରା ବଞ୍ଚାଇ ରଖିଛି ଚନ୍ଦନ ଯାତ୍ରା

ବଇଣ୍ଡା,୨୪।୫(ଡି.ଏନ.ଏ) ଦୀର୍ଘ ୪୫ ବର୍ଷ ଧରି ଚାଲିଥିବା ବଇଣ୍ଡା ଚନ୍ଦନ ଯାତ୍ରା ଭାଇଚାରା ବଞ୍ଚାଇ ରଖିଛି। ଯେଉଁମାନେ ଏହି ଯାତ୍ରା ଆରମ୍ଭ କରିଥିଲେ ସେମାନଙ୍କ ମଧ୍ୟରୁ କିଛି ବ୍ୟକ୍ତିଙ୍କ ପରଲୋକ ହୋଇଯାଇଛି। ତଥାପି ଯୁବପିଢ଼ି ଏହି ଯାତ୍ରାକୁ ବଞ୍ଚାଇ ରଖିଛନ୍ତି...

୫୪ ଶିକ୍ଷକ, କର୍ମଚାରୀଙ୍କ ଦରମା ବନ୍ଦ

ଢେଙ୍କାନାଳ ଅଫିସ,୨୪।୫ ନିର୍ଦ୍ଧାରିତ ସମୟ ଅନୁଯାୟୀ ସ୍କୁଲରେ ପହଞ୍ଚି ନ ଥିବାରୁ ଢେଙ୍କାନାଳ ଜିଲାର ୫୪ ଶିକ୍ଷକ ଓ କର୍ମଚାରୀଙ୍କ ଦରମା ବନ୍ଦ କରାଯାଇଛି। ଏହି ଘଟଣା ଜଣାପଡ଼ିବା ପରେ ଶିକ୍ଷକ ଓ କର୍ମଚାରୀ ମହଲରେ ଛନକା ପଶିଯାଇଛି। ପ୍ରକାଶ...

ମଦବିକ୍ରି ବନ୍ଦ କରିବାରୁ ଗାଳି, ଅସଦାଚରଣ ଅଭିଯୋଗ

ଢେଙ୍କାନାଳ ଅଫିସ,୨୪।୫ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ବରଦା, କୁଶିଦା, ସୋଗରଦିଆଣୀ ଗ୍ରାମର ମା’ ଦୁର୍ଗତିନାଶିନୀ ନିଶା ନିବାରଣ ମହିଳା ସଂଘ ନ୍ୟାୟ ପାଇଁ ସୋମବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛି। ସଂଘ ପକ୍ଷରୁ ଅଭିଯୋଗ କରାଯାଇଛି, ଗ୍ରାମରେ ଦେଶୀ...

୯୧ ଅଭିଯୋଗର ସମାଧାନ

ଢେଙ୍କାନାଳ ଅଫିସ,୨୪।୫ ଢେଙ୍କାନାଳ ଜିଲା ଓଡାପଡା ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୧୩୧ଟି ଅଭିଯୋଗ ଗ୍ରହଣ କରାଯାଇ ତନ୍ମଧ୍ୟରୁ ୯୧ଟିର ସମାଧାନ କରାଯାଇଥିଲା। ରେଡ୍‌କ୍ରସ ସହାୟତା...

ଯୁକ୍ତ୨ ପରୀକ୍ଷା କେନ୍ଦ୍ର ନିର୍ଣ୍ଣୟରେ ନିୟମ ଉଲ୍ଲଂଘନ

ବାରିପଦା ଅଫିସ,୨୪।୫ ମୟୂରଭଞ୍ଜ ଜିଲା ବାରିପଦା ସହରରେ ଥିବା ଏକ ଘରୋଇ କଲେଜର ପରୀକ୍ଷା କେନ୍ଦ୍ର ନିର୍ଣ୍ଣୟକୁ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ସରକାରୀ ନିୟମକୁ ଉଲ୍ଲଂଘନ କରାଯାଇ ଏହି କଲେଜର ପରୀକ୍ଷା କେନ୍ଦ୍ର ସ୍ଥିର କରାଯାଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri