ରାଜ୍ୟ

ଆଗକୁ ସାଉଥ୍‌ପୋଲ୍‌ ଆଣ୍ଟାର୍କଟିକା ଚଢ଼ିବା ଲକ୍ଷ୍ୟ:ସିଦ୍ଧାର୍ଥ

ପୁରୀ ଅଫିସ, ୨୪ା୫:ଏସିଆ ମହାଦେଶର ସର୍ବୋଚ୍ଚ ଗିରିଶୃଙ୍ଗ ଆରୋହଣ କରିଥିବା ଓଡ଼ିଆ ପର୍ବତାରୋହୀ ତଥା ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ପୁଅ ସିଦ୍ଧାର୍ଥ ରାଉତରାୟ ଓଡ଼ିଶା ଫେରିବା ପରେ ସୋମବାର ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।...

ରାଜଧାନୀରେ ଖଣ୍ଡା ବୁଲାଇ ଆତଙ୍କ

ଭୁବନେଶ୍ୱର,୨୪।୫(ବ୍ୟୁରୋ):ହାତରେ ଧରିଥିଲେ ଖଣ୍ଡା ଓ ଷ୍ଟିଲ୍‌ ପାଇପ। ହାବୁଡ଼ରେ ଯାହା ପଡୁଥିଲା ହାଣୁଥିଲେ, ଭାଙ୍ଗୁ ଥିଲେ। ସ୍ଥାନୀୟ ଲୋକ ଓ କମିଶନରେଟ ପୋଲିସକୁ ଇଙ୍ଗିତ କରି ଧମକ ବି ଦେଉଥିଲେ। ଫଳରେ ଭୟରେ ପ୍ରାଣ ବିକଳରେ ବ୍ୟବସାୟୀ ଓ ଲୋକେ...

ନିର୍ବାଚିତ ହେଲେ ବିଏମ୍‌ସି ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ

ଭୁବନେଶ୍ୱର, ୨୪।୫: (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏ୍‌ମ୍‌ସି)ର ଷ୍ଟାଣ୍ଡିଂ କମିଟି ଗଠନ ହେବାର ୨୦ଦିନ ପରେ ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ସୋମବାର ବିଏମ୍‌ସି କନ୍‌ଫରେନ୍ସ ହଲ୍‌ରେ ଏହି ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ୧୦ କମିଟି ମଧ୍ୟରୁ ନିୟମ ଅନୁଯାୟୀ କଣ୍ଟ୍ରାକ୍ଟସ୍‌...

ଲଡ଼ୁବାବାଙ୍କ ଚାପ ଡଙ୍ଗା ଓଲଟିଲା

ନୟାଗଡ଼ ଅଫିସ,୨୪ା୫”ନୟାଗଡ଼ ଜିଲା ଶରଣକୂଳର ଆରାଧ୍ୟ ଦେବ ଲଡୁବାବାଙ୍କ ଚାପ ଡଙ୍ଗା ସୋମବାର ରାତି ପ୍ରାୟ ସାଢ଼େ ୧୧ଟା ବେଳେ ଚନ୍ଦନ ପୁଷ୍କରିଣୀରେ ଓଲଟି ପଡିବାରୁ ଠାକୁରଙ୍କ ଚଳନ୍ତି ପ୍ରତିମା ଚନ୍ଦ୍ରଶେଖରଙ୍କ ସହ ମା’ ପାର୍ବତୀ, ଲକ୍ଷ୍ମୀନାରାୟଣ, ହରିହରପୁରର ଦଧିବାମନ...

ସର୍ବସାଧାରଣରେ ରହିବ ସଡ଼କ ଦୁର୍ଘଟଣା ତଥ୍ୟ

ଭୁବନେଶ୍ୱର,୨୪ା୫(ବ୍ୟୁରୋ):ସଡ଼କ ସୁରକ୍ଷା ଦିଗରେ ରାଜ୍ୟ ସରକାର ତପତ୍ରତା ପ୍ରକାଶ କରିଛନ୍ତି। ଏଣିକି ସାଧାରଣ ସ୍ଥାନରେ ସଡ଼କ ଦୁର୍ଘଟଣାର ସବୁ ତଥ୍ୟ ଲଗାଯିବ। ଜିଲାସ୍ତରରେ ମାସକ ଭିତରେ କେତେ ଦୁର୍ଘଟଣା ଘଟୁଛି, ତାହା ସବୁଠି ଲୋକଙ୍କ ଲାଗି ଉପଲବ୍ଧ ହେବ। ଜିଲା...

ପଲିଟେକ୍‌ନିକ ଶିକ୍ଷାନୁଷ୍ଠାନରେ ଦିଆଯିବ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ପାଠ୍ୟକ୍ରମ ତାଲିମ

ଭୁବନେଶ୍ୱର, ୨୪।୫(ବ୍ୟୁରୋ):ଆସନ୍ତା ଜୁନ୍‌ରୁ ଓଡ଼ିଶାର ସମସ୍ତ ପଲିଟେକ୍‌ନିକ ଶିକ୍ଷାନୁଷ୍ଠାନରେ ଷ୍ଟେନଲେସ୍‌ ଷ୍ଟିଲ୍‌ ପାଠ୍ୟକ୍ରମ ତାଲିମ ପ୍ରଦାନ କରାଯିବ। ଏନେଇ ସୋମବାର ରାଜ୍ୟ ବୈଷୟିକ ଶିକ୍ଷା ଏବଂ ଧନ୍ଦାମୂଳକ ପ୍ରଶିକ୍ଷଣ ପରିଷଦ(ଏସ୍‌ସିଟିଇଭିଟି) ଏବଂ ଜିନ୍ଦଲ ଷ୍ଟେନ୍‌ ଲେସ୍‌ (ଜେଏସ୍‌ଏଲ୍‌) ମଧ୍ୟରେ ଏକ...

ଜଗନ୍ନାଥଙ୍କ ଭଜନ ଗାଇଲେ ହ୍ୟୁମାନ ସାଗର

ନିଶ୍ଚିନ୍ତକୋଇଲି, ୨୪ା୫(ସ୍ବ.ପ୍ର): ବିବାଦ ପରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ରବିବାର ରାତିରେ କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନିପୁରସ୍ଥିତ ବ୍ରହ୍ମକ୍ଷେତ୍ର ପୀଠରେ ଚାଲିଥିବା ମାହାଙ୍ଗା ମହୋତ୍ସବରେ ପ୍ରଥମ ଜଗନ୍ନାଥ ଭଜନ ଗାଇଛନ୍ତି। ଏହି ଅବସରରେ ସେ ‘ଦଣ୍ଡବତ ହେଲି ତୋରି...

ଜୁନ୍‌ରେ ନିଯୁକ୍ତି ପାଇବେ ୭ ହଜାର ଶିକ୍ଷକ

ଭୁବନେଶ୍ୱର,୨୪ା୫(ବ୍ୟୁରୋ)”ଶିକ୍ଷା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ୭ ହଜାର ଶିକ୍ଷକଙ୍କ ଆବଶ୍ୟକ ଥିଲା। ଆସନ୍ତା ଜୁନ୍‌ରେ ସେମାନଙ୍କୁ ନିଯୁକ୍ତି ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ବିଧାୟକ ଭୂପିନ୍ଦର ସିଂ କହିଛନ୍ତି। ଭୂପିନ୍ଦରଙ୍କ ଅଧ୍ୟକ୍ଷତାରେ ସୋମବାର ବିଦ୍ୟାଳୟ ଓ...

ଏମ୍‌ସରେ କର୍କଟ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ଡେ’ କେୟାର

ଭୁବନେଶ୍ୱର, ୨୪।୫(ବ୍ୟୁରୋ):ଭୁବନେଶ୍ୱର ଏମ୍‌ସରେ ସ୍ବତନ୍ତ୍ର ମେଡିକାଲ୍‌ ଅନ୍‌କୋଲୋଜି ୟୁନିଟ୍‌ ସୋମବାର ଖୋଲିଛି। ଏଥିରେ ମେଡିକାଲ ଅନ୍‌କୋଲୋଜି/ହେମାଟୋଲୋଜି ବିଭାଗର ମେଡିକାଲ ଅନ୍‌କୋଲୋଜି ଡିଭିଜନ ପକ୍ଷରୁ ଏକ ଉତ୍ସର୍ଗୀକୃତ ଡେ’ କେୟାର୍‌ ଏବଂ ଓପିଡି ସେବା ଆରମ୍ଭ ହୋଇଛି। ଏମ୍‌ସର ନିର୍ଦ୍ଦେଶକ ଡା....

ମାତୃଭାଷା ପ୍ରତି ଆନ୍ତରିକତା କମୁଛି

ଭୁବନେଶ୍ୱର,୨୪ା୫(ବ୍ୟୁରୋ):ମାତୃଭୂମି ମାତୃଭାଷାର ମମତା ଯା’ ହୃଦେ ଜନମି ନାହିଁ, ତାକୁୁ ଯେବେ ଜ୍ଞାନୀ ଗଣରେ ଗଣିବା ଅଜ୍ଞାନ ରହିବେ କାହିଁ। ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଲିଖିତ କବିତାର ଏହି ପଂକ୍ତି ଓଡ଼ିଆ ଭାଷା ପ୍ରତି ମୁହଁ ମୋଡ଼ୁଥିବା ବ୍ୟକ୍ତିଙ୍କ...

୩ ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ୩ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ବେଳେ ୧୨ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ୧୨ଟି ଜିଲାରେ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ...

ଶରତ ପିସିସି ସଭାପତି ହେବା ପରେ ଏପରି କହିଲେ ନିରଞ୍ଜନ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଓଡ଼ିଶା କଂଗ୍ରେସର ନୂଆ ପିସିସି ସଭାପତି ଭାବେ ଶରତ ପଟ୍ଟନାୟକ ସୋମବାର ନିଯୁକ୍ତ ହୋଇଛନ୍ତି। ତାଙ୍କୁ ବିଧିବଦ୍ଧ ଭାବେ ଏଆଇସିସି ନିଯୁକ୍ତ କରିଛନ୍ତି। ଏହା ପୂର୍ବରୁ ସେ ୨୦୦୨ରେ ମଧ୍ୟ ପିସିସି ସଭାପତି ଥିଲେ । ଦାୟିତ୍ୱ ମିଳିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri