ରାଜ୍ୟ

ଶରତ ପିସିସି ସଭାପତି ହେବା ପରେ ଏପରି କହିଲେ ନିରଞ୍ଜନ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଓଡ଼ିଶା କଂଗ୍ରେସର ନୂଆ ପିସିସି ସଭାପତି ଭାବେ ଶରତ ପଟ୍ଟନାୟକ ସୋମବାର ନିଯୁକ୍ତ ହୋଇଛନ୍ତି। ତାଙ୍କୁ ବିଧିବଦ୍ଧ ଭାବେ ଏଆଇସିସି ନିଯୁକ୍ତ କରିଛନ୍ତି। ଏହା ପୂର୍ବରୁ ସେ ୨୦୦୨ରେ ମଧ୍ୟ ପିସିସି ସଭାପତି ଥିଲେ । ଦାୟିତ୍ୱ ମିଳିବା...

ଗାଡ଼ି ଚଢାଇ ହତ୍ୟା ଷଡ଼ଯନ୍ତ୍ରରେ ଅଭିଯୁକ୍ତ ଗିରଫ

ବଲାଙ୍ଗୀର ଅଫିସ, ୨୩।୫: ଗାଡ଼ି ଚଢାଇ ହତ୍ୟା ମାମଲାରେ ଅଭିଯୁକ୍ତ ଚିତ୍ତରଞ୍ଜନ ମହାନ୍ତିଙ୍କୁ ବଲାଙ୍ଗୀର ପୋଲିସ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି । ଗୁରୁତର ଆହତ ସତ୍ତ୍ୱେ ଘରୋଇ ହସ୍ପିଟାଲରୁ ଚିତ୍ତରଞ୍ଜନ ମହାନ୍ତିଙ୍କୁ ସ୍ଥାନୀୟ ଏସ୍‌ଡିଜେଏମ କୋର୍ଟରେ...

କୋର୍ଟରେ ଆତ୍ମସମର୍ପଣ କଲେ ଚିଲିକା ବିଧାୟକ

ଖୋର୍ଦ୍ଧ ଅଫିସ,୨୩।୫(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସୋମବାର ବାଣପୁର କୋର୍ଟରେ ଆତ୍ମସମର୍ପଣ କରିଛନ୍ତି । ତାଙ୍କ ମଧ୍ୟବର୍ତ୍ତିକାଳୀନ ଜାମିନ ଅବଧି ଶେଷହେବାରୁ କୋର୍ଟ ତାଙ୍କୁ ବିଚାରବିଭାଗ ହାଜତକୁ ପଠାଇ ଦେଇଛନ୍ତି। ଏହା ପୂର୍ବରୁ ତାଙ୍କ ପୁନଃ ଜାମିନ ଆବେଦନକୁ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୩ ଜଣ କୋଭିଡ୍‌ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ ହଜାର୧୧୮ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ ସମ୍ପର୍କ ବିଭାଗ...

ଶରତ ପଟ୍ଟନାୟକ ହେଲେ ପିସିସି ସଭାପତି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବହୁ ଅପେକ୍ଷାର ଅନ୍ତ ଘଟିଛି। କଂଗ୍ରେସ ନେତା ଶରତ ପଟ୍ଟନାୟକଙ୍କୁ ଓଡ଼ିଶା ପିସିସି ସଭାପତି ଭାବେ ସୋମବାର ନିଯୁକ୍ତ କରାଯାଇଛି। ଏ ନେଇ ଏଆଇସିସି ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଥର ପାଇଁ ସେ ପିସିସି ସଭାପତି ହୋଇଛନ୍ତି।...

ଶିବାଜୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ସୋମବାର ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ୱାଃସ ତ୍ୟାଗ କରିଛନ୍ତିସ। ଏ ନେଇ ସିପିଆଇ ରାଜ୍ୟ ସମ୍ପାଦକ ଅଳି ପଟ୍ଟନାୟକ ସୂଚନା ଦେଇଛନ୍ତି।...

ରଥଯାତ୍ରାରେ ୧୫ ଲକ୍ଷ ଭକ୍ତଙ୍କ ସମାଗମ ନେଇ ଆକଳନ

ପୁରୀ ଅଫିସ,୨୩।୫: ଭକ୍ତଙ୍କ ଗହଣରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପ୍ରଥମ ସମନ୍ବୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ୧୫ ଲକ୍ଷ ଭକ୍ତଙ୍କ ସମାଗମ ନେଇ ଆକଳନ କରାଯାଉଛି। ତେବେ ରଥଯାତ୍ରାରେ ସୁରକ୍ଷା ଦୃଷ୍ଟିରୁ ସହରରେ ବ୍ୟାପକ...

ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଝାରସୁଗୁଡ଼ା ଅଫିସ,୨୩।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ହେବ ଉପନିର୍ବାଚନ। ଏଥିପାଇଁ ପ୍ରଚାର ଜୋରଦାର ହେଉଛି। ଅନେକ ହେଭିଓ୍ବେଟ୍‌ ନେତା ମଧ୍ୟ ନିଜ ଦଳୀୟ ପ୍ରାର୍ଥୀଙ୍କସହ ମିଶି ପ୍ରଚାର କରୁଛନ୍ତି। ତେବେ ମଙ୍ଗଳବାର ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।...

କାର୍‌-ବାଇକ୍‌ ମୁହାଁମୁହିଁ: ଚାଲିଗଲା ସ୍ତ୍ରୀ-ସ୍ବାମୀଙ୍କ ଜୀବନ

ବରଗଡ଼ ଅଫିସ,୨୩ା୫: ବରଗଡ଼ ଜିଲା ବରପାଲି ନିକଟସ୍ଥ ସରଣ୍ଡାପାଲିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦମ୍ପତିଙ୍କର ମୃତ୍ୟୁ ହୋଇଛି। ପ୍ରକାଶ ଯେ, ସୋମବାର ସକାଳୁ ବିଜେପୁର ନିକଟ କେଶେଇପାଲି ଗ୍ରାମର ଗଣେଶ ରାମ ସାହୁ ଓ ତାଙ୍କ ସ୍ତ୍ରୀ...

ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ବାରଙ୍ଗ,୨୩ା୫(ଡି.ଏନ୍‌.ଏ.): ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ସଫାରୀ କାଉଣ୍ଟରର ୩ କର୍ମଚାରୀଙ୍କୁ ସୋମବାର ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଅପରପକ୍ଷରେ ଘଟଣାର ତଦନ୍ତ କରି ଠିକା ସଂସ୍ଥା ବିରୋଧରେ...

ଆଜି ରାଜ୍ୟରୁ ୭ ପଜିଟିଭ୍‌ ଚିହ୍ନଟ: ୧୨,୮୮,୩୭୯ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ରାଜ୍ୟରୁ ସୋମବାର ୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ...

‘ଜଓ୍ବାଦ’ କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳୁନି ସହାୟତା

ବେଗୁନିଆ,୨୩ା୫(ଡି.ଏନ୍‌.ଏ.): ସାମୁଦ୍ରିକ ଝଡ଼ ‘ଜଓ୍ବାଦ’ରେ ପ୍ରଭାବିତ ହୋଇଥିଲେ ଚାଷୀକୁଳ। ଧାନ ଓ ପରିବା ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳର ଚାଷୀଙ୍କ ଫସଲ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା। ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri