ରାଜ୍ୟ

ବାଇପାସ୍‌ ରାସ୍ତା ନ ଥିବାରୁ ଚିନ୍ତା

ନୟାଗଡ଼ ଅଫିସ,୨୩।୫: ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥର ନୟାଗଡ଼ ଓ ଦଶପଲ୍ଲା ଏବଂ ନୟାଗଡ଼- ନାଉଖାଲ ୨୧ ନଂ. ରାଜ୍ୟ ରାଜପଥର ଶରଣକୁଳ ଅଞ୍ଚଳରେ ବାଇପାସ ନିର୍ମାଣ ପାଇଁ ଦାବି ହୋଇ ଆସୁଛି। ହେଲେ ବିଭାଗୀୟ କର୍ତ୍ତୃପକ୍ଷ ଏ...

ଭାସିଗଲା ଡାଇଭର୍ସନ ରୋଡ

ନୂଆଗାଁ,୨୩।୫ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ୫୭ ନଂ. ଜାତୀୟ ରାଜପଥ ସୋରଡାଠାରୁ ଗୌଡ ଚାଞ୍ଚେରାପଲୀ ଦେଇ ଯାଇଥିବା ଆର.ଡି. ରାସ୍ତାର ନିର୍ମାଣ କାର୍ଯ୍ୟ ଚାଲିଛି। ହେଲେ ଡାହୁକା ନଦୀରେ ଶନିବାର ସାମାନ୍ୟ ପାଣି ଆସିବା ଫଳରେ ଡାଇଭର୍ସନ ରୋଡ...

ଡମ୍ପିଂୟାର୍ଡ ହେଲାନି, ବର୍ଜ୍ୟବସ୍ତୁ ପରିଚାଳନା ଦିଗହରା

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ଜିଲାରେ ବର୍ଜ୍ୟବସ୍ତୁ ପରିଚାଳନା ଦିଗହରା ହୋଇପଡ଼ିଛି। ଜୈବ ବର୍ଜ୍ୟବସ୍ତୁଗୁଡିକୁ ୪୮ ଘଣ୍ଟା ଭିତରେ ନଷ୍ଟ କରିବାକୁ ନିର୍ଦ୍ଦେଶ ଥିଲେ ସୁଦ୍ଧା ତାହା ପାଳନ କରାଯାଉ ନାହିଁ। ଜିଲାର ଏକାଧିକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ (ସିଏଚ୍‌ସି) ଗଦା ଗଦା...

ପାର୍କିଂରେ ଥିବା ୫ କାର୍‌ ଜାଳିଦେଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୨୩ା୫(ଡି.ଏନ୍‌.ଏ.): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଟାଉନହଲ ପରିସର ପାର୍କିଂରେ ନିଆଁ ଲାଗି ଏଠାରେ ରଖାଯାଇଥିବା ୫ଟି କାର୍‌ ସମ୍ପୂର୍ଣ୍ଣ ଜଳିଯାଇଛି। ଅଧିକାଂଶ କାର୍‌ ଅଧା ଜଳିଯାଇଛି। ନିଆଁ ଲାଗିବାର କାରଣ ବର୍ତ୍ତମାନ ଯାଏ ଅସ୍ପଷ୍ଟ ରହିଛି। ପାରିପାର୍ଶ୍ୱିକ...

ଗଛରେ ପିଟିହେଲା ବରଯାତ୍ରୀ ଗାଡ଼ି: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଠାକୁରମୁଣ୍ଡା,୨୩ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା- ଆନନ୍ଦପୁର ରାସ୍ତାର ତରାମରା ନାଳ ପୋଲ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବରଯାତ୍ରୀ ନେଇ ଫେରୁଥିବା ବୋଲେରୋଟି ରାସ୍ତାକଡ଼ ଗଛରେ ପିଟି ହୋଇଯିବାରୁ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭର...

ହୀରାକୁଦର ଆବଦ୍ଧ ମାଛଚାଷ ସଫଳ ମଡେଲ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଆବଦ୍ଧ ମାଛଚାଷ ବା କେଜ୍‌ ଫିସ୍‌ କଲ୍‌ଚର ଏକ ସଫଳ ମଡେଲ୍‌। ଏହା ଖୁବ୍‌ଶୀଘ୍ର ରାଜ୍ୟର ମଧୁର ପାଣି ମାଛ ଉତ୍ପାଦନକୁ ବହୁ ପରିମାଣରେ ବୃଦ୍ଧି କରିବ। ଉଭୟ କ୍ଷେତ୍ର ପରିଦର୍ଶନ ଏବଂ ଉଚ୍ଚସ୍ତରୀୟ ସମୀକ୍ଷା...

୫ ବର୍ଷରେ ମଲେଣି ୪୦୯ ହାତୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି ହାତୀ ମୃତ୍ୟୁ। କେତେବେଳେ ବିଦ୍ୟୁତ ତାର ଲାଗି ହାତୀଙ୍କ ମୃତ୍ୟୁ ଘଟୁଛି ତ ଆଉ କେତେବେଳେ ବିଷ ଖାଇ, ଟ୍ରେନ ଧକ୍କାରେ, ଶିକାରୀଙ୍କ ଗୁଳି ଓ ରୋଗରେ ଜୀବନ ଯାଉଛି। ଓଡ଼ିଶା...

ଏକଲପୁର ଫେରିଘାଟକୁ ନେଇ ବିବାଦ

ମହାକାଳପଡ଼ା,୨୩ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ଓ କଂସାର ବଡ଼ଦାଣ୍ଡୁଆ ପଞ୍ଚାୟତର ଗୋବରୀ ନଦୀ ଏକଲପୁର ଫେରିଘାଟରେ ଦୈନଦିନ ଯାତାୟାତ ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଫେରିଘାଟ ନିଲାମ କରାଯାଇଥାଏ। ଏହି ନିଲାମ ଅର୍ଥ ପଞ୍ଚାୟତର ବିଭିନ୍ନ ଉନ୍ନୟନ...

କୃଷି ଉପକରଣ ସବ୍‌ସିଡି ଆତ୍ମସାତ୍‌

କେନ୍ଦ୍ରାପଡ଼ା ଅଫିସ,୨୩ା୫: ରାଜ୍ୟ ଓ କେନ୍ଦ୍ର ସରକାର କୃଷି ଓ କୃଷକଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଚାଷୀଙ୍କୁ ରିହାତି ଦରରେ ପମ୍ପସେଟ୍‌, ସ୍ପ୍ରେୟରଠାରୁ ଆରମ୍ଭ କରି ଟ୍ରାକ୍ଟର, ପାୱାରଟିଲର, ହାର୍ଭେଷ୍ଟର ଆଦିରେ ପୂର୍ବରୁ କେନ୍ଦ୍ର ଓ ରାଜ୍ୟ...

ଭାଲୁକାହୁଡ଼ିରେ ବିକାଶ ଅପହଞ୍ଚ

ଯାଜପୁର ଅଫିସ/ରଗଡି (ଡି.ଏନ.ଏ.),୨୩ା୫: ଯାଜପୁର ଜିଲା ଗଠନକୁ ୨୯ ବର୍ଷ ପୂରିଛି। ଇତିମଧ୍ୟରେ ଜିଲାର ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରାୟ ୨୨ ବର୍ଷ ଧରି ବିଜେଡି ଟିକେଟରେ ବହୁ ନେତା ପ୍ରତିନିଧିତ୍ୱ କରିଛନ୍ତି। କେତେଜଣ ବିଭିନ୍ନ ମନ୍ତ୍ରୀପଦରେ ଅଳଙ୍କୃତ...

କୋର୍ଟଙ୍କ ନିର୍ଦ୍ଦେଶରେ ସଞ୍ଜୟ, ପ୍ରଣବଙ୍କ ନାଁରେ ମାମଲା

ନବରଙ୍ଗପୁର,୨୩ା୫(ବି.ପ୍ର.): ଭାଜପା କର୍ମକର୍ତ୍ତା ଓ କର୍ମୀଙ୍କୁ ଗୋଇଠା ମାରିବା ଏବଂ ମହିଳାମାନଙ୍କୁ ଠେଲାପେଲା କରି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଅଭିଯୋଗରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ନବରଙ୍ଗପୁର...

‘ମିଛ ଧରାପଡ଼ିଲାଣି, ଭୁଲ ସ୍ବୀକାର କରନ୍ତୁ’

ପୁରୀ ଅଫିସ,୨୩।୫ :ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ପ୍ରଶାସନ ପକ୍ଷରୁ ରାତିଅଧରେ ଜିପିଆର୍‌ଏସ୍‌ ପରେ ତେଜିଛି ରାଜନୀତି। ପ୍ରକଳ୍ପ କାର୍ଯ୍ୟ ପାଇଁ ଜିପିଆର୍‌ଏସ୍‌ ହୋଇଥିବା ପୁରୀ ଏମ୍‌ପି ପିନାକୀ ମିଶ୍ର କହୁଥିବାବେଳେ ଏବେ ତାହା ମିଛ ପ୍ରମାଣିତ ହୋଇଛି ବୋଲି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri