ରାଜ୍ୟ

୨ ବର୍ଷ ତିଷ୍ଠିଲାନି ୮ କୋଟିର ରାସ୍ତା

ବଇଣ୍ଡା, ୨୧।୫(ଡି.ଏନ.ଏ.) ଗ୍ରାମାଞ୍ଚଳବାସୀଙ୍କ ଗମନାଗମନ ସୁଗମ କରିବାକୁ ପ୍ରାୟ ୮କୋଟି ଟଙ୍କାରେ ନିର୍ମାଣ କରାଯାଇଥିଲା ରାସ୍ତା। ଏହାର ଗ୍ୟାରେଣ୍ଟି ଅବଧି ସରିନାହିଁ, ଅଥଚ ପିଚୁ ଉଠି ଶୋଚନୀୟ ହୋଇପଡ଼ିଛି ସଡ଼କ। ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କନ୍ତପଡ଼ା ପଞ୍ଚାୟତରୁ ମଇମୁରା...

ଆଜିଠାରୁ ମାଟ୍ରିକ ଖାତାଦେଖା

ଅନୁଗୋଳ ଅଫିସ, ୨୧।୫ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଅନୁଷ୍ଠିତ ମାଟ୍ରିକ ପରୀକ୍ଷା ଖାତାଦେଖା କାର୍ଯ୍ୟ ଶନିବାରଠାରୁ ଆରମ୍ଭ ହେବ। ଅନୁଗୋଳ ହାଇସ୍କୁଲ କେନ୍ଦ୍ରରେ ପୂର୍ବାହ୍ନ ୧୦ଟାରୁ ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହେବ। ଏହା ଅପରାହ୍ନ ୫ଟା ଯାଏ...

ସ୍ୱାସ୍ଥ୍ୟକେନ୍ଦ୍ରକୁ ବାଟ ଖୋଜୁଛନ୍ତି ରୋଗୀ

ଅନୁଗୋଳ ଅଫିସ, ୨୧।୫ ଅନୁଗୋଳ ସ୍ୱାସ୍ଥ୍ୟସେବାର ପ୍ରାଣକେନ୍ଦ୍ର କୁହାଯାଉଥିବା ଜିଲା ଚିକିତ୍ସାଳୟ ଭିତରକୁ ପ୍ରବେଶ କରିବାକୁ ବାଟ ଖୋଜୁଛନ୍ତି ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟ। କିଏ ବାଟବଣା ହୋଇ ବସ୍‌ଷ୍ଟାଣ୍ଡ ଆଡ଼କୁ ପଳାଉଛନ୍ତି ତ ଆଉ କିଏ ସ୍ୱାସ୍ଥ୍ୟକେନ୍ଦ୍ର ଚାରିପଟେ...

ଆହୁରି ଆକର୍ଷଣୀୟ ହେବ ହିଙ୍ଗୁଳା ଯାତ୍ରା

ତାଳଚେର,୨୧।୫(ନି.ପ୍ର) ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ ମହାଆଡମ୍ବରରେ ପାଳିତ ହୋଇଯାଇଛି। ଚଳିତବର୍ଷର ତ୍ରୁଟିବିଚ୍ୟୁତିକୁ ସଂଶୋଧନ କରି ଆସନ୍ତା ବର୍ଷ ଏହାକୁ ଆହୁରି ଜାକ୍‌ଜମକର ସହ ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ଏ...

ଶ୍ରୀଜିଉଙ୍କୁ ଦର୍ଶନ କଲେ ୫-ଟି ସଚିବ

ପୁରୀ ଅଫିସ,୨୧।୫: ଶ୍ରୀଜିଉଙ୍କୁ ଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ । ସକାଳୁ ପୁରୀରେ ପହଞ୍ଚିବା ପରେ ତାଙ୍କ ସ୍ତ୍ରୀଙ୍କ ସହ ଶ୍ରୀମନ୍ଦିରକୁ ଯାଇଥିଲେ । ଶ୍ରୀମନ୍ଦିର ଭିତରେ ବେଢ଼ା ପରିକ୍ରମା କରିବା ସହ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ...

ବସିବ ଶ୍ରୀମନ୍ଦିର ପରିଚାଳନା ବୈଠକ

ପୁରୀ ଅଫିସ, ୨୧।୫: ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ଅପରାହ୍ନ ୪ଟାରେ ଶ୍ରୀମନ୍ଦିର ପରିଚାଳନା ବୈଠକ ଅନୁଷ୍ଠିତ ହେବ। ଏହା ପୂର୍ବରୁ ୧୧ଟାରେ ନୀଳାଦ୍ରି ଭକ୍ତ ନିବାସରେ ଗୁରୁକୁଳ ସବ୍‌କମିଟି ବୈଠକ...

ଜୁନ୍‌ ୩୦ ପର୍ଯ୍ୟନ୍ତ ଚାଷୀଙ୍କଠାରୁ ସଂଗ୍ରହ ହେବ ଧାନ

ବାଲେଶ୍ୱର ଅଫିସ, ୨୧।୫ ବାଲେଶ୍ୱର ଜିଲାରେ ବିଭିନ୍ନ ମଣ୍ଡିରେ ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି ା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ସ୍ଥାନୀୟ ସଦର ବ୍ଲକ ସାରଗାଁ ସମବାୟ ସମିତିରେ ଏହାର ଉଦ୍‌ଘାଟନ କରିଥିଲେ। ପାଇଁ ଏହି...

ହୋଲ୍ଡିଂ ଟିକସ ବୃଦ୍ଧିକୁ ବିରୋଧ

ବାରିପଦା ଅଫିସ,୨୧।୫ ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ଅଞ୍ଚଳରେ ମାତ୍ରାଧିକ ହୋଲ୍ଡିଂ ଟିକସ ବୃଦ୍ଧି ପ୍ରତିବାଦରେ ଭଞ୍ଜସେନାର ଏକ ପ୍ରତିନିଧି ଦଳ ଶୁକ୍ରବାର ପୌରାଧ୍ୟକ୍ଷଙ୍କୁ ଭେଟି ଆଲୋଚନା କରିଛନ୍ତି। ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ଟିକସ ବୃଦ୍ଧି...

ବାଲିମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ତେଜିଲା

ନୀଳଗିରି, ୨୧।୫(ସ୍ବ.ପ୍ର.) ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସୋନ ନଦୀପଠାରୁ ପ୍ରତ୍ୟେକ ଦିନ ଟ୍ରିପ୍‌ ଟ୍ରିପ୍‌ ବାଲି ଚାଲାଣ ହେଉଛି। ଏହାକୁ ରୋକିବା ପାଇଁ ପ୍ରଶାସନ କୌଣସି ଦୃଢ଼ କର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ଲୁଟେରାମାନେ ଅବାଧରେ ବାଲି...

‘ସୌଭାଗ୍ୟ ଯୋଜନା ଦୁର୍ଭାଗ୍ୟରେ ପରିଣତ ହୋଇଛି’

ଭୋଗରାଇ, ୨୧।୫ (ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ପ୍ରଥମ ବୈଠକ ବ୍ଲକ ଚେୟାରମ୍ୟାନ୍‌ ପ୍ରବୀର କୁମାର ଗିରିଙ୍କ ପୌରୋହିତ୍ୟରେ କୃଷି, ସ୍ବାସ୍ଥ୍ୟ, ପାନୀୟଜଳ ଓ ବିଦ୍ୟୁତ୍‌ ସମସ୍ୟା ସମ୍ପର୍କିତ ଆଲୋଚନା...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮ ପଜିଟିଭ୍‌

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୫୭ ଜଣକୁ ବୃଦ୍ଧି ପାଇଛି । ଏ ନେଇ ଶନିବାର ରାଜ୍ୟ ସୂଚନା...

୨ ଅଣଓଡ଼ିଆ ଗଲେ, ହେଲେ ଜଣେ ଦଳିତ କି ଆଦିବାସୀ ପାଉନାହାନ୍ତି

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ରାଜ୍ୟରେ ଜଣେ ହେଲେ ଦଳିତ ଓ ଆଦିବାସୀ ବର୍ଗର ରାଜ୍ୟ ସଭା ସଦସ୍ୟ ନାହାନ୍ତି। ଏହାସହ ପଛୁଆବର୍ଗର ବ୍ୟକ୍ତିବିଶେଷଙ୍କୁ ରାଜ୍ୟ ସଭା ନିର୍ବାଚନରେ ଉପଯୁକ୍ତ ପ୍ରତିନିଧିତ୍ୱ ମିଳିନାହିଁ। ପଛୁଆବର୍ଗଙ୍କୁ ସଂରକ୍ଷଣ ନେଇ କେବଳ ଶାସକ ଦଳ ରାଜନୀତି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri