ରାଜ୍ୟ

୫୦ ପ୍ରତିଶତ ବୁଥ୍‌ରେ ଲାଗିବ ଓ୍ବେବ୍‌ କ୍ୟାମେରା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ପାଇଁ ୬୧ ଜଣ ମାଇକ୍ରୋ ଅବଜରଭରଙ୍କୁ ନିଯୁକ୍ତ କରାଯାଇଛି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ୫୦ ପ୍ରତିଶତ ବୁଥ୍‌ରେ ୱେବ୍‌କାଷ୍ଟିଂ କରାଯିବ। ଏହାଛଡ଼ା ଆବଶ୍ୟକ ହେଲେ ବୁଥ୍‌ରେ ଭିଡିଓଗ୍ରାଫି କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ...

ରଥ ଚାରିପଟେ ବ୍ୟାରିକେଡ୍‌ ରଖା ନ ଯାଉ

ପୁରୀ ଅଫିସ,୨୧।୫: ରଥଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କୁ ରଥ ଛୁଇଁବାକୁ ଦିଆଯାଉନାହିଁ। ବଡ଼ଦାଣ୍ଡରେ ତିନିରଥ ଥିବାବେଳେ ସେଗୁଡ଼ିକ ଚାରିପଟେ ବ୍ୟାରିକେଡ୍‌ କରାଯାଉଛି। ତେଣୁ ଶ୍ରଦ୍ଧାଳୁଙ୍କୁ ରଥ ଟାଣିବାରୁ ବାରଣ କରାଯାଉ। କେବଳ ସେବାୟତମାନେ ରଥ ଟାଣନ୍ତୁ। ନଚେତ ରଥ ଚାରିପଟୁ ବ୍ୟାରିକେଡ୍‌...

୧୮ ରଥଚକ ନିର୍ମାଣ ସରିଲା

ପୁରୀ ଅଫିସ, ୨୧ା୫: ମହାପ୍ରଭୁଙ୍କ ଭଉଁରୀ ଯାତ୍ରାକୁ ଆଉ ଦିନଟିଏ ବାକି ଥିବାବେଳେ ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଭଉଁରୀରେ ଚକ ଅଖ ଡେରା ନୀତି ଥିବାରୁ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ଶୁକ୍ରବାର ସନ୍ଧ୍ୟା...

କାର୍ଯ୍ୟ ଉପରେ ରହିତାଦେଶ ଜାରି ପାଇଁ ଆବେଦନ

ପୁରୀ ଅଫିସ,୨୧।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ହାଇକୋର୍ଟରେ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ଚାଲିଛି। ମାମଲାର ଶୁଣାଣି ନ ସରିବା ପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟ ଉପରେ ରହିତାଦେଶ ଜାରି ପାଇଁ ଆବେଦନକାରୀ ଦିଲୀପ ବରାଳ କୋର୍ଟଙ୍କୁ ନିବେଦନ କରିଛନ୍ତି।...

ରହସ୍ୟ ଘେରରେ ଅବିନାଶଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅନ୍ତର୍ଗତ ଶିଖରଚଣ୍ଡୀ ପାହାଡ଼ ଉପରେ ଇଞ୍ଜିନିୟର ଅବିନାଶ ପ୍ରଧାନ ଜଳିଯିବା ଘଟଣାକୁ ନେଇ ରହସ୍ୟ ଲାଗିରହିଛି। ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ କରୁଥିବାବେଳେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ...

ସଙ୍ଗୀତ ନିର୍ଦ୍ଦେଶକ ଜାପାନୀଙ୍କୁ ଧମକ

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ସଙ୍ଗୀତ ନିର୍ଦ୍ଦେଶକ ଜାପାନୀଙ୍କ ନାଁରେ ଆସିଛି ଧମକପୂର୍ଣ୍ଣ କଲ୍‌। କଟକ ଆସିଲେ ମାରିଦେବି। କଲ୍‌ କରୁଥିବା ବ୍ୟକ୍ତିଜଣକ ଏଭଳି ଅନେକ ଧମକପୂର୍ଣ୍ଣ କଥା କହି ସତର୍କ କରାଉଥିବା ଶୁଣିବାକୁ ମିଳୁଛି। ଜାପାନୀଙ୍କ ସହଯୋଗୀ ତଥା ଗୀତିକାର ତପୁଙ୍କ...

ନିର୍ଦ୍ଦେଶକ ପ୍ରିନ୍ସ କୁମାର ମଥୁରାରୁ ଗିରଫ

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଡିଜିଟାଲ୍‌ ମାର୍କେଟିଂ ଆଳରେ ଦେଶର ଆଉଏକ ବଡ଼ଧରଣର ଠକେଇ ଘଟଣା ଏବେ ସାମ୍ନାକୁ ଆସିଛି। ଆପ୍‌ ବ୍ୟବହାର କରିବା ସହ ଘରେ ବସି ରୋଜଗାର ଲୋଭ ଦେଖାଇ ସାରା ଦେଶରୁ ବହୁ କୋଟି ଲୁଟି ନେଇଛନ୍ତି ଠକ।...

୧୩ ଶିଳ୍ପ ପ୍ରକଳ୍ପ ଉଦ୍‌ଘାଟନ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧,୨୧୮.୦୧ କୋଟି ଟଙ୍କାର ୧୩ଟି ଶିଳ୍ପଭିତ୍ତିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କରିଛନ୍ତି। ୧୫ଟି ପର୍ଯ୍ୟାୟରେ ୭୬.୯୭ କୋଟି ଟଙ୍କା ପୁଞ୍ଜିନିବେଶର ୩ଟି ଶିଳ୍ପ ୟୁନିଟ୍‌କୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବା ସହ...

କଳିଙ୍ଗରେ ଆଜି ଇଣ୍ଡିଆନ ଗ୍ରାଁ ପ୍ରି-୩

ଭୁବନେଶ୍ୱର, ୨୧।୫(କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ଆଥଲେଟିକ୍ସର ଆଉ ଏକ ବଡ଼ ପ୍ରତିଯୋଗିତା। ରାଜ୍ୟ ସରକାର ୨୦୧୭ରେ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ ଓ ୨୦୧୮ରେ ଜାତୀୟ ଆନ୍ତଃରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌କୁ ସଫଳତାର ସହ ଆୟୋଜନ କରିଥିବାବେଳେ...

ବିଶ୍ୱବିଦ୍ୟାଳୟ ସଂଶୋଧିତ ଆଇନ ଉପରେ ରୋକ୍‌

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୦ ଉପରେ ରୋକ୍‌ ଲଗାଇଛନ୍ତି ସୁପ୍ରିମକୋର୍ଟ। ଶୁକ୍ରବାର ଏ ସମ୍ପର୍କିତ ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟଙ୍କ ରାୟ ଉପରେ ୩ ମାସ ପାଇଁ ରହିତାଦେଶ ଦେବା ସହ ୪ ସପ୍ତାହ ମଧ୍ୟରେ...

କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ବାଲେଶ୍ୱର ଅଫିସ, ୨୧ା୫: ବାଲେଶ୍ୱର ସେଣ୍ଟ୍ରାଲ ସ୍କୁଲ ଛକ ନିକଟରେ ଥିବା ଏକ ଘରୋଇ କଲେଜ ହଷ୍ଟେଲ ଛାତରୁ ଖସି ଛାତ୍ରୀଙ୍କ ମୃତ୍ୟୁ ଘଟଣା ରହସ୍ୟମୟ ହୋଇପଡ଼ିଛି। ଛାତ୍ରୀ ଆତ୍ମହତ୍ୟା କରିଥିବା ନେଇ କଲେଜ କର୍ତ୍ତୃପକ୍ଷ କହୁଥିବା ବେଳେ ତାଙ୍କୁ...

ବାର୍‌ହା ଫାଶରେ ପଡ଼ି କଲରାପତରିଆ ମୃତ

ଢେଙ୍କାନାଳ ଅଫିସ୍‌/ସାତମାଇଲ/ହିନ୍ଦୋଳ(ଡି.ଏନ୍‌.ଏ.), ୨୧ା୫: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ଅନ୍ତର୍ଗତ କର୍ଣ୍ଣପୁର ବିଟ୍‌ ହାଉସ୍‌ର କୋଇ ସଂରକ୍ଷିତ ଜଙ୍ଗଲରୁ ଶୁକ୍ରବାର ଏକ କଲରାପତରିଆ ବାଘର ଗଳିତ ମୃତଦେହ ଠାବ କରାଯାଇଛି। ଶିକାରୀ ବିଛାଇଥିବା ବାର୍‌ହା ଫାଶରେ ପଡ଼ି ବାଘଟିର ମୃତ୍ୟୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri