ରାଜ୍ୟ

କମିଛି, ଆଖିଦୃଶିଆ ନୁହେଁ

ଢେଙ୍କାନାଳ ଅଫିସ, ୨୦।୫ ନ୍ୟାଶନାଲ ଫ୍ୟାମିଲି ହେଲ୍‌ଥ ସର୍ଭେ-୪ରେ ଢେଙ୍କାନାଳ ଜିଲାରେ ବାଲ୍ୟ ବିବାହ ହାରଥିଲା ୨୫.୪%। ନ୍ୟାଶନାଲ ଫ୍ୟାମିଲି ହେଲ୍‌ଥ ସର୍ଭେ-୫ରେ ଏହା ୨୩.୭%କୁ ହ୍ରାସ ପାଇଛି। ପ୍ରଶାସନିକ ଉଦ୍ୟମ, ବ୍ୟାପକ କାର୍ଯ୍ୟକ୍ରମ ମାଧ୍ୟମରେ ଏଭଳି କୁପ୍ରଥା ଯଦିଓ...

ପଡିଆରେ ପଢ଼ୁଛନ୍ତି ଛାତ୍ରୀଛାତ୍ର

ଆନନ୍ଦପୁର/କଣ୍ଟିପାଳ,୨୦।୫ (ସ୍ବ.ପ୍ର./ଡି.ଏନ୍‌.ଏ.) ୫ଟି ଯୋଜନାରେ ବିଦ୍ୟାଳୟର ନୂତନ ରୂପରେଖ ଦିଆଯାଉଛି। ସରକାରୀ ବିଦ୍ୟାଳୟ ପ୍ରତି ଛାତ୍ରଛାତ୍ରୀମାନଙ୍କୁ ଆକୃଷ୍ଟ କରିବାକୁ ବିଦ୍ୟାଳୟକୁ ଏକ ଶୈକ୍ଷିକ ବାତାବରଣ ଦେବାକୁ ଉଦ୍ୟମ କରାଯାଉଛି। ତେବେ ଏଭଳି କ୍ଷେତ୍ରରେ ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତ ରାଇପାଳ...

ରଙ୍ଗ ତୂଳୀରେ ଜୀବନ୍ୟାସ

ଧାମନଗର, ୨୦।୫(ସ୍ବ.ପ୍ର.) ରଙ୍ଗତୁଳୀ, ମାଟି, ଚକ୍‌ ଖଡ଼ିରେ ଚିତ୍ର ଆଙ୍କିବାରେ ସେ ସିଦ୍ଧହସ୍ତ। ତାଙ୍କ ସ୍ପର୍ଶରେ କଳାକୃତି ହୋଇଉଠୁଛି ଜୀବନ୍ତ। ଏଭଳି କଳାକୃତି ପାଇଁ ବିଦେଶରେ ମଧ୍ୟ ସେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ଏପରି ଜଣେ ଅନନ୍ୟ ଶିଳ୍ପୀ ହେଉଛନ୍ତି...

‘ଟମାଟୋ ଫ୍ଲୁ’: ଖୁବଶୀଘ୍ର ଜାରି ହେବ ଗାଇଡ୍‌ଲାଇନ

ଭୁବନେଶ୍ବର,୨୦।୫(ବ୍ୟୁରୋ) : ‘ଟମାଟୋ ଫ୍ଲୁ’କୁ ନେଇ ଆଗୁଆ ସତର୍କ ହୋଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ରାଜ୍ୟର ଶିଶୁରୋଗ ବିଶେଜ୍ଞମାନଙ୍କ ସହିତ ଗୁରୁବାର ଏ ସଂପର୍କରେ ଆଲୋଚନା କରାଯାଇଥିଲା। ତେବେ ଯେଉଁ ଶିଶୁମାନେ ଏଥିରେ ଆକ୍ରାନ୍ତ ହେବେ ଦେମାନଙ୍କର ନମୁନା ପଠାଇବାକୁ...

ମୋ’ ଭୁଲ୍‌ ପାଇଁ ଅନୁତପ୍ତ, ଲାଇଭ୍‌ ଭିଡିଓ କରି ଯୁବକଙ୍କ ଆତ୍ମହତ୍ୟା

ଖୋର୍ଦ୍ଧା ଅଫିସ,୨୦ା୫: ଧଉଳିମୁହଁ ଷ୍ଟେଶନ ଏବଂ ଅଣ୍ଡା ମଧ୍ୟବର୍ତ୍ତୀ ରେଳଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ ଧଉଳିମୁହଁର ସୌମ୍ୟରଞ୍ଜନ ପରିଡ଼ା(୩୦)। ଗୁରୁବାର ରାତିରେ ମୋବାଇଲରେ ହାତ କାଟିବାର ଲାଇଭ୍‌ ଭିଡିଓ କରିଛନ୍ତି ସୌମ୍ୟ।...

ବ୍ରଜରାଜନଗର ଉପନିର୍ବାଚନ: ନିର୍ବାଚନ ମଇଦାନରେ ହେଭିଓ୍ବେଟ୍‌

ଝାରସୁଗୁଡା ଅଫିସ,୨୦।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ରାଜନୀତି ସରଗରମ ରହିଛି। ବିଜୟ ପାଇଁ କସରତ କରୁଛନ୍ତି ସବୁ ଦଳ। ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ପ୍ରାର୍ଥୀ। ତେବେ ଦଳୀୟ ପ୍ରାର୍ଥୀଙ୍କ ପାଇଁ...

୨୪ ଘଣ୍ଟାରେ କାଳବୈଶାଖୀ: ଏସବୁ ଜିଲାକୁ ସତର୍କ ଜାରି

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏନେଇ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମାଲକାନଗିରି, କୋରାପୁଟ,...

ଆଜି ରାଜ୍ୟରୁ ୧୦ ପଜିଟିଭ୍‌ ଚିହ୍ନଟ: ୧୨,୮୮,୩୪୯ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ଚିହ୍ନଟ...

ସମାଧାନ ହୋଇପାରୁନି ମହାନଦୀ ଜଳ ବିବାଦ: ୧୫ ଜଣିଆ ଟିମ୍‌ର ମହାନଦୀ ଯାତ୍ରା

ଝାରସୁଗୁଡ଼ା ଅଫିସ,୨୦ା୫: ମହାନଦୀ ଜଳ ବିବାଦକୁ ନେଇ ଓଡ଼ିଶା-ଛତିଶଗଡ଼ ଉଭୟ ରାଜ୍ୟ ମଧ୍ୟରେ ଦେଖା ଦେଇଥିବା ବିବାଦ ଅଦ୍ୟାବଧି ସମାଧାନ ହୋଇପାରିନାହିଁ। ଏନେଇ ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଭୁବନେଶ୍ୱରରେ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସମିତିର...

ନୂଆ ଓଡ଼ିଆ ଚ୍ୟାନେଲ ‘ଷ୍ଟାର୍‌ କିରଣ’ର ଶୁଭାରମ୍ଭ

ଭୁବନେଶ୍ୱର,୨୦।୫: ଦେଶର ପ୍ରମୁଖ ଟିଭି ନେଟ୍‌ୱର୍କ ଡିଜ୍‌ନୀ ଷ୍ଟାର୍‌ ପକ୍ଷରୁ ରାଜ୍ୟରେ ଏକ ଉସତ୍ର୍ଗୀକୃତ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ‘ଷ୍ଟାର୍‌ କିରଣ’ର ଶୁଭାରମ୍ଭ ହୋଇଯାଇଛି। ଏହାର ପ୍ରିମିୟର ଚଳିତ ବର୍ଷ ଜୁନ୍‌ ୬ରୁ ଆନୁଷ୍ଠାନିକ ଭାବେ ପ୍ରସାରଣ ହେବ। ସେହିଭଳି...

ଟ୍ରେନ୍‌ ଧକ୍କାରେ ଗଲା ୩ ହାତୀଙ୍କ ଜୀବନ

ଯୋଡ଼ା/କେନ୍ଦୁଝର,୧୯ା୫(ଡି.ଏନ.ଏ/ସ୍ବ.ପ୍ର.): ଟ୍ରେନ ଧକ୍କାରେ ୩ ହାତୀଙ୍କ ଜୀବନ ଯାଇଛି। ଗୁରୁବାର ସନ୍ଧ୍ୟାରେ କେନ୍ଦୁଝର ଜିଲା ଯୋଡ଼ା ନିକଟବର୍ତ୍ତୀ ବେହେରା ହଟିଂ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଏଥିରେ ଗୋଟିଏ ମାଈ ହାତୀ ସମେତ ୨ ଛୁଆ ହାତୀ ଗୁରୁତର ହୋଇ...

ରାଜଧାନୀରେ ଫୁଟିଲା ବୋମା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ପୁଣି ଅଶାନ୍ତ ହୋଇଉଠିଛି ରାଜଧାନୀ ଭୁବନେଶ୍ୱର। ଜଗନ୍ନାଥ ନଗରରେ ୨ଟି ବୋମାମାଡ଼ ହୋଇଛି। ତେବେ ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି। ବୋମାମାଡ଼ ଖବର ପାଇ ସହିଦନଗର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri