ରାଜ୍ୟ

ବିଭିନ୍ନ ସ୍ଥାନରେ ଅଗ୍ନି ନିରାପତ୍ତା ଯାଞ୍ଚ

ଅନୁଗୋଳ ଅଫିସ, ୧୭।୫ ଅନୁଗୋଳ ସହର ତଥା ବିଭିନ୍ନ ଅଞ୍ଚଳରେ ଭଳିକି ଭଳି ମଲ୍‌, ଶୋ’ରୁମ୍‌ ମୁଣ୍ଡ ଟେକିଛି। କିନ୍ତୁ ଏସବୁ ମଧ୍ୟରୁ ଅନେକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନାହିଁ। କେତେକ ସ୍ଥାନରେ ଥିବା ଅଗ୍ନି ନିରାପତ୍ତା ଯନ୍ତ୍ରାଂଶ କେବଳ...

ମିମ୍‌ସାର କାର୍ଯ୍ୟକ୍ଷମ ପ୍ରତିଶ୍ରୁତି ଧୂଆଁବାଣ ନ ହେଉ

ତାଳଚେର,୧୭।୫(ନି.ପ୍ର.) ତାଳଚେର ମେଡିକାଲ କଲେଜ ବା ମହାନଦୀ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ସେଣ୍ଟର (ମିମ୍‌ସାର) କାର୍ଯ୍ୟକ୍ଷମ ପ୍ରତିଶ୍ରୁତି ଏକ ଧୂଆଁ ବାଣ ନ ହେଉ। ହାଟତୋଟାସ୍ଥିତ ପ୍ରେସ୍‌ କ୍ଲବଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ତାଳଚେର...

୫ ବର୍ଷ ହେଲା ନିଦରେ ପ୍ରଶାସନ

ଆଠମଲ୍ଲିକ,୧୭।୫(ଡି.ଏନ.ଏ.) ଶିକ୍ଷାନୁଷ୍ଠାନ ଭିତ୍ତିଭୂମି ଦୁର୍ବଳ ହୋଇପଡ଼ିଛି। ୫ଟି ଶ୍ରେଣୀଗୃହ ମଧ୍ୟରୁ ୩ଟି କୋଠରି ଚଟାଣ ଦବି ଗଲାଣି। ଛାତରୁ ଖଣ୍ଡ ଖଣ୍ଡ ପଲସ୍ତରା ଖସିଲାଣି। ଏପରି ଅବସ୍ଥାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମାତ୍ର ୨ଟି କୋଠରିରେ ବସାଯାଉଛି। ଫଳରେ...

ମାରିଦେଲେ ସ୍ବାମୀ, ଶାଶୁଘର ଲୋକେ

କଣିହାଁ,୧୭।୫(ଡି.ଏନ.ଏ.) ବାପଘରୁ ୮୦ ହଜାର ଟଙ୍କା ନ ଆଣିବାରୁ କଣିହାଁ ଥାନା ବଡଗୁଣ୍ଡୁରୀ ଗ୍ରାମର ଦୀପ୍ତି ନାୟକ (୨୫)ଙ୍କୁ ତାଙ୍କ ସ୍ବାମୀ ଓ ଶାଶୁଘର ଲୋକେ ମାରିଦେଇଥିବା ଦୀପ୍ତିଙ୍କ ବାପଘର ପକ୍ଷରୁ ଅଭିଯୋଗ ହୋଇଛି। ଦୀପ୍ତିଙ୍କ ଭାଇ ପଦ୍ମଚରଣ ନାୟକଙ୍କ...

ମିଳିମିଶି କାମକଲେ ରୋଗ ରୋକିପାରିବା

ଢେଙ୍କାନାଳ ଅଫିସ,୧୭।୫ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାର ଭିଡିଓ କନଫରେନି୍ସଂ ଜରିଆରେ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ ଅଧ୍ୟକ୍ଷତା କରି କହିଲେ ଯେ, ଢେଙ୍କାନାଳ...

ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ, କର୍ମଚାରୀ

ବାଲେଶ୍ୱର ଅଫିସ,୧୭।୫ ବାଲେଶ୍ୱର ଜିଲା ଓଷ୍ଟା କାର୍ଯ୍ୟକାରୀ କମିଟି ପକ୍ଷରୁ ରବିବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାର ପ୍ରକାଶ କରିଥିବା ନୂତନ ଅନୁଦାନଭୁକ୍ତ ଶିକ୍ଷକ କର୍ମଚାରୀଙ୍କ ସପ୍ତମ ବେତନ କମିଶନ ଦରମା ପ୍ରଦାନର ପଦ୍ଧତି (ମୋଡାଲିଟି) ଅତ୍ୟନ୍ତ ଦୁର୍ଭାଗ୍ୟ...

ବିନା ସୁରକ୍ଷା ବ୍ୟବସ୍ଥାରେ ଚାଲିଛି ମାର୍କେଟ କମ୍ପ୍ଲେକ୍ସ, ମଲ୍‌

କେନ୍ଦୁଝର, ୧୭|୫ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ବିନା ଅଗ୍ନି ନିରାପତ୍ତା ବ୍ୟବସ୍ଥାରେ ରହିଛି ହୋଟେଲ, ସପିଂ ମଲ, ମାର୍କେଟ କମ୍ପ୍ଲେକ୍ସ, ସିନେମା ହଲ, ସରକାରୀ, ଘରୋଇ ଓ ବ୍ୟବସାୟିକ ଅନୁଷ୍ଠାନ କୋଠାଘର। ଏଥିପାଇଁ ସ୍ବତନ୍ତ୍ର ଗାଇଡଲାଇନ ରହିଛି। ଏପରିକି ପ୍ଲାନ...

ରେଳ ଷ୍ଟେଶନ,ଗଳାପୋଲ ଦାବିରେ ଧାରଣା

ରସାଳପୁର,୧୭।୫(ଡି.ଏନ.ଏ.) ବାଲେଶ୍ୱର ଜିଲା ସଦର ଥାନା ନିକଟବର୍ତ୍ତୀ ବାଙ୍ଗରା ନିକଟରେ ଏକ ରେଳ ଷ୍ଟେଶନ ଓ ଗଳାପୋଲ ନିର୍ମାଣ ଲାଗି ଅଞ୍ଚଳବାସୀ ଦାବି କରିଛନ୍ତି। ଏନଇ ସୋମବାର ରେଳ ଫାଟକ ନିକଟରେ ସାମାଜିକ ନ୍ୟାୟ ଅଧିକାର ମଞ୍ଚ ସଭାପତି ବିଧାନ...

ବାଜ୍ୟାପ୍ତି ହେଲା ଚିଟ୍‌ଫଣ୍ଡ ସଂସ୍ଥାର ୨ ପ୍ଲଟ୍‌

ବାଲେଶ୍ୱର ଅଫିସ,୧୭।୫ ବାଲେଶ୍ୱର ଜିଲା ଚିଟ୍‌ଫଣ୍ଡ ଅଦାଲତରେ ସୋମବାର ଏକ ଠକେଇ ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସଦାଶିବ ଜେନା ଏହାର ବିଚାର କରି ଚିଟ୍‌ଫଣ୍ଡ ମ୍ୟାନେଜିଂ ଡାଇରେକ୍ଟର ଓ ଡାଇରେକ୍ଟରଙ୍କ ନାମରେ ଥିବା ୪ଟି କାର୍‌ ସମେତ...

ଦେବ ଦମ୍ପତିଙ୍କ ଲଗ୍ନ ମହୋତ୍ସବ

ଆରଡ଼ି,୧୭।୫ (ଡି.ଏନ.ଏ.) ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଆସନ୍ତା ଜୁନ୍‌ ୪ରେ ଶୀତଳ ଷଷ୍ଠୀରେ ଦେବଦେବ ମହାଦେବ ଓ ଶୈଳ ନନ୍ଦିନୀ ମାତା ପାର୍ବତୀଙ୍କ ବିବାହ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ସୋମବାର ସମ୍ପୂର୍ଣ୍ଣ ଲୋକାଚାରରେ ଦେବଦମ୍ପତିଙ୍କ ଲଗ୍ନ...

ବ୍ରଜରାଜନଗର ଉପନିର୍ବାଚନ: ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ

ଝାରସୁଗୁଡ଼ା ଅଫିସ,୧୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏ ନେଇ ରାଜନୀତି ସରଗରମ ରହିଛି। ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ ରଣନୀତି ପ୍ରସ୍ତୁତ କରି ପ୍ରଚାର ମଇଦାନକୁ ଓହ୍ଲାଇଲେଣି। ତେବେ ମଙ୍ଗଳବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ।...

ଓଡ଼ିଶା ଆସିପାରନ୍ତି ପ୍ରିୟଙ୍କା ଗାନ୍ଧୀ

ଭୁବନେଶ୍ବର,୧୭।୫(ବ୍ୟୁରୋ) : କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଓଡ଼ିଶା ଆସିପାରନ୍ତି ବୋଲି ଏ ସମ୍ପର୍କରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। କଂଗ୍ରେସ ଦଳର ସ୍ଥିତି କିଭଳି ମଜଭୁତ ହୋଇପାରିବ ସେଥିପାଇଁ ପ୍ରିୟଙ୍କା ଏହାର ସମୀକ୍ଷା କରିପାରନ୍ତି। ହେଲେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri