ରାଜ୍ୟ

ରାଜ୍ୟରୁ ଆଜି ୭ ପଜିଟିଭ୍‌ ଚିହ୍ନଟ: ୧୨,୮୮,୩୧୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟରୁ ସୋମବାର ୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୧୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫ ଜଣ ଚିହ୍ନଟ...

ଚଢ଼ାଉ ସତ୍ତ୍ୱେ ଚାଲିଛି ଖଣିଜ ସମ୍ପଦ ଲୁଟ୍‌

ଖୋର୍ଦ୍ଧା ଅଫିସ,୧୬ା୫: ଖୋର୍ଦ୍ଧା ଜିଲାରେ ଲଘୁ ଖଣିଜ ସମ୍ପଦ ଲୁଟ୍‌ ଚାଲିଛି। ଦୈନିକ ଶହ ଶହ ଟ୍ରକରେ ମୋରମ, ବାଲି, କଳାମୁଗୁନି ପଥର, ବଉଳାମାଳା (ମନ୍ଦିର ନିର୍ମାଣରେ ବ୍ୟବହାର ହେଉଥିବା ମୂଲ୍ୟବାନ ପଥର) ଓ ମାଙ୍କଡ଼ା ପଥର ଚାଲାଣ କରାଯାଉଛି।...

ସହଯୋଗୀଙ୍କୁ ବେଲ୍‌ରେ ନେବାକୁ ଆସି ଧରାପଡ଼ିଲେ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଗ୍ରାହକଙ୍କୁ ଆପ୍‌ ଦ୍ୱାରା ଲୋନ୍‌ ଦେଇ ପରବର୍ତ୍ତୀ ସମୟରେ ମାନସିକ ନିର୍ଯାତନା ଦେବା ସହ ଅଧିକ ଟଙ୍କା ନେଉଥିବା ମାମଲାରେ ନୂଆ ନୂଆ ତଥ୍ୟ ଆସିବାରେ ଲାଗିଛି। ତଦନ୍ତ ସମୟରେ ସମ୍ପୃକ୍ତ କମ୍ପାନୀ ‘ମହାଗ୍ରାମ ପେମେଣ୍ଟ୍‌ସ ପ୍ରାଇଭେଟ୍‌ ଲିମିଟେଡ’ର...

ଓଡ଼ିଆ ଭାଷା ପୁସ୍ତକରେ ପିଲା ପଢ଼ୁଛନ୍ତି ଇଂଲିଶ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପିଲାଙ୍କୁ ଗୁଣବତ୍ତାର ଶିକ୍ଷା ପ୍ରଦାନ କରିବା ଲାଗି ସବୁ ପ୍ରକାର ଚେଷ୍ଟା କରୁଥିଲେ ମଧ୍ୟ ଅନେକଥର ତ୍ରୁଟି ପରିଲକ୍ଷିତ ହେଉଛି। କେଉଁଠି ନା କେଉଁଠି ନିଜ କାର୍ଯ୍ୟଦକ୍ଷତାକୁ ନେଇ ଲୋକହସା ହେଉଛି। ଏବେ...

କୂଳ ଲଂଘୁଛି ମହାନଦୀ: ଚଉମୁହାଣ ପ୍ରତି ବିପଦ

ମହାକାଳପଡ଼ା,୧୬ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଉପକୂଳବର୍ତ୍ତୀ ବରକନ୍ଧା ପଞ୍ଚାୟତ ଦଶରାଜପୁର ଗାଁ ସଂଲଗ୍ନ ଚଉମୁହାଣ ଦେଇ ମହାନଦୀ ପ୍ରବାହିତ ହେଉଛି। ମହାନଦୀ କୂଳ ଲଂଘିବା ଫଳରେ ଅତଡା ଖାଉଥିବାରୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।...

ଆଖି ବୁଜିଲା ହାତୀ ‘ନନ୍ଦ’

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଚନ୍ଦକା ଗୋଡ଼ିବାରୀରେ ଥିବା ପୋଷାହାତୀ ‘ନନ୍ଦ’ର ମୃତ୍ୟୁ ଘଟିଛି। ରବିବାରଠାରୁ ‘ନନ୍ଦ’  ଅସୁସ୍ଥ ଥିଲା। ଚିକିତ୍ସା ଚାଲୁ ରହିଥିଲେ ହେଁ ଶେଷରେ ଆଖି ବୁଜିଛି । ସୂଚାନୁଯାୟୀ, ୨୦ ଦିନ ତଳେ ‘ନନ୍ଦ’କୁ କୁମାରଖୁଣ୍ଟି ଅଞ୍ଚଳରେ...

ପ୍ରାକୃତିକ ବାଲୁକା ସ୍ତୂପ ଉପରେ ମାଫିଆଙ୍କ ଦୃଷ୍ଟି

କୁଜଙ୍ଗ, ୧୬ା୫(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଅଭୟଚାନ୍ଦପୁର ମୌଜା ଭୋଷ୍କାଲିସ ପଏଣ୍ଟ ସମୁଦ୍ରକୂଳ ପ୍ରାକୃତିକ ବାଲୁକା ସ୍ତୂପ ଉପରେ ବାଲି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ପ୍ରାକୃତିକ ବାଲୁକା ସ୍ତୂପ ସଂଲଗ୍ନ ଘରୋଇ ଜମି ଉପରେ ବାଲି ଉଠାଣ ପାଇଁ...

ସରପଞ୍ଚଙ୍କ ଜାଲ୍‌ ଦସ୍ତଖତ କରି ବ୍ୟବସାୟୀ ଗିରଫ

ମାଲକାନଗିରି/କାଲିମେଳା,୧୬।୫(ଡି.ଏନ୍‌.ଏ.): ସରପଞ୍ଚଙ୍କ ଜାଲ୍‌ ଦସ୍ତଖତ କରି ଶିକ୍ଷକମାନଙ୍କୁ ବଦଳି କରାଇବା ପାଇଁ ଡିଇଓ ଏବଂ ବିଇଓଙ୍କୁ ଚିଠି କରିବା ଘଟଣାରେ ବ୍ୟବସାୟୀ ମୌସୁମ ଖାଁଙ୍କୁ ମାଲକାନଗିରି ଜିଲା ମୋଟୁ ପୋଲିସ ଗିରଫ କରିଛି। ସୂଚନାଯୋଗ୍ୟ, କାଲିମେଳା ବ୍ଲକ ମୋଟୁ ପଞ୍ଚାୟତର...

ପୁଣି ଆନ୍ଦୋଳନକୁ ଓହ୍ଲାଇବେ ୪ ହଜାର ଶିକ୍ଷକ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟର ୪ହଜାର ଶିକ୍ଷୟିତ୍ରୀଶିକ୍ଷକଙ୍କୁ ତୁରନ୍ତ ନିୟମିତ କରିବା ଦାବିରେ ଓଡ଼ିଶା ସରକାରୀ ହାଇସ୍କୁଲ ପ୍ରାରମ୍ଭିକ ନିଯୁକ୍ତି ଶିକ୍ଷକ ସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ସଂଘ କହିବାନୁସାରେ, ଗଣଶିକ୍ଷା ବିଭାଗ ଦ୍ୱାରା ଏହି ୪ ହଜାର ଶିକ୍ଷକଙ୍କୁ...

ଏବେ ହସ୍ପିଟାଲ୍‌ ଦାୟିତ୍ୱ ସମ୍ଭାଳିବେ ଏସ୍‌ଏଚ୍‌ଜି ମହିଳା

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ମିଶନ୍‌ ଶକ୍ତି ଅନ୍ତର୍ଗତ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ସଦସ୍ୟାଙ୍କୁ ଅଧିକ ସଶକ୍ତ କରିବାକୁ ଯାଇ ରାଜ୍ୟ ସରକାର ପୁଣି ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଥିବା ହସ୍ପିଟାଲ୍‌ଗୁଡ଼ିକରେ ଏସ୍‌ଏଚ୍‌ଜି ମହିଳାମାନଙ୍କୁ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି।...

ଶ୍ରୀମନ୍ଦିର ଆଗରେ ଆଧୁନିକ ଗୀତରେ ନାଚିଲେ ଯୁବତୀ

ପୁରୀ ଅଫିସ,୧୬ା୫: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜଣେ ଯୁବତୀ ଆଧୁନିକ ଗୀତର ତାଳେ ତାଳେ ନୃତ୍ୟ କରୁଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଜଗନ୍ନାଥପ୍ରେମୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଭଳି ନୃତ୍ୟ ଦ୍ୱାରା ବଡ଼ଦାଣ୍ଡର...

ମହଙ୍ଗା ମାଡ଼କୁ ମାପ ଓଜନରେ ଠକେଇ

ଯାଜପୁର ଅଫିସ,୧୬ା୫: ରାଜ୍ୟରେ ଖାଉଟିଙ୍କୁ ମାପ ଓ ଓଜନରେ ବ୍ୟାପକ ଠକେଇର ଶିକାର ହେବାକୁ ପଡୁଛି। ଏହାକୁ ନିୟନ୍ତ୍ରଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧମାପ ବିଜ୍ଞାନ ବା ଲିଗାଲ ମେଟ୍ରୋଲୋଜି(ଏଲ୍‌ଏମ୍‌) ନିର୍ଦ୍ଦେଶାଳୟ ପକ୍ଷରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri