ରାଜ୍ୟ

ବିଜେଡି ଖତମ୍ ହେଇସାରିଛି କାହିଁକି ଏମିତି କହିଲେ ତୋମାର

ଭୁବନେଶ୍ୱର,୨୮।୯: ବିଜେଡିକୁ ସମାଲୋଚନା କରିଛନ୍ତି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର। ସେ କହିଛନ୍ତି ଗତ ୨୪ ବର୍ଷର ଶାସନ ଭିତରେ ବିଜେଡି ଯାହା କରିପାରି ନଥିଲା, ଶହେ ଦିନର ଶାସନ ଭିତରେ ଭାଜପା କରି ଦେଖାଇଛି...

ପୂର୍ବ ସରକାରରେ ଧରାପଡ଼ୁଥିଲେ କେରାଣ୍ଡି, ମହୁରାଳି, ଏବେ ଭାକୁର, ଶେଉଳ ଆଗକୁ …କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୨୮।୯: ଶୁକ୍ରବାର ଜିଲାପାଳ ସମ୍ମିଳନୀ ଉଦ୍‌ଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ   କହିଛନ୍ତି, ଦୁର୍ନୀତିକୁ ପ୍ରଶ୍ରୟ ଦିଆଯିବ ନାହିଁ। ପୂର୍ବ ସରକାରରେ କେବଳ କେରାଣ୍ଡି, ମହୁରାଳି ଧରା ଯାଉଥିଲା। ଏବେ ଭାକୁର, ଶେଉଳ ଧରା ପଡ଼ିଲେଣି ଆଗକୁ ତିମି ମଧ୍ୟ ପଡ଼ିବେ। ଏହା...

ବିଜେଡି ପରାଜୟର କ’ଣ ବଡ଼ କାରଣ କହିଲେ ମଙ୍ଗଳା କିଷାନ

ନିର୍ବାଚନରେ ବିଜେଡି ପରାଜୟ ନେଇ ଜଣଙ୍କ ପରେ ଜଣେ ନେତା ମୁହଁ ଖୋଲି ଚାଲିଛନ୍ତି । ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି।...

୩ଘଣ୍ଟା ଭିତରେ ପ୍ରବଳ ବର୍ଷିବ, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୮।୯: ରାଜ୍ୟରେ ଏବେ ଜାରି ରହିଛି ଲଘୁଚାପର ପ୍ରଭାବ । ଗତ ଦୁଇ ଦିନ ହେବ ବର୍ଷାର ପରିମାଣ ବଢିଥିବା ବେଳେ ଆଜି ଟ୍ବିନ ସିଟିରେ ପାଗ ଫିଟିଛି । ସେହିପରି ରାଜ୍ୟରେ ଅନେକ ସ୍ଥାନରେ ଖରା ଅନୁଭୂତ ହୋଇଥିବା...

ଆସନ୍ତା ୩୦ରେ ବନ୍ଦ ରହିବ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୮।୯: ଆସନ୍ତା ସୋମବାର ଅର୍ଥାତ୍‌ ସେପ୍ଟେମ୍ବର ୩୦ ତାରିଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହିଦିନ...

ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଭାଜପାର ପରିବର୍ତ୍ତନ…

ଭୁବନେଶ୍ୱର,୨୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ନିଯୁକ୍ତି ପାଇବେ ହୋମ୍‌ଗାର୍ଡ, କାର୍ଯ୍ୟରତ ସମୟରେ ଦେହାନ୍ତ ହେଲେ ମିଳିବ…

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଶନିବାର ଆୟୋଜିତ ଜିଲାପାଳ ଏବଂ ଏସ୍‌ପିମାନଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଗତ ସରକାରରେ ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରି ଦିଆଯାଇଥିଲା। ଆମ ସରକାର ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ...

ଭରତପୁର ଘଟଣା: କାଲି ହେବ ମିଛ ସତର ପରୀକ୍ଷା, ଗୁଜୁରାଟ ଯିବେ….

ଭୁବନେଶ୍ୱର,୨୮।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ  ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ଆଉ ୪ ପୋଲିସ ଅଧିକାରୀଙ୍କର ପଲିଗ୍ରାଫ ଟେଷ୍ଟ ହେବ। ଏଥିଲାଗି ସେମାନଙ୍କୁ ନେଇ  ରବିବାର କ୍ରାଇମବ୍ରାଞ୍ଚ ଟିମ୍‌ ଗୁଜରାଟ ଯିବ।...

ଲୋକସେବା ଭବନରେ କେତେଟା ରାତି ଯାଏ ରୁହନ୍ତି ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୮ା୯:ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଜିଲାପାଳ ଓ ଏସପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କଡ଼ା ବାର୍ତ୍ତାରେ ସମ୍ବୋଧନ କରି ନିଜ କଥା କହି ମୁଖ୍ୟମନ୍ତ୍ରୀ କହିଛନ୍ତି,...

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ହିଂସା: ଘଟଣାସ୍ଥଳ ପରିଦର୍ଶନ କଲେ ଡିଆଇଜି, କହିଲେ ହିଂସା ସୃଷ୍ଟିକାରୀଙ୍କୁ…

ଭଦ୍ରକ,୨୮ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ଇଣ୍ଟରନେଟ୍‌ ସେବା ବନ୍ଦ କରାଯାଇଛି। ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ନିର୍ଦ୍ଦେଶ କ୍ରମେ ଶନିବାରଠାରୁ...

ହୋମଗାର୍ଡଙ୍କ ମତ୍ୟୁ ପରେ ପରିବାରର ଜଣଙ୍କୁ ମିଳିବ…

ଭୁବନେଶ୍ୱର,୨୮ା୯ ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଏହି ଅବସରରେ ବିଗତ ସରକାରରେ ହୋମଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରିଥିଲେ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମ ସରକାରରେ ହୋମଗାର୍ଡଙ୍କ...

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୮ା୯: ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ଏଥିସହିତ ସାଧାରଣ ବଣ୍ଟନ ବ୍ୟବସ୍ଥା ଆଦେଶ ୨୦୧୬ ସଂଶୋଧିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri