ରାଜ୍ୟ

ବ୍ରାହ୍ମଣୀ ବ୍ରହ୍ମପୁର ବାଲିଘାଟରୁ ବେଆଇନ ଉତ୍ତୋଳନ

କବାଟବନ୍ଧ,୧୬ା୫(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ଜେନାପୁର ବ୍ରିଜ ନିକଟ ବ୍ରାହ୍ମଣୀ ନଦୀକୂଳ ପଠାରୁ ଅନୁମତି ନ ଥାଇ ବାଲି ଉଠାଣ ହେଉଛି। ଏନେଇ ନଦୀ ତଟବର୍ତ୍ତୀ ବ୍ରହ୍ମପୁର ଗ୍ରାମବାସୀ ଧର୍ମଶାଳା ତହସିଲଦାରଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ବ୍ରହ୍ମପୁର ଗ୍ରାମଟି...

ଶ୍ରମିକଙ୍କ କାମ କରୁଛି ମେଶିନ

ବରୀ,୧୬ା୫(ଡି.ଏନ.ଏ.): ବରୀ ବ୍ଲକ ବରୀ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ପୋଖରୀ ପୁନରୁଦ୍ଧାର ଓ ରାସ୍ତା କାର୍ଯ୍ୟ କରାଯାଉଛି। ତେବେ ଏହି କାର୍ଯ୍ୟ ଶ୍ରମିକଙ୍କ ଦ୍ୱାରା କରାଯିବାର ନିୟମ ଥିଲେ ମଧ୍ୟ...

ଜାଲ୍‌ ଦସ୍ତଖତରେ ଆଧାର ପଞ୍ଜୀକରଣ, ସଂଶୋଧନ

ରସୁଲପୁର,୧୬ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଓକାକ୍‌ କମ୍ପ୍ୟୁଟର ଲ୍ୟାବ୍‌ ପକ୍ଷରୁ ୨ ସ୍ବୀକୃତିପ୍ରାପ୍ତ ଆଧାରକେନ୍ଦ୍ର ଖୋଲାଯାଇଥିଲା। ତେବେ କେନ୍ଦ୍ର ପରିଚାଳକ ଆଧାର ପଞ୍ଜୀକରଣ ଓ ତ୍ରୁଟି ସଂଶୋଧନ ବେଳେ ବେଆଇନ କାର୍ଯ୍ୟରେ ସମ୍ପୃକ୍ତ ଥିବା ଦର୍ଶାଇ କମ୍ପ୍ୟୁଟର ଲ୍ୟାବ୍‌ ପକ୍ଷରୁ...

ଏନ୍‌ଏଚ୍‌ଏଆଇ ଅବହେଳାରୁ ଦୁର୍ଘଟଣା ବୃଦ୍ଧି

ଯାଜପୁର ଅଫିସ,୧୬ା୫: ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ କେନ୍ଦ୍ର ସରକାର ବିପୁଳ ଅର୍ଥ ବ୍ୟୟବରାଦ କରି ଜାତୀୟ ରାଜପଥ (ଏନ୍‌ଏଚ୍‌) ନିର୍ମାଣ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଓ ଠିକାଦାରଙ୍କ ମଧ୍ୟରେ ସାଲିସ ଯୋଗୁ ରାଜପଥ...

୧୭୦ ଆଦିବାସୀ ସମ୍ପ୍ରଦାୟ ଜନଜାତି ମାନ୍ୟତାରୁ ବଞ୍ଚିତ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଜନଜାତି ମାନ୍ୟତା ପ୍ରସଙ୍ଗରେ ରାଜ୍ୟ ସରକାର ସହଯୋଗ କରୁନାହାନ୍ତି। ଏଥିଯୋଗୁ ରାଜ୍ୟର ୧୭୦ ଆଦିବାସୀ ସମ୍ପ୍ରଦାୟ ଜନଜାତି ମାନ୍ୟତା ପାଇନାହାନ୍ତି। ରବିବାର ଭାଜପା ରାଜ୍ୟ ଉପସଭାପତି ବଳଭଦ୍ର ମାଝି ଏଭଳି ଅଭିଯୋଗ କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ...

ଚାପରେ ଅଛନ୍ତି ସ୍ଥାନୀୟ ବିଧାୟକ: ଜୁଏଲ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମକୁ ନେଇ ଭାଜପା ନେତାମାନଙ୍କ ମଧ୍ୟରେ ଏକ ପ୍ରକାର ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ତେବେ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ବିଭିନ୍ନ ସମୟରେ ବଦଳୁଥିବା ମତ ନେଇ ମୁଖ୍ୟତଃ ଭାଜପା ନେତାଙ୍କ...

ବଦଳିଲେ ମାହାଙ୍ଗା ଥାନା ଅଧିକାରୀ

ନିଶ୍ଚିନ୍ତକୋଇଲି,୧୬ା୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିକାରୀ ନୀହାର ରଞ୍ଜନ ମହାନ୍ତିଙ୍କୁ ରବିବାର ଗ୍ରାମାଞ୍ଚଳ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବଦଳି କରିଦିଆଯାଇଛି। ସେ ଦୀର୍ଘଦିନ ହେବ ନେମାଳ ଓ ପରେ ମାହାଙ୍ଗା ଥାନା ଅଧିକାରୀଭାବେ କାର୍ଯ୍ୟ କରି ଆସୁଥିଲେ। ତାଙ୍କ ସ୍ତ୍ରୀ...

ଜଳ ପାଇଁ ଜଙ୍ଗଲମୁହାଁ ପିଲା

କେନ୍ଦୁଝର, ୧୬।୫(ସ୍ବ.ପ୍ର.): ‘୫-ଟି’ ବ୍ୟବସ୍ଥାରେ ବଦଳୁଛି ବିଦ୍ୟାଳୟ। ଚିକିମିକିଆ ସ୍ମାର୍ଟ କ୍ଲାସ୍‌ ରୁମ୍‌ର ଚିନ୍ତାମୁକ୍ତ ବାତାବରଣରେ ପାଠ ପଢୁଛନ୍ତି ପିଲା। ଏହାକୁ ନେଇ ରାଜ୍ୟ ସରକାର ସାଉଁଟୁଛନ୍ତି ପ୍ରଶଂସା। ଶିକ୍ଷା ଭିତ୍ତିଭୂମିର ଏଭଳି ପରିବର୍ତ୍ତନକୁ ସ୍ବାଗତ କରୁଛନ୍ତି ବୁଦ୍ଧିଜୀବୀ। ତେବେ...

୧୯ ସୁଦ୍ଧା ଆଉ ଏକ ଲଘୁଚାପ: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୬।୫(ବ୍ୟୁରୋ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ ସୃଷ୍ଟି ହେବ। ଏହା...

ଜୁଲାଇ ପ୍ରଥମ ସପ୍ତାହରେ ଯୁକ୍ତ୨ ଫଳ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଯୁକ୍ତ୨ ପରୀକ୍ଷାର ପ୍ରଥମ ପର୍ଯ୍ୟାୟ ସରିଥିବାବେଳେ ୨ୟ ପର୍ଯ୍ୟାୟ ଗତ ୧୧ ତାରିଖରୁ ଆରମ୍ଭ ହୋଇଛି। ଏହା ୩୧ ତାରିଖ ଯାଏ ଚାଲିବ। ତେବେ ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଆସନ୍ତା ୨୨ ତାରିଖ...

ପ୍ରଚାର ଆରମ୍ଭ କଲେ ଅଳକା

ବ୍ରଜରାଜନଗର,୧୫।୫(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳର ପ୍ରାର୍ଥୀ/ପ୍ରାର୍ଥତ୍ନୀ ଆରାଧ୍ୟ ଦେବତାଙ୍କୁ ପୂଜାର୍ଚ୍ଚନା କରି ପ୍ରଚାର ଆରମ୍ଭ କରିଛନ୍ତି। ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥତ୍ନୀ ଅଳକା ମହାନ୍ତି ବ୍ରଜରାଜନଗରର ଆରାଧ୍ୟ ଦେବୀ...

ନିର୍ବାଚନୀ ପ୍ରଚାରରେ ଆସି କଂଗ୍ରେସକୁ କଟାକ୍ଷ କଲେ ଜୟନାରାୟଣ

ଝାରସୁଗଡ଼ା ଅଫିସ,୧୫।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଯାଇଛି। ଏପରିକି ବିଭିନ୍ନ ଦଳର ରାଜନେତା ପ୍ରଚାର ଲାଗି ବ୍ରଜରାଜନଗରରେ ପହଞ୍ଚତ୍ବା ଆରମ୍ଭ କଲେଣି। ଭୋଟରଙ୍କୁ ନିଜ ସପକ୍ଷରେ ଆଣିବା ପାଇଁ ବିରୋଧୀ ଦଳକୁ ଆକ୍ଷେପ କରି କଟାକ୍ଷ କରିବାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri