ରାଜ୍ୟ

ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତିଙ୍କ ପରଲୋକ

କଟକ ଅଫିସ,୧୪।୫: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ତେବେ ବୟସାଧିକ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୧୯୮୩ ମସିହାରୁ...

ଏସ୍‌ପି ଅଫିସ ଆଗରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଛତ୍ରପୁର,୧୪ା୫(ଡି.ଏନ୍‌.ଏ.): ଛତ୍ରପୁରସ୍ଥିତ ଗଞ୍ଜାମ ଏସ୍‌ପିଙ୍କ ଅଫିସ ଆଗରେ ଶନିବାର ସନ୍ଧ୍ୟାରେ ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କରିଛନ୍ତି। ସେ ହେଲେ ରମ୍ଭା ଥାନା ଅଧୀନ ବୋରିଗାଁର ବାଦଲ ସାହୁ। ମିଳିଥିବା ସୂଚନାନୁସାରେ ବାଦଲ ଏସ୍‌ପିଙ୍କୁ ଭେଟିବା ପାଇଁ ଯାଇଥିଲେ। ଏସ୍‌ପିଙ୍କ ଅନୁପସ୍ଥିତିରେ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୯୮୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ସ୍କୁଲ ଆଣିବେ ଶିକ୍ଷକ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ବର୍ତ୍ତମାନ ସ୍କୁଲ୍‌କୁ ୭୦ ପ୍ରତିଶତ ଛାତ୍ରୀଛାତ୍ର ଆସୁଛନ୍ତି। ବାକି ୩୦ ପ୍ରତିଶତ ଛାତ୍ରୀଛାତ୍ର କୁଆଡେ ଗଲେ, ସେମାନଙ୍କୁ ସ୍କୁଲକୁ ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ଗଣଶିକ୍ଷା ବିଭାଗର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି ।...

ମାନସୀ ଜେନାଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭିଜିଲାନ୍ସ ଅଫିସର ମାନସୀ ଜେନାଙ୍କୁ ଶନିବାର ଭିଜିଲାନ୍ସ ଗିରଫ କରିଛି। ଶୁକ୍ରବାର ସେ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ। ଜଣେ ସରକାରୀ ଅଧିକାରୀଙ୍କ ନାମରେ ଚାଲିଥିବା ମାମଲାକୁ ରଫାଦଫା କରିବାକୁ ବରଗଡ଼ର ମୁକେଶ ସାହୁ...

ପଦବୀ ଖାଲି, ହୋଇପାରୁନି ଶୁଣାଣି

ବାଲେଶ୍ୱର ଅଫିସ, ୧୪।୫ ବାଲେଶ୍ୱର ସହର ଏଡିଏମ୍‌ ଛକ ନିକଟରେ ରହିଛି ଅତିରିକ୍ତ/ଯୁଗ୍ମ କମିଶନରଙ୍କ ଚକବନ୍ଦୀ ଓ ବନ୍ଦୋବସ୍ତ ଅଦାଲତ। ଏହି ଅଦାଲତରେ ଭଦ୍ରକ ଓ ବାଲେଶ୍ୱର ଜିଲାର ସମସ୍ତ ଜମିବାଡ଼ି ଓ ସମ୍ପତ୍ତିଗତ ମକଦ୍ଦମାର ଶୁଣାଣି ହୋଇଥାଏ। ଚାନ୍ଦବାଲିଠାରୁ...

ଘୋଷଣାରେ ସୀମିତ ପ୍ରକଳ୍ପ

ଢେଙ୍କାନାଳ ଅଫିସ, ୧୪।୫ ଢେଙ୍କାନାଳ ଜିଲାବାସୀଙ୍କ ପାଇଁ ପ୍ରସ୍ତାବିତ ଜନହିତକର ପ୍ରକଳ୍ପ କେବଳ ଘୋଷଣାରେ ସୀମିତ ରହିଯାଉଛି। ଏହାକୁ ନେଇ ଉଦ୍‌ବେଗ ବ୍ୟକ୍ତ କରିଛି ସଚେତନ ନାଗରିକ ଫୋରମ୍‌। ଏହାର ପ୍ରତିବାଦରେ ଶୁକ୍ରବାର ଜିଲାପାଳଙ୍କୁ ୫ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ...

ମଷ୍ଟର ରୋଲ୍‌ରେ ଦାଦନଙ୍କ ନାଁ

କାମାକ୍ଷାନଗର, ୧୪।୫ (ଡି.ଏନ୍‌.ଏ.) ତେଲଙ୍ଗାନାରେ ଖଟୁଛନ୍ତି ଦାଦନ। ଦୀର୍ଘଦିନ ହେଲା ଗଁାରେ ନାହାନ୍ତି। ଅଥଚ ଗ୍ରାମରେ ଚାଲିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ମଷ୍ଟର ରୋଲ୍‌ରେ ତାଲିକାଭୁକ୍ତ ହୋଇଛି ନଁା। କେବଳ ଏତିକି ନୁହେଁ,...

ସ୍ତ୍ରୀଙ୍କୁ ଗିରଫ ପରେ ଭିଜିଲାନ୍ସ ଅଫିସ୍‌ରେ ହାଜର ହେଲେ ମାହାଙ୍ଗା ଆଇଆଇସି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାୟଗଡ଼ା ଅବକାରୀ ଅଧୀକ୍ଷକ ନିନା ବେଉରାଙ୍କ ଗିରଫ ଘଟଣାରେ ମାହାଙ୍ଗା ଆଇଆଇସି ଭିଜିଲାନ୍ସ ଅଫିସ୍‌ରେ ହାଜର ହୋଇଛନ୍ତି। ଭିଜିଲାନ୍ସ ନିର୍ଦ୍ଦେଶରେ ସେ ଭୁବନେଶ୍ୱର ଭିଜିଲାନ୍ସ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ନିନାଙ୍କ ସ୍ବାମୀ ହେଉଛନ୍ତି ମାହାଙ୍ଗା ଥାନା ଆଇଆଇସି ନୀହାର...

ପୁରୀରୁ ୩ କେଜି ବ୍ରାଉନ୍‌ସୁଗାର ଜବତ

ପୁରୀ ଅଫିସ, ୧୪।୫ : ପୁରୀ ମଙ୍ଗଳଘାଟ ଅଞ୍ଚଳରୁ ଶନିବାର ୩ କେଜି ୧୯୨ ଗ୍ରାମର ବ୍ରାଉନ୍‌ସୁଗାର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି। ସୂଚନାନୁସାରେ, ରାଜଧାନୀରୁ ପୁରୀକୁ ଆସୁଥିଲା ବ୍ରାଉନ୍‌ସୁଗାର। ବାସେଲି...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୀ ଅଫିସ,୧୪।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଆଇଏନ୍‌ଟିଏସିଏଚ୍‌। ମାମଲା ହାଇକୋର୍ଟରେ ବିଚାରାଧୀନ ଥିବାରୁ କାମ ସ୍ଥଗିତ ରହୁ ବୋଲି ଦାବି କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଭକ୍ତଙ୍କ ମଧ୍ୟରେ ଉଦ୍‌ବେଗ...

ଭିଜିଲାନ୍ସ ଜାଲରେ ଅବକାରୀ ଅଧୀକ୍ଷକ

ରାୟଗଡା, ୧୪।୦୫: ଭିଜିଲାନ୍ସ ଜାଲରେ ରାୟଗଡା ଅବକାରୀ ବିଭାଗ ଅଧୀକ୍ଷକ ନୀନା ବେଉରା। ରାୟଗଡାରୁ ନଗଦ ୬ ଲକ୍ଷ ଟଙ୍କା ଧରି ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ନିକଟରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ତେବେ ଟଙ୍କା କେଉଁଠୁ ଆଣିଥିଲେ ସେନେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri