ରାଜ୍ୟ

କଂଗ୍ରେସ ପ୍ରାର୍ଥୀଙ୍କ ପ୍ରଚାର ଆରମ୍ଭ

ଝାରସୁଗୁଡ଼ା ଅଫିସ,୧୩ା୫: ଆସନ୍ତା ୩୧ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। କଂଗ୍ରେସ ଦଳର ପ୍ରାର୍ଥୀ କିଶୋର ଚନ୍ଦ୍ର ପଟେଲ ତାଙ୍କ ସମର୍ଥକଙ୍କ ସହିତ ଗୁରୁବାର ବ୍ରଜରାଜନଗର ଗଣ୍ଡଘୋରା ଗ୍ରାମର ଗ୍ରାମଦେବୀ ମା’ ମୂଳଗୁଡି ମନ୍ଦିରରେ ପୂଜାର୍ଚ୍ଚନା କରି ପ୍ରଚାର ମଇଦାନକୁ...

ଆଉ ଏକ ମାଷ୍ଟର ଷ୍ଟ୍ରୋକ୍‌ ଅପେକ୍ଷାରେ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସଭା ଆସନ ଲାଗି ଆସନ୍ତା ଜୁନ୍‌ ୧୦ ତାରିଖରେ ନିର୍ବାଚନ ହେବ। ଏଥିପାଇଁ ଆସନ୍ତା ୨୪ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବାବେଳେ ୩୧ରେ ନାମାଙ୍କନ ଦାଖଲର ଶେଷ ତାରିଖ। ଓଡ଼ିଶାର ୩ ରାଜ୍ୟ ସଭାସଦସ୍ୟ...

‘ବନାଗ୍ନି ହ୍ରାସ ପାଇଁ ଯୋଜନା ପ୍ରସ୍ତୁତ କର’

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟରେ ଜଙ୍ଗଲ ସମ୍ପଦ ବୃଦ୍ଧି ପାଇଛି। ତା’ ସହିତ ବନାଗ୍ନି ପ୍ରକୋପ ମଧ୍ୟ ବଢୁଛି। ହାତୀ-ମଣିଷ ଲଢ଼େଇ, ବନ୍ୟପ୍ରାଣୀ ଅଙ୍ଗ ଚୋରା ଚାଲାଣ ମୁଖ୍ୟ ସମସ୍ୟା ଭାବେ ଦେଖାଦେଇଛି। ଏହାକୁ ହ୍ରାସ କରିବା ପାଇଁ ଏକ ସମନ୍ବିତ ଯୋଜନା...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଢାଞ୍ଚାରେ ପରିବର୍ତ୍ତନ

ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଢାଞ୍ଚାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ଏଣିକି ନିଷିଦ୍ଧାଞ୍ଚଳ ବାହାରେ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣ କରାଯିବ। ଭୁବନେଶ୍ୱରସ୍ଥିତ ଓଡ଼ିଶା ସେତୁ ନିର୍ମାଣ ନିଗମର କନଫରେନ୍ସ ହଲ୍‌ରେ ବୁଧବାର ଗଜପତି ମହାରାଜାଙ୍କ...

ଆଗୁଆ ଆସିବ ମୌସୁମୀ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଚଳିତବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗୁଆ ଆସିବ। ନିର୍ଦ୍ଧାରିତ ସମୟର ୫ଦିନ ପୂର୍ବରୁ ଅର୍ଥାତ୍‌ ମେ’ ୧୫ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ସକ୍ରିୟ ହେବା ସହ ଦକ୍ଷିଣପୂର୍ବ ବଙ୍ଗୋପସାଗର ଆଡ଼କୁ ଅଗ୍ରସର ହେବ। ଏଥିଲାଗି ପାଗ...

ପରିଚାଳନା ଦାୟିତ୍ୱ ନେଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ତାଳଚେର ମେଡିକାଲ କଲେଜର ପରିଚାଳନା ଦାୟିତ୍ୱ ରାଜ୍ୟ ସରକାର ନିଜ ହାତକୁ ନେଇଛନ୍ତି। ମହାନଦୀ କୋଲ୍‌ଫିଲ୍ଡସ ଲିମିଟେଡ(ଏମ୍‌ସିଏଲ) ଦ୍ୱାରା ଦିଆଯାଇଥିବା ଏହି ପ୍ରସ୍ତାବକୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅନୁମୋଦନ କରିଛନ୍ତି। ଏହି ମେଡିକାଲ କଲେଜକୁ ମହାନଦୀ...

ବୁଲେଟ୍‌ରୁ ସାଇଲେନ୍ସର ଖୋଲିଲା ପୋଲିସ,୧.୩୮ଲକ୍ଷ ଜରିମାନା

ଝାରସୁଗୁଡ଼ା ଅଫିସ,୧୨ା୫: ଝାରସୁଗୁଡା ସହରରେ ଦ୍ରୁତଗତିରେ ଚଳାଚଳ କରୁଥିବା ୯ ବୁଲେଟ୍‌କୁ ଟାଉନ ଥାନା ପୋଲିସ ଧରି ଏଥିରେ ଲାଗିଥିବା ମାତ୍ରାଧିକ ଶବ୍ଦ ପ୍ରଦୂଷଣକାରୀ ସାଇଲେନ୍ସରକୁ ଖୋଲିଦେଇଛି। ପୋଲିସ ଧରିଥିବା ସମସ୍ତ ବୁଲେଟ୍‌ ଆର୍‌ଟିଓଙ୍କୁ ଜିମାଦେଲା ପରେ ଚାଳକଙ୍କ ନିକଟରୁ୧ଲକ୍ଷ...

ବ୍ରଜରାଜନଗର ଉପନିର୍ବାଚନ:ସମସ୍ତ ୧୪ ନାମାଙ୍କନପତ୍ର କାଏମ

ଝାରସୁଗୁଡ଼ା ଅଫିସ, ୧୨ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସମୁଦାୟ ୧୪ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଗୁରୁବାର ଯାଞ୍ଚ ପରେ ସମସ୍ତ ନାମାଙ୍କନପତ୍ର କାଏମ ରହିଛି ବୋଲି ରିଟର୍ନିଂ ଅଫିସର ଉପଜିଲାପାଳ ଦୟାମୟ ପାଢ଼ୀ କହିଛନ୍ତି। ଆସନ୍ତା ୧୭ରେ ନାମାଙ୍କନପତ୍ର...

ପୂର୍ବତନ ସିଡିଭିଓଙ୍କୁ ୨ ବର୍ଷ ଜେଲ ସହ ୫ ହଜାର ଜରିମାନା

ବ୍ରହ୍ମପୁର ଅଫିସ,୧୨।୫ : ଗଜପତି ଜିଲା ପାରଳାଖେମୁଣ୍ଡି ପୂର୍ବତନ ସିଡିଭିଓ ଡକ୍ଟର ଜଳଧର ମଲ୍ଲିକଙ୍କୁ ୨ବର୍ଷ କାରାଦଣ୍ଡ ସହିତ ୫ ହଜାର ଟଙ୍କା ଜରିମାନା। ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ଏ ନେଇ ଗୁରୁବାର ରାୟ ଶୁଣାଇଛନ୍ତି। ଲାଞ୍ଚ ନେଇ...

ଚାଲୁ ରହିବ ତାଳଚେର ମେଡିକାଲ କଲେଜ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ତାଳଚେର ମେଡିକାଲ କଲେଜ ଚାଲୁ କରିବାକୁ ମୁଖ୍ୟମନ୍ତ୍ରୀ ପବୀନ ପଟ୍ଟନାୟକ ଗୁରୁବାର ମଞ୍ଜୁରୀ ଦେଇଛନ୍ତି। ରାଜ୍ୟ ସରକାର ଏବଂ ଏମ୍‌ସିଏଲର ମିଳିତ ଭାଗିଦାରୀରେ ମେଡିକାଲ କଲେଜ ଚାଲିବ । ତେବେ ଭିତ୍ତିଭୂମି ଓ ପରିଚାଳନା ଅର୍ଥ ମହାନଦୀ କୋଲଫିଲ୍‌ଡ...

ରାଜ୍ୟରୁ ସୁସ୍ଥ ହେଲେ ୩୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ଆଉ ୩୩ ଜଣ କରୋନା ଆକ୍ରାନ୍ତ। ଏଯାବତ୍‌ ୧୨ ଲକ୍ଷ ୭୮ହଜାର ୯୭୨ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ ସମ୍ପର୍କ ବିଭାଗ...

ରାଜ୍ୟ ସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ଆସନରେ ଜୁନ୍‌ ୧୦ରେ ଏହି ନିର୍ବାଚନ ଅନୁଷ୍ଠିତ ହେବ। ଏନ୍‌ ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟ ଏବଂ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରୁଥିବାରୁ ଏହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri