ରାଜ୍ୟ

ଗ୍ରାମଦେବୀଙ୍କ ଆଶୀର୍ବାଦ ନେଇ କଂଗ୍ରେସ ପ୍ରାର୍ଥୀ କିଶୋରଙ୍କ ପ୍ରଚାର ଆରମ୍ଭ

ଝାରସୁଗୁଡ଼ା ଅଫିସ,୧୨।୫: ମେ ୩୧ ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ। ଏହି ପରିପ୍ରେକ୍ଷୀରେ ବୁଧବାର ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ ଶେଷ ହୋଇଛି। ୧୨ ତାରିଖ ଗୁରୁବାର ନାମାଙ୍କନପତ୍ର ଯାଞ୍ଚ ଚାଲିଥିବା ବେଳେ ୧୭ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ରହିଛି ।...

ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ: ସ୍ବାମୀ, ଶାଶୁ-ଶ୍ୱଶୁର ଫେରାର

ଦିଗପହଣ୍ଡି,୧୨ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ସାମନ୍ତରାପୁର ଗ୍ରାମର ମାମି ଗୌଡ଼ଙ୍କୁ ତାଙ୍କ ସ୍ବାମୀ, ଶାଶୁ ଓ ଶ୍ୱଶୁର ଯୌତୁକ ପାଇଁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ମାମିଙ୍କ ଏତଲା ଅନୁଯାୟୀ, କେ.ନୂଆଗାଁ ଥାନା ଆଇଆଇସି ମୃତ୍ୟୁଞ୍ଜୟ ସ୍ବାଇଁ...

ଭାଇଙ୍କୁ ହାଣିଲେ ଭାଇ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ବାଲିପାଟଣା ଥାନା ସରାଟ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇଙ୍କୁ ହାଣିଛନ୍ତି ଆଉ ଜଣେ ଭାଇ। ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣକାରୀ ତଥା ସାବତ...

ଡ୍ୟାନ୍ସ ବାର୍‌ ଖୋଲିବାକୁ ମିଳିଲା ଅନୁମତି

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ କୋହଳ ହେଲା କଟକଣା। ମହାମାରୀ କରୋନାକୁ ନେଇ ଡ୍ୟାନ୍ସ ବାର୍‌ ଉପରେ ଲାଗୁ ହୋଇଥିବା କଟକଣାକୁ ଶେଷରେ କୋହଳ କରାଯାଇଛି। ଏଣିକି ରାତି ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ ଡ୍ୟାନ୍ସ ବାର୍‌ ।...

ଓଲଟିଲା ଯାତ୍ରାପାର୍ଟି ବସ୍‌, ୧୦ରୁ ଅଧିକ ଆହତ

କାମାକ୍ଷାନଗର,୧୨ା୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ମହାବିରୋଡ୍‌ ଫାଣ୍ଡି ଜରଡ଼ା ଘାଟିରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଉକ୍ତ ଘାଟିରେ ‘ଜଗଦମ୍ବା’ ନାମକ ଯାତ୍ରା ପାର୍ଟି ବସ୍‌ ଓଲଟି ପଡ଼ିବାରୁ ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨...

ବିପର୍ଯ୍ୟୟ ପରିଚାଳନା ପାଠ ପଢ଼ିବେ ପିଲା

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷ ଅର୍ଥାତ ୨୦୨୩ରୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବିପର୍ଯ୍ୟୟ ପରିଚାଳନା କୋର୍ସ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତା’ର ପାଠ୍ୟକ୍ରମ ପ୍ରସ୍ତୁତ କରୁଛନ୍ତି। ୨୦୨୩ ପାଇଁ ଯେଉଁ ବହି ପ୍ରିଣ୍ଟ ହେଉଛି, ସେଥିରେ ଏହି ପାଠ୍ୟକ୍ରମ...

୫ ଲକ୍ଷର ପକ୍କା ରାସ୍ତା ୫ମାସରେ ନଷ୍ଟ

ବାରିପଦା ଅଫିସ,୧୨।୫: ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସହରର ୱାର୍ଡନଂ.୨୭ରେ ୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏକ ପକ୍କା ରାସ୍ତା ୫ମାସ ମଧ୍ୟରେ ନଷ୍ଟ ହୋଇଯିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ୱାର୍ଡବାସୀ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ...

୩୦ ଫୁଟ ଉଚ୍ଚ କୋଠାରେ କାମ କରୁଥିଲେ ଯୁବକ, ତଳକୁ ଖସିପଡ଼ିବା ସମୟରେ ଲାଗିଲା କରେଣ୍ଟ

ଦାରିଙ୍ଗବାଡ଼ି,୧୨ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତିନିଛକ ବଜାର ମଧ୍ୟରେ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁବାର ସକାଳେ ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଅଞ୍ଚଳର କାଳୁ ପ୍ରଧାନ(୩୦)। କାଳୁଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର...

ଜେଇ ଟଙ୍କା ନେଉଥିବା ଭିଡିଓ ଭାଇରାଲ

ବାଲେଶ୍ୱର ଅଫିସ,୧୨।୫: ବାଲେଶ୍ୱର ଜିଲାର ରେମୁଣା ବ୍ଲକ ଜେଇ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବା ଏକ ଭିଡ଼ିଓ ଭାଇରାଲ୍‌ ହେଉଛି। ଏହାକୁ ନେଇ ଉପରିସ୍ଥ ଅଧିକାରୀମାନେ ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷରେ ଜେଇ ଜଣକ ତାଙ୍କ ବିରୋଧରେ ଏହା ଷଡ଼ଯନ୍ତ୍ର...

ଚଢ଼ାଉ ପରେ ଇଡିର କାର୍ଯ୍ୟାନୁଷ୍ଠାନ: ପୂର୍ବତନ ବିଧାୟକଙ୍କ ୧୩୩ କୋଟିର ଜମା ସିଜ

ଭୁବନେଶ୍ୱର,୧୨।୫(ବ୍ୟୁରୋ): କେନ୍ଦୁଝର ଜିଲା ଚମ୍ପୁଆର ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ୧୩୩ କୋଟିର ଜମାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସିଜ କରିଛି। ଏଥିସହ ତାଙ୍କ ୬୯ ଲକ୍ଷର ନଗଦ ଟଙ୍କା ମଧ୍ୟ ଜବତ କରାଯାଇଛି। ଅର୍ଥ ହେରଫେର ମାମଲାରେ ଜିତୁଙ୍କ ଘରେ...

ରାତି ଅଧରେ ରାଜଧାନୀରେ ଏନ୍‌କାଉଣ୍ଟର: ଅପରାଧୀ ଚକରା ଆହତ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଚକରା ବାରିକ ଆହତ। ବୁଧବାର ମଧ୍ୟରାତ୍ରରେ ବରମୁଣ୍ଡା ହାଇସ୍କୁଲ ପଡ଼ିଆରେ ହୋଇଥିବା ଏନକାଉଣ୍ଟରରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି। ଆହତ ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି...

ସବୁ ବନ୍ଦରରୁ ହଟିଲା ବାତ୍ୟା ବିପଦ ସଙ୍କେତ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ‘ଅସାନି’ ବାତ୍ୟା ସ୍ଥଳଭାଗ ଛୁଇଁ ସାରିଥିବାରୁ ଓଡ଼ିଶାର ସବୁ ବନ୍ଦରରୁ ବିପଦ ସଙ୍କେତ ଉଠାଇ ଦିଆଯାଇଛି। ଫଳରେ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯିବାର ସମ୍ଭାବନା ରହିଛି। ଗୁରୁବାରଠାରୁ ରାଜ୍ୟରେ ପାଣିପାଗ ବଦଳିବ। ମେଘମୁକ୍ତ ଆକାଶ ସହ ତାପମାତ୍ରା ମଧ୍ୟ ବୃଦ୍ଧି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri