ରାଜ୍ୟ

୨୪ ଘଣ୍ଟାରେ ୧୪: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ମଧ୍ୟରେ ୪ଜଣ ସଂକ୍ରମିତ ଥିବା ବେଳେ କ୍ୱାରାଣ୍ଟାଇନ୍‌ରୁ ୮ ଏବଂ ଲୋକାଲ କେସ୍‌ ୬ ରହିଛି। ଏନେଇ ରାଜ୍ୟ ସୂଚନା...

ମୟୂରଭଞ୍ଜ ଜିଲା: ଦୁର୍ଘଟଣା ମୃତ୍ୟୁ ଚିନ୍ତାଜନକ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଦ୍ୱାରଶୁଣୀ ଘାଟି ମୟୂରଭଞ୍ଜ ଜିଲାର ବିପଦପୂର୍ଣ୍ଣ ସ୍ଥାନ। ପ୍ରତି ମାସରେ ଏଠି ୨ରୁ ୩ଟି ଦୁର୍ଘଟଣା ଘଟୁଛି। ଡିଆର୍‌ଏସ୍‌ସି ବୈଠକରେ ଏହି ସମସ୍ୟା ଉପରେ ନିୟମିତ ଆଲୋଚନା ହେଉଛି। ହେଲେ ଏନ୍‌ଏଚ୍‌ଏଆଇ ପକ୍ଷରୁ ଏନେଇ ଅସହଯୋଗ କରାଯାଉଛି। ଡିଆର୍‌ଏସ୍‌ସି...

ପ୍ରେମ ପାଇଁ ୨ ପ୍ରେମିକ ହଟହଟା: ଜଣେ ବାହାହେଲେ, ଜଣେ ଜରିମାନା ଗଣିଲେ

ଭଦ୍ରକ ଅଫିସ, ୧୨।୫: ପ୍ରେମ ପାଇଁ ଦୁଇଜଣ ପ୍ରେମିକଙ୍କୁ ହଟହଟା ହେବାକୁ ପଡ଼ିଛି। ଜଣଙ୍କୁ ବିବାହ କରିବାକୁ ପଡ଼ିଥିବା ବେଳେ ଅନ୍ୟ ଜଣଙ୍କୁ ଜରିମାନା ଗଣିବାକୁ ପଡିଛି। ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କାଉପୁର ସିରାପୁର ଅଞ୍ଚଳରେ ମଙ୍ଗଳବାର...

ବ୍ରାହ୍ମଣୀ-ଗୋବରୀ ନଦୀ ସଂଯୋଗୀକରଣ କାମ ଅଧାରୁ ବନ୍ଦ

ପଟ୍ଟମୁଣ୍ଡାଇ,୧୨ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରବାହିତ ୧୬ କି.ମି.ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ଫଳରେ ଏହି ନଦୀ ଉପରେ ନିର୍ଭର କରୁଥିବା ପଟ୍ଟାମୁଣ୍ଡାଇ ଅଞ୍ଚଳ ସମେତ ରାଜନଗର, ମହାକାଳପଡ଼ା, କେନ୍ଦ୍ରାପଡା ବ୍ଲକର ୩ ଲକ୍ଷରୁ ଊର୍ଦ୍ଧ୍ୱ...

ବୁଲାଗୋରୁଙ୍କ କବ୍‌ଜାରେ କଟକ-ଚାନ୍ଦବାଲି ରାସ୍ତା

ଆଳି,୧୨ା୫(ଡି.ଏନ.ଏ.): କଟକ-ଚାନ୍ଦବାଲି ରାସ୍ତାର ବିଭିନ୍ନ ଛକ ଏବେ ବୁଲାଗୋରୁଙ୍କ କବ୍‌ଜାରେ। ଏହି ଛକ ସ୍ଥାନଗୁଡିକରେ ମାଳମାଳ ବୁଲାଗୋରୁଙ୍କ ଅବାଧ ଚଳପ୍ରଚଳ ଯୋଗୁ ଗାଡି ଚାଳକମାନେ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ପ୍ରବେଶପଥ ପତ୍ରପୁର...

ନିର୍ମାଣ ବିଳମ୍ବ ହେଲେ ଚଢ଼ା ଦର: ଜାଣିଶୁଣି ଦିନ ଘୁଞ୍ଚାଇ ଚାଲିଛନ୍ତି…

ଯାଜପୁର ଅଫିସ,୧୨ା୫: ବିଳମ୍ବ ହେଲେ ଚଢ଼ା ଦର ମିଳିବ, ଏହି ନୀତିରେ ଯାଜପୁର ଜିଲା ଗ୍ରାମ୍ୟ ନିର୍ମାଣ ଡିଭିଜନରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଚାଲିଛି। ଦାୟିତ୍ୱରେ ଥିବା ଠିକାଦାର ଓ ଯନ୍ତ୍ରୀ ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ନିର୍ମାଣ ନ କରି...

କୂଳ ଖାଉଛି ମହାନଦୀ: ବିପଦରେ ୨ କାରଖାନା

ପାରାଦୀପ,୧୨ା୫ (ସ୍ବ.ପ୍ର.): ପାରାଦୀପର ଚଉମୁହାଣିଠାରୁ ମହାନଦୀର ମୁହାଣ ପର୍ଯ୍ୟନ୍ତ ପ୍ରାୟ ୧୨ କିମି ଜଗତ୍‌ସିଂହପୁର ଜିଲା ସୀମା ଅଞ୍ଚଳରେ ଏବେ କୂଳ ଖାଇବାରେ ଲାଗିଛି। ଯାହାଦ୍ୱାରା ନୂଆଗଡ ପଞ୍ଚାୟତ, ଏଏମ୍‌ଏନ୍‌ଏସ୍‌, ଇଫ୍‌କୋ କମ୍ପାନୀ, ବିଜୟଚାନ୍ଦପୁର, ପାରାଦୀପ ମାଛଧରା ବନ୍ଦର ଆଦି...

୧୧ ଏଏସ୍‌ପିଙ୍କୁ ଏସ୍‌ପି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟ ସରକାର ୧୧ ଜଣ ଓଡ଼ିଶା ପୋଲିସ ସେବା (ଓପିଏସ୍‌) ଅଧିକାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ସେହି ଅଧିକାରୀମାନଙ୍କୁ ଆଡିଶନାଲ ସୁପରିଣ୍ଟେଣ୍ଡେଣ୍ଟ ଅଫ ପୋଲିସ(ଏଏସ୍‌ପି)ରୁ ଏସ୍‌ପି(ସୁପରଟାଇମ ସ୍କେଲ)କୁ ପଦୋନ୍ନତି ଦିଆଯାଇଛି। ଏ ନେଇ ବୁଧବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି...

ଆଗକୁ ହେବ ଇ-କ୍ୟାବିନେଟ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଆଗାମୀ ଦିନରେ ରାଜ୍ୟ କ୍ୟାବିନେଟ ‘ଇ-କ୍ୟାବିନେଟ’ ହେବା ସହିତ ଏହା କାଗଜରହିତ ହେବ। ରାଜ୍ୟ ସରକାର ଏଥିପାଇଁ ଯୋଜନା ପ୍ରସ୍ତୁତ କରୁଥିବା ସୂଚନା ମିଳିଛି। ଡିଜିଟାଲ ଇଣ୍ଡିଆ କାର୍ଯ୍ୟକ୍ରମର ଏକ ଅଂଶ ଭାବେ ନ୍ୟାଶନାଲ ଇନ୍‌ଫରମେଟିକ୍ସ ସେଣ୍ଟର(ଏନ୍‌ଆଇସି) ଏହି...

ଜିଲାପାଳ, ଓବିସିସି, ଟାଟା ବିରୋଧରେ ମାମଲା ରୁଜୁ କର

ପୁରୀ ଅଫିସ,୧୨।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ଚାଲିଥିବା ବେଆଇନ ନିର୍ମାଣ ଓ ଖନନ କାର୍ଯ୍ୟ ବିରୋଧରେ ହୋଇଥିବା ମାମଲାର ଶୁଣାଣି କରି ପୁରୀ ଜିଲାପାଳ, ଓଡ଼ିଶା ବ୍ରିଜ୍‌ ଆଣ୍ଡ କନ୍‌ଷ୍ଟ୍ରକ୍‌ଶନ କମ୍ପାନୀ (ଓବିସିସି) ଏବଂ ଟାଟା ପ୍ରୋଜେକ୍ଟ ଲିମିଟେଡ୍‌...

ବିଳମ୍ବିତ ନ୍ୟାୟରେ ଅତିଷ୍ଠ, କୋର୍ଟ ପରିସରରେ ବିଷ ପିଇଲେ ମହିଳା ଆଇନଜୀବୀ

ବାଲେଶ୍ୱର ଅଫିସ, ୧୨।୫: ଅନ୍ୟଙ୍କୁ ନ୍ୟାୟ ଦେବାକୁ ବିଚାରାଳୟରେ ମାମଲା ଲଢ଼ୁଥିବା ଜଣେ ମହିଳା ଆଇନଜୀବୀ ଆଜି ନିଜ ପାରିବାରିକ ମାମଲାରେ ହତାଶ ହୋଇପଡ଼ିଛନ୍ତି। ବିଳମ୍ବିତ ନ୍ୟାୟିକ ପ୍ରକ୍ରିୟା ତାଙ୍କୁ ଏଭଳି ଅତିଷ୍ଠ କଲା ଯେ, ନ୍ୟାୟ ପାଇବା ଆଶା...

ଯୁବକଙ୍କୁ ହତ୍ୟା: ୩ ଅଭିଯୁକ୍ତ କୋର୍ଟ ଚାଲାଣ ପରେ ନିରପେକ୍ଷ ତଦନ୍ତ ଦାବିରେ ଧାରଣା

କୋକସରା,୧୧ା୫(ଡି.ଏନ୍‌.ଏ.): ପ୍ରଥମେ ଯୁବକଙ୍କୁ ହତ୍ୟା କରି ବେକରେ ଫାଶ ଦେଇ ଏକ ଶାଗୁଆନ ଗଛରେ ଝୁଲାଇ ଆତ୍ମହତ୍ୟାର ନାଟକ ରଚିଥିଲେ ଅଭିଯୁକ୍ତ । ହେଲେ ପରିବାରର ଅଭିଯୋଗ ପରେ ୪ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ପାରିପାଶର୍‌ବିକ ଅବସ୍ଥା ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri