ରାଜ୍ୟ

‘ଅସାନି’ ପ୍ରଭାବ: ୮ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’। ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ କେତେକ ଜିଲାରେ ବର୍ଷା ଲାଗି ରହିଛି। ତେବେ ପାଣିପାଗ ବିଭାଗ ପକ୍ଷରୁ ୮ଜିଲାକୁ ୟେଲୋ ଓ୍ବାନିର୍ଂ ଜାରି କରାଯାଇଛି।...

ଆଜି ୧୭ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ବୁଧବାର ୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ...

ଦୁର୍ବଳ ହେଲା ‘ଅସାନି’

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’। ବର୍ତ୍ତମାନ ଏହା ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ୫୪୦ କିମି ଦୂରରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟାରେ ଏହା ୧୨ କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ...

ବ୍ରଜରାଜନଗର ଉପନିର୍ବାଚନ: ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ

ଝାରସୁଗୁଡା ଅଫିସ,୧୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ତେବେ ବୁଧବାର ନାମାଙ୍କନପତ୍ର ଦାଖଲର ଶେଷ ଦିନ ରହିଛି। ଭାଜପା, ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଶେଷ ଦିନରେ ପ୍ରାର୍ଥୀପତ୍ର ଦାଖଲ କରିବେ। ତିନି ଦଳ ଝାରସୁଗୁଡାରେ ନିଜ...

‘ଶୃଙ୍ଖଳିତ ସୈନ୍ୟ ଭାବେ କାମ କରିବୁ’

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଓଡ଼ିଶା କଂଗ୍ରେସର ନେତାମାନେ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିବା ପରେ ଓଡ଼ିଶା ଫେରି ଆସିଛନ୍ତି। ତେବେ ରାହୁଲଙ୍କୁ ଭେଟିବା ପରେ ସମସ୍ତେ ଉତ୍ସାହିତ ଥିବା ଦେଖିବାକୁ ମିଳିଛି। ରାହୁଲଙ୍କ ସହ ଆଲୋଚନା ସଫଳ ହୋଇଥିବା ବେଳେ ଖୁବ୍‌ଶୀଘ୍ର...

ତେଜୁଛି ରାଜନୈତିକ ବିବାଦ

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଥମୁନାହିଁ। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଏବଂ ଅନୁଧ୍ୟାନ ରିପୋର୍ଟ ଦାଖଲ କରାଯିବା ପରେ ପୁଣି ଥରେ ମୁହିଁାମୁହିଁ ହୋଇଛନ୍ତି ଶାସକ ବିଜେଡି...

ମଦ୍ୟପାନରେ ଓଡ଼ିଶା ଆଗରେ

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ସର୍ବଭାରତୀୟ ହାର ଅପେକ୍ଷା ଓଡ଼ିଶାରେ ଅଧିକ ହାରରେ ପୁରୁଷମାନେ ମଦ୍ୟପାନ କରନ୍ତି। ସେହିଭଳି ଏହି କ୍ଷେତ୍ରରେ ଓଡ଼ିଶାର ମହିଳାମାନେ ବି ସର୍ବଭାରତୀୟ ହାର ଅପେକ୍ଷା ଆଗରେ ରହିଛନ୍ତି। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ରାଜ୍ୟର ସହରାଞ୍ଚଳ ତୁଳନାରେ ଗ୍ରାମାଞ୍ଚଳରେ...

ଡିସିପିଙ୍କୁ ଭେଟି ନ୍ୟାୟ ମାଗିଲେ ପରିବାରବର୍ଗ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜଧାନୀର ଇନ୍‌ଫୋସିଟି ଥାନା ଅନ୍ତର୍ଗତ ନନ୍ଦନବିହାରରେ ରହୁଥିବା ମଡେଲ ସୌମ୍ୟ ରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ମାମଲା କମିଶନରେଟ ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ଏହି ଘଟଣାର ଅଢ଼େଇ ମାସ ପରେ ଏପ୍ରିଲ...

ଦୋଷୀଙ୍କୁ ୨୫ବର୍ଷ ଦଣ୍ଡାଦେଶ

କଟକ ଅଫିସ,୧୧।୫: କଟକ ମଙ୍ଗଳାବାଗ ଥାନା ଅଧୀନ ଫ୍ରେଣ୍ଡ୍‌ସ କଲୋନୀ ଅଞ୍ଚଳରେ ରହୁଥିବା ଜଣେ ୫ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରିବା ମାମଲାରେ ଅଭିଯୁକ୍ତଙ୍କୁ ୨୫ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି କଟକ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ। ଏଥିସହ ଅଭିଯୁକ୍ତଙ୍କୁ ୧୦ହଜାର ଟଙ୍କା...

ଅନାବଶ୍ୟକ ହମ୍ପ୍‌ସ ହଟିବ

ଯାଜପୁର ଅଫିସ,୧୧ା୫: ରାଜ୍ୟରେ ସଡ଼କ ଦୁର୍ଘଟଣାରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏଥିପାଇଁ ସମସ୍ତ ଜିଲାପାଳ, ଏସ୍‌ପି, ଆର୍‌ଟିଓ ଏବଂ ଅନ୍ୟ ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ସମନ୍ବୟ ରଖି କାର୍ଯ୍ୟକଲେ ଦୁର୍ଘଟଣା ଓ ମୃତ୍ୟୁ ହ୍ରାସ ପାଇପାରିବ ବୋଲି ମୁଖ୍ୟ ଶାସନ...

ରଥଯାତ୍ରା ପାଇଁ ପ୍ରସ୍ତୁତ ରହିବାକୁ ଡିଜିପିଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୧ା୫: ଦୁଇ ବର୍ଷ ପରେ ଏଥର ପୁରୀରେ ରଥଯାତ୍ରା ପୂର୍ଣ୍ଣ ଭକ୍ତ ସମାଗମରେ ହେବ। ରେଳ ଯାତ୍ରୀଙ୍କ ସୁବିଧା ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବନ୍ଦୋବସ୍ତ କରିବାକୁ ଡିଜିପି ସୁନୀଲ ବଂଶଲ ନିର୍ଦ୍ଦେଶ ଦେଇଛନ୍ତି ା ଓଡ଼ିଶାରେ...

ଓୟୁଟିଆର୍‌ ନବକଳେବର ପାଇଁ ୧୫୦୦ କୋଟି

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଓଡ଼ିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ(ଓୟୁଟିଆର)ର ନବକଳେବର ହେବ। ଓୟୁଟିଆର ବିକାଶ ସମ୍ପର୍କିତ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଆସନ୍ତା ୩ ବର୍ଷରେ ୩ଟି ପର୍ଯ୍ୟାୟରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri