ରାଜ୍ୟ

ଆଜି ସ୍ଥଳଭାଗ ଛୁଇଁବ ‘ଅସାନି’

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ବାତ୍ୟା ‘ଅସାନି’ ବୁଧବାର ପୂର୍ବାହ୍ନ ୧୧ ସୁଦ୍ଧା ଆନ୍ଧ୍ରପ୍ରଦେଶର କାକିନାଡ଼ା-ବିଶାଖାପଟଣା ମଧ୍ୟଦେଇ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆକଳନ କରିଛି। ମଙ୍ଗଳବାର ‘ଅସାନି’ ଭୀଷଣ ବାତ୍ୟାରେ ପରିଣତ ହୋଇସାରିଛି। ଏହା ପଶ୍ଚିମ-କେନ୍ଦ୍ରୀୟ ଓ ଦକ୍ଷିଣ...

ଜୁନ୍‌ ୧୭ରୁ କାର୍ଯ୍ୟକ୍ଷମ ହେବ ୬୪ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର, ୧୦।୫(ବ୍ୟୁରୋ): ରାଜ୍ୟରେ ୨୫୦ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ରହିଛି। ଅବଶିଷ୍ଟ ୬୪ଟି ଆଦର୍ଶ ବିଦ୍ୟାଳୟକୁ ଆସନ୍ତା ଜୁନ ୧୭ ତାରିଖରୁ କାର୍ଯ୍ୟକ୍ଷମ କରାଯିବ। ଏହି ୬୪ଟି ବିଦ୍ୟାଳୟରେ ଜୁନ୍‌ ୧୭ ତାରିଖଠାରୁ ୬ଷ୍ଠ ଶ୍ରେଣୀ ପାଠପଢ଼ା ଆରମ୍ଭ...

କାକିନାଡ଼ା, ବିଶାଖାପାଟଣା ଛୁଇଁବ ବାତ୍ୟା ‘ଅସାନି’: ଉପକୂଳରେ ୫୦ କି.ମି. ବେଗରେ ବହିବ ପବନ

ଭୁବନେଶ୍ୱର,୧୦ା୫(ବ୍ୟୁରୋ)-ବାତ୍ୟା ‘ଅସାନି’ ସ୍ଥଳଭାଗ ଛୁଇଁପାରେ। ବୁଧବାର ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ସାମୁଦ୍ରିକ ଝଡ଼ କାକିନାଡ଼ା, ବିଶାଖାପାଟଣା ମଧ୍ୟଦେଇ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ବାତ୍ୟା ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୬୦୦ କିଲୋମିଟର ଏବଂ ପୁରୀଠାରୁ ଦକ୍ଷିଣ-ପଶ୍ଚିମ ଦିଗରେ ୫୭୦...

କୋର୍ଟରେ ସମାଧାନ ହେବ ନାହିଁ, ପ୍ରଧାନମନ୍ତ୍ରୀ ନିଜେ ହସ୍ତକ୍ଷେପ କରନ୍ତୁ: ଜୟନ୍ତ

ପୁରୀ ଅଫିସ,୧୦।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ହାଇକୋର୍ଟରେ ଏଏସ୍‌ଆଇ ଦାଖଲ କରିଥିବା ସତ୍ୟପାଠ ଓ ଅନୁଧ୍ୟାନ ରିପୋର୍ଟକୁ ନେଇ ବିବାଦ ବଢିବାରେ ଲାଗିଛି। ଏନେଇ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ କହିଛନ୍ତି, ଯାହା କ୍ଷତି ଏଥିଲାଗି ହୋଇଛି ତାହା...

ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ପଡ଼ିଲା ମହଙ୍ଗା: ଜେଲ ଗଲେ ୨ ଅଭିଯୁକ୍ତ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ବାଲି ଚୋରା ଚାଲାଣ ଚଢ଼ାଉ ବେଳେ ବାଲି ମାଫିଆମାନେ ଅତିରିକ୍ତ ତହସିଲଦାର ଏବଂ ୩ ଆର୍‌ଆଇଙ୍କୁ ଆକ୍ରମଣ କରି ଲହୁଲୁହାଣ କରିବା ପଡ଼ିଛି ମହଙ୍ଗା। ଉକ୍ତ ଘଟଣାରେ ପୋଲିସ ୨ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ମଙ୍ଗଳବାର...

ଓୟୁଟିଆର୍‌ର ହେବ ନବକଳେବର: ୩ ବର୍ଷରେ ଖର୍ଚ୍ଚ ହେବ ୧୫୦୦ କୋଟି

ଭୁବନେଶ୍ୱର,୧୦।୫(ବ୍ୟୁରୋ): ଓଡିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ୱବିଦ୍ୟାଳୟ(ଓୟୁଟିଆର୍‌)ର ନବକଳେବର ହେବ। ପୂର୍ବରୁ ଏହା କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟି ଭାବେ ପରିଚିତ ଥିଲା। ଏବେ ଏହି...

ହିତାଧିକାରୀଙ୍କୁ ମିଳିବ ଗ୍ରୀଷ୍ମକାଳୀନ ସହାୟତା

ଭୁବନେଶ୍ବର,୧୦।୫(ବ୍ୟୁରୋ): ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ସମସ୍ତ ହିତାଧିକାରୀଙ୍କୁ ଗ୍ରୀଷ୍ମକାଳୀନ ସହାୟତା ମିଳିବ। ଜାତୀୟ ସାମାଜିକ ସହାୟତା କାଯର୍ର୍‌ୟକ୍ରମ ଓ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଓ ଅନ୍ୟାନ୍ୟ ବର୍ଗରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମକାଳୀନ ସହାୟତା...

ରାଜ୍ୟ ସରକାର କଳାପାହାଡ଼ିଆ ମନୋଭାବ ଛାଡ଼ି ଭୁଲ ସ୍ବୀକାର କରନ୍ତୁ: ସମ୍ବିତ ପାତ୍ର

ଭୁବନେଶ୍ୱର,୧୦।୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ହାଇକୋର୍ଟରେ ଏଏସ୍‌ଆଇ ପକ୍ଷରୁ ସତ୍ୟପାଠ ଦାଖଲ ପରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଓଡିଶା ସରକାର ଅହଂକାର ଓ କଳାପାହାଡିଆ ମନୋଭାବ ଛାଡ଼ି ଭୁଲ ସ୍ବୀକାର...

ଆଜି ରାଜ୍ୟରୁ ଆଉ ୫୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶର,୧୦।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୫୨ ଜଣ କୋଭିଡ଼ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨ ଲକ୍ଷ ୭୮ ହଜାର ୯୨୯ ଜଣ ସୁସ୍ଥ ହୋଇସାରିଲେଶି। ଏନେଇ ମଙ୍ଗଳବାର ରାଜ୍ୟ ସ୍ବାସ୍ଥ୍ୟ...

ଡିସଚାର୍ଜ ହେଲେ ଦେବଗଡ଼ ବିଧାୟକ

ଦେବଗଡ଼,୧୦।୫(ଡି.ଏନ୍‌.ଏ.): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ମଙ୍ଗଳବାର ବୁର୍ଲା ବଡ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ଭାଜପା ନେତା ଓ କର୍ମୀମାନେ ତାଙ୍କୁ ସମ୍ବର୍ଦ୍ଧନା ଜଣାଇବା ସହ ଏକ ରାଲିରେ ଦେବଗଡ଼ ଅଭିମୁଖେ ଆଣିଥିଲେ। ସୂଚନାନୁଯାୟୀ, ଦେବଗଡ଼ ଜିଲା...

‘ଅସାନି’ ପ୍ରଭାବ: ଚାଷୀଙ୍କୁ ସତର୍କ କରାଇଲେ କୃଷି ମନ୍ତ୍ରୀ

ଭୁବନେଶର,୧୦।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଅସାନି’କୁ ଦୃଷ୍ଟିରେ ରଖି ଚାଷୀଙ୍କୁ କୃଷି ମନ୍ତ୍ରୀ ଅରୁଣ ସାହୁ ସତର୍କ କରାଇଛନ୍ତି । ଏହାର ପ୍ରଭାବରେ ଚାଷୀ ଯେପରି କ୍ଷତିଗ୍ରସ୍ତ ନ ହେବେ ସେଥିପ୍ରତି ଦୃଷ୍ଟି ଦେବାକୁ ଜିଲା କୃଷି ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।...

‘ପ୍ରଧାନମନ୍ତ୍ରୀ ମନ୍ଦିର ବଞ୍ଚାନ୍ତୁ’

ପୁରୀ ଅଫିସ,୧୦।୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ କ୍ଷୋଭ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ଯାହା କ୍ଷତି ହୋଇଛି, ତାହା ଆଉ ଫେରି ଆସିବ ନାହିଁ। ଏଣୁ ଏବେ ସେ ସବୁକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri