ରାଜ୍ୟ

ବ୍ରଜରାଜନଗର ଉପନିର୍ବାଚନ: ପ୍ରକାଶିତ ଖବରର ଅନୁଧ୍ୟାନ କରିବେ ଅଧିକାରୀ

ଝାରସୁଗୁଡ଼ା, ଅଫିସ,୧୦।୫: ବ୍ରଜରାଜନଗର ଉପନିର୍ବାଚନ ପରିପ୍ରେକ୍ଷୀରେ ମିଡିଆ ସାର୍ଟିଫିକେଶନ ଓ ମନିଟରିଂ କମିଟି(ଏମ୍‌ସିଏମ୍‌ସି)ର ଏକ ବୈଠକ ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କମିଟି ଟିଭି, ଖବରକାଗଜ, ବିଭିନ୍ନ ସାମାଜିକ ଗଣମାଧ୍ୟମ ଜରିଆରେ ପେଡ୍‌...

ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ କଡ଼ା ଚେତାବନୀ

ଭୁବନେଶ୍ବର,୧୦।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ଏବେ ଉପକୂଳ ମୁହାଁ ହୋଇଛି। କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଏହାର ପ୍ରଭାବରେ ବେଳାଭୂମି ଅଶାନ୍ତ ହେଲାଣି। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ବାରଣ କରାଯାଇଛି। ଯଦି କେହି ଏହି...

ଭିଜିଲାନ୍ସ ଜାଲରେ ଫରେଷ୍ଟର

ବଲାଙ୍ଗୀର ଅଫିସ,୧୦।୫ : ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ସିନ୍ଧିକେଲା ଫରେଷ୍ଟ ବିଟ୍‌ର ଫରେଷ୍ଟର ହରିହର ସ୍ବାଇଁ । ଜଙ୍ଗଲ ବିଭାଗ ଅଧିନରେ କାମ କରୁଥିବା ଜଣେ ଶ୍ରମିକଙ୍କ ଠାରୁ ୧ ଲକ୍ଷ ୩୦୦ ଟଙ୍କା ଲାଞ୍ଚ ନେଉଥିଲେ।...

ବାତ୍ୟା ‘ଅସାନି’ର ଆଖି ଦୃଶ୍ୟମାନ

ଭୁବନେଶ୍ବର,୧୦।୫(ବ୍ୟୁରୋ): ଦୃଶ୍ୟମାନ ହେଲା ବାତ୍ୟା ‘ଅସାନି’ ଆଖି । ମଙ୍ଗଳବାର ସକାଳ ୯ଟାରେ ମଛଲୀପାଟନମ ଡପ୍ଲର ରାଡ଼ାରରେ ଭୀଷଣ ବାତ୍ୟାର ରୂପ ନେଇଥିବା ଅସାନିର ଆଖି ଦୃଶ୍ୟମାନ ହୋଇଛି । ଏ ନେଇ ଟୁଇଟ୍‌ ଯୋଗେ ଆଞ୍ଚଳିକ ପାଣିପାଗ କେନ୍ଦ୍ର...

ପର୍ଯ୍ୟଟକଙ୍କୁ ଗୋପାଳପୁର ବେଳାଭୂମି ମନା

ଗଞ୍ଜାମ,୧୦।୫(ଡି.ଏନ୍‌.ଏ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ଏବେ ଉପକୂଳ ମୁହାଁ ହୋଇଛି। କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଏହାର ପ୍ରଭାବରେ ଗୋପାଳପୁର ବେଳାଭୂମି ଅଶାନ୍ତ ହେଲାଣି। ସମୁଦ୍ରରେ  ଉଚ୍ଚ ଜୁଆର ଆସୁଛି। ଫଳରେ ଗୋପାଳପୁର ବେଳାଭୂମିରେ ୩ ନଂ ବିପଦ...

ଡେଷ୍ଟିନି ୧୨୫-ଏକ୍ସଟେକ୍‌ ବଜାର ପ୍ରବେଶ

ଢେଙ୍କାନାଳ/ ଅନୁଗୋଳ ଅଫିସ,୧୦।୫ ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳରେ ଥିବା ହିରୋ ମୋଟୋକର୍ପର ଅଧିକୃତ ବିକ୍ରେତା ସୋମ୍‌ ଅଟୋ ପକ୍ଷରୁ ସୋମବାର ଡେଷ୍ଟିନି ୧୨୫ ଏକ୍ସଟେକ୍‌ ସ୍କୁଟରର ବଜାର ପ୍ରବେଶ କରାଯାଇଛି। ଏହି ଉପଲକ୍ଷେ ସୋମ୍‌ ଅଟୋ ଶୋ’ରୁମ ପରିସରରେ ଆୟୋଜିତ...

ଜୋର୍‌ଦାର ଚାଲିଛି କୋଇଲା ଚୋରା କାରବାର

ତାଳଚେର,୧୦।୫(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ବିଭିନ୍ନ କୋଇଲା ଖଣି ଅଞ୍ଚଳରୁ ଚାଲିଛି ଜୋର୍‌ଦାର କୋଇଲା ଚୋରି। କୋଇଲା ମାଫିଆଙ୍କ ସହ କେତେଜଣ ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମଚାରୀ, ଡିଡିଏମ୍‌ ଅଫିସରେ ଥିବା କେତେଜଣ କର୍ମଚାରୀ ଓ ପୋଲିସ ଏଥିରେ...

ଭାରିଯାନ ଧକ୍କାରେ ଭାଙ୍ଗିଲା ପୋଲ ସୁରକ୍ଷା ବାଡ଼

ଛେଣ୍ଡିପଦା,୧୦।୫(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ଦେଇଯାଇଥିବା ଛେଣ୍ଡିପଦା- ଅନୁଗୋଳ ୬୩ ନମ୍ବର ରାଜ୍ୟ ରାଜପଥରେ ଗତ ବିଳମ୍ବିତ ରାତିରେ ଏକ ବଡ଼ ଲୁହା ଯନ୍ତ୍ରାଂଶ ବୋଝେଇ ଭାରିଯାନ ଧକ୍କାରେ କୁମ୍ଭୀରା ନାଳ ପୋଲର ସରକ୍ଷା ବାଡ ଭାଙ୍ଗିଯାଇଛି। ଘଟଣାରୁ...

ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ

ଅନୁଗୋଳ ଅଫିସ,୧୦।୫ ଅନୁଗୋଳ ଜିଲାରେ ବିଦ୍ୟୁତ୍‌ କାଟ ଓ ପାନୀୟ ଜଳ ସମସ୍ୟା ସହ ଡିଏମ୍‌ଏଫ୍‌ରେ ହୋଇଥିବା ବ୍ୟାପକ ଦୁର୍ନୀତି ବିରୋଧରେ ଭାଜପା ଆନ୍ଦୋଳନକୁ ଓହ୍ଲାଇବ। ଏ ସମ୍ପର୍କରେ ସୋମବାର ଜିଲା ଭାଜପା କାର୍ଯ୍ୟାଳୟଠାରେ ଜିଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ...

୬ ଘଣ୍ଟିଆ ରେଳରୋକୋ, ବିଭିନ୍ନ ଷ୍ଟେଶନରେ ଅଟକିଲା ଟ୍ରେନ

ରୂପସା, ୧୦।୫(ଡି.ଏନ.ଏ.) ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ହଳଦୀପଦା ରେଳଷ୍ଟେଶନରେ ବାଙ୍ଗିରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ ରହଣି ଦାବି ସୋମବାର ଆନ୍ଦୋଳନ ରୂପ ନେଇଛି। ହଳଦୀପଦା ପ୍ରଗତି ମଞ୍ଚ ପକ୍ଷରୁ ପୂର୍ବ ନିର୍ଦ୍ଧାରିତ ଅନୁଯାୟୀ ୬ଘଣ୍ଟିଆ ରେଳରୋକୋ...

ଧାରଣାରେ ବସିଲେ ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ

ବନ୍ତ,୧୦।୫(ଡି.ଏନ.ଏ.) କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ହେବା ନେଇ ଭଦ୍ରକ ଜିଲା ବନ୍ତ ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ ଟୁନାବାଳା ଦାଶ ସୋମବାର ବିଇଓ ଅଫିସ ଆଗରେ ଧାରଣାରେ ବସିଥିଲେ। ସକାଳ ୮ରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ସେ ଧାରଣାରେ ବସିଥିବା ବେଳେ କୌଣସି...

ବାଲି ଚୋରାଚାଲାଣ ରୋକିବାକୁ ନିର୍ଦ୍ଦେଶ

ଧାମନଗର,୧୦।୫ (ଡି.ଏନ.ଏ/ସ୍ବ.ପ୍ର.) ଭଦ୍ରକ ଜିଲା ଧାମନଗର ବିଡିଓଙ୍କ କାର୍ଯ୍ୟାଳୟରେ ସୋମବାର ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତ୍ରିଲୋଚନ ମାଝି, ଆରକ୍ଷୀ ଅଧୀକ୍ଷକ ଚରଣ ସିଂ ମୀନା, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ଉପଜିଲାପାଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri