ରାଜ୍ୟ

ଚାପରେ ଚେପା ତଦନ୍ତ ରିପୋର୍ଟ

ଯାଜପୁର ଅଫିସ,୧୦ା୫:ଶିଳ୍ପ, କାରଖାନାରେ ଭରିଗଲାଣି ଯାଜପୁର ଜିଲାର କଳିଙ୍ଗନଗର ଓ ଜାରକା ଶିଳ୍ପାଞ୍ଚଳ। ଦ୍ରୁତ ଶିଳ୍ପାୟନ ଦ୍ୱାରା ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିବ ଏବଂ ବିକାଶ ଧାରା ସୃଷ୍ଟି ହେବ ବୋଲି ଯେଉଁ ଆଶା ରଖାଯାଇଥିଲା ତାହା ସମ୍ଭବ ହେଉନାହିଁ।...

ବାତ୍ୟା ପ୍ରଭାବ ନାହିଁ

ଭୁବନେଶ୍ୱର, ୧୦ା୫(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ପୁରୀଠାରୁ ଦକ୍ଷିଣ ଦିଗରେ ଏହା ୫୯୦ କି.ମି. ଦୂର ଏବଂ ବିଶାଖାପାଟଣାଠାରୁ ୪୧୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଘଣ୍ଟା ପ୍ରତି ୧୬...

ଏୟାରଲିଫ୍ଟ ହେଲେ ୧୧ ମତ୍ସ୍ୟଜୀବୀ

ବ୍ରହ୍ମପୁର ଅଫିସ,୯। ୫: ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରୁ ୧୧ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରାଯାଇଛି। କୋଷ୍ଟଗାର୍ଡର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଫସି ରହିିଥିବା ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଛି। ସୂଚନାଯୋଗ୍ୟ, ୧୧ ମତ୍ସ୍ୟଜୀବୀ ଏକ ଡଙ୍ଗାରେ...

ରାଜ୍ୟରୁ ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭ କୋଭିଡ଼ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୨ଲକ୍ଷ ୭୮ ହଜାର ୮୭୭ ଜଣ ସୁସ୍ଥ ହୋଇ ସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ...

ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୫(ବ୍ୟୁରୋ): ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜଳ ବିଭାଜିକା,ମୃତ୍ତିକା ସଂରକ୍ଷଣର ପ୍ରକଳ୍ପ ନିର୍ଦ୍ଦେଶକ ଲକ୍ଷ୍ମୀଧର ଜେନା। ଅଫିସରୁ ଘରକୁ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ପ୍ରକଳ୍ପ ନିର୍ଦ୍ଦେଶକ। ତେବେ ଯାଞ୍ଚ ବେଳେ ତାଙ୍କ ପାଖରୁ ନଗଦ ୨ ଲକ୍ଷ ୨୦...

ଉପକୂଳ ମୁହାଁ ଅସାନି

ଭୁବନେଶ୍ୱର, ୯।୫(ବ୍ୟୁରୋ): ବାତ୍ୟା ଅସାନି ଯୋଗୁ ସମୁଦ୍ରରେ ଅଶାନ୍ତ ହେବାରେ ଲାଗିଛି। ଘଣ୍ଟା ପ୍ରତି ୨୫ କି.ମି. ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରୁଛି। ବର୍ତ୍ତମାନ ତାହା ବଳ ଗୋଟାଇ ଧିରେ ଧିରେ ଉପକୂଳ ମୁହାଁ ହେଉଛି ।...

ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ଘଟଣା: ୨ମୁଖ୍ୟ ଅଭିଯୁକ୍ତ ଗିରଫ

ଗଞ୍ଜାମ,୯।୫(ଡି.ଏନ୍‌.ଏ.): ଅତିରିକ୍ତ ତହସିଲଦାର ଶୁଭେନ୍ଦୁ କୁମାର ଜେନାଙ୍କ ସହ ୩ ଆର୍‌ଆଇ ଭାସ୍କର ସାହୁ, ସୀତାରାମ ସାହୁ ଓ ସୁଶାନ୍ତ କୁମାର ବେହେରାଙ୍କୁ ଆକ୍ରମଣକାରି ଲହୁଲୁହାଣ ଘଟଣାରେ ଗଞ୍ଜାମ ପୋଲିସ ସୋମବାର ୨ଜଣଙ୍କୁ ଗିରଫ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ...

କିଶୋର ପଟେଲଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଝାରସୁଗୁଡ଼ା ଅଫିସ,୯।୫: ବ୍ରଜରାଜନଗରରେ ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ସୋମବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ କିଶୋର ଚନ୍ଦ୍ର ପଟେଲଙ୍କୁ ପ୍ରାର୍ଥୀ ଭାବେ ଚୟନ କରିଛି କଂଗ୍ରେସ। ଏପଟେ ଆଜି ବିଜେଡି ପକ୍ଷରୁ ଅଳକା...

ପ୍ରେମିକଙ୍କ ସହ ହୋଟେଲ ଯାଇଥିଲେ ନାବାଳିକା, ମିଳିଲା ମୃତଦେହ

ବରଗଡ଼ ଅଫିସ,୯।୫: ବରଗଡ଼ ରେଳ ଷ୍ଟେଶନ ନିକଟ ବିଜୟ ନାମକ ଏକ ହୋଟେଲରେ ସୋମବାର ଜଣେ ନାବାଳିକା(୧୭)ଙ୍କ ରହସ୍ୟଜନକ ମୃତ୍ୟୁ ଘଟିଛି। ମୃତ ନାବାଳିକା ଜଣକ ବରଗଡ଼ ଜିଲା ଗାଇସିଲେଟ ଥାନା ଭେଲୁଆପଦର ଗ୍ରାମର ବୋଲି ଜଣାପଡିଛି। ତାଙ୍କୁ ହତ୍ୟା...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ନିର୍ମାଣ ପାଇଁ ନ ଥିଲା ଅନୁମତି

କଟକ ଅଫିସ, ୯।୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୋମବାର ହାଇକୋର୍ଟରେ ଶୁଣାଣି ଶେଷ ହୋଇଛି। ଏ ନେଇ ଏଏସ୍‌ଆଇ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି। ଏଏସ୍‌ଆଇ ପକ୍ଷରୁ ପ୍ରକଳ୍ପ ନିର୍ମାଣ ପାଇଁ କୌଣସି ଅନୁମତି ଦିଆଯାଇ...

ପରୀକ୍ଷାରେ ଅନୁପସ୍ଥିତ ଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୯।୫(ବ୍ୟୁରୋ): ମାଟ୍ରିକ ପରୀକ୍ଷାରେ ଛାତ୍ରୀଛାତ୍ର ଅନୁପସ୍ଥିତ ଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ କହିଛନ୍ତି, ପ୍ରାୟ ୪୬ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେଇନାହାନ୍ତି। କୋଭିଡ଼ ଯୋଗୁ ସବୁ ପିଲାଙ୍କ ଫର୍ମଫିଲପ୍‌ ଫି’ ସରକାର...

ଭୁବନେଶ୍ବରରୁ ଜୟପୁର ଦେଇ ଭାଇଜାଗ୍‌କୁ ବିମାନ ସେବା

ଭୁବନେଶ୍ୱର, ୯।୫ (ବ୍ୟୁରୋ) : ଭୁବନେଶ୍ବରରୁ ଭାଇଜାଗ୍‌କୁ ବିମାନ ସେବା ଆରମ୍ଭ ହେବ। ଏହା ଭାୟା ଜୟପୁର ଦେଇ ଚଳାଚଳ କରିବ । ୯ ସିଟ୍‌ ବିଶିଷ୍ଟ ବିମାନରେ ଯାତ୍ରୀ ଯାତ୍ରା କରିବେ। ପ୍ରାଥମିକ ପର୍ଯ୍ୟାୟରେ ବିଡିଂରେ ଇଣ୍ଡିଆନ ଏୟାରଲାଇନ୍ସ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri