ରାଜ୍ୟ

ଭୁବନେଶ୍ୱରରେ ଲାଗିବ ଆଉ ୧ହଜାର ଲାଇଟ୍‌

ଭୁବନେଶ୍ୱର,୮।୫(ବ୍ୟୁରୋ): ଭୁବନେଶ୍ୱରରେ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇ ଦେବାକୁ ବିଏମ୍‌ସି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରୁଛି। ସହରକୁ ଆଲୋକୀକରଣ କରିବା ପାଇଁ ମୋଟ ୭୬ହଜାର ୨୬୭ଟି ଷ୍ଟ୍ରିଟ୍‌ଲାଇଟ୍‌ ଲଗାଯାଇଛି। ସେଥିମଧ୍ୟରୁ ୯୦ ପ୍ରତିଶତ ଏଲ୍‌ଇଡି ଲାଇଟ୍‌ ରହିଛି। ଜାଗା ମିଶନ...

ପୁଣି ୫ ଦିନିଆ ରିମାଣ୍ଡରେ ପାୟଲ, ବିକାଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ସିଭି ରମଣ ବିଶ୍ୱବିଦ୍ୟାଳୟର ୯୭ ଲକ୍ଷ ଟଙ୍କା ହଡ଼ପ ଘଟଣାରେ ଗିରଫ ହୋଇଥିବା ଆକାଉଣ୍ଟାଣ୍ଟ ପାୟଲ ମହାପାତ୍ର ଓ ପ୍ରେମିକ ବିକାଶ କୁମାରଙ୍କ ପ୍ରଥମ ପର୍ଯ୍ୟାୟର ରିମାଣ୍ଡ ଅବଧି ଶନିବାର ଶେଷ ହୋଇଛି। ଏହାପରେ କମିଶନରେଟ ପୋଲିସ ଉଭୟଙ୍କୁ...

ରନ୍ଧନ ଗ୍ୟାସ୍‌ ଦରବୃଦ୍ଧି, ତେଜିଲା ଅସନ୍ତୋଷ

ଭୁବନେଶ୍ୱର, ୮।୫ (ବ୍ୟୁରୋ): ଅତ୍ୟାବଶ୍ୟକ ସାମଗ୍ରୀର ଲଗାତର ଦରବୃଦ୍ଧି ସାଧାରଣ ଲୋକଙ୍କୁ ଛଟପଟ କରୁଛି। ପେଟ୍ରୋଲ୍‌ଠାରୁ ଆରମ୍ଭ କରି ଖାଇବା ତେଲ, ଡାଲି, ଚାଉଳ ପର୍ଯ୍ୟନ୍ତ ସବୁକିଛିର ଅତ୍ୟଧିକ ଦର ବିଶେଷକରି ଗରିବ, ମଧ୍ୟବିତ୍ତ ପରିବାରର ଅଣ୍ଟା ଭାଙ୍ଗି ଦେଇଛି।...

ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବଢ଼ି ଚାଲିଛି। ପେଟ୍ରୋଲ, ଡିଜେଲ ସାଙ୍ଗକୁ ରନ୍ଧନ ଗ୍ୟାସ ଦର ନିୟନ୍ତ୍ରଣ ବାହାରକୁ ଚାଲି ଗଲାଣି। ଦରବୃଦ୍ଧି ପ୍ରତିବାଦରେ ବିଜୁ ଜନତା ଦଳ ଆନ୍ଦୋଳନକୁ ଓହ୍ଲାଇବ। କେନ୍ଦ୍ର ସରକାର ଦରଦାମ ନିୟନ୍ତ୍ରଣରେ ସମ୍ପୂର୍ଣ୍ଣ...

ପିସିସିରେ ହେବ ବ୍ୟାପକ ଅଦଳବଦଳ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟ କଂଗ୍ରେସ ସଂଗଠନରେ ବ୍ୟାପକ ପରିବର୍ତ୍ତନ ହେବ। ହାଇକମାଣ୍ଡଙ୍କ ଡାକରା ପାଇ ଶନିବାର କେତେ ଜଣ ବିଧାୟକ ଓ ବରିଷ୍ଠ ନେତା ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ରବିବାର ଅନ୍ୟ ନେତାମାନେ ଦିଲ୍ଲୀ ଯିବେ। ୯ ତାରିଖରେ ଓଡିଶା ନେତାଙ୍କ...

ସ୍ବର୍ଣ୍ଣ ଜିତିଲେ ମିଳିବ ୧ କୋଟି

ଭୁବନେଶ୍ୱର,୮।୫(ବ୍ୟୁରୋ): ବିଜୟ ଏକ ଅଭ୍ୟାସ। ବିଜୟରୁ ମିଳେ ଉତ୍କର୍ଷତା। ଓଡ଼ିଶାର ପିଲାମାନେ ଉତ୍କର୍ଷକୁ ଏକ ଅଭ୍ୟାସରେ ପରିଣତ କରିଛନ୍ତି। ଜାତୀୟ ଓ ବିଶ୍ବସ୍ତରୀୟ ପ୍ରତିଯୋଗିତାରେ ବିଜୟ ଲାଭ କରି ରାଜ୍ୟ ପାଇଁ ଓଡ଼ିଆ ପିଲା ଗୌରବ ଆଣୁଛନ୍ତି। ଶନିବାର ଲୋକସେବା...

ଭୁବନେଶ୍ୱରରେ ଖୋଲିଲା କେଏଲ୍‌ ବିଶ୍ୱବିଦ୍ୟାଳୟର ଆଞ୍ଚଳିକ କାର୍ଯ୍ୟାଳୟ

ଭୁବନେଶ୍ୱର, ୮।୫(ବ୍ୟୁରୋ):  କେ.ଏଲ୍‌. ଡିମ୍‌ଡ୍‌ ଟୁ ବି ୟୁନିଭର୍ସିଟି ଆନ୍ଧ୍ରପ୍ରଦେଶର ଓଡ଼ିଶା ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱରରେ ଖୋଲିଛି। ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସତ୍ୟନଗରଠାରେ ଏହି କାର୍ଯ୍ୟାଳୟର ଉଦ୍‌ଘାଟନ କରିଥିଲେ। ଏହା ପ୍ରତିଭାବାନ ଛାତ୍ରୀଛାତ୍ରଙ୍କ...

ବେଡ୍‌ରେ ରୋଗୀ, ତଳେ ମୃତଦେହ

କଟକ ଅଫିସ,୮।୫: ବେଡ୍‌ ଉପରେ ଚାଲିଛି ରୋଗୀ ଚିକିତ୍ସା, ତଳେ ପଡିଛି ମୃତଦେହ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କଟକ ଏସ୍‌ସିବି ମେଡିକାଲ କାଜୁଆଲ୍‌ଟିରେ। ଏହି ଘଟଣା ଲୋକଲୋଚନକୁ ଆସିବା ପରେ ମେଡିକାଲ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।...

ବାତ୍ୟା ଭୟ ନାହିଁ

ଭୁବନେଶ୍ୱର,୮।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବ ନାହିଁ। ଓଡ଼ିଶା କିମ୍ବା ଆନ୍ଧ୍ର ଉପକୂଳକୁ ଆସିବ ନାହିଁ। ସମୁଦ୍ରରେ ହିଁ ମିଳେଇ ଯିବ। ଦକ୍ଷିଣ ଆଣ୍ଡାମାନ ଓ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଶନିବାର ଅପରାହ୍ନ ସାଢ଼େ...

ଫଳ କିଣାକୁ ନେଇ ୨ ଗ୍ରାହକଙ୍କୁ ହାଣିଲେ ଦୋକାନୀ

ଯାଜପୁର ଟାଉନ,୭ା୫(ଡି.ଏନ.ଏ.): ଯାଜପୁର ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଶନିବାର ଜଣେ ଫଳ ଦୋକାନୀଙ୍କ ଆକ୍ରମଣରେ ପୌରାଞ୍ଚଳ ଅନ୍ତର୍ଗତ ବୈଦ୍ୟରାଜପୁରର କେବୁଲ ବ୍ୟବସାୟୀ ସଞ୍ଜିତ୍‌ କୁମାର ସାହୁ ଓ ତାଙ୍କର ଜଣେ ସହଯୋଗୀ ପ୍ରମୋଦ ପରିଡ଼ା ଗୁରୁତର ହୋଇଛନ୍ତି। ସଞ୍ଜିତ୍‌ଙ୍କ...

୪୦ ଡିଗ୍ରୀ ଉପରେ ୧୦ ସହର

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ପାଗ ମେଘୁଆ ରହୁଥିବାରୁ ତାତି ଗତ କିଛିଦିନ ହେବ ତାପମାତ୍ରା କମ୍‌ ରହିଛି। ଶନିବାର ୧୦ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ୩ଟି ସ୍ଥାନରେ ୪୧ ଡିଗ୍ରୀ ସେଲ୍‌ସିିୟସ ଉପରେ ରହିଛି।...

ମାଟ୍ରିକ ପରୀକ୍ଷା ସରିବା ଖୁସିରେ ଡିଜେ ବଜାଇ ନାଚିଲେ

ଦିଗପହଣ୍ଡି,୭।୫(ଡି.ଏନ୍‌.ଏ.):  ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଶନିବାର ଶେଷ ହୋଇଛି। ସାଧାରଣତଃ ପରୀକ୍ଷା ସରିବା ପରେ ଭବିଷ୍ୟତକୁ ନେଇ ପିଲାମାନେ ଚିନ୍ତିତ ହୋଇପଡ଼ିବା ନଚେତ ସ୍କୁଲ ପଢ଼ା ଶେଷ ହେବା ନେଇ ଦୁଃଖରେ ଥିବା ଦେଖାଯାଏ। ହେଲେ ଏବର୍ଷ ଏହାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri