ରାଜ୍ୟ

ଶନିବାର ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର, ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତ: ଏସ୍‌ଆର୍‌ସି

ଭୁବନେଶ୍ୱର,୬।୫(ବ୍ୟୁରୋ): ଆଣ୍ଡାମାନ ସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ବାତ୍ୟାର ରୂପ ନେବ କି ନାହିଁ ଏଯାଏ ସ୍ପଷ୍ଟ ହୋଇନାହିଁ। ଏହା ଏବେ ଲଘୁଚାପରେ ପରିଣତ ହୋଇଥିବା ବେଳେ ବଙ୍ଗୋପସାଗର ଆଡ଼କୁ ମୁହାଁଇଛି, ଯାହା ଶନିବାର ସୁଦ୍ଧା ଅବପାତର ରୂପ ନେବା ପରେ...

ତେଲ ବିଲ୍‌ ଜାଲିଆତି: ୨ କର୍ମଚାରୀଙ୍କୁ ନିଲମ୍ବିତ କଲା ଓଟିଡିସି

ଭୁବନେଶ୍ୱର,୬ା୫(ବ୍ୟୁରୋ): ତେଲ ବିଲ୍‌ରେ ଜାଲିଆତି କରି ନିକଟରେ ୩ ପୋଲିସ କର୍ମଚାରୀ ନିଲମ୍ବନ ହେବାର ଗୋଟିଏ ମାସ ନ ପୂରୁଣୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଜର ୨ ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି। ଓଟିଡିସିର ପରିବହନ ମ୍ୟାନେଜର ଓ...

ଗିରଫ ହେଲେ ପ୍ରାଣୀଧନ ନିରୀକ୍ଷକ

ଭୁବନେଶ୍ୱର,୬।୫(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଶୁକ୍ରବାର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଗୁରୁବାର କଟକ ଓ ଖୋର୍ଦ୍ଧା ଜିଲାର ୯ ଟି ସ୍ଥାନରେ ଚଢାଉ କରିଥିଲା । ଚଢାଉ ବେଳେ ୭ କୋଟି...

ମାଟ୍ରିକ୍‌ ପରୀକ୍ଷା ଦେଇନାହାନ୍ତି ହଜାର ହଜାର ପରୀକ୍ଷାର୍ଥୀ

ଭୁବନେଶର,୬।୫(ବ୍ୟୁରୋ): ମାଟ୍ରିକ୍‌ ପରୀକ୍ଷାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ବିଷ୍ଣୁପଦ ସେଠୀ। ସେ କହିଛନ୍ତି, ଚଳିତ ବର୍ଷ ହଜାର ହଜାର ପରୀକ୍ଷାର୍ଥୀ ମାଟ୍ରିକ୍‌ ପରୀକ୍ଷା ଦେଇନାହାନ୍ତି। ଏଥର ଫର୍ମ ଫିଲପ୍‌ ପାଇଁ କୌଣସି ଫି ନ...

ବାତ୍ୟାରେ ବିଦ୍ୟୁତ୍‌ କଟିଲେ ତୁରନ୍ତ ହେବ ସଂଯୋଗ

ଭୁବନେଶ୍ୱର, ୬।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ଶକ୍ତି ବିଭାଗ ପ୍ରସ୍ତୁତ ଥିବା ଶକ୍ତି ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ବାତ୍ୟା ପୂର୍ବ ଓ ପରବର୍ତ୍ତୀ ମୁକାବିଲା ପାଇଁ ୱାରରୁମ୍‌ ପ୍ରସ୍ତୁତ କରାଯାଇଥିବା ସେ କହିଛନ୍ତି। ବିଭାଗ ପାଖରେ ପୂର୍ବରୁ...

ଶ୍ୱଶୁର ଘରେ ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ଫେରାର

ସମ୍ବଲପୁର,୬।୫(ବ୍ୟୁରୋ): ସାତ ଜନମକୁ ସାଥୀ ହେବାକୁ କଥା ଦେଇ ଯେଉଁ ହାତ ଧରିଥିଲେ ସେହି ହାତରେ ସ୍ତ୍ରୀଙ୍କୁ ପଥର ଛେଚି ହତ୍ୟା କରିଛନ୍ତି ସ୍ବାମୀ। ଏପରି ଏକ ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର କ୍ଷେତରାଜପୁର ଥାନା ଅନ୍ତର୍ଗତ ବେହେରାମୁଣ୍ଡା ଗାଁ...

ପ୍ରଫେସର ଗୀତାଞ୍ଜଳି ଦାସ ହେଲେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ନୂଆ କୂଳପତି

ଭୁବନେଶର,୬।୫(ବ୍ୟୁରୋ): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ନୂଆ କୂଳପତି ଭାବେ ପ୍ରଫେସର ଗୀତାଞ୍ଜଳି ଦାସ ନିଯୁକ୍ତି ହୋଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଶୁକ୍ରବାର ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ୪ ବର୍ଷ ପାଇଁ କୂଳପତି ପଦବୀରେ ନିଯୁକ୍ତି ଦିଆଯାଇଛି। ପ୍ରଫେସର ଦାସ ହେଉଛନ୍ତି...

ଲ୍ୟାଣ୍ଡଫଲକୁ ନେଇ କ’ଣ କହିଲେ ଆଇଏମ୍‌ଡି ଡିଜି

ଭୁବନେଶର,୬।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା କେବେ ଓ କେଉଁଠି ଲ୍ୟାଣ୍ଡଫଲ କରିବ ତାହା ଆକଳନ ହୋଇନି ବୋଲି ଶୁକ୍ରବାର ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଉତ୍ତର ପଶ୍ଚିମକୁ ଗତିକରି ଅବପାତ...

ରବିବାର ବାତ୍ୟା

ଭୁବନେଶ୍ୱର,୬।୫(ବ୍ୟୁରୋ): ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ...

ସାମ୍ଭାବ୍ୟ ବାତ୍ୟା: ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୬।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେଇ ଅଧିକ ଘନୀଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର କୁହାଯାଇଛି। ତେବେ ଏହାର ପ୍ରଭାବରେ ହେବାକୁ ଥିବା...

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା ଅଫିସ,୬।୫: ଚିଲିକା ଡଙ୍ଗା ବୁଡି ଘଟଣାରେ ନିଖୋଜ ଥିବା ରାଜକିଶୋର ଖୁଣ୍ଟିଆଙ୍କ ମୃତଦେହ ଶୁକ୍ରବାର ଉଦ୍ଧାର କରାଯାଇଛି। ନାଭାଲ ବେସ୍‌ ନିକଟରେ ମୃତଦେହ ଭାସୁଥିବା ଅବସ୍ଥାରେ ଠାବ ହୋଇଛି। ସୂଚନାଯୋଗ୍ୟ, ଗୁରୁବାର ଚିଲିକାରୁ ଏକ ଡଙ୍ଗାରେ ୮ ପର୍ଯ୍ୟଟକଙ୍କ...

ଚିଲିକାରେ ଡଙ୍ଗା ବୁଡିବା ଘଟଣା: ନିଖୋଜ ବ୍ୟକ୍ତିଙ୍କ ଏଯାଏ ମିଳିନି ପତ୍ତା

ଖୋର୍ଦ୍ଧା ଅଫିସ,୬।୫: ଚିଲିକା ଡଙ୍ଗା ବୁଡି ଘଟଣାରେ ଜଣେ ନିଖୋଜ ଥିବା ବ୍ୟକ୍ତଙ୍କ ଏଯାଏ ପତ୍ତା ମିଳି ନଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୂଚନାଯୋଗ୍ୟ, ଗୁରୁବାର ଚିଲିକାରୁ ଏକ ଡଙ୍ଗାରେ ୮ ପର୍ଯ୍ୟଟକଙ୍କ ସହ ୧୧ ଜଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri