ରାଜ୍ୟ

୨ ବର୍ଷ ପରେ ଏଥର ରଥଯାତ୍ରାରେ ସାମିଲ ହେବେ ଭକ୍ତ

ପୁରୀ ଅଫିସ,୫ା୫: ଆସନ୍ତା ଜୁଲାଇ ୧ରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଏନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ବସିଥିଲା। ବୈଠକ ପରେ ପୁରୀ ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ୨ ବର୍ଷ ପରେ ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ...

‘ଆମେ ନେବୁନି କି କାହାକୁ ନେବାକୁ ଦେବୁନି’

ଛତ୍ରପୁର,୫।୫(ଡି.ଏନ୍‌.ଏ. )- ଗଞ୍ଜାମ ଜ଼ିଲା ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା, ଉପାଧ୍ୟକ୍ଷା ଓ କାଉନସିଲରମାନଙ୍କୁ ଗୁରୁବାର ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ବିକାଶର ମନ୍ତ୍ର ଦେଇଛନ୍ତି। ‘ଆମେ ନେବୁନି କାହାକୁ ନେବାକୁ ଦେବୁନି’ ଏହି ନୀତିରେ ଚାଲିବାକୁ ଜ଼ିଲାପାଳ ଉପସ୍ଥିତ କାଉନସିଲରମାନଙ୍କୁ...

ବ୍ରହ୍ମପୁର ବଜାରରେ ଆଳୁ ଦର ଆକାଶଛୁଆଁ

ବ୍ରହ୍ମପୁର ଅଫିସ,୫।୫: ଗରିବଠାରୁ ଧନୀ ପ୍ରତ୍ୟେକ ଶ୍ରେଣୀର ପ୍ରତି ବୟସର ଲୋକଙ୍କ ଖାଦ୍ୟରେ ନିୟମିତ ବ୍ୟବହୃତ ହେଉଥିବା ପରିବା ହେଉଛି ଆଳୁ। କିନ୍ତୁ ବ୍ରହ୍ମପୁର ବଜାରରେ ବର୍ତ୍ତମାନ ଆଳୁର ଚଢ଼ା ଦର ଶୁଣି ଗ୍ରାହକଙ୍କୁ ଝଟକା ଲାଗୁଛି। କିଛି ଜାଗାରେ...

ବ୍ରଜରାଜନଗର ଷ୍ଟେଶନରେ ରେଳରୋକୋ, ଉଭୟ ପାର୍ଶ୍ୱରେ ଅଟକି ରହିଛି ଟ୍ରେନ୍‌

ଝାରସୁଗୁଡା ଅଫିସ,୫।୫: ରେଳ ରହଣି ଦାବିରେ ସ୍ଥାନୀୟ ନାଗରିକ କମିଟି ତରଫରୁ ଗୁରୁବାର ସକାଳ ୬ଟାରୁ ବ୍ରଜରାଜନଗର ଷ୍ଟେଶନରେ ରେଳରୋକୋ ଆରମ୍ଭ ହୋଇଛି। ଶତାଧିକ ଆନ୍ଦୋଳନକାରୀ ରେଳଧାରଣା ଉପରେ ଟେଣ୍ଡ ପକାଇ ବସି ରହିଛନ୍ତି। ଫଳରେ କେତେକ ଯାତ୍ରୀବାହୀ ଟ୍ରେନ୍‌...

୨୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ୱର,୫ା୫(ବ୍ୟୁରୋ): ରାଜଧାନୀରୁ ୨୦୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ। ସାଲିଆସାହିର ଆଦିବାସୀ ସାହିରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଏହି ବ୍ରାଉନସୁଗାର ଜବତ ହୋଇଛି। ତେବେ ଏହି କାରବାରରେ...

ସରୁନି ପ୍ରକଳ୍ପ: ପାଣି ପାଇଁ ହାହାକାର

ବନ୍ତ, ୫।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକର ୨୫ ପଞ୍ଚାୟତରେ ବସୁଧା ଯୋଜନାରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ ହୋଇଥିବା ବେଳେ ତାହା ଅସମ୍ପୂର୍ଣ୍ଣ ଥିବା ଯୋଗୁ ସାଧାରଣ ଲୋକେ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି।...

ସମ୍ଭାବ୍ୟ ବାତ୍ୟା ‘ଆସାନି’କୁ ନେଇ ପ୍ରାକ୍‌ ପ୍ରସ୍ତୁତି: ଉପକୂଳର ସମସ୍ତ ଜିଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଆସାନି’ ଓଡ଼ିଶା ଉପକୂଳରେ ମାଡ଼ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ବାତ୍ୟାକୁ ନେଇ ସଜାଗ ରହିବାକୁ ୧୮ ଜିଲାପାଳଙ୍କୁ ଏସ୍‌ଆରସି ଚିଠି...

ପ୍ରାଣୀଧନ ନିରୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୫ା୫(ବ୍ୟୁରୋ): ରଘୁନାଥପୁର କଳାରାହାଙ୍ଗର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା ଓ କଟକ ଜିଲାର ଏକକାଳୀନ ୯ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି। ଭୁବନେଶ୍ୱର...

ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫।୫(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ୧୧ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୭ ଲୋକାଲ କେସ୍‌ ରହିଛି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮...

ଦିଗପହଣ୍ଡିରେ ଖାଦ୍ୟ ସୁରକ୍ଷା ଯୋଜନା ପ୍ରହସନ

ଦିଗପହଣ୍ଡି, ୫।୫(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଅଧୀନ ଅନେକ ଗ୍ରାମାଞ୍ଚଳରେ ରାଶନ କାର୍ଡ ପାଇବା ପାଇଁ ଅନେକ ଯୋଗ୍ୟ ହିତାଧିକାରୀ ଅପେକ୍ଷା କରି ରହିଛନ୍ତି। ହେଲେ ସେମାନଙ୍କୁ ରାଶନ କାର୍ଡ ମିଳୁନାହିଁ। ଖାଦ୍ୟ ସୁରକ୍ଷା ଯୋଜନା ପ୍ରହସନ ପାଲଟିଛି। ବହୁ ଯୋଗ୍ୟ...

ହଡ଼ପ ଟଙ୍କାରେ ମଉଜ

ଭୁବନେଶ୍ୱର,୫।୫(ବ୍ୟୁରୋ): ସିଭି ରମଣ ବିଶ୍ୱବିଦ୍ୟାଳୟର ୯୭ ଲକ୍ଷ ଟଙ୍କା ହଡ଼ପ ଘଟଣାରେ ଗିରଫ ହୋଇଥିବା ଆକାଉଣ୍ଟାଣ୍ଟ ପାୟଲ ମହାପାତ୍ର ଓ ପ୍ରେମିକ ବିକାଶ କୁମାରଙ୍କୁ ରିମାଣ୍ଡରେ ଆଣି ଅଧିକ ତଥ୍ୟ ହାସଲ କରିବ କମିଶନରେଟ ପୋଲିସ। ଉଭୟଙ୍କୁ ୭ଦିନ ରିମାଣ୍ଡରେ...

ପ୍ରାକୃତିକ ବାଲିସ୍ତୂପ ଖୋଳି ବାଲି ନେଉଛନ୍ତି ମାଫିଆ

କୁଜଙ୍ଗ ୫ା୫ (ଡି.ଏନ.ଏ.): ଏରସମା ତହସିଲ ଅଭୟଚାନ୍ଦପୁର ମୌଜା ଅନ୍ତର୍ଗତ ବୋଷ୍କାଲିସ ପଏଣ୍ଟ ନିକଟରେ ଥିବା ପ୍ରାକୃତିକ ବାଲିସ୍ତୁପକୁ ଦିନ ଦ୍ୱିପ୍ରହରରେ ମାଫିଆମାନେ ଦୈନିକ ଶତାଧିକ ଟ୍ରିପ ବାଲି ମେଶିନ ସାହାଯ୍ୟରେ ଖୋଳି ନେଇ ଯାଉଛନ୍ତି। ଏ ନେଇ ସାଧାରଣରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri