ରାଜ୍ୟ

ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଲେ ସମିତିସଭ୍ୟ: ବ୍ୟାକ୍‌ଫୁଟ୍‌ରେ ବିଜେଡି

ଭବାନୀପାଟଣା/ଥୁଆମୁଳ ରାମପୁର,୨୭।୯ (ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ରାଜନିତୀରେ ଏବେ ହଟଚମଟ ଦେଖିବାକୁ ମିଳିଛି । ସ୍ଥାନୀୟ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ବ୍ଳକ୍ ର ୧୪ ଜଣ...

ଜେଲରେ ବିଇଓ, ଶିକ୍ଷକଙ୍କୁ ମିଳିପାରୁନି ଦରମା

ଛତ୍ରପୁର,୨୭ା୯(ସନ୍ତୋଷ ପାଢୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ସୀତାରାମ ପାତ୍ରଙ୍କ ଘରେ ଅଗଷ୍ଟ ୩୧ ତାରିଖରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଥିଲା। ଗତ ୧ ତାରିଖରେ ତାଙ୍କୁ ଗିରଫ ପରେ କୋର୍ଟ ଚାଲାଣ...

ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ଆସିଲା ରାୟ 

ଅନୁଗୋଳ ,୨୭।୯:  ଅନୁଗୋଳ ଜିଲା ଆଠମଲ୍ଲିକ ଏଡିଜେ କୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ବିଚାର କରି କୋର୍ଟ ୨ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ଉଭୟ ଅଭିଯୁକ୍ତ ହେଲେ ନନ୍ଦ...

IPS ଅରୁଣ ଷଡ଼ଙ୍ଗୀ ହେଲେ OPSC ଚେୟାରମ୍ୟାନ୍

କଟକ,୨୭ା୯: ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର। ଏହି ପଦବୀରେ ତାଙ୍କୁ ଆଗାମୀ ୬ ବର୍ଷ ପାଇଁ ନିଯୁକ୍ତ କରାଯାଇଛି। ଏବେ ସେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ ନିର୍ଦ୍ଦେଶକ ଅଛନ୍ତି।...

କୋର୍ଟଙ୍କ ଆଦେଶକୁ ଅବମାନନା: ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର,୨୭ା୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ମାଡ଼ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ପୀଡ଼ିତା ଯେଉଁ ମହିଳା ପୋଲିସଙ୍କ ହାତ କାମୁଡ଼ିଥିଲେ ତାଙ୍କ ମା’ଙ୍କ ପକ୍ଷରୁ ଥାନାରେ ମାମଲା ରୁଜୁ କରାଯାଇଛି। କୋର୍ଟ...

ଯୁବତୀ-ମହିଳାଙ୍କୁ ଟାର୍ଗେଟ୍‌ କରି ଲୁଟୁଥିଲେ ସୁନା ଚେନ୍‌, ୪ ଜଣଙ୍କୁ ବାନ୍ଧିଲା କମିଶନରେଟ୍‌ ପୋଲିସ

ଭୁବନେଶ୍ୱର,୨୭ା୯: ବାଇକ୍‌ରେ ଆସି କଟକ, ଭୁବନେଶ୍ୱରର ଯୁବତୀ ଏବଂ ମହିଳାଙ୍କୁ ଟାର୍ଗେଟ୍‌ କରି ସୁନା ଚେନ୍‌ ଲୁଟୁଥିଲେ। ଏହି ଲୁଟେରା ଗ୍ୟାଙ୍ଗର ମୁଖ୍ୟ ସହ ୪ ଜଣଙ୍କୁ ଧରିଛି କମିଶନରେଟ୍‌ ପୋଲିସ। ଗ୍ୟାଙ୍ଗ୍‌ ମୁଖ୍ୟଙ୍କ ନାଁରେ ସୁରଟରୁ ନେଇ ପୁରୀ...

ଭରତପୁର ଥାନା ଘଟଣା: ଆଉ ୩ ଜଣଙ୍କ ହେବ…

ଭୁବନେଶ୍ୱର,୨୭।୯: ଭରତପୁର ଥାନା ଘଟଣାରେ ଆଉ ୩ ଜଣଙ୍କ ପଲିଗ୍ରାଫ ଟେଷ୍ଟ ହେବ। ନିଲମ୍ବିତ ଥାନା ଅଧିକାରୀଙ୍କ ସହ ୩ ମହିଳା କର୍ମଚାରୀଙ୍କ ଏହି  ଟେଷ୍ଟ କରାଯିବ। ପଲିଗ୍ରାଫ ଟେଷ୍ଟ ପାଇଁ  ଏସ୍‌ଡିଜେଏମ୍‌ କୋର୍ଟ ଅନୁମତି ଦେେଇଛନ୍ତି।  ଜଣେ ଏସ୍‌ଆଇଙ୍କ...

ପ୍ରବଳରୁ ଅତି ପ୍ରବଳ ବର୍ଷିବ, ୫ ଜିଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା

ଭୁବନେଶ୍ୱର,୨୭ା୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ ଜିଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।...

ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ, ଠିକାଦାରଙ୍କଠାରୁ ନେଉଥିଲେ…

କୁନ୍ଦୁରା,୨୭ା୯(ସନ୍ତୋଷ କୁମାର ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ କାର୍ଯ୍ୟରତ ମହିଳା ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭାନୁମତୀ ଶୁକ୍ରବାର ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଧରିଛି ଭିଜିଲାନ୍ସ। କୁନ୍ଦୁରା ବ୍ଲକ ଅଧୀନରେ...

‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ପାଇ ନ ଥିବା ମହିଳାଙ୍କ ପାଇଁ ବଡ଼ ଖବର

ଭୁବନେଶ୍ୱର,୨୭।୯: ‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର। କେଉଁ ଦିନ ସୁଭଦ୍ରା ସହାୟତା ମିଳିବ ସେନେଇ ଆଜି ତାରିଖ ଆସିପାରେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏନେଇ ତାରିଖ ଘୋଷଣା କରିପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ମହାପ୍ରଭୁଙ୍କ ଅବଢ଼ାର ହେବ ମାନ ଯାଞ୍ଚ: ରୋଷ ଘରକୁ ଯାଉଥିବା….

ଭୁବନେଶ୍ୱର,୨୭।୯: ଏଣିକି ଶ୍ରୀମନ୍ଦିରରେ ଅବଢ଼ାର ମାନ ଯାଞ୍ଚ ହେବ । ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ମାନ ଯାଞ୍ଚ କରିବା ପାଇଁ ଫୁଡ ଇନ୍ସପେକ୍ଟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri