ରାଜ୍ୟ

କମୁଛନ୍ତି କୁଶଳୀ କର୍ମଚାରୀ

ବଅଁରପାଳ,୧।୫ ଉଡ଼ାଜାହାଜରୁ ବୁଡ଼ାଜାହାଜ। ସମାଧିରୁ ସୌଧ। କଳକବ୍‌ଜାରୁ କାରଖାନା। ବିକାଶର ପ୍ରତିଟି କ୍ଷେତ୍ରରେ ଲୁଚିରହିଛି ଶ୍ରମିକଙ୍କ ହାଡ଼ଭଙ୍ଗା ପରିଶ୍ରମ। ସ୍ବପ୍ନ, ସମ୍ଭାବନା, ଆତ୍ମସନ୍ତୁଷ୍ଟିକୁ ଜଳାଞ୍ଜଳି ଦେଇ ଜଣେ ଶ୍ରମିକ ରାଷ୍ଟ୍ରର ଉନ୍ନତିରେ କାଟିଦିଏ ତମାମ ଜୀବନ। ତେବେ ବିକାଶର ସୁଉଚ୍ଚ...

ବିଦ୍ୟୁତ୍‌ ବିଭ୍ରାଟ ଅସହ୍ୟ

ଢେଙ୍କାନାଳ ଅଫିସ, ୧।୫ ଉପରମୁହାଁ ହୋଇଛି ପାରଦ। ଅସହ୍ୟ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସମୟରେ ସରକାର ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ଢେଙ୍କାନାଳ ସହରରେ ଏହାକୁ ମାନୁନି ବିଦ୍ୟୁତ୍‌ ବିତରଣ କମ୍ପାନୀ।...

ରାସ୍ତାରେ ଟ୍ରେଞ୍ଚ ଖୋଳିଲା ପ୍ରଶାସନ

ଖଇରା, ୧।୫ (ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୁଆ ପାହାଡରେ ଖଣି ଲୁଟେରାଙ୍କୁ ଲଗାମ୍‌ ଦେବାକୁ ପ୍ରଶାସନ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିଛି। ରାତିଅଧିଆ ଚୋରାଚାଲଣ ଓ ବ୍ଲାଷ୍ଟିଂ ରୋକିବାକୁ ରାଜସ୍ବ ବିଭାଗ ତରଫରୁ ପାହାଡ ସଂଲଗ୍ନ...

ଗୋଡ଼ରେ ଆଙ୍କୁଛନ୍ତି ଅନନ୍ୟ କଳାକୃତି

ରୂପସା, ୧।୫ କଥାରେ ଅଛି କାନ ଥିଲେ ସୁନା ନାହିଁ, ସୁନା ଥିଲେ କାନ ନାହିଁ। ଦୁଇଟି ହାତ ଅଛି ହେଲେ ଚଳୁନି। ଦୁଇଟି ଗୋଡ଼ ଅଛି ହେଲେ ସେଥିରୁ ଗୋଟିଏ ଅକାମୀ। ତଥାପି ଈଶ୍ୱରଙ୍କ ଉପରେ ଟିକେ ହେଲେ...

ପିଲାଙ୍କ ପାଇଁ ନାହିଁ ଗ୍ରୀଷ୍ମ ପ୍ରଭାବ

ଭୁବନେଶ୍ୱର, ୧।୫(ବ୍ୟୁରୋ): ସକାଳୁଆ ସ୍କୁଲ୍‌ ନେଇ ଗଣଶିକ୍ଷା ସଚିବ ବିଷ୍ଣୁପଦ ସେଠୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗ୍ରୀଷ୍ମପ୍ରବାହ ନେଇ କୈଣସି ବିପଦ ନାହିଁ। ସ୍କୁଲଗୁଡିକ ସକାଳ ୯ଟା ସୁଦ୍ଧା ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଛାତ୍ରୀଛାତ୍ର କ୍ଷତିଭରଣା...

ଟ୍ରକ୍‌କୁ ପଛରୁ ପିଟିଲା ଆମ୍ବୁଲାନ୍ସ: ମହିଳା ରୋଗୀଙ୍କ ସମେତ ୩ଜଣଙ୍କ ଜୀବନ ଗଲା

ଚଣ୍ଡିଖୋଲ, ୧।୫ (ଡି.ଏନ୍‌.ଏ.): ଯାଜପୁର ଜିଲା ବଡଚଣା ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥର ଚଣ୍ଡିଖୋଲ ଓ ବଡଚଣା ମଧ୍ୟସ୍ଥଳୀରେ ଶନିବାର ବିଳମ୍ବିତ ରାତିରେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି। ଏକ ମାଲବାହୀ ଟ୍ରକ ପଛରେ ୧୦୮ ଆମ୍ବୁଲାନ୍ସ...

ମଲ୍‌ ପାଇଁ କାଟିଦେଲେ ବର, ନିମ୍ବ ଗଛ: ତିନି ଦିନ ପରେ ଖୋର୍ଦ୍ଧା ବନ ବିଭାଗର ଚେତା ପଶିଲା

ଖୋର୍ଦ୍ଧା ଅଫିସ,୧।୫: ଖୋର୍ଦ୍ଧା- ନୟାଗଡ ୫୭ ନଂ ଜାତୀୟ ରାଜପଥ ଖୋର୍ଦ୍ଧା କ୍ଲବ ନିକଟରେ ଏକ ନିର୍ମାଣାଧିନ ଶପିଂ ମଲ ସମ୍ମୁଖ ରାସ୍ତାକଡରେ ଥିବା ବହୁ ପୁରୁଣା ବର ଓ ନିମ୍ବ ଗଛକୁ ସଂପୃକ୍ତ ମଲ ମାଲିକ କାଟି ସଫା...

ଶ୍ରମିକଙ୍କ ପାଇଁ ଖୁସି ଖବର, ମଜୁରି ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୧।୫(ବ୍ୟୁରୋ): ମଜୁରିଆଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଅତି କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀରେ ୧୧ ଟଙ୍କା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏ ନେଇ ଶ୍ରମ କମିଶନରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି...

ଆଜି ୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ...

ମେ‘ରେ ତାତିରୁ ମିଳିବ ତ୍ରାହି

ଭୁବନେଶ୍ୱର,୧।୫(ବ୍ୟୁରୋ): ଏପ୍ରିଲ ମାସ ଡ଼ହଡ଼ହ ଖରାରେ ସଝିଥିଲା ସାରା ଓଡ଼ିଶା । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ବେଳେ ମେ’ ମାସରେ ଏଥିରୁ ତ୍ରାହି ମିଳିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟ,...

ରାଜ୍ୟରେ ଦୁଗ୍ଧ, ମାଂସ, ଅଣ୍ଡା ଉତ୍ପାଦନ ବଢ଼ିଛି

ଭୁବନେଶ୍ୱର, ୧।୫(ବ୍ୟୁରୋ): ରାଜ୍ୟରେ ଗତ ଦୁଇ ଦଶନ୍ଧି ମଧ୍ୟରେ ଦୁଗ୍ଧ ଉତ୍ପାଦନ ପ୍ରାୟ ତିନିଗୁଣ ବଢ଼ିଛି। ୨୦୦୦ ମସିହାରେ ଏହା ୮.୭୫ ଲକ୍ଷ ମେଟ୍ରିକ୍‌ ଟନ୍‌ ରହିଥିବାବେଳେ ୨୦୨୧ରେ ୨୩.୭୩ ଲକ୍ଷ ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି ପାଇଛି। ସେହିଭଳି ଗତ...

‘ଶୃଙ୍ଖଳା, ତ୍ୟାଗ ସଫଳତାର ଚାବିକାଠି’

ଭୁବନେଶ୍ୱର, ୧।୫(ବ୍ୟୁରୋ): ଶୃଙ୍ଖଳା, ତ୍ୟାଗ ଓ ଉତ୍ସର୍ଗୀକୃତ ମନୋଭାବ ହିଁ ସଫଳତାର ଚାବିକାଠି। ଶ୍ରେଷ୍ଠ ପ୍ରଦର୍ଶନ ସହ ନିଜର ପ୍ରତିଭା ଓ ଦକ୍ଷତା ବିକାଶ ପାଇଁ ଛାତ୍ରୀଛାତ୍ର ଏହି ୩ଟି ସୂତ୍ର ଉପରେ ଗୁରୁତ୍ୱ ଦେବା ଉଚିତ। ଛାତ୍ରୀଛାତ୍ରଙ୍କ ଚରିତ୍ର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri