ରାଜ୍ୟ

ପ୍ରବଳ ବର୍ଷା ସମ୍ଭାବନା: ଏହି ତାରିଖରୁ ବଦଳିବ ପାଗ

ଭୁବନେଶ୍ୱର,୨୭ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଓଡ଼ିଶାର ଅଧିକାଂଶ...

ପାର୍ବଣରେ ମହଙ୍ଗା ମାଡ଼:୭୦ ଛୁଇଁଲାଣି ପିଆଜ,ଆଉ ଖାଇବା ତେଲ…

ଭୁବନେଶ୍ୱର, ୨୬ା୯ (ଅନିଲ ଦାସ): ଗତ କିଛିଦିନ ହେବ ଖାଉଟିଙ୍କୁ କଲବଲ କରୁଛି ପିଆଜ। ଖୁଚୁରା ବଜାରରେ ଦର ଆକାଶଛୁଆଁ ହୋଇଛି। ବିକ୍ରି ଉପରେ ଲଗାମ ନ ଥିବାରୁ ଖୁଚୁରା ବ୍ୟବସାୟୀମାନେ ମନଇଚ୍ଛା ଦର କଷିବାରେ ଲାଗିଛନ୍ତି। କେଉଁଠି ପିଆଜ...

ସୁରକ୍ଷା ଗାଡି ଧକ୍କାରେ ଆହତ ହୋଇଥିବା ଛାତ୍ରୀଙ୍କୁ ସାଇକେଲ ଉପହାର ଦେଲେ ଉପମୁଖ୍ୟମନ୍ତ୍ରୀ

ଗୋପ,୨୬।୯: ବୁଧବାର ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍ ଧକ୍କା ହେବାରୁ ଦୁଇଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ଏହି ଘଟଣାରେ ଛାତ୍ରୀ ଜଣକ...

ଏଥର ସରୋଗେସି ମାତୃତ୍ୱ କ୍ଷେତ୍ରରେ ମିଳିବ ଛୁଟି: ମହିଳା କର୍ମଚାରୀଙ୍କୁ ୧୮୦ଦିନ, ପୁରୁଷଙ୍କୁ ୧୫ଦିନ

ଭୁବନେଶ୍ୱର,୨୬।୯(ଶର୍ମିଷ୍ଠା ପାଣିଗ୍ରାହୀ): ଏଥର ଉଧାର ମାତୃତ୍ୱ ଅର୍ଥାତ ସରୋଗେସି ପାଇଁ ମିଳିବ ଛୁଟି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି। ଉଧାର ମାତୃତ୍ୱ ପାଇଁ ମହିଳା ସରକାରୀ କର୍ମଚାରୀଙ୍କୁ ୧୮୦ଦିନର ମାତୃତ୍ୱ ଛୁଟି ଓ ପୁରୁଷ...

୪ ମାସର ଶିଶୁପୁତ୍ରଙ୍କୁ କରିଥିଲେ ହତ୍ୟା: ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ

ବାଲେଶ୍ୱର,୨୬।୯(ବାଞ୍ଛାନିଧି ଦେ): ୪ ମାସର ଏକ ଶିଶୁପୁତ୍ର ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଓପିଆଇଡି କୋର୍ଟ ବିଚାରପତି ବିଶ୍ୱଜିତ୍‌ ଦାସ ଅଭିଯୁକ୍ତ ବାପାଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ହଜାର ଟଙ୍କା...

ପରିବାର ଛାଡି ଲିଭ୍‌ ଇନ୍‌ରେ ରହୁଥିଲେ ମହିଳା: ହତ୍ୟା କଲା ପ୍ରେମିକ

ବଣାଇଁ,୨୬।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆ ଥାନା କନ୍ୟାଶ୍ରମ ବସ୍ତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ଗୁରୁବାର ପୋଲିସ ମୃତଦେହ ଜବତ କରି ସ୍ଥାନୀୟ ଲୋକଙ୍କ ସହାୟତାରେ ବ୍ୟବଚ୍ଛେଦ ପାଇଁ ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି। ମୃତା...

ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ: ହସ୍ପିଟାଲ ଆସି ରୋଗୀ ହଟହଟା

ବରଗଡ଼, ୨୬।୯( ପ୍ରେମାନନ୍ଦ ଖମାରୀ): ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରୁଛନ୍ତି। ବରଗଡ଼ ଜିଲାରେ କାର୍ଯ୍ୟରତ କର୍ମଚାରୀମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଫଳରେ ଜିଲାରେ ସ୍ବାସ୍ଥ୍ୟସେବା ବ୍ୟାହତ ହୋଇପଡିଛି। ଜିଲା ମୁଖ୍ୟ ଚିକିତ୍ସାଳୟ...

ଖଣି ମାଫିଆଙ୍କ ହାତବାରିସୀ ସାଜିଛି ପୋଲିସ: ଗୁମର ଫିଟାଇଲା ଏଡିଜିଙ୍କ ଚିଠି

କଟକ,୨୬ା୯: ଡ୍ୟୁଟି ଛାଡ଼ି ଅଣ ପୋଲିସ କାର୍ଯ୍ୟରେ ମାତିଛନ୍ତି ଅଧିକାରୀ। ଖଣି ଓ ଶିଳ୍ପାଞ୍ଚଳରେ ପରିବହନ କାର୍ଯ୍ୟରେ ପୋଲିସ କରୁଛନ୍ତି ସହାୟତା। ଏସ୍‌ପି ଓ ଡିସିପିଙ୍କୁ ଏଡିଜି ପଠାଇଥିବା ଚିଠି ଏଭଳି ସାଙ୍ଘାତିକ ସତ୍ୟର ଗୁମର ଫିଟାଇ ଦେଇଛି। ରାଜ୍ୟରେ...

ଫୁଲୁଛି ସୁବର୍ଣ୍ଣରେଖା: ପୁଣି ବଡ଼ବନ୍ୟା ଆଶଙ୍କା 

ଭୋଗରାଇ,୨୬l୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ୩ଦିନ ଧରି ଅବିଶ୍ରାନ୍ତ ବର୍ଷା ଲାଗି ରହିବାରୁ ବାଲେଶ୍ୱର ଜିଲାର ସବୁଠି ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିଷହ ହୋଇପଡିଛି। ତୁହାକୁ ତୁହା ବର୍ଷା ଲାଗିରହିବାରୁ ସହର, ଗ୍ରାମ, ବଜାର, ହାଟ, ସ୍କୁଲ,...

ପମି ଆଣିଲେ ଅଭିଯୋଗ: ଚୋରି କରି ନେଇଛନ୍ତି ମୋ ଗୀତ

ଭୁବନେଶ୍ୱର,୨୬ା୯: ଗୀତ ଚୋରି ଅଭିଯୋଗରେ ସାଇବର ଥାନାର ଦ୍ୱାରସ୍ଥ କଣ୍ଠଶିଳ୍ପୀ ପମି ମିଶ୍ର। ତାଙ୍କର ୧୪ ବର୍ଷ ପୁରୁଣା ଗୀତ ଚୋରି ନେଇ ପ୍ରଯୋଜନା ସଂସ୍ଥା ନାଁରେ ସେ ଅଭିଯୋଗ କରିଛନ୍ତି। ସାଇ ସାଗର କ୍ରିଏସନ୍ ଓ ପବିତ୍ର ଏଣ୍ଟରଟେନମେଣ୍ଟ...

ଆସି ପାରିଲାନି ଆମ୍ବୁଲାନ୍ସ: ଖଟିଆରେ ଚାଲିଗଲା ଯୁବତୀଙ୍କ ଜୀବନ

ଭବାନୀପାଟଣା,୨୬।୯(ଉତ୍ତମ ଦାଶ): କଳାହାଣ୍ଡି ଜିଲା ସଦର ବ୍ଲକ ଯୁଗସାଏପାଟଣା ମାଣ୍ଡିଆବିରି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବୁଲାନ୍ସ ଗାଁକୁ ପହଞ୍ଚି ନ ପାରିବାରୁ ରାସ୍ତାର ଜଣେ ଯୁବତୀଙ୍କୁ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ସୂଚନା ମୁତାବକ, ଯୁବତୀ...

ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬ା୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ନେଇ ଗୁରୁବାର ପୁରୀ ଜିଲାର ସମସ୍ତ ସ୍କୁଲ ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି । କୋଣାର୍କ ମନ୍ଦିର ପରିସରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri