ରାଜ୍ୟ

୩ରୁ ୪ ସପ୍ତାହ ମଧ୍ୟରେ ବଢ଼ିପାରେ କରୋନା

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ ୩ରୁ ୪ ସପ୍ତାହ ପରେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଦିଲ୍ଲୀରେ ସଂକ୍ରମଣ ବଢୁଥିବାରୁ ଆଗକୁ ଓଡ଼ିଶା ପ୍ରତି ବି ବିପଦ ରହିଛି। ରାଜ୍ୟରେ କରୋନା...

କେବଳ ସ୍ବାର୍ଥ ପାଇଁ ଦଳ ଛାଡ଼ୁଛନ୍ତି: ନିରଞ୍ଜନ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି ଓ ନରସିଂହ ମିଶ୍ର ଦଳୀୟ ପଦ ଛାଡିବା ନେଇ ଚର୍ଚ୍ଚା ହେଉଛି। ଏବେ ଏହି ପ୍ରସଙ୍ଗ ଉପରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୋ’ ପାଖକୁ...

ଭିତ୍ତିଭୂମିକୁ ଗୁରୁତ୍ୱ ନାହିଁ

ଛେଣ୍ଡିପଦା,୨୮।୪(ସ୍ବ.ପ୍ର.):  ରୋଗୀ ସେବାକୁ ନେଇ ଦିନେ ଯେଉଁ ସ୍ବାସ୍ଥ୍ୟକେନ୍ଦ୍ର ସୁନାମ ଅର୍ଜନ କରିଥିଲା, ଦୀର୍ଘବର୍ଷ ହେଲା ତାହାକୁ ଅଣଦେଖା କରାଯାଉଛି। ଏପରି କି ଦୁର୍ବଳ ଭିତ୍ତିଭୂମିରେ ପରିବର୍ତ୍ତନ କରିବା ପ୍ରତି ସ୍ବାସ୍ଥ୍ୟ ପ୍ରଶାସନ ଗୁରୁତ୍ୱ ଦେଉନାହିଁ। ରୋଗୀଙ୍କୁ କିପରି ଉନ୍ନତ ଚିକିତ୍ସା...

ଜଳିଗଲା ତୁଳା ଗୋଦାମ

କଟକ ଅଫିସ,୨୮ା୪:ଜଗତପୁରସ୍ଥିତ ଏକ ତୁଳା ଗୋଦାମରେ ନିଆଁ ଲାଗି ଛାରଖାର ହୋଇଯାଇଛି। ଖବର ଅନୁଯାୟୀ, ଜଗତପୁରରେ ଥିବା ଏକ ତୁଳା ଗୋଦାମରେ ଗୁରୁବାର ହଠାତ୍‌ ନିଆଁ ଲାଗିଯାଇଥିଲା। ଫଳରେ ଲକ୍ଷାଧିକ ଟଙ୍କା ତୁଳା ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ...

ସ୍ମାର୍ଟ ସ୍କୁଲରେ ଶିକ୍ଷକ ଅଭାବ

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ମହାନଗର ନିଗମର ବହୁ ପୁରାତନ ସରକାରୀ ସିଟି ହାଇସ୍କୁଲରେ ଚଳିତ ଶିକ୍ଷାବର୍ଷ ନିମନ୍ତେ ଏପ୍ରିଲ ୨୦ରୁ ବିଭିନ୍ନ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ନାମଲେଖା ଆରମ୍ଭ ହୋଇଛି। ତେବେ ସ୍ଥାନୀୟ ଅଞ୍ଚଳର ଅଭିଭାବକ ପିଲାଙ୍କ ନାମ ଲେଖାଇବା ପାଇଁ ଗଲେ...

ବୁଗୁଡ଼ା ନୂଆ ବସ୍‌ଷ୍ଟାଣ୍ଡରେ ଶୀତଳ ଜଳ ଯନ୍ତ୍ର ଅକାମୀ

ବୁଗୁଡ଼ା,୨୮।୪(ଡି.ଏନ.ଏ.): ଯାତ୍ରୀମାନଙ୍କୁ ସ୍ବଚ୍ଛ ଓ ଶୀତଳ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ମାତ୍ର ୪ ମାସ ତଳେ ବୁଗୁଡ଼ା ନୂଆଁ ବସଷ୍ଟାଣ୍ଡ ପରିସରରେ ସ୍ଥାପନ କରାଯାଇଥିବା ୱାଟର ଫିଲଟର ଅକାମି ହୋଇପଡିଛି। ଫଳରେ ବିଭିନ୍ନ ସ୍ଥାନକୁ ଯାତ୍ରା କରିବା ପାଇଁ ବସକୁ...

ବଦଳିପାରେ ସ୍କୁଲ ଛୁଟି ସମୟ

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ସ୍ଥିତି ଦେଖି ସ୍କୁଲ ଛୁଟି ସମୟ ବଦଳିପାରେ। ଏପ୍ରିଲ ୩୦ ପରେ ଏସ୍‌ଆରସିଙ୍କ ପରାମର୍ଶରେ ଛୁଟି ନିଷ୍ପତ୍ତି ନିଆଯିବ ବୋଲି ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ହିଟ୍‌ଓ୍ବେଭ ପାଇଁ ପ୍ରାଥମିକ ପର୍ଯ୍ୟାୟରେ...

ଆର୍‌ଏମ୍‌ସି କର୍ମଚାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର ଟାଉନ,୨୮ା୪(ଡି.ଏନ୍‌.ଏ.): ଯାଜପୁର ଆର୍‌ଏମ୍‌ସି କର୍ମଚାରୀ ଗୟାଧର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି ଚଢ଼ାଉ ହୋଇଛି। ଯାଜପୁର ଥାନା ସନ୍ଥେଶ୍ବରପୁରଠାରେ ଗୟାଧର ସାହୁଙ୍କ ନିଜ ବାସଭବନ...

୬ ମାସ ବଢ଼ିଲା କରୋନା ଯୋଦ୍ଧାଙ୍କ ବୀମା

ଭୁବନେଶ୍ୱର,୨୮।୪(ବ୍ୟୁରୋ): ପୁଣିଥରେ ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି କରୋନା ଯୋଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ବୀମାର ଅବଧିକୁ ଆଉ ୬ମାସ ଲାଗି ବୃଦ୍ଧି କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସ୍ବତନ୍ତ୍ର...

ରାଜଧାନୀରେ ଚାଞ୍ଚଲ୍ୟ: ଘର ଭିତରୁ ମିଳିଲା ୩ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଚିନ୍ତାମଣିଶ୍ୱର ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୩ ସଦସ୍ୟଙ୍କ ମୃତଦେହ ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମିଳିଛି। ଏହି ମୃତଦେହ ମଧ୍ୟରେ ଦମ୍ପତିଙ୍କ ସହ ଏକ ୧୫ ମାସର...

ମାଲକାନଗିରିର ପୂର୍ବତନ ଏଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ମାଲକାନଗିରି, ୨୮।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ କିଆଙ୍ଗ ଫାଣ୍ଡିର ପୂର୍ବତନ ଏଏସ୍‌ଆଇ ଜୟଦାସ ଖରାଙ୍କ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟଦାସଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଭିଜିଲାନ୍ସ...

ଫାଟିଲା ପଛ ଚକା; ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍‌

ଫୁଲନଖରା,୨୮।୪(ଡି.ଏନ୍‌.ଏ.): କଟକ-ଭୁବନେଶ୍ୱର ୧୬ନଂ ଜାତୀୟ ରାଜପଥସ୍ଥିତ ଫୁଲନଖରା ଓଭର ବ୍ରିଜ଼ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୁବନେଶ୍ୱରର ସାଲିଆସାହି ବସ୍ତିରୁ ଏକ ଘରୋଇ ବସ ନଂ (ଓଆର୍‌ ୦୨ ଏଟି.୭୬୪୭)ଯୋଗେ ୩୦ ଊର୍ଦ୍ଧ୍ୱ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri