ରାଜ୍ୟ

ସୋନପୁର ସବୁଠୁୁ ଉତ୍ତପ୍ତ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ବୁଧବାର ୨୪ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି। ସେଥିରୁ ୪ଟି ସହରର ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସ ବା ତା’ ଉପରେ...

ଅପରାଜିତାଙ୍କ ଶୋଭାଯାତ୍ରା ଉପରକୁ ଟମାଟୋ ମାଡ଼

ପୁରୀ ଅଫିସ,୨୭।୪: ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ ପୁରୀ ଗସ୍ତକୁ ନେଇ ରାଜନୈତିକ ମହଲରେ ବିତର୍କ ଆରମ୍ଭ ହୋଇଛି। ସେ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରି ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ପଦଯାତ୍ରାରେ ସାମିଲ ହେବା କାର୍ଯ୍ୟକ୍ରମ ରହିଥିଲା। ହେଲେ ପୁରୀ...

ସିଗାରେଟ୍‌ ଦେବାରେ ବିଳମ୍ବ ହେବାରୁ ଫୁଟିଲା ଗୁଳି, ଜଣେ ଗୁରୁତର

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଖଡ଼ିବାହାଳୀ ଛକରେ ସିଗାରେଟ ଦେବାରେ ବିଳମ୍ବ ହେବାରୁ ଦୋକାନୀଙ୍କୁ ଗୁଳିମାଡ଼ ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଜଣେ ଗ୍ରାହକ ସାମାନ୍ୟ ସିଗାରେଟ ଟାଣିବା ପାଇଁ ବଚସା ପରେ ଦୋକାନୀଙ୍କୁ ଗୁଳିମାଡ଼...

କାନ୍ଦିଲେ ଅପରାଜିତା

ପୁରୀ ଅଫିସ,୨୭।୪: ମହାପ୍ରଭୁଙ୍କ ଦର୍ଶନ ପାଇଁ ବାହାରିଥିବା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ ପୁରୀ ଗସ୍ତକୁ ନେଇ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରି ସେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ପଦଯାତ୍ରାରେ ସାମିଲ...

କାଲିଠୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ଆସନ୍ତାକାଲିଠାରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ଛୁଟି କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ଲାସ ବନ୍ଦ ହେଲେ ମଧ୍ୟ ପରୀକ୍ଷା ଚାଲୁ ରହିବ ବୋଲି ଦକ୍ଷତା ବିକାଶ ଏବଂ...

ଜେଲ୍‌ରୁ ମୁକୁଳିଲେ ଚିଲିକା ବିଧାୟକ

ଖୋର୍ଦ୍ଧା ଅଫିସ,୨୭।୪: ଜାମିନରେ ମୁକୁଳିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସେ ୭ ଦିନିଆ ଅନ୍ତରୀଣ ଜାମିନରେ ବାଣପୁର ଉପକାରାଗାରରୁ ମୁକୁଳିଛନ୍ତି। ଗତ ଏପ୍ରିଲ ୨୨ ତାରିଖରେ ହାଇକୋର୍ଟରୁ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ ମିଳିଥିଲା। ତେବେ ସ୍ବାସ୍ଥ୍ୟଜନିତ...

ମାଟ୍ରିକ ପରୀକ୍ଷା ଦ୍ୱିତୀୟ ସିଟିଂ ସମୟ ବଦଳିଲା

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ରେଗୁଲାର ପିଲାଙ୍କ ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ସମୟରେ ହେବାକୁ ଥିବା ବେଳେ ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ସେକେଣ୍ଡ...

କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ସୁର, କହିଲେ କାର୍ଯ୍ୟାନୁଷ୍ଠାନ ହେଲେ ଖାତିର ନାହିଁ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କଂଗ୍ରେସ ନେତା ସୁରେଶ ରାଉତରାୟ କାରଣ ଦର୍ଶାଅ ନୋଟିସର ଜବାବ ଦେଇଛନ୍ତି। ସେ କଂଗ୍ରେସ ଭବନକୁ ଆସି ଲିଖିତ ଭାବେ ଉତ୍ତର ଦାଖଲ କରିଛନ୍ତି। ପୁଣି ଥରେ ନିରଞ୍ଜନ ପଟ୍ଟନାୟକ ଓ ଜୟଦେବ ଜେନାଙ୍କ ସେହି କଥାକୁ କହଛନ୍ତି।...

ଅଂଶୁଘାତକୁ ନେଇ ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଓ ଅଂଶୁଘାତକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପ୍ରବଳ ଖରା ଯୋଗୁ ଅଂଶୁଘାତର ସମ୍ଭାବନା ଅଛି। ତେବେ ଅଂଶୁଘାତକୁ ନେଇ ସବୁ ଜିଲାପାଳଙ୍କ ସହ ଆଲୋଚନା ସରିଛି ।...

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ନୂଆ କୋଭିଡ୍‌ ମାମଲା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୧୮ ବର୍ଷରୁ କମ୍‌ ବୟସର ପିଲା ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ୬ ଜଣ କ୍ୱାରାଣ୍ଟାଇନ୍‌ରୁ...

ଡହଡ଼ହ ଖରାରେ ଜନଜୀବନ ଅସ୍ତବ୍ୟସ୍ତ: ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ଓଡ଼ିଶା। ଗରମ ସାଙ୍ଗକୁ ଗୁଳୁଗୁଳି ଅସହ୍ୟ ହୋଇପଡ଼ୁଛି। ସକାଳ ୯ଟାରୁ ଘରୁ ବାହାରିବା ଅସମ୍ଭବ ହୋଇ ପଡ଼ୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଉଛି। ପ୍ରତିଦିନ ତାପମାତ୍ରା ବୃଦ୍ଧିରେ ନୂଆ ରେକର୍ଡ ହେଉଛି । ଆସନ୍ତା...

ବିବାଦୀୟ ଡିଏଫ୍‌ଓଙ୍କ ବଦଳି: ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁରେ ଛନ୍ଦି ହୋଇଥିଲା ନାଁ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁରେ ଛନ୍ଦି ହୋଇଥିବା ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ବଦଳି ହୋଇଛି। ସୌମ୍ୟଙ୍କ ମୃତ୍ୟୁକୁ ନେଇ ରାଜ୍ୟବ୍ୟାପୀ ହୋ-ହାଲ୍ଲା ସତ୍ତ୍ୱେ ବେହେରାଙ୍କୁ ବଦଳି କରାଯାଇ ନ ଥିଲା। ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri