ରାଜ୍ୟ

ଆଜି ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୨୭।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ...

ସ୍ବାମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ମଞ୍ଚେଶ୍ୱର ଥାନା ରସୁଲଗଡ଼ ଅଞ୍ଚଳରେ ୨୦୧୨ରେ ଯୌତୁକ ଦାବିକରି ସ୍ତ୍ରୀଙ୍କୁ କାଠଫାଳିଆରେ ହତ୍ୟା କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ଭୁବନେଶ୍ୱର ଅତିରିକ୍ତ ଜିଲାଜଜ୍‌-୩ ସସ୍ମିତା ପାଢ଼ୀ ଦୋଷୀ ସାବ୍ୟସ୍ତ କରିଛନ୍ତି। ମାମଲାର ବିଚାର କରି ଜେଲରେ ଥିବା...

ଉତ୍ତରପ୍ରଦେଶରୁ ଆନ୍ତଃ ରାଜ୍ୟ ନିଶାମାଫିଆ ଗିରଫ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭ୍ୟାନ୍‌ରୁ ୮୧୦ କେଜି ଗଞ୍ଜେଇ ଜବତ ମାମଲାରେ ୱାଣ୍ଟେଡ୍‌ ଥିବା ଜଣେ ଆନ୍ତଃ ରାଜ୍ୟ ନିଶାମାଫିଆ ଉତ୍ତରପ୍ରଦେଶର ଆଗ୍ରାରୁ ଧରାପଡ଼ିଛନ୍ତି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଫ୍‌) ଓ କୋରାପୁଟ ପୋଲିସର ଏକ ମିଳିତ ଟିମ୍‌ ଶନିବାର ଚଢ଼ାଉ...

କୋଟିପତି ଜିଆର୍‌ଏସ୍‌ ଗିରଫ, ସ୍ତ୍ରୀଙ୍କ ନାଁରେ ମାମଲା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭୁବନେଶ୍ୱର ଇଞ୍ଜଣା ଗ୍ରାମପଞ୍ଚାୟତ(ପୂର୍ବର କଳାରାହାଙ୍ଗ ପଞ୍ଚାୟତ)ର ଗ୍ରାମ ରୋଜଗାର ସେବକ (ଜିଆର୍‌ଏସ୍‌) ବାବୁଲି ଚରଣ ପଢ଼ିହାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ ପରିମାଣର ଆୟ ବହିର୍ଭୂତ୍ତ ସମ୍ପତ୍ତି ଠାବ କରାଯାଇଛି। ଠାବ ହୋଇଥିବା ସମ୍ପତ୍ତି...

୨୦୨୪ ସୁଦ୍ଧା ୧୫ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି । ସେଥିମଧ୍ୟରୁ ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ ୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର...

ସୁରଙ୍କୁ ନିରଞ୍ଜନଙ୍କ ନୋଟିସ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ନିଜର ମନ୍ତବ୍ୟକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚାରେ ରହିଥାଆନ୍ତି। ବିଭିନ୍ନ ପ୍ରସଙ୍ଗ ଉପରେ ମତ ଦେଇ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରିଥାଆନ୍ତି। ବେଳେ ବେଳେ ତାଙ୍କର ଏହି ମନ୍ତବ୍ୟ ଦଳ ପାଇଁ ବୁମେରାଂ...

ଐତିହ୍ୟ କରିଡରକୁ ପୁରୀ ବିଧାୟକଙ୍କ ସମର୍ଥନ

ପୁରୀ ଅଫିସ,୨୭।୪: ଐତିହ୍ୟ କରିଡର ପ୍ରକଳ୍ପକୁ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ସମର୍ଥନ କରିଥିବାବେଳେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନର ପଦଯାତ୍ରାକୁ ବିରୋଧ କରିଛନ୍ତି। ସେ କହିଛନ୍ତି, ନେତା, ମନ୍ତ୍ରୀ କିମ୍ବା ସାଧାରଣ ଲୋକ ଯେକେହି ବି ଆସନ୍ତୁ, ଶ୍ରୀମନ୍ଦିରକୁ...

ବଢୁଛି ଅଲ୍‌ଟ୍ରାଭାଓଲେଟ ବିପଦ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ରାଜ୍ୟରେ ବେଳକୁ ବେଳ ତାତି ବଢ଼ିବାରେ ଲାଗିଛି। ସୂର୍ଯ୍ୟଙ୍କ ପ୍ରଖର କିରଣ ଅସହ୍ୟ ହେଉଛି। ପରିବେଶ ପ୍ରଦୂଷଣ ଏବଂ ସବୁଜ ବଳୟ ନଷ୍ଟ ଗ୍ରୀଷ୍ମର ପ୍ରକୋପକୁ ଆହୁରି ବଢ଼ାଇ ଦେଇଛି। ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଯୋଗୁ ଗ୍ରୀଷ୍ମ ପ୍ରବାହ...

୧୨୦ ଆସନ କହି ବ୍ୟବସାୟ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ୨୦୨୪ରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ଭାଜପା ରାଜ୍ୟରେ ୧୨୦ ବିଧାନସଭା ଆସନ ଦଖଲ କରିବ ବୋଲି ଦାବି କଲାଣି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୮୮ତମ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବା ବେଳେ ଗଣମାଧ୍ୟମରେ...

ପେଷି ହେଉଛନ୍ତି ଚାଷୀ

ବରଗଡ଼ ଅଫିସ୍‌,୨୭ା୪: ଓଡ଼ିଶାର ଚାଷୀମାନେ ଗତ ୧୦ବର୍ଷ ମଧ୍ୟରେ ଅଧିକରୁ ଅଧିକ ଧାନ ଉତ୍ପାଦନ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର କ୍ରମାଗତ କୃଷି କର୍ମଣ ପୁରସ୍କାର ପାଇଛନ୍ତି। ମାତ୍ର ଧାନ ବିକ୍ରି ସମସ୍ୟାକୁ ନେଇ କେନ୍ଦ୍ର-ରାଜ୍ୟ ସରକାର ପରସ୍ପର ଦୋଷ...

ବଡ଼ଦାଣ୍ଡରେ ହେବାକୁ ଥିବା ପଦଯାତ୍ରାକୁ ଅନୁମତି ଦେଲାନି ପୁରୀ ପ୍ରଶାସନ

ପୁରୀ ଅଫିସ,୨୬।୪: ଶ୍ରୀମନ୍ଦିର ଐତିହ୍ୟ କରିଡର ନିର୍ମାଣ ଓ ଶହେ ମିଟର ପରିଧି ମଧ୍ୟରେ ବ୍ୟାପକ ଖନନକୁ ବିରୋଧ କରି ବୁଧବାର ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ନେତୃତ୍ୱରେ ପୁରୀ ବଡ଼ଦାଣ୍ଡରେ ହେବାକୁ ଥିବା ପଦଯାତ୍ରାରେ...

ରାଲିରେ ଅପରାଜିତାଙ୍କୁ ସହଯୋଗ କରିବୁ ନାହିଁ: ପୁରୀ ବିଧାୟକ

ପୁରୀ ଅଫିସ,୨୬।୪: ଗୋଟିଏ ପଟେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପୁରୀ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରୁଥିବା ବେଳେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଏହାକୁ ସମର୍ଥନ କରିଛନ୍ତି। ଏପରିକି ସେ ପୁରୀ ବଡ଼ଦାଣ୍ଡରେ ଶ୍ରୀମନ୍ଦିର ବଞ୍ଚାଅ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri