ରାଜ୍ୟ

ଏହି ୫ ଜିଲାକୁ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୯ା୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ରହିଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲ୍‌ମାର୍କଡ ଲୋ-ପ୍ରେସରର ରୂପ ନେବା ପରେ ବାଂଲାଦେଶ ଉପକୂଳମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ପାଣିପାଗ...

୨୨ରେ ଡିଗ୍ରୀଧାରୀ ମାଧ୍ୟମିକ ଶିକ୍ଷକ ଆଶାୟୀଙ୍କ ଧାରଣା

ଭୁବନେଶ୍ୱର,୧୯ା୮(ଅନୁରାଧା ମହାରଣା): ରାଜ୍ୟରେ ୮୦ ହଜାରରୁ ଊଦ୍ଧର୍‌ବ ମେଧାବୀ ଛାତ୍ରୀଛାତ୍ର ଦୁଇବର୍ଷିଆ ବି.ଏଡ୍‌ ପାଠ ପଢି ଘରେ ବେକାର ହୋଇ ବସିଛନ୍ତି। ତୁରନ୍ତ ନିଯୁକ୍ତି ଦାବି କରି ମାଧ୍ୟମିକ ଆଶାୟୀ ଶିକ୍ଷକ ସଂଘ ଆସନ୍ତା ୨୨ ତାରିଖରେ ଆନ୍ଦୋଳନକୁ ଓହ୍ଲାଇବ...

ଭୁବନେଶ୍ୱର ପରେ କଟକରେ ସିମ୍‌ ବକ୍ସ

ଭୁବନେଶ୍ୱର,୧୯ା୮(ସତ୍ୟଜିତ୍‌ ରାଉତ): ଓଡ଼ିଶାରେ ବାଂଲାଦେଶୀ ଆତଙ୍କୀଙ୍କ ଗୁମର ଖୋଲିବାରେ ଲାଗିଛି। ଭୁବନେଶ୍ୱର ପରେ କଟକରୁ ମଧ୍ୟ ସିମ୍‌ ବକ୍ସ ମିଳିଛି। ଏହି ଘଟଣାରେ ବିଦେଶୀ ଲିଙ୍କ୍‌ ମିଳିଥିବାରୁ କମିଶନରେଟ୍‌ ପୋଲିସ ଗୁରୁତ୍ୱର ସହ ନେଇ ଅଧିକ ତନାଘନା ଚଳାଇଛି। ଗିରଫ...

ମାଉଣ୍ଟ ଏଲ୍‌ବ୍ରୁସ୍‌ ଚଢ଼ିଲେ କଳାହାଣ୍ଡିର ଯୁବକ

ଭବାନୀପାଟଣା,୧୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଦେପୁର ଗ୍ରାମର ଯୁବ ପର୍ବତାରୋହୀ ରାହୁଲ ପଧାନ ଇଉରୋପ ମହାଦେଶର ୫୬୪୨ ମିଟର ବିଶିଷ୍ଟ ଉଚ୍ଚତମ ଶୃଙ୍ଗ ମାଉଣ୍ଟ ଏଲ୍‌ବ୍ରୁସ୍‌ ଚଢି ଜିଲା ପାଇଁ ଗୌରବ ଆଣିଛନ୍ତି। ଗତ...

ମଦ ପିଇ ଗାଡ଼ି ଚଳାଇ ଧରାପଡ଼ିଲେ ପୂର୍ବତନ ହକି କ୍ୟାପ୍‌ଟେନ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୧୯।୮(ସତ୍ୟଜିତ ରାଉତ): ପୂର୍ବତନ ହକି କ୍ୟାପ୍‌ଟେନ ପ୍ରବୋଧ ତିର୍କୀ ଭୁବନେଶ୍ୱରରେ ମଦ୍ୟପାନ କରି ଗାଡ଼ି ଚାଳନା କରିବାବେଳେ କମିଶନରେଟ ପୋଲିସ ଦ୍ୱାରା ଧରାପଡ଼ିଛନ୍ତି। ସେ ଚଳାଉଥିବା କାର୍‌ (ଓଡି୦୨-ଜେ-୭୫୮୫)କୁ ପୋଲିସ ଜବତ କରିଛି। ଶନିବାର ରାତିରେ ସେଫ୍‌ ସିଟି ଡ୍ରାଇଭ...

୧୧ କେଭି ବିଦ୍ୟୁତ୍‌ ତାରରେ ଲାଗି ଚାଲିଗଲା ମାଈହାତୀର ଜୀବନ

ନାକଟୀଦେଉଳ, ୧୮ା୮(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ରେଢାଖୋଲ ବନଖଣ୍ଡ ଘୋଷରାମାଳ ଫରେଷ୍ଟ ସେକ୍ସନର ଚରଡ଼ପଶି ଚହଟାପଦାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଏକ ମାଈହାତୀର ମୃତ୍ୟୁ ଘଟିଛି। ଶନିବାର ରାତିରେ ରାଞ୍ଚି-ବିଜୟୱାଡ଼ା ଜାତୀୟ ରାଜପଥର ରେଢାଖୋଲ-ନାକଟୀଦେଉଳ ରାସ୍ତା ପାର୍ଶ୍ୱରୁ ପ୍ରାୟ ୧ଶହ...

ମାଉଣ୍ଟ ଏଲ୍‌ବୃସ୍‌ ଚଢ଼ିଲେ ଓଡ଼ିଆ ଯୁବକ

ଭବାନୀପାଟଣା,୧୮।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅଧୀନ ଦେପୁର ଗ୍ରାମର ଯୁବ ପର୍ବତାରୋହୀ ରାହୁଲ ପଧାନ ଇଉରୋପ ମହାଦେଶର ୫୬୪୨ ମିଟର ବିଶିଷ୍ଟ ଉଚ୍ଚତମ ଶୃଙ୍ଗ ମାଉଣ୍ଟ ଏଲ୍‌ବୃସ୍‌ ଚଢି ଜିଲା ପାଇଁ ଗୌରବ ଆଣିଛନ୍ତି। ଗତ...

ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ମୃତ; ୪ ଲକ୍ଷ ଟଙ୍କା ଅନୁକମ୍ପାମୁଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୮: ଆଜି ରାଜ୍ୟର ୫ଟି ଜିଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ...

ଥମୁନି ଦାଦନ ଯନ୍ତ୍ରଣା: ଗୋଆରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୧୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ଥମୁନି ଦାଦନ ଯନ୍ତ୍ରଣା। ବ୍ଲକର ଡେଙ୍ଗାଗୁଡା ଗ୍ରାମ ଗୌନ୍ତିଆପଡାର ସନୁ ଛତ୍ରିଆ (୫୫)ଙ୍କ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗୋଆର ଏକ ହସ୍ପିଟାଲରେ ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କଠାରୁ...

ସିଆର୍‌ପିଏଫ କ୍ୟାମ୍ପରୁ ମିଳିଲା ଯବାନଙ୍କ ମୃତଦେହ

ଭବାନୀପାଟଣା,୧୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବଜାରପଡ଼ାରେ ଥିବା ୬୪ ବାଟାଲିୟନ ସିଆରପିଏଫ କ୍ୟାମ୍ପରୁ ରବିବାର ସକାଳ ଜଣେ ସିଆରପିଏଫ ଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯବାନଙ୍କ ନାମ ଅର୍ଜୁନ ଚରଣ ନାୟକ(୫୮)। ତାଙ୍କ...

ପୋଖରୀରେ ବୁଡ଼ି ଚାଲିଗଲା ଦୁଇ ଶିଶୁକନ୍ୟାଙ୍କ ଜୀବନ

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡା ପଞ୍ଚାୟତ ସିନ୍ଦୂରପୁର ଗାଁରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁ ଶିବମନ୍ଦିର ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଦୁଇ ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତକ...

ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ଛାନିଆ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ରବିବାର ଦାରିଙ୍ଗବାଡି ଗସ୍ତ କରିଥିଲେ। ସେ ଦାରିଙ୍ଗବାଡିରେ ଅପରାହ୍ନରେ ପହଞ୍ଚି ବ୍ଲକ କର୍ମଚାରୀଙ୍କ ସହ ସ୍କୁଟି ଧରି ବିଭିନ୍ନ ହଷ୍ଟେଲରେ ପହଞ୍ଚି ପରିଦର୍ଶନ କରିଥିଲେ। ଜିଲାପାଳ ଅମ୍ରିତ ଋତୁରାଜ କନ୍ଧମାଳରେ ନୂତନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri