ରାଜ୍ୟ

ବଢୁଛି ଅଲ୍‌ଟ୍ରାଭାଓଲେଟ୍‌ ବିପଦ; ଦିନ ୧୨ରୁ ୨ ଯାଏ ପଦାକୁ ଯିବାକୁ ମନା

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- କିଛି ଦିନ ହେବ ତତଲା ତାଓ୍ବାରେ ସିଝୁଛି ସାରା ଓଡ଼ିଶା। ପରିବେଶ ପ୍ରଦୂଷଣ ଏବଂ ସବୁଜ ବଳୟ ନଷ୍ଟ ଗ୍ରୀଷ୍ମର ପ୍ରକୋପକୁ ଆହୁରି ବଢ଼ାଇ ଦେଇଛି। ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଯୋଗୁ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସୂର୍ଯ୍ୟଙ୍କ...

କଲବଲ କରୁଛି ତାତି: ଆଜି ୪୪.୫ ଡିଗ୍ରୀ ସହ ରେକର୍ଡ କଲା ବୌଦ୍ଧ

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ସମଗ୍ର ରାଜ୍ୟକୁ କଲବଲ କରୁଛି ତାତି। ମଙ୍ଗଳବାର ରାଜ୍ୟର ୨୪ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଛି। ସେଥିରୁ ୧୪ଟି ସ୍ଥାନରେ ପାରଦ ୪୨ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ୯ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା...

୨୯ ଯାଏ ତାତି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ସାରା ରାଜ୍ୟ । ଆସନ୍ତା ୨୯ ଯାଏ ରାଜ୍ୟରେ ତାତି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏପ୍ରିଲ ମାସରୁ ମେ ମାସ ଭଳି ତାତି ଅନୁଭୂତ ହେଉଛି। ସୋମବାର...

୧୫ ଜିଲାରେ ନାହାନ୍ତି ଜଣେ ବି କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ବର୍ତ୍ତମାନ ଦେଶରେ ଦୈନିକ କରୋନା ସଂକ୍ରମଣର ୨ ହଜାର ଉପରେ ଥିବା ବେଳେ ରାଜ୍ୟରେ ମାତ୍ର ୮୦ଟି ସକ୍ରିୟ ମାମଲା ରହିଛି। ୧୫ଟି ଜିଲାରେ ଆକ୍ରାନ୍ତ ନ ଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ରାଜ୍ୟରେ...

ମେ’୨ ଯାଏ ବନ୍ଦ ରହିବ କଲେଜ, ୟୁନିଭର୍ସିଟି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ ବଢି ଚାଲିଛି ତାତିର ପ୍ରକୋପ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୟୁଜି ଏବଂ ପିଜି କ୍ଲାସ୍‌ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ବୁଧବାରଠାରୁ ମେ’୨ ଯାଏ ସମସ୍ତ କଲେଜ୍‌ ଏବଂ ୟୁନିଭରସିଟି ବନ୍ଦ ରହିବ। ଏ...

ମାଟ୍ରିକ ପରୀକ୍ଷାରେ କପି ରୋକିବ ୩୮ ସ୍ପେସାଲ ସ୍କ୍ବାଡ୍‌

କଟକ ଅଫିସ,୨୬।୪: ମାଟ୍ରିକ ପରୀକ୍ଷାରେ କପି ରୋକିବା ପାଇଁ ସ୍ପେସାଲ ସ୍କ୍ବାଡ୍‌ ଗଠନ କରାଯାଇଛି। ରାଜ୍ୟର ୩୦ ଜିଲା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ୩୮ଟି ସ୍ପେସାଲ ସ୍କ୍ବାଡ୍‌ ଗଠନ କରିଛନ୍ତି। ପରୀକ୍ଷା ସୁପରିଚାଳନା ହେବା ସହ କିପରି...

ମାନସ ସ୍ବାଇଁ ହତ୍ୟା ମାମଲା: ନିରଞ୍ଜନ ସେଠୀଙ୍କ ଜାମିନ୍‌ ଆବେଦନ ଖାରଜ

ଭଦ୍ରକ ଅଫିସ, ୨୬।୪: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଗିରଫ ହୋଇଥିବା ପୂର୍ବତନ ସୂଚନା ନିର୍ଦ୍ଦେଶକ ନିରଞ୍ଜନ ସେଠୀଙ୍କ ଜାମିନ୍‌ ଆବେଦନକୁ ଭଦ୍ରକ ଜିଲା ଜଜ୍‌ ଖାରଜ କରି ଦେଇଛନ୍ତି। ସୂଚନାଯୋଗ୍ୟ, ନୟାଗଡ଼ ଜିଲା ରଣପୁର ଥାନା...

ଶୂନ୍ୟ ହେଲା ମା’ କୋଳ: ଏକାସାଙ୍ଗରେ ଚାଲିଗଲେ ଭାଇ ଉଭଣୀ

ଗଞ୍ଜାମ,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ହୁମା ଫାଣ୍ଡି ଅଧୀନ ଗଡ଼ହୁମା ଗ୍ରାମରେ ମଙ୍ଗଳବାର ଏକ ଦୁଖଃଦ ଘଟଣା ଘଟିଛି। ଗାଁର ଗୋବିନ୍ଦ ମହାରଣାଙ୍କ ନାତି ଏବଂ ନାତୁଣୀଙ୍କ ଗୋଟିଏ ଦିନରେ ଅକାଳ ବିୟୋଗ ଘଟିଛି। ମୃତ ଭାଇ ଭଉଣୀ ହେଲେ ରୁଦ୍ର(୨...

କୋଭିଡ଼ ଅନାଥଙ୍କୁ ମାଗଣା ପାଠପଢା

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୪(ବ୍ୟୁରୋ): କେନ୍ଦ୍ରୀୟ ବିଦ୍ୟାଳୟରେ କୋଭିଡ଼ ଅନାଥ ପିଲା ଏଣିକି ମାଗଣାରେ ପଢିପାରିବେ। କେନ୍ଦ୍ରୀୟ ବିଦ୍ୟାଳୟରେ ସାଂସଦଙ୍କ କୋଟା ଉଚ୍ଛେଦ ପରେ ଲାଗୁ ହୋଇଛି ନୂଆ ବ୍ୟବସ୍ଥା। ପିଏମ କେୟାର ଫର୍‌ ଚିଲଡ୍ରେନ ଯୋଜନାରେ କରୋନା ଯୋଗୁ ଅନାଥ ହୋଇଥିବା ଶିଶୁଙ୍କୁ...

ପାରଦ ସହ ପାଣି ସମସ୍ୟା

ବଇଣ୍ଡା,୨୬।୪ (ପରିକ୍ଷିତ ସାହୁ) କିଛି ଦିନ ହେବ ଅନୁଗୋଳ ଜିଲାରେ ଜାରି ରହିଛି ଅଗ୍ନିବର୍ଷା। ୪୦ ଡିଗ୍ରୀ ତଳକୁ ଖସୁନି ପାରଦ। ଦେହ ଜଳାଇଦେବା ଭଳି ଖରା ସାଙ୍ଗକୁ ମଧ୍ୟାହ୍ନର ତତଲା ପବନରେ ସନ୍ତୁଳି ହେଉଛି ଜନଜୀବନ। ବଢ଼ୁଥିବା ତାତିକୁ...

୪୧,୮୭୫ ନମୁନାରୁ ଜଣେ ଚିହ୍ନଟ

ଢେଙ୍କାନାଳ ଅଫିସ, ୨୬।୪ ଏକଦା ମ୍ୟାଲେରିଆପ୍ରବଣ ଭାବେ ଦୁର୍ନାମ ମୁଣ୍ଡାଇଥିଲା ଶିଳ୍ପ ଜିଲା ଢେଙ୍କାନାଳ। ତେବେ ରାଜ୍ୟ ସରକାର ଏବଂ ସ୍ବାସ୍ଥ୍ୟ ବିଭାଗର ଅନବରତ ପ୍ରୟାସ ପରେ ଏହି ମାରାତ୍ମକ ଜ୍ୱର ଏବେ ନିୟନ୍ତ୍ରଣକୁ ଆସିପାରିଛି। ଚଳିତବର୍ଷ ମାର୍ଚ୍ଚ ସୁଦ୍ଧା...

ପାଣି ପାଇଁ ରାସ୍ତାରେ ମହିଳା

ପରଜଙ୍ଗ, ୨୬।୪(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆମ୍ବପଳାସ ଗ୍ରାମ ଗଙ୍ଗାଧରପୁର ଦଳିତ ସାହିରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ପାଣି ମୁନ୍ଦାଏ ପାଇଁ ସାହିବାସୀ ଡହଳବିକଳ ହେଉଥିବାବେଳେ ଏହାକୁ ନେଇ ଲାଗି ରହିଥିବା ପୁଞ୍ଜୀଭୂତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri