ରାଜ୍ୟ

ବିଦ୍ୟୁତ୍‌ ବିଭ୍ରାଟରୁ ସ୍ଥିତି ବିଷମ

ଢେଙ୍କାନାଳ ଅଫିସ, ୨୬।୪ ଖରାରେ ସିଝୁଛି ଗାଁଠାରୁ ସହର। ଆକାଶରୁ ହେଉଛି ଅଗ୍ନିବର୍ଷା। ପ୍ରଚଣ୍ଡ ତାତିରେ ଜଳିପୋଡ଼ିଯାଉଛି ଦେହମୁଣ୍ଡ। ସକାଳ ୮ଟାରୁ ଆରମ୍ଭ ହୋଇଯାଉଛି ଗ୍ରୀଷ୍ମପ୍ରବାହ। ଅପରାହ୍ନ ୫ଟା ଯାଏ ଏଥିରୁ ମିଳୁନି ନିସ୍ତାର। ଆଭ୍ୟନ୍ତରୀଣ ଓଡ଼ିଶାରୁ ଉପକୂଳ। ଦକ୍ଷିଣରୁ...

ପଲିଥିନ ନ ଘୋଡ଼ାଇ ପରିବହନ

ଚମ୍ପୁଆ, ୨୬।୪(ଡି.ଏନ୍‌.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଖଣି ଖାଦାନ ଅଞ୍ଚଳ ଭାବେ ବେଶ ପରିଚିତ। ଉକ୍ତ ଖଣି ଖାଦାନରୁ ଦୈନିକ ହଜାର ହଜାର ଟ୍ରକ ଏବଂ ଟ୍ରେଲର୍‌ରେ ଲୁହା ପଥର ଓ ଗୁଣ୍ଡ(ଫାଇନ୍ସ) ବାହାର ରାଜ୍ୟକୁ ଚାଲାଣ କରାଯାଉଛି।...

ଲିଜ୍‌ଧାରୀଙ୍କୁ ୧୭ କୋଟିରୁ ଊର୍ଦ୍ଧ୍ୱ ଜରିମାନା

ବାରିପଦା ଅଫିସ,୨୬।୪ ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀରୁ ବେଆଇନ ବାଲି ଉତ୍ତୋଳନ ଓ ପରିବହନକୁ ନେଇ ବଡ଼ସାହି ତହସିଲ ଅଧୀନ ଦୁଇଟି ବାଲି ସଇରାତ ମାମଲାର ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଇଷ୍ଟର୍ଣ୍ଣ ବେଞ୍ଚ କୋଲକାତା ପକ୍ଷରୁ ଶୁଣାଣି କରାଯାଇଛି। ମାମଲାରେ...

ପ୍ରଶିକ୍ଷଣ ଦେଇ ପୁରସ୍କୃତ କଲା ଟିପିଏନ୍‌ଓଡିଏଲ୍‌

କେନ୍ଦୁଝର, ୨୬।୪(ସ୍ବ.ପ୍ର.) ଟାଟାପାୱାର ନର୍ଦ୍ଦନ ଓଡ଼ିଶା ଡିଷ୍ଟିବ୍ୟୁଶନ୍‌ ଲିମିଟେଡ୍‌ (ଟିପିଏନଓଡିଏଲ୍‌) ପକ୍ଷରୁ ଚଳିତମାସ ୬ତାରିଖରେ ବାରିପଦା ଓ ୨୦ ତାରିଖରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ନେଇ କେନ୍ଦୁଝର ସଂସ୍କୃତି ଭବନ ଅଡିଟୋରିୟମ୍‌ରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଓ ପୁରସ୍କାର ବିତରଣ...

୩ ପରିବାର ବାସହରା

ଭଦ୍ରକ ଅଫିସ, ୨୬।୪ ଭଦ୍ରକ ଜିଲା ରାହାଞ୍ଜସାହିରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୭ ବଖରା ଘର ଜଳିଯାଇଛି। ୩ ପରିବାର ବାସହରା ହୋଇପଡ଼ିଛନ୍ତି। ଉକ୍ତ ସାହିର ୩ ଭାଇ ପ୍ରହ୍ଲାଦ ସାହୁ, ଭରତ ସାହୁ ଓ ଶରତ...

‘୭ ଦିନ ମଧ୍ୟରେ ରିପୋର୍ଟ ଦିଅ’

ଭୋଗରାଇ, ୨୬।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ଗତ ରବିବାର ଅପରାହ୍ନରେ ହୋଇଥିବା କାଳବୈଶାଖୀରେ କ୍ଷତି ହୋଇଥିବା ଧାନ, ପାନ, ଘର, ରବିଫସଲ ଓ ତୈଳବୀଜର ରିପୋର୍ଟ ୭ଦିନ ମଧ୍ୟରେ ଦେବାକୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ରାଜସ୍ବ ଓ...

ଭୁବନେଶ୍ୱରରେ ପହଞ୍ଚିଲେ ପିସିସି ପ୍ରଭାରୀ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଓଡ଼ିଶା ଦାୟିତ୍ୱରେ ଥିବା ପିସିସି ପ୍ରଭାରୀ ଏ. ଚେଲ୍ଲାକୁମାର ମଙ୍ଗଳବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି । ପହଞ୍ଚିବା ପରେ ପିସିସି ସଭାପତି ପରିବର୍ତ୍ତନ ପ୍ରସଙ୍ଗରେ ଚେଲ୍ଲା କୁମାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କଂଗ୍ରେସ ବିଧାୟକ ଓ ବରିଷ୍ଠ ନେତାଙ୍କ...

ନନ୍ଦନକାନନରେ ଭାଲୁ ଆକାଶର ମୃତ୍ୟୁ

ବାରଙ୍ଗ,୨୬।୪(ଡି.ଏନ୍‌.ଏ.): ନନ୍ଦନକାନନରେ ୧୬ ନମ୍ବର ଖୁଆଡରେ ରହୁଥିବା ଅଣ୍ଡିରା ଭାଲୁ ଆକାଶର ମଙ୍ଗଳବାର ସକାଳେ ମୃତ୍ୟୁ ହୋଇଛି। ଆକାଶ ଗତ ଏକ ସପ୍ତାହ ହେଲା ନିମୋନିଆ ରୋଗରେ ଅସୁସ୍ଥ ଥିଲା। ତେବେ ତାକୁ ଖୁଆଡ ଭିତରୁ କାଢି ଆଣି ଭେଟେନାରୀ...

ମା’ଙ୍କୁ ଦର୍ଶନ କଲେ ୫-ଟି ସଚିବ

ଜଗତସିଂହପୁର ଅଫିସ,୨୬।୪: ମା’ ଶାରଳାଙ୍କ ପୀଠ ପରିଦର୍ଶନ କରିଛନ୍ତି ୫-ଟି ସଚିବ ଭି.କେ ପାଣ୍ଡିଆନ । ଶାରଳା ପୀଠରେ ପହଞ୍ଚି ପ୍ରଥମେ ମା’ଙ୍କୁ ଦର୍ଶନ କରିବା ସହ ପୀଠର ଉନ୍ନତିକରଣ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି । ମା’ଙ୍କ ଦର୍ଶନ କରିବା...

ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୪...

ନଦୀ ସୁରକ୍ଷା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ

ଭୁବନେଶ୍ୱର,୨୬ା୪(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏଭଳି ସ୍ଥିତିରେ ଜଳର ଘୋର ଅଭାବ ମଧ୍ୟ ଦେଖାଦେଇଛି। ସାଧାରଣ ଲୋକ ପିଇବା ପାଣି ମୁନ୍ଦାଏ ପାଇପାରୁ ନାହାନ୍ତି। ରାଜ୍ୟ ସରକାରଙ୍କ ଅହେତୁକ କମ୍ପାନୀ ପ୍ରୀତି ଏହାର ପ୍ରମୁଖ କାରଣ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri