ରାଜ୍ୟ

ବଢୁଛି ବାଲି, ମାଟି, ପଥର ଲୁଟ୍‌: ଅସୁରକ୍ଷିତ ସାମାଜିକ କର୍ମୀ, ଗଣମାଧ୍ୟମ ପ୍ରତିନିଧି

ଯାଜପୁର ଅଫିସ,୨୫ା୪: ଯାଜପୁର ଜିଲାରେ ଗ୍ରାନାଇଟ ପଥର, ବାଲି, ମୋରମ, ମାଟି, ମାଙ୍କଡାପଥର ଲୁଟ ଉପରେ ସ୍ବର ଉତ୍ତୋଳନ କରୁଥିବା ସାମାଜିକ କର୍ମୀ କିମ୍ବା ଗଣମାଧ୍ୟମ ପ୍ରତିନିଧି ସୁରକ୍ଷିତ ମଣୁ ନାହାନ୍ତି। ବାଲି ଖାଦାନକୁ ନେଇ ବିଞ୍ଝାରପୁରରେ ବୋମା ପକାଇ...

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି

ପୁରୀ ଅଫିସ,୨୫।୪: ବୈଶାଖ ମାସ କୃଷ୍ଣପକ୍ଷ ଦଶମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିର ଶ୍ରୀବିଗ୍ରହମାନଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଏହି ନୀତି ପ୍ରମୁଖ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ନିମନ୍ତେ ଏହି ନୀତି ଅନୁଷ୍ଠିତ...

ଦୁର୍ନୀତି ଆଁରେ ଧାନ, ଚାଉଳ ସଂଗ୍ରହ ପ୍ରକ୍ରିୟା

ଯାଜପୁର ଅଫିସ,୨୫ା୪: ଯାଜପୁର ଜିଲା ଯୋଗାଣ ବିଭାଗ ଉଭୟ ଖେଳାଳି ଓ ରେଫରୀ ସାଜି ଧାନ ସଂଗ୍ରହରେ ଦୁର୍ନୀତିକୁ ପ୍ରଶ୍ରୟ ଦେଉଛନ୍ତି। ନବନିର୍ମାଣ କୃଷକ ସଂଗଠନ ଏହି ଅଭିଯୋଗ କରିବା ସହ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଭିଜିଲାନ୍ସ କିମ୍ବା...

ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲରେ ପାଣି ଛାଡିବାକୁ ଦାବି

ପଟ୍ଟାମୁଣ୍ଡାଇ,୨୫ା୪(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହାୟ ଗୁଳଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ସପ୍ତାହେ ହେଲା କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଥିବାରୁ ଦିନ ୧୦ଟା ପରେ ଘରୁ ପଦାକୁ ଗୋଡ କାଢି ହେଉନାହିଁ। ଏଥିସହ ଅସହୟ ଗୁଳଗୁଳି...

ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ପ୍ରସ୍ତାବ ଫାଇଲ ତଳେ ଚାପି ହୋଇଛି: ବର୍ଷାଦିନେ ଜଳବନ୍ଦୀ ସହରବାସୀ

କେନ୍ଦ୍ରାପଡ଼ା ଅଫିସ,୨୫ା୪: କେନ୍ଦ୍ରାପଡ଼ା ପୌର ପରିଷଦ ନିର୍ବାଚନ ଦୀର୍ଘ ୬ ବର୍ଷ ପରେ ଶେଷ ହୋଇଛି। ଏହି ପରିଷଦ ପାଇଁ ପୌରାଞ୍ଚଳ ଡ୍ରେନେଜ୍‌ ସିଷ୍ଟମର ପୁନରୁଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି। ପୌରପାଳିକା ପକ୍ଷରୁ ଡ୍ରେନ୍‌ ସଫେଇକୁ ଗୁରୁତ୍ୱ...

୩ ବର୍ଷ ବିତିଲା, ସରୁନି ମେଗା ଜଳଯୋଗାଣ ପ୍ରକଳ୍ପ

ବୋଲଗଡ଼,୨୫ା୪(ଡି.ଏନ୍‌.ଏ.): ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚକରି ପ୍ରକଳ୍ପ କରୁଛନ୍ତି। ତେବେ ବିଭାଗୀୟ ଅଧିକାରୀ ଏବଂ ଠିକାସଂସ୍ଥାର ଅବହେଳା ଯୋଗୁ ପ୍ରକଳ୍ପ କାର୍ଯ୍ୟ ଆଗେଇ ପାରୁନି। ଫଳରେ ଲୋକେ ପାଇପ୍‌ ଯୋଗେ ପାନୀୟଜଳ...

କୋମାରେ ବାତ୍ୟା ନିରୋଧୀ ବିଦ୍ୟୁତ୍‌ ଭିତ୍ତିଭୂମି

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ବିଭିନ୍ନ ସମୟରେ ଦେଖାଦେଉଥିବା ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଗତ ୧୦ ବର୍ଷ ମଧ୍ୟରେ ରାଜ୍ୟକୁ ୭ଟି ଭୟଙ୍କର ବାତ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଏଥିରେ ପ୍ରାୟ ୩୫ ହଜାର କୋଟି ଟଙ୍କାର କ୍ଷୟକ୍ଷତି...

୭ ଦିନରେ ଧରାହେଲାଣି ୧୦୯୬ ସ୍କୁଲ ଗାଡ଼ି

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସ୍କୁଲପିଲାଙ୍କୁ ନେଉଥିବା ବସ୍‌ ଏବଂ ଅନ୍ୟ ଗାଡିଗୁଡ଼ିକର ଫିଟ୍‌ନେସ୍‌ ଉପରେ ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ଅଧିକ ଗୁରୁତ୍ୱ ଦେବା ଆରମ୍ଭ କରିଛି। ସେଥିଲାଗି କିଛିଦିନ ହେଲା ରାଜ୍ୟର ବିଭିନ୍ନ ଜିଲାରେ ସ୍କୁଲ ବସ୍‌ଗୁଡ଼ିକ ଉପରେ ଜୋର୍‌ଦାର ଚଢ଼ାଉ କରାଯାଉଛି।...

ପ୍ରଭାବିତ ହେବ ପରୀକ୍ଷା: ସମୟ ପରିବର୍ତ୍ତନ ଦାବି

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ଏପ୍ରିଲରୁ ରାଜ୍ୟରେ ଅସହ୍ୟ ହୋଇଛି ଖରାତାତି। ସକାଳ ୯ଟା ପରେ ଘରୁ ବାହାରିବା ବି କଷ୍ଟ ହୋଇପଡୁଛି। ଏଭଳି ସ୍ଥିତିରେ ପିଲାମାନେ କିପରି ସ୍କୁଲ ଯିବା ଆସିବା କରିବେ ତାହାକୁ ନେଇ ଚିନ୍ତା ବଢ଼ିଛି। ପୁଣି ଆଗକୁ...

ସାରା ଓଡ଼ିଶାରେ ତାତି: ୪୩ ଡିଗ୍ରୀ ଟପିଲା ଭୁବନେଶ୍ୱର

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଓଡ଼ିଶାରେ ଡହ ଡହ ଖରା ସାଙ୍ଗକୁ ଗରମ ପବନ ଦେହକୁ ସିଝାଇ ଦେଉଛି। ପାରଦ ଏବେ ୪୩ ଡିଗ୍ରୀ ଟପିଥିବାବେଳେ ସହରଠୁ ଗାଁ, ରାସ୍ତାରୁ କୋଠା ସବୁକିଛି ତାତି ଯାଉଛି। ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଥିବାବେଳେ ସକାଳ...

ଦର୍ଲିପାଲିରେ ବିଦ୍ୟୁତ୍‌ ଉତ୍ପାଦନ ବାଧା: ଆଜି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ଦର୍ଲିପାଲିସ୍ଥିତ ଏନ୍‌ଟିପିସିର ପାଓ୍ବାର ଷ୍ଟେଶନରେ ସମସ୍ୟା ଦେଖାଦେବାରୁ ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ ହୋଇଛି। ଫଳରେ ବିଦ୍ୟୁତ୍‌ ଯୋଗାଣରେ ମଧ୍ୟ ଅସୁବିଧା ହେଉଛି। ଏହି ପାଓ୍ବାର ଷ୍ଟେଶନରେ ୨ଟି ୟୁନିଟ୍‌ ମଧ୍ୟରୁ ଗୋଟିଏ କାର୍ଯ୍ୟକ୍ଷମ ଥିବାବେଳେ ୮...

ବୁଡ଼ିଗଲେ ୨ ସାଙ୍ଗ

ରାୟଗଡ଼ା ଅଫିସ,୨୪ା୪: ପ୍ରବଳ ଗରମରୁ ସାମାନ୍ୟ ନିସ୍ତାର ପାଇବା ପାଇଁ ସାଙ୍ଗମାନଙ୍କ ସହ ସନ୍ଧ୍ୟାରେ ନାଗାବଳୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ହେଲେ ଗଭୀର ଜଳରେ ବୁଡ଼ିଯାଇ ୨ ନାବାଳକଙ୍କ ଜୀବନ ଚାଲିଯାଇଛି। ରାୟଗଡ଼ା ଜିଲା ତୁମ୍ବିଗୁଡ଼ାରେ ଏଭଳି ଘଟଣା ଘଟିଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri