ରାଜ୍ୟ

ମୋହନା ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ଅଭିଯୋଗ

ଆର୍‌.ଉଦୟଗିରି,୨୪।୪(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ବିରୋଧରେ ସ୍ବର ଉତ୍ତୋଳନ ଆରମ୍ଭ ହୋଇଛି। ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ଦଣ୍ଡାସି ସାହୁ ନିଜ ଘରେ ଜରାନିବାସ ଚଳାଉଥିବା ଦର୍ଶାଇ ଅର୍ଥ ହଡ଼ପ...

ମହମବତି ଆଲୋକରେ ଚାଲିଛି ପାଠପଢ଼ା

ଦାରିଙ୍ଗବାଡି,୨୪।୪ (ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍‌ କାଟକୁ ନେଇ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ବ୍ୟବସାୟ ପ୍ରତିଷ୍ଠାନ ସମେତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ଏକ ପ୍ରକାର ଠପ ହୋଇଯାଉଛି। ଆଉ...

ମହାନଗର ଗଳିକନ୍ଦି ରାସ୍ତା ବିପଜ୍ଜନକ, ସରୁନି ଜାନିବିଲି ପ୍ରକଳ୍ପ ନିର୍ମାଣ

ବ୍ରହ୍ମପୁର ଅଫିସ,୨୪।୪: ବ୍ରହ୍ମପୁର ମହାନଗରରେ ଗଳି କନ୍ଦି ରାସ୍ତାଗୁଡ଼ିକ ଶୋଚନୀୟ ହୋଇଯାଇଛି। ଫଳରେ ଯାନବାହନ ଚଳାଚଳ ବେଳେ ଛୋଟ ବଡ଼ ଦୁର୍ଘଟଣା ଘଟୁଛି ଏବଂ ପାଦଚଲା ମଧ୍ୟ ବିପଜ୍ଜନକ ହୋଇଛି। ସାଢ଼େ ୩ ବର୍ଷ ବ୍ୟବଧାନରେ ପୌର ନିର୍ବାଚନ ହୋଇଛି ଏବଂ...

ମାସକରେ ୨୧ ଡାକ୍ତରଙ୍କ ବଦଳି, ନିଯୁକ୍ତି ନାହିଁ

ବ୍ରହ୍ମପୁର ଅଫିସ,୨୪।୪: ଦକ୍ଷିଣ ଓଡ଼ିଶାର ପ୍ରମୁଖ ଚିକିତ୍ସାଳୟ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜ ଲଗାତାର ସରକାରୀ ଅବହେଳାର ଶିକାର ହେଉଛି। ଏଠାରୁ ଅଭିଜ୍ଞ ଡାକ୍ତରମାନଙ୍କୁ ଅନ୍ୟତ୍ର ବଦଳି କରି ନିଆଯାଉଛି। କିନ୍ତୁ ତାଙ୍କ ସ୍ଥାନରେ ଆବଶ୍ୟକ ଡାକ୍ତର ନିଯୁକ୍ତି...

ଶିକ୍ଷକ ଅଭାବ ନେଇ ବିଦ୍ୟାଳୟରେ ତାଲା

ଭଣ୍ଡାରିପୋଖରୀ, ୨୪।୪ (ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଝୁଟୁଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ସମସ୍ୟାକୁ ନେଇ ଶନିବାର ଅଭିଭାବକମାନେ ମୁଖ୍ୟ ଫାଟକରେ ତାଲା ପକାଇବା ସହ ଧାରଣା ଦେଇଥିଲେ। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ...

ପୁଣି ଏନ୍‌ଜିଟିରେ ମାମଲା: ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ ନିର୍ଦ୍ଦେଶ

ବାରିପଦା ଅଫିସ,୨୪।୪: ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀରୁ ବେଆଇନ ବାଲି ଉତ୍ତୋଳନ ଓ ପରିବହନକୁ ନେଇ ପୁଣି ବିବାଦ ଘେରରୁ ଆସିଛି ଜିଲା ପ୍ରଶାସନ। ମାସକ ପୂର୍ବରୁ ଦୁଇଟି ବାଲି ସଇରାତକୁ ନେଇ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) ରିପୋର୍ଟ ତଲବ କରିଥିବା...

ରାଜଧାନୀରେ ଚାଞ୍ଚଲ୍ୟ: ସ୍ତ୍ରୀ-ଶାଳୀଙ୍କୁ ମାରି ଘରେ ରଖିଥିଲେ ବ୍ୟକ୍ତି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ଚାଞ୍ଚଲ୍ୟ। ହାଉସିଂବୋର୍ଡ ଅଞ୍ଚଳରେ ରହୁଥିବା ଜଣେ ବ୍ୟକ୍ତି ସ୍ତ୍ରୀ ଏବଂ ଶାଳିଙ୍କୁ ହତ୍ୟା କରିବା ପରେ ଦୁଇରୁ ତିନି ଦିନ ହେବ ଘରେ ରଖିଥିଲେ। ରବିବାର ଚନ୍ଦ୍ରଶେଖରପୁର ପୋଲିସ ଖବରପାଇ ମୃତଦେହକୁ ଜବତ କରିଛି।...

ବିନା ଏଷ୍ଟିମେଟରେ ଚାଲିଛି ପକ୍କାଗୃହ ନିର୍ମାଣ

ବାରିପଦା ଅଫିସ,୨୪।୪: ମୟୂରଭଞ୍ଜ ଜିଲା ପୂର୍ତ୍ତବିଭାଗ ଅଧୀନରେ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ମନମୁଖି ଭାବେ ଚାଲିଛି। ବିନା ଏଷ୍ଟିମେଟରେ ଲକ୍ଷ ଲକ୍ଷ ଟଙ୍କାର କାର୍ଯ୍ୟ କରାଯାଉଥିବା ଅଭିଯୋଗ ହୋଇଛି। ନିର୍ମାଣାଧିନ ଏକ ଅଫିସ ଗୃହ କାର୍ଯ୍ୟ ବିନା ଟେଣ୍ଡରରେ...

କାର୍‌କୁ ମୁହାଁମୁହିଁ ପିଟିଲା ବସ୍‌; ଜଣେ ଆରୋହୀଙ୍କ ଜୀବନ ଗଲା

ବରଗଡ଼ ଅଫିସ,୨୪।୪- ବରଗଡ଼ ସହର ଉପକଣ୍ଠ ହଲଦୀପାଲି ଛକରେ ରବିବାର ଭୋର ପ୍ରାୟ ସାଢେ ୪ଟାରେ ଏକ ଯାତ୍ରୀବାହୀ ବସ ଏବଂ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ କାର୍‌ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ଜଣକ...

ପୁରୀରୁ ଦର୍ଶନ ସାରି ଫେରୁଥିଲେ; ଓଲଟିଲା ବସ୍‌

ଗଞ୍ଜାମ,୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ତୀର୍ଥଯାତ୍ରୀ ବସ ଓଲଟି ପଡ଼ିବାରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି...

ଖୋର୍ଦ୍ଧା-କଟକ ଆଗରେ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୩ ଜଣ ପିଲା ସଂକ୍ରମିତ ହୋଇଥିବା ନେଇ ରାଜ୍ୟ...

‘ମୃତ୍ୟୁ ଘଟଣାକୁ ଚପାଇଦେବା ପାଇଁ ଉଦ୍ୟମ’

ଝାରସୁଗୁଡ଼ା ଅଫିସ,୨୪।୪: ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ମୃତ୍ୟୁ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସମ୍ପୃକ୍ତି ଥିବା ଭାଜପା ଅଭିଯୋଗ କରି ଘଟଣାର ସିବିଆଇ ତଦନ୍ତ ଦାବି କରିଛି। ଏହାକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri