ରାଜ୍ୟ

‘୨୦୨୩ ଡିସେମ୍ବରରେ ସରିବ କାନପୁର ଡ୍ୟାମ୍‌ କାମ’

ଯୋଡ଼ା/କେନ୍ଦୁଝର,୨୩।୪ (ଡି.ଏନ.ଏ./ସ୍ବ.ପ୍ର.) ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କେନ୍ଦୁଝର ଜିଲାର କାନ୍‌ପୁର ଜଳସେଚନ ଡ୍ୟାମ୍‌ର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ୨୦୨୩ ଡିସେମ୍ବର ସୁଦ୍ଧା ଡ୍ୟାମ୍‌ ନିର୍ମାଣ କାର୍ଯ୍ୟ ପୂର୍ଣ୍ଣାଙ୍ଗ କରାଯିବା ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ପ୍ରକଳ୍ପ ଦ୍ୱାରା କେନାଲ...

ମୁହଁ ଖୋଲିଲା ଆଞ୍ଚଳିକ ବିକାଶ ସମିତି

ଢେଙ୍କାନାଳ ଅଫିସ, ୨୩।୪ ଢେଙ୍କାନାଳ ପୌରାଞ୍ଚଳ ୧ନଂ. ଓ୍ବାର୍ଡ ଅନ୍ତର୍ଗତ ଶ୍ୟାମାଚରଣପୁର ଅଞ୍ଚଳରେ ନିର୍ମିତ ଶ୍ମଶାନ, ପୋଖରୀ ଖନନ ଏବଂ ଜାଗା ମିଶନକୁ ନେଇ ଶୁକ୍ରବାର ସ୍ଥାନୀୟ ଆଞ୍ଚଳିକ ବିକାଶ ସମିତି କର୍ମକର୍ତ୍ତାମାନେ ମୁହଁ ଖୋଲିଛନ୍ତି। ସେମାନେ ଜାଗା ମିଶନ...

ଚୋରା ବାଇକ୍‌ରେ ଲୁଟୁଥିଲା କଟୁରି ଗ୍ୟାଙ୍ଗ୍‌

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଚୋରା ବାଇକ୍‌ରେ ବୁଲୁଥିଲେ। ଏକୁଟିଆ ଯାଉଥିବା ଲୋକଙ୍କୁ ଟାର୍ଗେଟ କରି କଟୁରି ଦେଖାଇ ଲୁଟୁଥିଲେ। ରାଜଧାନୀ ଭୁବନେଶ୍ୱରରେ ଆତଙ୍କ ସୃଷ୍ଟି କରୁଥିବା କଟୁରୀ ଗ୍ୟାଙ୍ଗ୍‌ ଶେଷରେ ଧରାପଡ଼ିଛି। ଏହି ଗ୍ୟାଙ୍ଗ୍‌ର ୫ଜଣଙ୍କୁ ଧରିଛି ଖଣ୍ଡଗିରି ଥାନା ପୋଲିସ। ସେମାନେ...

୧୫ ନୂତନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗୃହୀତ

ପାରାଦୀପ,୨୩ା୪(ସ୍ବ.ପ୍ର.): ପାରାଦୀପ ପୌର ପରିଷଦ ପକ୍ଷରୁ ଶୁକ୍ରବାର କାଉନ୍‌ସିଲର ବୈଠକ ବସିଥିଲା। ଚଳିତବର୍ଷ ପୌର ନିର୍ବାଚନ ପରେ ଏହା ପ୍ରଥମ ବୈଠକ ଥିଲା। ଏଥିରେ ନବନିର୍ବାଚିତ ଅଧ୍ୟକ୍ଷ ବସନ୍ତ ବିଶ୍ୱାଳ, ଉପାଧ୍ୟକ୍ଷା ଛବିଲତା ରାଉତ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ,...

ଧରାପଡ଼ିଲେ ବ୍ରାଉନ୍‌ସୁଗାର ବେପାରୀ ସେକ୍‌ ଜାମ୍‌ସେଦ୍‌

ଭୁବନେଶ୍ୱର, ୨୩।୪(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ହଳଦିପଡ଼ିଆ ବସ୍ତିରୁ ମୋଷ୍ଟ ଓ୍ବାଣ୍ଟେଡ ବ୍ରାଉନ୍‌ସୁଗାର ବେପାରୀ ସେକ୍‌ ଜାମ୍‌ସେଦ୍‌ଙ୍କୁ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଗିରଫ କରିଛି। ଜାମସେଦ୍‌ ହେଉଛନ୍ତି ଜେଲରେ ଥିବା ନିଶା ବେପାରୀ ଶିବ ପ୍ରସାଦ ଦାସ ଓରଫ...

ଜମି ଅଧିଗ୍ରହଣ ତ୍ୱରାନ୍ବିତ ଉପରେ ଗୁରୁତ୍ୱ

ମାଲକାନଗିରି/କୋରାପୁଟ/ଜୟପୁର,୨୩ା୪(ଡି.ଏନ୍‌.ଏ./ସ୍ବ.ପ୍ର./ନି.ପ୍ର.): ରେଳ, ଯୋଗାଯୋଗ ଓ ଇଲେକ୍‌ଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ଦିନିକିଆ କୋରାପୁଟ-ମାଲକାନଗିରି ଜିଲା ଗସ୍ତକରି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ବିଶାଖାପାଟଣାରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ କୋରାପୁଟ ଷ୍ଟେଶନରେ ପହଞ୍ଚତ୍ବା ପରେ...

ମୁହଁ ଖୋଲିଲେ ଅଭିଯୁକ୍ତ ସ୍ତ୍ରୀ

ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ପରକୀୟା ପ୍ରୀତିକୁ ବିରୋଧ କରିବାରୁ ଇଞ୍ଜିନିୟର ସ୍ବାମୀଙ୍କୁ ହତ୍ୟା ପାଇଁ ସୁପାରି ଦେବା ଘଟଣା ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଛି। ଏନେଇ ଦୁଇ ଥାନାରେ ଦୁଇ ମାମଲା ରୁଜୁ ହୋଇଥିବାବେଳେ ଗୁରୁବାର ମଞ୍ଚେଶ୍ୱର ଥାନା ପୋଲିସ ଇଞ୍ଜିନିୟରଙ୍କ...

ନକଲି ପ୍ରଶ୍ନପତ୍ର, ଗୁଜବକାରୀଙ୍କ ଉପରେ କଡ଼ା ନଜର

ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ୍‌ ଏବଂ ଯୁକ୍ତ୨ ପରୀକ୍ଷା ନିମନ୍ତେ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଶୁକ୍ରବାର ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶ୍ନପତ୍ର ନୋଡାଲ୍‌ ସେଣ୍ଟରରେ...

ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ: ର଼୍ୟାଗିଂ ସନ୍ଦେହ

ବଲାଙ୍ଗୀର ଅଫିସ, ୨୩ା୪: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଛାତ୍ରାବାସର ୫ ମହଲା ଛାତ ଉପରୁ ଖସି ପଡି ଶୁକ୍ରବାର ଜଣେ ପ୍ରଥମ ବର୍ଷ ଡାକ୍ତରୀ (ଏମବିବିଏସ୍‌) ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣକ ହରିୟାଣା ରାଜ୍ୟ...

କପିଳାସ ଅଭୟାରଣ୍ୟରେ ହେବ ଓଭରପାସ୍‌

ଢେଙ୍କାନାଳ ଅଫିସ୍‌, ୨୩।୪: ତଳେ ଯିବ ଟ୍ରେନ୍‌। ଉପରେ ଓଭରପାସ୍‌ ରାସ୍ତାଦେଇ ଚଳପ୍ରଚଳ କରିବେ ହାତୀ। ଫଳରେ ହ୍ରାସ ପାଇବ ରେଳଧାରଣାରେ ଟ୍ରେନ୍‌ ଧକ୍କାଜନିତ ହାତୀମୃତ୍ୟୁ। ହାତୀ ପାଇଁ ପ୍ରସିଦ୍ଧ ଢେଙ୍କାନାଳ ଜିଲାର କପିଳାସ ଅଭୟାରଣ୍ୟରେ ଏଭଳି ଅଭିନବ ପ୍ରକଳ୍ପ...

ଶ୍ରୀମନ୍ଦିର ସୁରକ୍ଷା ନେଇ ୨୭ରେ ବିକ୍ଷୋଭ, ଦଳମତ ନିର୍ବିଶେଷରେ ସମସ୍ତେ ସାମିଲ ହେବାକୁ ଆହ୍ବାନ

ଭୁବନେଶ୍ୱର,୨୨।୪ (ବ୍ୟୁରୋ): ରାଜ୍ୟ ସରକାରଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଆର୍କିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆ (ଏଏସ୍‌ଆଇ)ର ଅନୁମତି ମିଳି ନ ଥିବା ନେଇ ବିବାଦ ଉପୁଜିଥିଲା। ଏପରି ସ୍ଥିତିରେ ଶ୍ରୀମନ୍ଦିରର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବରିଷ୍ଠ କଂଗ୍ରେସ...

ଆସନ୍ତା ୨୯ରୁ ଶ୍ରୀମନ୍ଦିର ପଶ୍ଚିମ ଦ୍ୱାରରେ ଦର୍ଶନ

ପୁରୀ ଅଫିସ,୨୨।୪: ଆସନ୍ତା ୨୯ ତାରିଖରୁ ପଶ୍ଚିମଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ଉତ୍ତରଦ୍ୱାର ଓ ଦକ୍ଷିଣଦ୍ୱାର ପଟେ ପ୍ରସ୍ଥାନର ବ୍ୟବସ୍ଥା ରହିବ। ସେହିପରି ଚଳିତବର୍ଷ ଚନ୍ଦନଯାତ୍ରାରେ ଶ୍ରଦ୍ଧାଳୁ ସାମିଲ ହୋଇପାରିବେ। ଶୁକ୍ରବାର ନୀଳାଦ୍ରି ଭକ୍ତନିବାସରେ ଗଜପତି ମହାରାଜା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri